Home Left

କୃଷକ ଆନ୍ଦୋଳନକୁ ନେଇ ଅମିତ ଶାହାଙ୍କ ହସ୍ତକ୍ଷେପକୁ ସ୍ୱାଗତ କଲେ ଅମରିନ୍ଦର

ଚଣ୍ଡିଗଡ଼,୨୯ ।୧୧: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୃଷକ ଆନ୍ଦୋଳନ ଉପରେ ହସ୍ତକ୍ଷେପ କରିଥିବାରୁ ଏହାକୁ ନେଇ ପଞ୍ଜାବ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଛନ୍ତି । ସେ କହିଛନ୍ତି ସ୍ୱରାଷ୍ଟ୍ରମନ୍ତ୍ରୀଙ୍କ ପଦକ୍ଷେପକୁ ମୁଁ ସ୍ୱାଗତ କରୁଛି । ସେ କହିଛନ୍ତି ସ୍ୱରାଷ୍ଟ୍ରମନ୍ତ୍ରୀ…

ଫେବୃୟାରୀ ୨୮ ଯାଏ ଇପିଏଫ୍‌ ସମୟସୀମା ବୃଦ୍ଧି

ଭୁବନେଶ୍ୱର,୨୯ା୧୧: କରୋନା ମହାମାରୀ କାରଣରୁ ଦେଶରେ ଦେଖାଦେଇଥିବା ମାନ୍ଦାବସ୍ଥା ଓ ସଂକ୍ରମଣର ଭୟାବହତାକୁ ଆଖି ଆଗରେ ରଖି ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଫଳରେ ଦେଶର ସମସ୍ତ ପେନ୍‌ସନଧାରୀଙ୍କ ପାଇଁ ଆବଶ୍ୟକ କାଗଜପତ୍ର ଡିପୋଜିଟର ସମୟସୀମାକୁ…

୧ରୁ ବଦଳିବ ପିଏନ୍‌ବି ଏଟିଏମ୍‌ ନିୟମ

ଭୁବନେଶ୍ୱର,୨୯ା୧୧: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି) ପକ୍ଷରୁ ଡିସେମ୍ବର ୧ରୁ ଏହାର ଏଟିଏମ୍‌ରୁ ଟଙ୍କା ଉଠାଣ ପ୍ରକ୍ରିୟାରେ ବଡ଼ ଧରଣର ପରିବର୍ତ୍ତନ କରିବାକୁ ଯାଉଛି। ବ୍ୟାଙ୍କ ନିଜର ଗ୍ରାହକମାନଙ୍କୁ ଉନ୍ନତ ସେବା ଓ ସୁବିଧା ସହ ବିଭିନ୍ନ ପ୍ରକାର ଠକେଇରୁ ସୁରକ୍ଷା ଦେବା…

ଟ୍ରାଭେଲ କମ୍ପାନୀ କକ୍ସ ଆଣ୍ଡ କିଙ୍ଗ୍‌ସ ଦେବାଳିଆ

ଭୁବନେଶ୍ୱର,୨୯ା୧୧: ଦେଶର ଅଗ୍ରଣୀ ଟ୍ରାଭେଲ ଆଣ୍ଡ ଟୁର୍ସ କମ୍ପାନୀ କକ୍ସ ଆଣ୍ଡ କିଙ୍ଗ୍‌ସର ପ୍ରମୋଟର ପିଟର କେରକରଙ୍କୁ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଏକାଧିକ ବ୍ୟାଙ୍କରୁ ୫,୫୦୦ କୋଟି ଟଙ୍କାର ଋଣ ଘୋଟାଲା ଓ ମନି ଲଣ୍ଡରିଂ ମାମଲାରେ ପିଟରଙ୍କୁ ଇଡି…

‘ଘରୋଇକରଣ ପରେ ବି ସବ୍‌ସିଡି ମିଳିବ’

ଭୁବନେଶ୍ୱର,୨୯ା୧୧: ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ୍‌ (ବିପିସିଏଲ୍‌)ରେ ସରକାର ନିଜର ଅଂଶଧନ ବିକ୍ରି କରିବାକୁ ଯାଉଛନ୍ତି। ଏଭଳି ସ୍ଥିତିରେ ଦେଶର ୭ କୋଟିରୁ ଊର୍ଦ୍ଧ୍ୱ ଏଲ୍‌ପିଜି ବ୍ୟବହାର କରୁଥିବା ଗ୍ରାହକଙ୍କ ମନରେ ସବ୍‌ସିଡିକୁ ନେଇ ନାନା ପ୍ରଶ୍ନ ଉଠିଛି। ଏହାକୁ ନେଇ ସରକାରଙ୍କ…

ସୁକମା ମାଓବାଦୀ ଆକ୍ରମଣ: ଆଇଇଡି ବିସ୍ଫୋରଣରେ ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ ଶହୀଦ

ରାୟପୁର,୨୯ ।୧୧: ଛତିଶଗଡ଼ ସୁକମାରେ ବୁର୍କାପାଲ କ୍ୟାମ୍ପରୁ ପାଖାପାଖି ୬ କିଲୋମିଟର ଦୂରରେ ସର୍ଚ୍ଚ ଅପରେଶନ ପାଇଁ ବାହାରିଥିବା ଯବାନ ମାଓବାଦୀଙ୍କ ଟାର୍ଗେଟ ପାଲଟି ଯାଇଛନ୍ତି । ମାଓବାଦୀଙ୍କ ଦ୍ୱାରା ଖଞ୍ଜା ଯାଇଥିବା ଆଇଇଡି ବିସ୍ଫାରଣରେ କୋବରା ବାଟାଲିୟନର ଜଣେ ଆସିଷ୍ଟାଣ୍ଡ…

ଆମେରିକାରେ ଏକ ମାସ ଟ୍ରେନିଂ ନେବେ ବଜରଙ୍ଗ

ନୂଆଦିଲ୍ଲୀ, ୨୯ା୧୧(ପି.ଟି.)-ରେସ୍‌ଲର ବଜରଙ୍ଗ ପୁନିଆ ଆମେରିକାରେ ଏକ ମାସ ଧରି ଟ୍ରେନିଂ କ୍ୟାମ୍ପରେ ଯୋଗଦେବେ। ମିଶନ ଅଲିମ୍ପିକ ସେଲ୍‌ ଦ୍ୱାରା ତାଙ୍କର ଏହି ଯୋଜନା ମଞ୍ଜୁର ଲାଭ କରିଛି। ଟୋକିଓ ଅଲିମ୍ପିକ୍ସରେ ବଜରଙ୍ଗ ଭାରତ ପାଇଁ ପଦକ ଜିତିବେ ବୋଲି ଆଶା…

‘ଆଗଭଳି ବେପାର ହେଉନି’ – କରୋନା ପାଇଁ ସବୁ ଠପ୍‌

କେନ୍ଦୁଝର, ୨୯ା୧୧ (ସ୍ବ.ପ୍ର.)-କରୋନା କଟକଣାରେ ବହୁ ଲୋକଙ୍କ ଜୀବନଜୀବିକା ଠପ୍‌ ହୋଇଯାଇଛି। ବିଶେଷ କରି ଦିନମଜୁରିଆ ଓ ବିଭିନ୍ନ ସ୍ଥାନରେ ଛୋଟ ଛୋଟ ଜଳଖିଆ ଦୋକାନ, ହୋଟେଲ ଆଦି ଖୋଲି ଗୁଜୁରାଣ ମେଣ୍ଟାଉଥିବା ବହୁ ଗରିବ ଶ୍ରେଣୀର ଲୋକେ ଅଧିକ କ୍ଷତିଗ୍ରସ୍ତ…

ଅଙ୍ଗ ଦାନ କରିବେ ବଲିଉଡର ରକ୍‌ଷ୍ଟାର ରଣବୀର କପୁର

ମୁମ୍ବାଇ, ୨୯।୧୧-ଅଙ୍ଗ ଦାନ କରିବେ ବଲିଉଡର ରକଷ୍ଟାର ରଣବୀର କପୁର। ନଭେମ୍ବର ୨୭ରେ ଜାତୀୟ ଅଙ୍ଗ ଦାନ ଦିବସରେ ଅମର ଗାନ୍ଧୀ ଫାଉଣ୍ଡେସନ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରଣବୀର ଏହି ଘୋଷଣା କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଅଙ୍ଗଦାନ…

ପ୍ରଥମ ଟି୨୦: ଇଂଲଣ୍ଡ ୫ ଉଇକେଟରେ ବିଜୟୀ

କେପ୍‌ ଟାଉନ,୨୯।୧୧(ଏପି): ସ୍ଥାନୀୟ ନ୍ୟୁଲାଣ୍ଡ୍ସ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ଇଂଲଣ୍ଡ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ଜନି ବେୟାରଷ୍ଟୋଙ୍କ ଧୂଆଁଧାର ବ୍ୟାଟିଂ ବଳରେ ୫ ଉଇକେଟରେ ବିଜୟ ହାସଲ କରିଛି। ଟସ୍‌ ହାରି…

ଶୀତ ଦିନେ ଏପରି ନିଅନ୍ତୁ ତ୍ୱଚାର ଯତ୍ନ

ସାଧାରଣତଃ ଶୀତଦିନେ ତ୍ୱଚା ଶୁଖିଲା ହୋଇଯାଏ। ଏହାର କାରଣ ହେଲା ଅତ୍ୟଧିକ ଶୀତ ହେବା। ଆଉ ଶୀତରୁ ରକ୍ଷା ପାଇବା ପାଇଁ ଅନେକ ଲୋକ ଗରମ ପାଣିରେ ଗାଧୋଇଥାନ୍ତି। ଫଳରେ ଚର୍ମ ଆହୁରି ଶୁଷ୍କ ହୋଇଯାଏ। ତେଣୁ ଶୀତଦିନରେ କିପରି ତ୍ୱଚାର…

ଦ୍ୱିତୀୟ ଦିନିକିଆ: ସିରିଜ ବଞ୍ଚାଇବା ଲକ୍ଷ୍ୟରେ ଭାରତ

ସିଡ୍‌ନୀ,୨୯।୧୧(ପି.ଟି.): ଦ୍ୱିତୀୟ ଦିନିକିଆରେ ଭାରତ ଓ ଘରୋଇ ଅଷ୍ଟ୍ରେଲିଆ ରବିବାର ପରସ୍ପରକୁ ଭେଟିବେ। ପୁଣି ଥରେ ସ୍ଥାନୀୟ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍‌ସିଜି) ମ୍ୟାଚ୍‌ ଖେଳାଯିବ। ପ୍ରଥମ ଦିନିକିଆରେ ୬୬ ରନରେ ପରାସ୍ତ ହୋଇଥିବା ଭାରତ ଦ୍ୱିତୀୟ ମ୍ୟାଚ୍‌ରେ ବିଜୟୀ ହୋଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri