Home Left

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ ଘଟଣାସ୍ଥଳରେ ୧୦ ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିଲା। ରାଜ୍ୟ ସରକାରଙ୍କ ପକ୍ଷରୁ ରୋଗୀଙ୍କୁ…

ଏୟାରଷ୍ଟ୍ରାଇକ ପରେ ତାଲିବାନର ବଡ଼ ଘୋଷଣା, ଆଉ ଆଲୋଚନା ନୁହେଁ-ପାକିସ୍ତାନ ଉପରେ ପ୍ରତିଶୋଧ….

ନୂଆଦିଲ୍ଲୀ,୧୭।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂଘର୍ଷ ଏବେ ଏକ ମାସ ଅତିକ୍ରମ କରିବାକୁ ଯାଉଛି। ତଥାପି, ଉତ୍ତେଜନା କମିବାର କୌଣସି ସଙ୍କେତ ଦେଖାଯାଉନାହିଁ; ବିପରୀତରେ, ପରିସ୍ଥିତି ଦ୍ରୁତ ଗତିରେ…

ମର୍ଣ୍ଣିଂ ଓ୍ବାକରେ ଯାଇଥିବା ଭାଜପା ନେତାଙ୍କୁ ଛୁରୀ ଭୁଷି ହତ୍ୟା

ଗୋରଖପୁର,୧୭।୩: ମଙ୍ଗଳବାର ସକାଳେ ଉତ୍ତର ପ୍ରଦେଶ ଗୋରଖପୁରର ଚିଲୁଆତାଲ ପୋଲିସ ଷ୍ଟେଶନ ଅଞ୍ଚଳର ସୀମା ମଧ୍ୟରେ ଥିବା ବରଗଡୱାରେ ଜଣେ ଭାଜପା ନେତାଙ୍କ ର୍ନିମମ ହତ୍ୟା ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି। ପୀଡିତ ଭାଜପା ନେତା ରାଜକୁମାର ଚୌହାନ…

ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ

ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା । ଗ୍ରାମର ଜଣଙ୍କର ଘରର କାନ୍ଥ ପଡିଯିବାକୁ ମା’ କୋଳରେ ଶୋଇଥିବା ଦୁଇ…

ଲଢୁ ଲଢୁ ବିତିଗଲାଣି ୧୭ ଦିନ, ହେଲେ କିଛି ବି କରିପାରିଲେ ନାହିଁ ଟ୍ରମ୍ପ, ବିଶେଷଜ୍ଞ କହିଲେ ଇରାନ ପାଖରେ ବି ରହିଛି ବାଜି….

ଓ୍ବାଶିଂଟନ,୧୭।୩: ଯୁକ୍ତରାଷ୍ଟ୍ର ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ଯୁଦ୍ଧ ଆରମ୍ଭ କରିବାର ୧୭ ଦିନ ବିତିଗଲାଣି, ତଥାପି ଏକ ନର୍ଣ୍ଣାୟକ ଫଳାଫଳ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଏବେ କଳ୍ପନାଜଳ୍ପନା ହେଉଛି ଯେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଖୁବ ଶୀଘ୍ର ଇରାନ ଉପରେ…

ପଞ୍ଚାୟତସ୍ତରୀୟ ମିଳିତ ଜନଶୁଣାଣି: ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ପାଇଁ ସରପଞ୍ଚଙ୍କ ଦାବି

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ସିଦ୍ଧେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଅତିରିକ୍ତ ବିଡ଼ିଓ ଉମେଶ ଚନ୍ଦ୍ର ସେଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ବ୍ରହ୍ମପୁର ମହାନଗର ନିଗମ ଡେପୁଟି କମିଶନର…

ପୁଣି ବଢ଼ିଲା ଅଶୋଧିତ ତୈଳ ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ହେଲା ପେଟ୍ରୋଲ-ଡିଜେଲ ଦାମ୍

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ପାଇଛି। ୧୭ ମାର୍ଚ୍ଚ ମଙ୍ଗଳବାର ଦିନ, ଅଶୋଧିତ ତୈଳ ଦର ୨% ରୁ ଅଧିକ ବୃଦ୍ଧି ପାଇଛି। ଫଳସ୍ୱରୂପ, ଆଜି ପେଟ୍ରୋଲ ଏବଂ…

LPG ସଙ୍କଟ ଭିତରେ ଆସିଲା ଖୁସିଖବର: ଆଜି ଭାରତରେ ପହଞ୍ଚିବ ଏତିକି ମେଟ୍ରିକ ଟନ୍‌ ଗ୍ୟାସ

ନୂଆଦିଲ୍ଲୀ,୧୭।୩: ଦେଶରେ ବଢ଼ି ଚାଲିଥିବା ଏଲପିଜି ସଙ୍କଟ ମଧ୍ୟରେ ଆଶ୍ୱସ୍ତିର ଖବର ଆସିଛି। ଇରାନ ସରକାରଙ୍କ ସ୍ବତନ୍ତ୍ର ଅନୁମତି ପରେ, ଭାରତୀୟ ଜାହାଜ ପାଇଁ ପଥ ପରିଷ୍କାର କରାଯାଇଛି। ଏଲପିଜି ବୋଝେଇ ଜାହାଜ “ଶିବାଲିକ” ସୋମବାର ଗୁଜରାଟର ମୁନ୍ଦ୍ରା ବନ୍ଦରରେ ପହଞ୍ଚିଥିବାବେଳେ…

IPL 2026 ପୂର୍ବରୁ ଧୋନିଙ୍କ ସହ ଫୋନରେ କଥା ହେଲେ ସଞ୍ଜୁ ସାମସନ, କହିଲେ କିଛି ଭିତିରି କଥା, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୩: ଟି-୨୦ ବିଶ୍ୱକପ ବିଜୟୀ ଦଳର ନାୟକ ସଞ୍ଜୁ ସାମସନ ସୋମବାର କହିଛନ୍ତି ଯେ ଆଗାମୀ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ସମୟରେ ସେ ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କଠାରୁ ବାଣିଜ୍ୟର କିଛି କୌଶଳ…

ଇରାନ ପରେ ଟ୍ରମ୍ପଙ୍କ ଟାର୍ଗେଟରେ ଏବେ ଏହି ଦେଶ: ନିଜେ କଲେ ଖୁଲାସା, ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ପରେ ତାଙ୍କର ପରବର୍ତ୍ତୀ ଟାର୍ଗେଟ ବିଷୟରେ ପ୍ରକାଶ କରିଛନ୍ତି। ସେ ଖୋଲାଖୋଲି ଭାବରେ ଇଙ୍ଗିତ କରିଛନ୍ତି ଯେ ତାଙ୍କର ପରବର୍ତ୍ତୀ ଟାର୍ଗେଟ କ୍ୟୁବା ହେବ। ୱାଶିଂଟନର ହ୍ବାଇଟ ହାଉସରେ ଗଣମାଧ୍ୟମର ପ୍ରଶ୍ନର ଉତ୍ତର…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ। ଆଇନା ସାମ୍ନାରେ ଠିଆ ହୋଇ ନିଜକୁ ନିଜେ ଦେଖେ। ମୋ ଭଳି ଆପଣମାନେ…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର ସମ୍ମାନଜନକ ସ୍ଥିତି ପାଇଁ ୬୦ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ବରିଷ୍ଠ ନାଗରିକ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?