ମୋ ହିରୋ ଚାଲିଗଲେ
କିମ୍ବଦନ୍ତୀ ଫୁଟବଲର୍ ଡିଏଗୋ ମାରାଡୋନାଙ୍କର ବୁଧବାର ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୬୦ ବର୍ଷ ବୟସ ହୋଇଥିଲା ଏବଂ ସେ ହୃଦଘାତରେ ପୀଡିତ ଥିଲେ। ମାରାଡୋନାଙ୍କ ମୃତ୍ୟୁ ପରେ ସାରା ବିଶ୍ୱରେ ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ନିରାଶା ଭାବ ଦେଖାଯାଇଛି। ଭାରତରେ…
୭୧ ବର୍ଷରେ ଭାରତୀୟ ସମ୍ବିଧାନ:୨ ବର୍ଷ ୧୧ ମାସ ୧୮ ଦିନରେ ହୋଇଥିଲା ପ୍ରସ୍ତୁତି
ନୂଆଦିଲ୍ଲୀ,୨୬।୧୧: ଭାରତୀୟ ସମ୍ବିଧାନ ପ୍ରସ୍ତୁତିକୁ ଇତିମଧ୍ୟରେ ୭୧ ବର୍ଷ ପୂରିଛି। ୧୯୪୯ ନଭେମ୍ବର ୨୬ରେ ସମ୍ବିଧାନ କମିଟି ଅଧ୍ୟକ୍ଷ ଡ. ଭୀମରାଓ ଆମ୍ବେଡକର ଏହାକୁ ଦାଖଲ କରିଥିଲେ। ସମ୍ବିଧାନର ପ୍ରସ୍ତୁତି ପାଇଁ ୨ ବର୍ଷ ୧୧ ମାସ ୧୮ ଦିନ ସମୟ…
୨୬/୧୧ ଆକ୍ରମଣ: କସାବ ସମେତ ୧୦ ମୃତ ଆତଙ୍କବାଦୀଙ୍କ ପାଇଁ ପ୍ରାର୍ଥନା କରୁଛନ୍ତି ହାଫିଜ
ନୂଆଦିଲ୍ଲୀ,୨୬ ।୧୧: ପାକିସ୍ତାନର ରାଜନୀତିର ମୁଖା ପିନ୍ଧିଥିବା ଆତଙ୍କବାଦୀ ସଙ୍ଗଠନ ଜମାତ-ଉଦ-ଦାୱା ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା କସାବ ସମେତ ୧୦ ଆତଙ୍କବାଦୀଙ୍କ ପାଇଁ ଏକ ବିଶେଷ ପ୍ରାର୍ଥନା ସଭାର ଆୟୋଜନ କରିଥିବା ଜଣାପଡିଛି । ମୁମ୍ବାଇ ଆକ୍ରମଣର…
ମା’ ଶ୍ରମିକ ଭାବେ କାର୍ଯ୍ୟ କରି ପୁଅକୁ ବଡ କଲେ, ପୁଅ ଦେଲେ ଏମିତି ଉପହାର
କୁହାଯାଏ, ପରିଶ୍ରମର ଫଳ କେବେ ବ୍ୟର୍ଥ ଯାଏ ନାହିଁ। ଏହି ଉକ୍ତିର ଜୀବନ୍ତ ପ୍ରମାଣ ହେଉଛନ୍ତି ଭାରତୀୟ ଦଳର ବାମହାତୀ ଦ୍ରୁତ ବୋଲର ଟି ନାଟରାଜନ। ଯିଏ ଅତ୍ୟନ୍ତ ଗରିବ ପରିବାରରେ ଜନ୍ମ ହୋଇଥିଲେ। ତାଙ୍କ ମା ଜଣେ ଶ୍ରମିକ ଥିଲେ।…
ମାରାଡୋନାଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୋଦି
ନୂଆଦିଲ୍ଲୀ,୨୬ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାନ୍ ଫୁଟବଲ ଖେଳାଳି ଡିଏଗୋ ମାରୋଡୋନାଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି । ସେ ତାଙ୍କ କ୍ୟାରିୟରରେ ଖେଳ ପଡିଆରେ ଖେଳ ପ୍ରେମିଙ୍କ ପାଇଁ କିଛି ଅପାସୋରା ମୁହୂର୍ତ୍ତ ଓ ଅନୁଭବ ଛାଡି ଯାଇଛନ୍ତି…
ପ୍ରେମିକାଙ୍କ ପାଇଁ ଗର୍ଭବତୀ ସ୍ତ୍ରୀଙ୍କୁ ହତ୍ୟା କଲେ ପୂର୍ବତନ ବିଧାୟକଙ୍କ ପୁଅ
ଇଟ୍ଟାନଗର,୨୬।୧୧: ଅରୁଣାଚଳ ପ୍ରଦେଶରେ ପୂର୍ବତନ ବିଧାୟକଙ୍କ ବୋହୂ ତେଚି ମୀନା ଲିଶି ହତ୍ୟା ଘଟଣାରେ ପୋଲିସ ଜଣେ ମହିଳାଙ୍କ ସମେତ ଦୁଇ ଜଣଙ୍କୁ ଗିରଫ କରିଛି। ଏହାପୂର୍ବରୁ ୭ ମାସର ଗର୍ଭବତୀ ମୀନା ଲିଶିଙ୍କ ହତ୍ୟା ଘଟଣାରେ ପୋଲିସ ତାଙ୍କ ସ୍ବାମୀ…
ପଶ୍ଚିମବଙ୍ଗ ଦ୍ୱିତୀୟ କଶ୍ମୀର,ଭାଜପା କର୍ମକର୍ତ୍ତା ବାଡ଼ି ଧରି ସତର୍କ ରୁହନ୍ତୁ: ଦିଲ୍ଲୀପ ଘୋଷ
କୋଲକାତା,୨୬।୧୧: ପଶ୍ଚିମବଙ୍ଗରେ ଆଗକୁ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। କର୍ମକର୍ତ୍ତାଙ୍କୁ ଉତ୍ସାହିତ କରିବା ଲାଗି ରାଜ୍ୟ ଭାଜପା ଅଧ୍ୟକ୍ଷ ଦିଲ୍ଲୀପ ଘୋଷ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଏବେ ଦିଲ୍ଲୀପଙ୍କ ମନ୍ତବ୍ୟ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜାରି ରହିଛି। ଦିଲ୍ଲୀପ ଘୋଷ…
ଏଯାଏ ପ୍ରମାଣ ଗ୍ରହଣ କରିନି ପାକ୍
ନୂଆଦିଲ୍ଲୀ, ୨୬।୧୧(ପି.ଟି.): ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣକୁ ୧୨ ବର୍ଷ ପୂରିଥିଲେ ସୁଦ୍ଧା ଭାରତ ପକ୍ଷରୁ ଦିଆଯାଇଥିବା ପ୍ରମାଣକୁ ପାକିସ୍ତାନ ଏଯାଏ ଗ୍ରହଣ କରିନାହିଁ। ଫଳରେ ପୀଡିତଙ୍କ ପରିବାର ସମ୍ପୂର୍ଣ୍ଣ ନ୍ୟାୟ ପାଇପାରି ନାହାନ୍ତି। ନଭେମ୍ବର ମାସର ଆଜିର ଦିନରେ ପାକିସ୍ତାନରୁ…
‘ଦିନେ ଆମେ ଆକାଶରେ ସାଙ୍ଗ ହୋଇ ଫୁଟବଲ୍ ଖେଳିବା’
ବୁଏନୋସ ଆଇରେସ,୨୬।୧୧: ଆର୍ଜେଣ୍ଟିନା ଫୁଟବଲ୍ ପଳର ପୂର୍ବତନ ଅଧିନାୟକ ଡିଏଗୋ ମାରାଡୋନାଙ୍କ ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। ଏହି କିମୱଦନ୍ତୀ ଖେଳାଳିଙ୍କ ବିୟୋଗରେ ସମଗ୍ର କ୍ରୀଡା ଜଗତରେ ଶୋକର ଲହରୀ ଖେଳିଯାଇଛି। ବ୍ରାଜିଲର ମହାନ…
୨୫ ବର୍ଷ ପଛକୁ ଘୁଞ୍ଚିବ ବୟସ
ଜେରୁଜେଲମ୍,୨୬ା୧୧: ଗଡ଼ିଗଲା ସମୟ କେବେ ଫେରେନାହିଁ କି ଢଳିଯାଇଥିବା ବୟସ ପଛକୁ ଘୁଞ୍ଚେନାହିଁ। କିନ୍ତୁ ଏହି ଅସମ୍ଭବକୁ ସମ୍ଭବ କରିଦେଖାଇଛନ୍ତି ଇସ୍ରାଏଲ୍ର ବୈଜ୍ଞାନିକମାନେ। ସେମାନେ ଏପରି ଏକ ଚମତ୍କାରୀ ଉପାୟ ବାହାର କରିଛନ୍ତି, ଯାହାକୁ ଆପଣାଇବା ଦ୍ୱାରା ଜଣେ ବ୍ୟକ୍ତି ୨୫…
ଭାରତ ବନ୍ଦ: ବାଲେଶ୍ୱରରେ ପ୍ରଭାବ
ବାଲେଶ୍ୱର ଅଫିସ,୨୬।୧୧: କେନ୍ଦ୍ର ସରକାର ଜନ ବିରୋଧୀ ଏବଂ ଶ୍ରମିକ ବିରୋଧୀ ନୀତି ବିରୁଦ୍ଧରେ ଗୁରୁବାର ସକାଳ ୬ଠାରୁ ୨୪ ଘଣ୍ଟିଆ ବନ୍ଦରେ ବାଲେଶ୍ୱର ଜିଲା ସାମିଲ ହୋଇଛି। ୧୦ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ, ୫୬ଟି କେନ୍ଦ୍ରୀୟ ଫେଡେରେଶନ ଏଥିରେ ସାମିଲ…
‘ବାହାର ଲୋକେ ପୁରୀ ନ ଆସନ୍ତୁ’
ପୁରୀ ଅଫିସ,୨୬ା୧୧:ପଞ୍ଚକ ବ୍ରତ ବୁଧବାରଠାରୁ ଆରମ୍ଭ ହୋଇଛି। ଦିନକ ପରେ ଅର୍ଥାତ୍ ଶୁକ୍ରବାର ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ। ଏହାପରେ କାର୍ତ୍ତିକ ପୂର୍ଣ୍ଣିମା। ଏହି ବିଶେଷ ପର୍ବପର୍ବାଣି ପାଇଁ ପୁରୀ ଜିଲା ପ୍ରଶାସନ କେତେକ କଟକଣା ଜାରି କରିଛି। ନାଗାର୍ଜୁନ ବେଶ…
Archives


