ସୁନ୍ଦରଗଡ଼ରେ ଦ୍ୱିତୀୟ ଏମ୍ସ ହେଉ
ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ଓଡ଼ିଶାରେ ଆଉ ଏକ ଏମ୍ସ ପ୍ରତିଷ୍ଠା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ। ସୁନ୍ଦରଗଡ଼ ଜିଲାରେ ରାଜ୍ୟର ଦ୍ବିତୀୟ ଏମ୍ସ ପ୍ରତିଷ୍ଠା ପାଇଁ ସେ ଚିଠିରେ ଉଲ୍ଲେଖ କରିଛନ୍ତି।…
ଅନୁମତି ବାତିଲ କଲେ ସରକାର
ଭୁବନେଶ୍ୱର,୨୬ା୧୧:ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ ପମ୍ପ୍ରେ ଗତ ଅକ୍ଟୋବର ୭ ତାରିଖରେ ଘଟିଥିବା ଭୟଙ୍କର ବିସ୍ଫୋରଣ ଘଟଣାରେ ସରକାରଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ସ୍ବରୂପ ଏହାର ଅନୁମତି ବାତିଲ କରିଦିଆଯାଇଛି। ଏ ସଂକ୍ରାନ୍ତରେ ନଭେମ୍ବର ୧୭ରେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଅଫିସ୍…
ଅତି ଭୟଙ୍କର ରୂପ ଧାରଣ କଲା ବାତ୍ୟା ‘ନିଭାର’: ଛୁଇଁଲା ସ୍ଥଳଭାଗ
ଚେନ୍ନାଇ,୨୬।୧୧: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଶକ୍ତିଶାଳୀ ବାତ୍ୟା ‘ନିଭାର’ ଗୁରୁବାର ଭୋରରୁ ସ୍ଥଳଭାଗ ଛୁଇଁଛି। ତାମିଲନାଡୁର ମମଲ୍ଲାପୁରମ ଏବଂ ପୁଡୁଚେରୀର କରିକଲରେ ବାତ୍ୟା ମାଡ ହୋଇଛି। ଲ୍ୟାଣ୍ଡଫଲ ବେଳେ ପବନର ଘଣ୍ଟାପ୍ରତି ବେଗ ୧୧୦ରୁ ୧୩୦ କିମି ଓ ବେଳେବେଳେ ଏହା…
ଦ୍ୱିପାକ୍ଷିକ ସିରିଜ, ଆଇସିସି ଇଭେଣ୍ଟକୁ ଗୁରୁତ୍ୱ ଦିଆଯିବ, ‘ବିଗ୍ ଥ୍ରୀ’ ଧାରଣାର କୌଣସି ଅସ୍ତିତ୍ୱ ନାହିଁ:ବାର୍କଲେ
ଦୁବାଇ,୨୬।୧୧(ପି.ଟି.): ବିଶ୍ୱ କ୍ରିକେଟରେ ‘ବିଗ୍ ଥ୍ରୀ’ ଧାରଣର କୌଣସି ଅସ୍ତିତ୍ୱ ନାହିଁ ବୋଲି ନବ ନିର୍ବାଚିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଅଧ୍ୟକ୍ଷ ଗ୍ରେଗ୍ ବାର୍କଲେ ସ୍ପଷ୍ଟ କରିଛନ୍ତି। ଆଗକୁ ଦ୍ୱିପାକ୍ଷିକ ସିରିଜ ଓ ଆଇସିସି ଇଭେଣ୍ଟଗୁଡିକୁ ଅଧିକ ଗୁରୁତ୍ୱ ଦିଆଯିବ।…
ଗଛ ଜଗିଛନ୍ତି ଗଞ୍ଜେଇ ଚାଷୀ
ବଇଣ୍ଡା,୨୬ା୧୧(ପରିକ୍ଷିତ ସାହୁ): ପ୍ରତିବର୍ଷ ଚଢ଼ାଉ ହେଉଛି। ଲକ୍ଷ ଲକ୍ଷ ଗଞ୍ଜେଇ ଗଛ ପୋଡ଼ି ନଷ୍ଟ କରାଯାଉଛି। ଶତାଧିକ ମାମଲା ସହ ବେଆଇନ ଚାଷୀଙ୍କୁ ଗିରଫ କରାଯାଉଛି। କିନ୍ତୁ ଅନୁଗୋଳ ଜିଲା ହଣ୍ଡପା ଓ ଠାକୁରଗଡ଼ ଥାନା ଅଞ୍ଚଳରେ ଗଞ୍ଜେଇ ଚାଷକୁ ରୋକାଯାଇପାରୁ ନାହିଁ।…
ଡିବିଏସ୍ ଇଣ୍ଡିଆ ସହ ମିଶିବ ଲକ୍ଷ୍ମୀବିଳାସ ବ୍ୟାଙ୍କ; ମିଳିଲା କ୍ୟାବିନେଟ ମଞ୍ଜୁରୀ
ନୂଆଦିଲ୍ଲୀ: ସଙ୍କଟ ଦେଇ ଗତି କରୁଥିବା ଘରୋଇ କ୍ଷେତ୍ର ଲକ୍ଷ୍ମୀବିଳାସ ବ୍ୟାଙ୍କର ଡିବିଏସ୍ ଇଣ୍ଡିଆ ଲିମିଟେଡ୍ (ଡିବିଆଇଏଲ୍) ସହ ମିଶ୍ରଣ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ସେହିଭଳି ଏହି ବ୍ୟାଙ୍କ ଉପରେ ଲାଗିଥିବା ମୋରାଟୋରିୟମ କଟକଣାକୁ ସରକାର…
ନିବେଶକଙ୍କ କ୍ଷତି ୨.୨୨ ଲକ୍ଷ କୋଟି
ମୁମ୍ବାଇ: ଗତ କିଛିଦିନ ଧରି ଦେଶର ପୁଞ୍ଜିବଜାରରେ କାରବାର ବଢ଼ି ଚାଲିଥିଲା। ବୁଧବାର ଏଥିରେ ଝଟକା ଲାଗିଛି। ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ(ବିଏସ୍ଇ) କାରବାର ଖସିଥିବା ନଜରକୁ ଆସିଛି। ଫଳରେ ନିବେଶକ ୨.୨୨ ଲକ୍ଷ କୋଟି ଟଙ୍କା କ୍ଷତି ସହିଛନ୍ତି। ୩୦ ଶେୟାର…
ଦ୍ୱିତୀୟ ତ୍ରୈମାସ ଅଭିବୃଦ୍ଧି ୭.୮% ଖସିପାରେ
ନୂଆଦିଲ୍ଲୀ: ଚଳିତ ଆର୍ଥତ୍କ ବର୍ଷ ଦ୍ୱିତୀୟ ତ୍ରୈମାସରେ ଭାରତର ଅଭିବୃଦ୍ଧି ହାର ୭.୮% ଖସିପାରେ। ବ୍ୟାଙ୍କ ଅଫ୍ ଆମେରିକା ପକ୍ଷରୁ ଭାରତ ଅର୍ଥ ବ୍ୟବସ୍ଥାର ଅଭିବୃଦ୍ଧିକୁ ନେଇ ଏଭଳି ଆକଳନ କରାଯାଇଛି। ଚଳିତ ଆର୍ଥତ୍କ ବର୍ଷ ପ୍ରଥମ ତ୍ରୈମାସରେ ଭାରତର ବିକାଶ…
ଅଳିଆ ବୋଝରେ ଆଦର୍ଶ ସହର
ଢେଙ୍କାନାଳ ଅଫିସ, ୨୬।୧୧: ଗଳିକନ୍ଦିରେ କୁଢ଼କୁଢ଼ ଆବର୍ଜନା। ଡଷ୍ଟବିନ୍ ଭର୍ତ୍ତି ହୋଇ ତଳେ ପଡୁଛି। ଦୁର୍ଗନ୍ଧରେ ନାକ ଫାଟୁଛି। ଦୁର୍ଗନ୍ଧମୟ ପରିବେଶ ସୌନ୍ଦର୍ଯ୍ୟ ବିଗାଡୁଛି। ଅଳିଆ ବୋଝରୁ ଆଦର୍ଶ ସହର ଢେଙ୍କାନାଳ ମୁଣ୍ଡ ଟେକି ପାରୁ ନ ଥିବାବେଳେ ପୌରସଂସ୍ଥାର ପରିମଳ ପରିଚାଳନା…
ଦିଓ୍ବାଲିରେ କମିଲା ସ୍ମାର୍ଟଫୋନ ବିକ୍ରି
ନୂଆଦିଲ୍ଲୀ: ଦିପାବଳୀ ପର୍ଯ୍ୟନ୍ତ ସ୍ମାର୍ଟଫୋନ ବିକ୍ରି ଉନ୍ନତ ସ୍ଥିତିରେ ରହିଥିଲା। ମାତ୍ର ଏହା ପରଠାରୁ ବିକ୍ରିରେ ଦ୍ରୁତ ହ୍ରାସ ଦେଖାଯାଇଛି। ବିଶେଷଜ୍ଞ ଏବଂ ରିଟେଲରଙ୍କ ସୂଚନା ଅନୁଯାୟୀ ନଭେମ୍ବର ମାସରେ ସ୍ମାର୍ଟଫୋନ ବିକ୍ରି ୨୦ରୁ ୨୫% ହ୍ରାସ ଦେଖାଯାଇଛି। ଏକ ଜାତୀୟ…
ହୃଦ୍ଘାତରେ ମାରାଡୋନାଙ୍କ ପରଲୋକ
ବୁଏନ୍ସ ଆୟାର୍ସ, ୨୬।୧୧: ଏକ ଦୁଃଖଦ ଘଟଣା କ୍ରମରେ ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଡିଏଗୋ ମାରାଡୋନା ମାତ୍ର ୬୦ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ବୁଧବାର ହୃଦ୍ଘାତ କାରଣରୁ ତାଙ୍କର ଦେହାନ୍ତ ହୋଇଛି। ପୂର୍ବରୁ ବୁଏନ୍ସ ଆୟାର୍ସରେ ଗତ ନଭେମ୍ବରରେ…
କଶ୍ମୀର ଆତଙ୍କବାଦୀଙ୍କୁ ଜୈଶ୍ କମାଣ୍ଡରଙ୍କ ବାର୍ତ୍ତା: ବିସ୍ଫୋରକ ଯୋଗାଣରେ ସମସ୍ୟା ହେଉଛି
ନୂଆଦିଲ୍ଲୀ, ୨୫ା୧୧: ଜମ୍ମୁର ନାଗ୍ରୋଟାରେ ୪ ସଶସ୍ତ୍ର ପାକ୍ ଆତଙ୍କବାଦୀଙ୍କୁ ହତ୍ୟା କରାଯିବା ପରେ ଆତଙ୍କବାଦୀ ଶିବିରରେ କୋକୁଆ ଭୟ ସୃଷ୍ଟି ହୋଇଛି। କଶ୍ମୀରରେ ଥିବା ଜୈଶ୍-ଇ- ମହମ୍ମଦ (ଜେଇଏମ୍) ଆତଙ୍କବାଦୀଙ୍କୁ ବିସ୍ଫୋରକ ଓ ବିଭିନ୍ନ ମାରଣାସ୍ତ୍ର ଯୋଗାଇବାରେ ସମସ୍ୟା ଦେଖାଦେଇଛି।…
Archives


