Home Left

ବଲିଉଡ୍‌ରେ ବଢ଼ୁଛି କରୋନା କାୟା: ଆମିର-କାର୍ତ୍ତିକଙ୍କ ପରେ ଏହି ସୁପରମଡେଲ କୋଭିଡ୍‌ ପଜିଟିଭ୍‌

ବମ୍ବେ: ବଲିଉଡ୍‌ ଅଭିନେତା ଆମିର ଖାନ୍‌ ଏବଂ କାର୍ତ୍ତିକ ଆର୍ୟନଙ୍କ ପରେ ଏବେ ସୁପର ମଡେଲ୍‌ ମିଲିନ୍ଦ ସୋମନ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହା ଜଣାପଡ଼ିବା ପରେ ସେ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି। କିଭଳି ଭାବେ ସେ ସଂକ୍ରମିତ ହୋଇଥିବା ଜଣାପଡ଼ିନାହିଁ।…

ଗଞ୍ଜାମରେ ଭାରତ ବନ୍ଦର ପ୍ରଭାବ

ଗଞ୍ଜାମ,୨୬।୩ (ଡି.ଏନ୍‌.ଏ.): ସଂଯୁକ୍ତ କିସାନ ମୋର୍ଚ୍ଚା ଆହ୍ବାନକ୍ରମେ କେନ୍ଦ୍ର ସରକାରଙ୍କ ୩ ନୂଆ କୃଷି ଆଇନ ବିରୋଧରେ ଶୁକ୍ରବାର ଭାରତ ବନ୍ଦ ଡାକରା ଦିଆଯାଇଥିଲା। ଏହାର ପ୍ରଭାବ ଗଞ୍ଜାମ ସହରରେ ମଧ୍ୟ ଦେଖିବାକୁ ମିଳିଛି। କୃଷକ ସଭା ଓ ସିଟୁ ସଂଗଠନ…

ଯୁବରାଜଙ୍କ ନୂଆ ଲୁକ୍‌କୁ ଦେଖି ପୂର୍ବତନ ପ୍ରେମିକା ଦେଲେ ଏଭଳି ପ୍ରତିକ୍ରିୟା

କ୍ରିକେଟ ପଡ଼ିଆରେ ଆମେ ବହୁତ ଥର ସିକ୍ସର କିଙ୍ଗ୍‌ ଯୁବରାଜ ସିଂହଙ୍କୁ ୪/୬ ମାରିବାର ଦେଖିଛୁ। କିନ୍ତୁ ତାଙ୍କର ନୂଆ ଲୁକ୍‌ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଲମ୍ବା କେଶ ଏବଂ ଆଖିରେ ହଳଦିଆ ରଙ୍ଗର ଚଷମା ଲଗାଇଥିବା…

ଆସିଲା ‘ନୋଜ୍‌ ଓନ୍‌ଲି ମାସ୍କ’: ପିନ୍ଧି ଆରାମରେ ଖାଇପିଇ ପାରିବେ

ମହାମାରୀ କରୋନାର ଟିକା ବାହାରିବା ପରେ ଲୋକେ ସାମାନ୍ୟ ଆଶ୍ୱସ୍ତ ଅନୁଭବ କରିଥିଲେ। ହେଲେ ଏବେ ପୁଣି ଲେଉଟିଛି କରୋନା। ଦିନକୁ ଦିନ ସଂକ୍ରମଣ ବଢ଼ୁଥିବାରୁ ମାସ୍କର ବ୍ୟବହାର ଏବଂ ସାମାଜିକ ଦୂରତ୍ୱ ରକ୍ଷା କରିବା ଆବଶ୍ୟକ ହୋଇପଡ଼ିଛି। ହେଲେ ମାସ୍କ…

ବଡ଼ଖରିଡ଼ାରେ ଅଗ୍ନିକାଣ୍ଡ: ୮ ପରିବାର ସର୍ବସ୍ବାନ୍ତ, ତହସିଲଦାରଙ୍କ ପକ୍ଷରୁ ସହାୟତା

ପୁରୁଷୋତ୍ତମପୁର, ୨୬।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ବଡଖରିଡା ଗ୍ରାମରେ ଗୁରବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୮ ଟି ପରିବାର ସମ୍ପୂର୍ଣ୍ଣ ରୂପେ ଛାରଖାର ହୋଇଯାଇଛି। ଆସବାବପତ୍ର ସମେତ ଧାନ, ଚାଉଳ, ଲୁଗାପଟା ପୋଡି ନଷ୍ଟ ହୋଇଯାଇଛି। ଖବର ପାଇ…

ଶାହାରୁଖ୍‌ ପୁଅ ଅବରାମଙ୍କୁ ସ୍ତ୍ରୀଙ୍କଠାରୁ ରଖନ୍ତି ଦୂରେଇ

ବଲିଉଡ୍‌ ଅଭିନେତା ଶାହାରୁଖ୍‌ ଖାନ୍‌ ଏବଂ ସ୍ତ୍ରୀ ଗୌରୀ ଖାନ୍‌ ଏମିତି ଏକ ଷ୍ଟାର କପଲ ଯିଏକି କ୍ୟାରିୟର ଏବଂ ବ୍ୟକ୍ତିଗତ ଜୀବନରେ ଅନେକ ଚ୍ୟାଲେଞ୍ଜର ସମ୍ମୁଖୀନ ହୋଇଛନ୍ତି। ଏବେ ସେମାନଙ୍କ ବନ୍ଧନ ବହୁତ ଶକ୍ତ କହିଲେ କିଛି ଭୁଲ ହେବ…

୧୦ ସେକେଣ୍ଡ ଅଭିନୟରୁ ବୋଲ୍ଡ ସିିନ୍‌ ପର୍ଯ୍ୟନ୍ତ ସଂଘର୍ଷପୂର୍ଣ୍ଣ ଥିଲା ଏହି ଅଭିନେତ୍ରୀଙ୍କ ଜୀବନ

ବଲିଉଡର ବୋଲ୍ଡ ଅଭିନେତ୍ରୀ ଅର୍ଚ୍ଚନା ପୁରଣ ସିଂ ଉଭୟ ଫିଲ୍ମ ଏବଂ ଟେଲିଭିଜନ ଜଗତରେ ନିଜର ଏକ ଭିନ୍ନ ପରିଚୟ ସୃଷ୍ଟି କରିଛନ୍ତି। ଅର୍ଚ୍ଚନା ଡେରାଡୁନ୍‌ର ଏକ ପଞ୍ଜାବୀ ପରିବାରରେ ଜନ୍ମଗ୍ରହଣ କରିଥିଲେ। ସେଠାରେ ସ୍କୁଲ ପଢ଼ା ସାରି ସେ ଦିଲ୍ଲୀର…

ଏହି ରାଜନେତାଙ୍କ ଉପରେ ରାଗିଲେ ସୋନା ମହାପାତ୍ର

ଚେନ୍ନାଇ,୨୬।୩: କଣ୍ଠଶିଳ୍ପୀ ସୋନା ମହାପାତ୍ର ଡିଏମ୍‌କେ ନେତା ଡିଣ୍ଡିଗୁଲ ଲିୟୋନିଙ୍କ ବିବାଦୀୟ ବୟାନ ଉପରେ ପ୍ରବଳ ରାଗିଛନ୍ତି। ଲିୟୋନି ତାମିଲନାଡୁରୁ ପ୍ରାର୍ଥୀ ହୋଇଛନ୍ତି। ଏକ ନିର୍ବାଚନ ପ୍ରଚାରରେ ସେ ମହିଳାମାନଙ୍କ ଶରୀରକୁ ନେଇ ବିବାଦୀୟ ବୟାନ ଦେଇଥିଲେ। ସେ କହିଥିଲେ, ଦେଶର…

କର୍ଲାମୁଣ୍ଡା ବ୍ଲକ ଶିକ୍ଷା ସହାୟକ ସଂଘର ନୂତନ କର୍ମକର୍ତ୍ତା ଚୟନ: ମନୋଜ ଦାସ ହେଲେ ସଭାପତି

କର୍ଲାମୁଣ୍ଡା,୨୬।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କାର୍ଯ୍ୟରତ ୨୦୧୮ ବ୍ୟାଚର କନିଷ୍ଠ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ନେଇ କେସିଙ୍ଗାସ୍ଥିତ ବେଲଖଣ୍ଡି ଶିବ ମନ୍ଦିର ପ୍ରାଙ୍ଗଣରେ ଗୁରୁବାର ଏକ ସାଧାରଣସଭା ଅନୁଷ୍ଠିତ ହୋଇଥିଲା। ପୂର୍ବତନ ସଭାପତି ଶିକ୍ଷକ ପ୍ରଶନ୍ନ କୁମାର ସାହୁ ଏହାର ଅଧ୍ୟକ୍ଷତା…

ସୁଜୈନ୍‌ କହିଲେ, … ମୁଁ ଜଣେ ପୁଅ; ପୂର୍ବତନ ସ୍ବାମୀ ହ୍ରିତିକ ଦେଲେ ଏମିତି କମେଣ୍ଟ

ବଲିଉଡ୍‌ର ଲୋକପ୍ରିୟ ଅଭିନେତା ହ୍ରିତିକ୍‌ ରୋଶନ ଏବଂ ସ୍ତ୍ରୀ ସୁଜୈନ ଏବେ ଆଉ ଏକାଠି ରହୁ ନାହାନ୍ତି। ଉଭୟଙ୍କର ଛାଡପତ୍ର ପରେ ସେମାନେ ବହୁତ ଭଲ ବନ୍ଧୁ ହୋଇଛନ୍ତି। ଉଭୟ ଏକାଠି ସେମାନଙ୍କ ୨ ସନ୍ତାନର ଯତ୍ନ ନେଇଥାନ୍ତି। ଖାଲି ସେତିକି…

ଯୁଗ ସହିତ ନିଜକୁ ପରିବର୍ତ୍ତନ କରିଛି କାଉ: ଟ୍ୟାପ୍‌ ଖୋଲି ପିଉଛି ପାଣି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ମଧ୍ୟ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ତେବେ ପିଲାବେଳେ କାଉର ଚତୁରତା ବିଷୟରେ…

ଟସ୍‌ ଜିତିଲା ଇଂଲଣ୍ଡ

ପୁଣେ,୨୬।୩:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଶୁକ୍ରବାର ଆରମ୍ଭ ହୋଇଛି। ପୁଣେରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଇଂଲଣ୍ଡର ଅଧିନାୟକ ଜୋସ ବଟଲର ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?