Home Left

କେନ୍ଦ୍ରୀୟ ମନ୍ତ୍ରୀ କରୋନା ପଜିଟିଭ୍‌

କାନପୁର,୨୮।୧୧: କେନ୍ଦ୍ରୀୟ ଗ୍ରାମୀଣ ବିକାଶ ରାଷ୍ଟ୍ରମନ୍ତ୍ରୀ ତଥା ଫତେହପୁର ଏମ୍‌ପି ସାଧ୍ୱୀ ନିରଞ୍ଜନ ଜ୍ୟୋତିଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ନିଶ୍ୱାସ ନେବାରେ କଷ୍ଟ ହେବାରୁ ତାଙ୍କୁ ଏଲ୍‌ଅଲ୍‌ଆର୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଦୁଇ ଫୁସଫୁସ୍‌ରେ ସଂକ୍ରମଣ ହୋଇଥିବାରୁ ତାଙ୍କୁ…

‘ଉତ୍ପୀଡ଼ନ ପାଇଁ ଆପରାଧିକ ଆଇନ ଅସ୍ତ୍ର ନୁହେଁ’

ନୂଆଦିଲ୍ଲୀ, ୨୮।୧୧: ରଚନାତ୍ମକ ଉତ୍ପୀଡ଼ନ ପାଇଁ ଆପରାଧିକ ଆଇନକୁ ଯେପରି ଅସ୍ତ୍ର ଭାବେ ବ୍ୟବହାର କରା ନ ଯାଏ ତାହା ଦେଖିବା ନ୍ୟାୟପାଳିକାର କାର୍ଯ୍ୟ। ରିପବ୍ଲିକ୍‌ ଟିଭିର ଏଡିଟର-ଇନ୍‌-ଚିଫ୍‌ ଅର୍ଣ୍ଣବ ଗୋସ୍ବାମୀଙ୍କ ଅନ୍ତରୀଣ ଜାମିନ ସମୟ ସୀମାକୁ ଆଉ ୪ ସପ୍ତାହ…

ମାସ୍କରେ ରହିବ ପଲିପ୍ରୋପାଇଲିନ୍‌ ଫିଲ୍ଟର

ଓଟାଓ୍ବା, ୨୮।୧୧: କରୋନା ସଂକ୍ରମଣ ରୋକିବା ଲାଗି ଏବେ କପଡ଼ା ପ୍ରସ୍ତୁତ ଫେସ୍‌ ମାସ୍କରେ ପଲିପ୍ରୋପାଇଲିନ୍‌ କପଡ଼ାର ତୃତୀୟ ସ୍ତର ରଖିବା ଲାଗି କାନାଡାର ଜନସ୍ବାସ୍ଥ୍ୟ ସଂସ୍ଥା ସୁପାରିସ କରିଛି। ବିଭିନ୍ନ ଅଧ୍ୟୟନରୁ ଜଣାପଡ଼ିଛି ଯେ, ଫେସ୍‌ ମାସ୍କରେ ଅତିରିକ୍ତ ସ୍ତର…

ନୀତୀଶ-ତେଜସ୍ବୀ ମୁହାଁମୁହିଁ

ପାଟନା, ୨୮।୧୧: ନିର୍ବାଚନ ପ୍ରଚାର ବେଳେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ତାଙ୍କର ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ଆର୍‌ଜେଡି ଅଧ୍ୟକ୍ଷ ଲାଲୁ ଯାଦବଙ୍କୁ କଡ଼ା ସମାଲୋଚନା କରିଥିଲେ। ଅନେକ ସମୟରେ ଏହି ସମାଲୋଚନା ବ୍ୟକ୍ତିଗତ ସ୍ତରକୁ ଖସିଯାଇଥିଲା। ଏହି ଘଟଣାକୁ ନେଇ ଶୁକ୍ରବାର…

ସଂରକ୍ଷିତ ଜଙ୍ଗଲରେ ଶିକାରୀ ସକ୍ରିୟ

ଢେଙ୍କାନାଳ ଅଫିସ, ୨୮।୧୧ – ସଂରକ୍ଷିତ ଜଙ୍ଗଲରେ ଗର୍ଜୁଛି ବନ୍ଧୁକ। ବିଦ୍ୟୁତ୍‌ ଫାଶରେ ପଡ଼ି ବନ୍ୟଜନ୍ତୁ ପଡୁଛନ୍ତି ମୃତ୍ୟୁମୁଖରେ। ମାଂସ, ଚମଡ଼ା, ଦାନ୍ତ ଲୋଭରେ ଶିକାରୀମାନେ ଅବାଧ ଜନ୍ତୁ ଶିକାର କରୁଥିବାବେଳେ ଅସୁରକ୍ଷିତ ହୋଇପଡ଼ିଛି ଜୈବ ବିବିଧତାରେ ଭରପୂର ଢେଙ୍କାନାଳର ଅଭୟାରଣ୍ୟ। ଶିଳ୍ପ,…

ପ୍ରଥମ ଟି୨୦: ନ୍ୟୁଜିଲାଣ୍ଡ ୫ ଉଇକେଟରେ ବିଜୟୀ

ଅକଲାଣ୍ଡ,୨୮।୧୧(ଏପି): ସ୍ଥାନୀୟ ଇଡେନ ପାର୍କ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଘରୋଇ ନ୍ୟୁଜିଲାଣ୍ଡ ଡକ୍‌ଓ୍ବର୍ଥ- ଲୁଇସ୍‌ ନିୟମରେ ୫ ଉଇକେଟରେ ବିଜୟ ହାସଲ କରିଛି। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ…

ମାଳଦ୍ୱୀପରେ ବଲିଉଡ ଷ୍ଟାରଙ୍କ ଭିଡ

ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ସେଲେବ୍ରିଟି ଯାଏ ସମସ୍ତେ ଲକ୍‌ଡାଉନ ସମୟରେ ନିଜ ନିଜ ଘରେ ରହି ପରିବାର ସହ ସମୟ ଅତିବାହିତ କରୁଥିଲେ। ଏହି ସମୟରେ ସମସ୍ତେ ନିଜର ନିଜର ଡେଷ୍ଟିନେସନରେ ଛୁଟି ଅବସରକୁ ମିସ୍‌ କରିଥିଲେ। ଅନଲକ ପରେ…

ଆଇଏଫ୍‌ଏସ୍‌ ଅଭୟକାନ୍ତଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୭।୧୧(ବ୍ୟୁରୋ)-ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରିଷ୍ଠ ଆଇଏଫ୍‌ଏସ୍‌ ଅଧିକାରୀ ତଥା ରାଜ୍ୟର ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ପୁଅ ଆକାଶଙ୍କୁ ଶେଷରେ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ପରେ ଉଭୟଙ୍କୁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। କୋର୍ଟ…

ଆନ୍ଦୋଳନକାରୀ କୃଷକଙ୍କ ପାଇଁ ଖାଦ୍ୟ-ପାନୀୟ, ରହିବା ବ୍ୟବସ୍ଥା କରନ୍ତୁ ହରିଆଣାବାସୀ: ଭୂପେନ୍ଦ୍ର ସିଂହ

ଚଣ୍ଡିଗଡ଼,୨୭।୧୧: କୃଷି ଆଇନ ବିରୋଧରେ ପଞ୍ଜାବରୁ ବାହାରିଥିବା କୃଷକ ମୋର୍ଚ୍ଚା ଶୁକ୍ରବାର ଦିଲ୍ଲୀରେ ପହଞ୍ଚିଛି। କୃଷକଙ୍କ ଆନ୍ଦୋଳନ ନାଁରେ ଏବେ ରାଜନୀତି ସରଗରମ ହୋଇଛି। ଇତିମଧ୍ୟରେ ଆନ୍ଦୋଳନକାରୀ କୃଷକଙ୍କ ଖାଦ୍ୟ-ପାନୀୟ, ରହିବା ଓ ଉପଚାରର ବ୍ୟବସ୍ଥା କରିବାକୁ ହରିଆଣାର ପୂର୍ବତନ ମୁଖ୍ୟମନ୍ତ୍ରୀ…

ସାପ ସହ ଲଢି ନିଜ ଛୁଆକୁ ରକ୍ଷା କଲା ମା’ ମୂଷା: ଦେଖନ୍ତୁ ଭିଡିଓ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଏକ ମା’ ମୂଷା ସାପ ସହ ଲଢି କିପରି ନିଜ ଛୁଆର ଜୀବନ ବଞ୍ଚାଇଛି ସେହି ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି, ଏକ ସାପ ମୂଷା ଛୁଆକୁ…

ଭୁବନେଶ୍ୱରରୁ ଆଜି ୩୮ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୭

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୮କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ସଞ୍ଜୟଙ୍କୁ ଭେଟିଲେ କଙ୍ଗନା

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାୱତ ଏବେ ତାଙ୍କ କାମ ଉପରେ ସମ୍ପୂର୍ଣ୍ଣ ଧ୍ୟାନ ଦେଉଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଏବେ ସେ ତାଙ୍କ ଅଭିନୀତ ଫିଲ୍ମ ‘ଥାଲାଇବି’ ଶୁଟିଂ ଶେଷ କରିବା ଳକ୍ଷ୍ୟରେ ରହିଛନ୍ତି । ଏଥିପାଇଁ ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri