Home Left

ଗାଁ ଶ୍ମଶାନରେ କାଳିଆକୁ ବିଦାୟ

ଫୁଲବାଣୀ ଅଫିସ, ୨୭।୧୧: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ମିଲୁପଡ଼ା ଗ୍ରାମର ଯୋଡ଼ାମୁଣ୍ଡ ଶିଶୁ ଜଗା, କାଳିଆଙ୍କ ମଧ୍ୟରୁ କାଳିଆ ବୁଧବାର କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ (ଏସ୍‌ସିବି) ମେଡିକାଲ ଓ କଲେଜରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଥିଲା। ଗୁରୁବାର ମୃତଦେହ…

ଦୀର୍ଘ ୯ ମାସ ପରେ ପଡିଆକୁ ଓହ୍ଲାଇଲା ଟିମ୍‌ ଇଣ୍ଡିଆ: ଟସ୍‌ ଜିତିଲା ଅଷ୍ଟ୍ରେଲିଆ

ସିଡନୀ,୨୭।୧୧: ଦୀର୍ଘ ୯ ମାସ ପରେ ଭାରତୀୟ ଦଳ ଅନ୍ତର୍ଜାତୀୟ ମ୍ୟାଚ ଖେଳିବାକୁ ଶୁକ୍ରାବର ଅର୍ଥାତ୍‌ ଆଜି ପଡିଆକୁ ଓହ୍ଲାଇଛି। କରୋନା ମହାମାରୀ ଭିତରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ବହୁପ୍ରତିକ୍ଷୀତ ଦିନିକିଆ ସିରିଜ ଆଜିଠାରୁ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ…

ପିଜି ନାମଲେଖା: ୫ରେ ପ୍ରଥମ ମେଧା ତାଲିକା

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ)- ଉଚ୍ଚ ଶିକ୍ଷା ବିଭାଗ ୨୦୨୦-୨୧ ଶିକ୍ଷାବର୍ଷରେ ପିଜି ନାମଲେଖା ପାଇଁ ସମୟ ସୂଚୀ ପ୍ରକାଶ କରିଛି। ଡିସେମ୍ବର ୫ରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ରମାନେ ୯ ତାରିଖ ପୂର୍ବାହ୍ନ ୧୧ଟାରୁ ୧୧ ତାରିଖ ଅପରାହ୍ନ…

କାଳିଆ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ):  ଯୋଡ଼ାମୁଣ୍ଡ ଶିଶୁ କାଳିଆର ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଟୁଇଟ୍‌ରେ ଲେଖିଛନ୍ତି ଯେ, ଡାକ୍ତରଙ୍କ ଅଦମ୍ୟ ଚେଷ୍ଟା ଓ ଶ୍ରେଷ୍ଠ ଚିକିତ୍ସା ସତ୍ତ୍ୱେ କାଳିଆର ଦେହାନ୍ତ…

ପଦୋନ୍ନତି ପାଇଲେ ଟିନା ଡାବି: ଟୁଇଟ କରି ଦେଲେ ସୂଚନା

ଜୟପୁର, ୨୭।୧୧-୨୦୧୫ ମସିହାର ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଟପ୍ପର ଟିନା ଡାବିଙ୍କୁ ମିଳିଛି ପଦୋନ୍ନତି। ରାଜସ୍ଥାନ ସରକାର ତାଙ୍କୁ ଫାଇନାନ୍ସ (ଟ୍ୟାକ୍ସ) ଯୁଗ୍ମ ସଚିବ ଭାବରେ ନିଯୁକ୍ତ କରିଛନ୍ତି। ଏ ନେଇ ଶୁକ୍ରବାର ଟିନା ଏକ ଫଟୋ ଟୁଇଟ କରି…

ସିଏଲ୍‌ସି ନେଇଥିବା ଛାତ୍ରୀଛାତ୍ରଙ୍କୁ ନାମଲେଖା ଫି’ ଫେରାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ)- ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକରୁ ସିଏଲ୍‌ସି ନେଇଥିବା ଛାତ୍ରୀଛାତ୍ରଙ୍କୁ ନାମଲେଖା ଫି’ ଫେରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। କେତେକ ଉଚ୍ଚ ମାଧ୍ୟମିକ ସ୍କୁଲ ସିଏଲ୍‌ସି ନେଇଥିବା ଛାତ୍ରୀଛାତ୍ରଙ୍କୁ ଫି’ ଫେରାଉ ନ ଥିବା ଅଭିଯୋଗ ଆସିବା ପରେ ଏଭଳି…

ମୁଲତବୀ ଆଲୋଚନା ଏଣିକି ୯୫ ମିନିଟ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ବିଧାନସଭାରେ ମୁଲତବୀ ପ୍ରସ୍ତାବ ଆଲୋଚନା ପାଇଁ ସମୟ ନିର୍ଘଣ୍ଟ ପbନଃନିର୍ଦ୍ଧାରଣ ହୋଇଛି। ୯୦ମିନିଟ୍‌ ପରିବର୍ତ୍ତେ ଏଣିକି ମୁଲତବୀ ଆଲୋଚନା ୯୫ ମିନିଟ କରିବାକୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୁରୁବାର ଘୋଷଣା କରିଛନ୍ତି। ବିରୋଧୀ ଦଳ ସଦସ୍ୟଙ୍କ ପକ୍ଷରୁ ବିଭିନ୍ନ ପ୍ରସଙ୍ଗରେ…

ଓଡ଼ିଆକୁ ପୋଲିସର ଅଣଦେଖା

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ଓଡ଼ିଆ ଭାଷାରେ ଓଡ଼ିଶା ଶାସନ ହେବ। ଆଇନ ଉଲ୍ଲଂଘନକାରୀଙ୍କ ପାଇଁ ଦଣ୍ଡବିଧାନ ନିମନ୍ତେ ଓଡ଼ିଶା ସରକାରୀ ଭାଷା (ସଂଶୋଧନ) ଆଇନ-୨୦୧୮ ଗୃହୀତ ହୋଇଛି। ହେଲେ ଉକ୍ତ ଆଇନର ଖୋଲାଖୋଲି ଉଲ୍ଲଂଘନ ହେଉଥିବା ଦେଖିବାକୁ ମିଳୁଛି। ଉଲ୍ଲଂଘନକାରୀଙ୍କ ବିରୋଧରେ ପ୍ରତିବାଦ କିମ୍ବା…

ଡେବ୍ୟୁ ମ୍ୟାଚ୍‌ରେ ‘ଶୂନ’: କିନ୍ତୁ କ୍ରିକେଟରେ ରଚିଥିଲେ ଇତିହାସ

ଭାରତୀୟ କ୍ରିକେଟରେ ପୂର୍ବତନ ଭାରତ କ୍ରିକେଟର ସୁରେଶ ରାଇନାଙ୍କ ସ୍ବତନ୍ତ୍ର ଅବଦାନ ରହିଛି। ଏକଦିବସୀୟ ଏବଂ ଟି -୨୦ କ୍ରିକେଟରେ ସୁରେଶ ରାଇନା ନିଜର ପରିଚୟ ସୃଷ୍ଟି କରିଥିଲେ। ରାଇନା ଆଜି ୩୪ ବର୍ଷରେ ପଦାର୍ପଣ କରିଛନ୍ତି। ନଭେମ୍ବର ୨୭ ୧୯୮୬ରେ…

‘ନିଭାର’ ନେଲା ୩ ଜୀବନ

ଚେନ୍ନାଇ/ପୁଡ଼ୁଚେରୀ,୨୭।୧୧(ଆଇଏଏନ୍‌ଏସ୍‌):ସାମୁଦ୍ରିକ ବାତ୍ୟା ନିଭାର ଗୁରୁବାର ତାମିଲନାଡୁ ଓ ପୁଡ଼ୁଚେରୀରେ ତାଣ୍ଡବ ରଚିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୩ ଜଣ ଆହତ ହୋଇଛନ୍ତି। ବାତ୍ୟାରେ ୨୬ ଗୋରୁ ପ୍ରାଣ ହରାଇଥିବା ତାମିଲନାଡୁ ସରକାରଙ୍କ ପକ୍ଷରୁ କୁହାଯାଇଛି। ତାମିଲନାଡୁର କୁଡାଲୋର,…

କେନ୍ଦ୍ର ବିରୋଧରେ କୃଷକଙ୍କ ଯୁଦ୍ଧଂଦେହି

ନୂଆଦିଲ୍ଲୀ/ଚଣ୍ଡିଗଡ଼,୨୭।୧୧ (ପି.ଟି./ଆଇଏଏନ୍‌ଏସ୍‌):କେନ୍ଦ୍ର ସରକାରଙ୍କ ୩ ବିବାଦୀୟ କୃଷି ଆଇନ ବିରୋଧରେ ଯୁଦ୍ଧଂଦେହି ଡାକରା ଦେଇଛନ୍ତି ପଞ୍ଜବୀ କୃଷକ। ପଞ୍ଜାବର ହଜାର ହଜାର ଚାଷୀ ଗୁରୁବାର ‘ଦିଲ୍ଲୀ ଚଲୋ’ ଶୋଭାଯାତ୍ରାରେ ସାମିଲ ହୋଇ ଟ୍ରାକ୍ଟରରେ ନୂଆଦିଲ୍ଲୀ ଯାଉଥିବାବେଳେ ହରିୟାଣାରେ ସେମାନଙ୍କୁ ରୋକାଯାଇଛି। ପଞ୍ଜାବ-ହରିୟାଣା…

ଭାରତ ବନ୍ଦ: କେରଳ ସର୍ବାଧିକ ପ୍ରଭାବିତ

ନୂଆଦିଲ୍ଲୀ, ୨୭।୧୧:କେନ୍ଦ୍ର ସରକାରଙ୍କ ନୂଆ ଶ୍ରମ ଓ କୃଷି ଆଇନକୁ ବିରୋଧ କରି କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ଗୁରୁବାର ଦିଆଯାଇଥିବା ଭାରତ ବନ୍ଦ ଡାକରା ଆଂଶିକ ସଫଳ ହୋଇଛି। କେରଳରେ ଏହି ବନ୍ଦର ପ୍ରଭାବ ସବୁଠାରୁ ବେଶୀ ଅନୁଭୂତ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri