ସମୁଦ୍ରରେ ଖସି ପଡିଲା ମିଗ୍-୨୯କେ
ନୂଆଦିଲ୍ଲୀ,୨୭।୧୧: ଭାରତୀୟ ନୌସେନାର ମିଗ-୨୯କେ ଗୁରୁବାର ଦୁର୍ଘଟଣାର ଶିକାର ହୋଇଛି। ଗୁରୁବାର ସା ପ୍ରାୟ ପାଞ୍ଚଟା ବେଳେ ମିଗ-୨୯କେ ଦୁର୍ଘଟଣା ଘଟି ବିମାନଟି ସମୁଦ୍ରରେ ଖସିପଡିଥିଲା। ଯୁଦ୍ଧ ବିମାନରେ ଥିବା ଦୁଇ ଜଣ ପାଲଟଙ୍କ ମଧ୍ୟରୁ ନୌସେନା ଜଣଙ୍କୁ ଉଦ୍ଧାର କରିଥିବା…
କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା
ପୁରୀ ଅଫିସ/ଖୋର୍ଦ୍ଧା ଅଫିସ/ ନିରାକାରପୁର/ ନିମାପଡ଼ା/ଗୋପ/ କୋଣାର୍କ/ଡେଲାଙ୍ଗ/ପିପିଲି, ୨୭।୧୧(ଡି.ଏନ୍.ଏ.)କେନ୍ଦ୍ର ସରକାରଙ୍କ ଶ୍ରମିକ ବିରୋଧୀ ନୀତି ପ୍ରତିବାଦରେ ଗୁରୁବାର କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନଗୁଡ଼ିକ ପକ୍ଷରୁ ଡାକରା ଦିଆଯାଇଥିବା ଧର୍ମଘଟର ପ୍ରଭାବ ପୁରୀରେ ଦେଖିବାକୁ ମିଳିଛି। ଶ୍ରମିକ ସଙ୍ଗଠନଗୁଡ଼ିକର କର୍ମକର୍ତ୍ତମାନେ ସହରର ବିଭିନ୍ନ ସ୍ଥାନରେ…
ନାଗାବେଶରୁ ହୋଇଛି ନାଁ
ପୁରୀ ଅଫିସ, ୨୭।୧୧: ଦାରୁଦିଅଁଙ୍କ ନାଗାର୍ଜୁନ ବେଶ ଖୁବ୍ ଆକର୍ଷଣୀୟ ଓ ମନୋମୁଗ୍ଧକର। ଏହି ବେଶରେ ଠାକୁରମାନେ ଯାହା ବିଭୂଷିତ ହୁଅନ୍ତି ତାହାକୁ କାରିଗରମାନେ ନିଷ୍ଠା ଓ ଏକାଗ୍ରତାର ସହ ତିଆରି କରିଥାନ୍ତି। ସୋଲ, କନା, ଜରି, ବେତ ଓ କଇଁଥ…
ଧୋନୀଙ୍କ ଟମାଟୋ କିଲୋ କେତେ ଜାଣନ୍ତି କି
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଯଦିଓ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଲେଣି, କିନ୍ତୁ ତାଙ୍କ ନାମ ଏବେ ବି ଚର୍ଚ୍ଚାରେ ଅଛି। କ୍ରିକେଟ ପରେ ଧୋନୀ ଏବେ ଚାଷ କାର୍ଯ୍ୟରେ ଧ୍ୟାନ ଦେଇଛନ୍ତି। ତାଙ୍କ ଘର…
ପତିତପାବନଙ୍କ ଦର୍ଶନ ମିଳିବନି
ପୁରୀ ଅଫିସ,୨୭।୧୧: ନାଗାର୍ଜୁନ ବେଶ ଅବସରରେ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଜନସାଧାରଣଙ୍କ ଭିଡ଼ ଆଶଙ୍କା କରି ଏବଂ କୋଭିଡ୍ କଟକଣାକୁ ଦୃଷ୍ଟିରେ ରଖି ପୁରୀ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ଗୁରୁବାର ରାତି ୨ଟାରୁ ଶୁକ୍ରବାର ମହାପ୍ରଭୁଙ୍କ ବେଶ…
ଆଜି ନାଗାର୍ଜୁନ ବେଶ
ପୁରୀ ଅଫିସ, ୨୭।୧୧: ଶୁକ୍ରବାର ମହାପ୍ରଭୁଙ୍କ ନାଗାର୍ଜୁନ ବେଶ। ରତ୍ନସିଂହାସନରେ ଏହି ବୀର ବେଶରେ ସଜେଇ ହେବେ ଦାରୁଦିଅଁ। ୨୫ ବର୍ଷ ପରେ ପଡ଼ିିଥିବା ଏହି ଦୁର୍ଲଭ ବେଶକୁ କିନ୍ତୁ ଏଥର ଭକ୍ତ ଦେଖିପାରିବେନି। କରୋନା ମହାମାରୀ ପାଇଁ ଶ୍ରୀମନ୍ଦିରକୁ ପ୍ରବେଶ…
ପ୍ରବଳ ସୁନା ପିନ୍ଧନ୍ତି ବଲିଉଡ୍ର ଏହି ପ୍ରସିଦ୍ଧ ଗାୟକ, କାରଣ ଜାଣିଲେ ହେବେ ଚକିତ
ବଲିଉଡରେ ଗାୟକ ତଥା କମ୍ପୋଜର ବାପି ଲହରୀ ଦୀର୍ଘ ଦିନ ହେବ କାମ କରୁଛନ୍ତି। ୫୦୦ରୁ ଅଧିକ ଗୀତ ରଚନା କରିଥିବା ବାପି ଜଣେ କିମ୍ବଦନ୍ତୀ ଗାୟକ ଭାବେ ପ୍ରସିଦ୍ଧି ଅର୍ଜନ କରିଛନ୍ତି। ପପ ମ୍ୟୁଜିକକୁ ବଲିଉଡର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ…
କାନୁପୁର ସ୍ପିଲ୍ ଚ୍ୟାନେଲ ପୋଲ ନିର୍ମାଣ ବିଳମ୍ବ
ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ଜାତୀୟ ରାଜପଥ ୨୧୫ କାନୁପୁର ସ୍ପିଲ ଚ୍ୟାନେଲ ଉପରେ ୪ ଲାଇନ ବିଶିଷ୍ଟ ପୋଲ ନିର୍ମାଣ ବିଳମ୍ବ ହେବାରେ ଲାଗିଛି। ଦୀର୍ଘଦିନ ହେବ ଏହି ପୋଲ ନିର୍ମାଣ ହୋଇପାରୁ ନ ଥିବାରୁ ମୁଖ୍ୟମନ୍ତ୍ରୀ ଉଦ୍ବେଗ ପ୍ରକାଶ କରିଛନ୍ତି। ଏହାର ନିର୍ମାଣ…
ଓଡ଼ିଶାରେ ଭାରତ ବନ୍ଦର ଆଂଶିକ ପ୍ରଭାବ
ଭୁବନେଶ୍ୱର,୨୭।୧୧(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକମାରଣ ନୀତି ବିରୋଧରେ ୧୦ କେନ୍ଦ୍ର୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ଗୁରୁବାର ଦିଆଯାଇଥିବା ଭାରତ ବନ୍ଦ ଡାକରା ଆଂଶିକ ପ୍ରଭାବ ଓଡ଼ିଶାରେ ଦେଖିବାକୁ ମିଳିଛି। ସେଣ୍ଟର ଅଫ ଇଣ୍ଡିଆନ ଟ୍ରେଡ ୟୁନିୟନ (ସିିଟୁ), ଓଡ଼ିଶା…
ରାଜ୍ୟପାଳଙ୍କୁ ଭେଟିଲେ ଧର୍ମେନ୍ଦ୍ର
ଭୁବନେଶ୍ୱର, ୨୭।୧୧(ବ୍ୟୁରୋ)-କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ସାକ୍ଷାତ୍ କରିଛନ୍ତି। ଏଥିସହ ରାଜ୍ୟପାଳଙ୍କ ସହଧର୍ମିଣୀ ସୁଶୀଳା ଦେବୀଙ୍କ ପରଲୋକରେ ଗଭୀର ଶୋକବ୍ୟକ୍ତ କରିବା ସହ ଦିବଂଗତ ଆତ୍ମାର ସଦ୍ଗତି କାମନା କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସୁଶୀଳା…
ସିବିଆଇ ତଦନ୍ତ ଲାଗି ହାଇକୋର୍ଟରେ ମାମଲା
କଟକ ଅଫିସ୍, ୨୭।୧୧: ନୟାଗଡ଼ ଜିଲା ଯଦୁପୁର ଅଞ୍ଚଳର ଏକ ୫ବର୍ଷର ଶିଶୁକୁ ଅପହରଣ ପରେ ହତ୍ୟା ମାମଲାର ସିବିଆଇ ତଦନ୍ତ ଏବଂ ମୃତାଙ୍କ ପରିବାରକୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ଦାବିରେ ହାଇକୋର୍ଟରେ ଗୁରୁବାର ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି।…
କାହିଁକି ଅଷ୍ଟ୍ରେଲିଆ ଗସ୍ତରେ ଗଲେ ନାହିଁ ରୋହିତ ଶର୍ମା
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଏକଦିବସୀୟ ସିରିଜ ଶୁକ୍ରବାର ଠାରୁ ଆରମ୍ଭ ହୋଇଛି। ତେବେ ଏହି ସିରିଜରେ ଟିମ ଇଣ୍ଡିଆ ଏହାର ସବୁଠାରୁ ବଡ ମ୍ୟାଚ ବିଜେତା ରୋହିତ ଶର୍ମାଙ୍କ ବିନା ପଡିଆକୁ ଓହ୍ଲାଇଛି। ରୋହିତ ଶର୍ମା ଅନଫିଟ୍ ଥିବାରୁ…
Archives


