Home Left

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି ଭୁତାଣୁ ଜନିତ ରୋଗ ପାଇଁ ବିଜ୍ଞାନ ଯୁଗରେ ଅନେକ ପ୍ରକାର ପ୍ରତିଷେଧକ ଟିକାକରଣ…

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ ନୌସେନା ନିସନ୍ଦେହରେ ଏହାର ୮୭ ନାବିକଙ୍କ ମୃତ୍ୟୁର ପ୍ରତିଶୋଧ ନେବ। ଏହି ଆକ୍ରମଣ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର ‘ହୁଇପ୍‌’କୁ ନ ମାନି କ୍ରସ୍‌ ଭୋଟିଂ କରିଥିଲେ। ଏବେ କଂଗ୍ରେସ ଏହି ୩…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର ଏବଂ ଏୟାର କଣ୍ଡିସନର ଭଳି ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଅନ୍ତର୍ଭୁକ୍ତ। ଏହି ସାମଗ୍ରୀ…

୫ ପ୍ରତିଶତ ବଢିଲା DA: ମାଲାମାଲ ସରକାରୀ କର୍ମଚାରୀ

ଅଗରତାଲା,୧୭।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ସାରା ଦେଶରେ ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ଏବେ ଜୋରଦାର ଚାଲିଛି। ଏହି ମଧ୍ୟରେ ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ସାହା ରାଜ୍ୟ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ ଧକ୍କା ଦେଇ ରାସ୍ତାରେ ଠିଆ ହୋଇଥିବା ବସ୍‌କୁ ପଛ ପଟୁ ଧକ୍କା ଦେଲା…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ସୁଜିତ୍‌ କୁମାର(ଭାଜପା), ସଂତୃପ୍ତ ମିଶ୍ର(ବିଜେଡି) ଏବଂ ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ଦିଲୀପ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ପ୍ରତିଶ୍ରୁତି ଦେଲା ଇରାନ, କହିଲା ‘ତୁମେ ଆମ ପାଇ ଗୁରୁତ୍ୱପୂର୍ଣ୍ଣ, ସେଥିପାଇଁ…’

ତେହରାନ୍‌/ନୂଆଦିଲ୍ଲୀ,୧୭।୩: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ଜାହାଜ ପାର ହେବା ସମ୍ପର୍କରେ ସୂଚନା ଜାରି କରିଛି। ଇରାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି ଯେ ଇରାନର ବିଶ୍ୱ ତୈଳ ଯୋଗାଣରେ ବାଧା ସୃଷ୍ଟି କରିବାର କୌଣସି ଉଦ୍ଦେଶ୍ୟ…

ଦୁଃଖ ବଖାଣିଲେ ରଶିଦ ଖାନ: ପାକିସ୍ତାନ ଉପରେ ବର୍ଷିଲେ, ଜାଣିଶୁଣି…

କାବୁଲ,୧୭।୩: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନ ଉପରେ ବିମାନ ଆକ୍ରମଣ କରିଛି। ଏହି ବିମାନ ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଆଫଗାନିସ୍ତାନର କାବୁଲରେ ଧ୍ୱଂସଲୀଳା ସୃଷ୍ଟି କରିଛି। ଏହି ଆକ୍ରମଣରେ ପ୍ରାୟ ୪୦୦ ଆଫଗାନ ପ୍ରାଣ ହରାଇଛନ୍ତି। ଏହି ବିମାନ ଆକ୍ରମଣ ଫଳରେ…

ମିଶାଇଲ ଆକ୍ରମଣ ପରେ କେମିତି ବଞ୍ଚିଗଲେ ଇରାନର ନୂଆ ସୁପ୍ରିମ ଲିଡର, ଲିକ ଅଡିଓ ଖୋଲିଲା ଗୁମର!

ତେହରାନ୍‌,୧୭।୩: ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ଫେବୃଆରୀ ୨୮ରେ ହୋଇଥିବା ଏକ ଆମେରିକୀୟ-ଇସ୍ରାଏଲୀୟ ଆକ୍ରମଣରୁ ଅଳ୍ପକେ ବଞ୍ଚି ଯାଇଥିଲେ। ଏକ ଲିକ ହୋଇଥିବା ଅଡିଓ ରେକର୍ଡିଂ ଅନୁଯାୟୀ, ତାଙ୍କ ବାସଭବନରେ ଏକ କ୍ଷେପଣାସ୍ତ୍ର ମାଡ଼ ହେବାର କିଛି ମିନିଟ…

ଚୈତ୍ରପର୍ବର ଦ୍ୱିତୀୟ ମଙ୍ଗଳବାର, ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ପୀଠରେ ଭକ୍ତଙ୍କ ଭିଡ଼

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦ୍ବିତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ ସମଗ୍ର ରତ୍ନଗିରି ପାହାଡ ପ୍ରକମ୍ପିତ ହେବାରେ ଲାଗିଛି । ମା’ଙ୍କ ଦର୍ଶନ କରିବା…

ତଣ୍ଟିରେ ଲାଗିଗଲା ରସଗୋଲା: ଆଉ ତା’ପରେ ଘଟିଲା, ଜାଣିଲେ ହେବେ ଚକିତ

ଜାମସେଦପୁର,୧୭ା୩:ବିବାହ ଉତ୍ସବରେ ଭୋଜି ଖାଇବାବେଳେ ତଣ୍ଟିରେ ରସଗୋଲା ଲାଖିଯିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହେବା ଘଟଣା ସାଧାରଣରେ ବିସ୍ମୟ ସୃଷ୍ଟି କରିଛି। ଗତ ଶନିବାର ଏଠାକାର ମାଲିୟାନ୍ତା ଗ୍ରାମରେ ଅନୁଷ୍ଠିତ ବିବାହ ଭୋଜିରେ ଯୋଗ ଦେଇ ୪୧ ବର୍ଷୀୟ ଲଳିତ ସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?