ଦ୍ୱିତୀୟ ତ୍ରୈମାସ ଅଭିବୃଦ୍ଧି ୭.୮% ଖସିପାରେ
ନୂଆଦିଲ୍ଲୀ: ଚଳିତ ଆର୍ଥତ୍କ ବର୍ଷ ଦ୍ୱିତୀୟ ତ୍ରୈମାସରେ ଭାରତର ଅଭିବୃଦ୍ଧି ହାର ୭.୮% ଖସିପାରେ। ବ୍ୟାଙ୍କ ଅଫ୍ ଆମେରିକା ପକ୍ଷରୁ ଭାରତ ଅର୍ଥ ବ୍ୟବସ୍ଥାର ଅଭିବୃଦ୍ଧିକୁ ନେଇ ଏଭଳି ଆକଳନ କରାଯାଇଛି। ଚଳିତ ଆର୍ଥତ୍କ ବର୍ଷ ପ୍ରଥମ ତ୍ରୈମାସରେ ଭାରତର ବିକାଶ…
ଅଳିଆ ବୋଝରେ ଆଦର୍ଶ ସହର
ଢେଙ୍କାନାଳ ଅଫିସ, ୨୬।୧୧: ଗଳିକନ୍ଦିରେ କୁଢ଼କୁଢ଼ ଆବର୍ଜନା। ଡଷ୍ଟବିନ୍ ଭର୍ତ୍ତି ହୋଇ ତଳେ ପଡୁଛି। ଦୁର୍ଗନ୍ଧରେ ନାକ ଫାଟୁଛି। ଦୁର୍ଗନ୍ଧମୟ ପରିବେଶ ସୌନ୍ଦର୍ଯ୍ୟ ବିଗାଡୁଛି। ଅଳିଆ ବୋଝରୁ ଆଦର୍ଶ ସହର ଢେଙ୍କାନାଳ ମୁଣ୍ଡ ଟେକି ପାରୁ ନ ଥିବାବେଳେ ପୌରସଂସ୍ଥାର ପରିମଳ ପରିଚାଳନା…
ଦିଓ୍ବାଲିରେ କମିଲା ସ୍ମାର୍ଟଫୋନ ବିକ୍ରି
ନୂଆଦିଲ୍ଲୀ: ଦିପାବଳୀ ପର୍ଯ୍ୟନ୍ତ ସ୍ମାର୍ଟଫୋନ ବିକ୍ରି ଉନ୍ନତ ସ୍ଥିତିରେ ରହିଥିଲା। ମାତ୍ର ଏହା ପରଠାରୁ ବିକ୍ରିରେ ଦ୍ରୁତ ହ୍ରାସ ଦେଖାଯାଇଛି। ବିଶେଷଜ୍ଞ ଏବଂ ରିଟେଲରଙ୍କ ସୂଚନା ଅନୁଯାୟୀ ନଭେମ୍ବର ମାସରେ ସ୍ମାର୍ଟଫୋନ ବିକ୍ରି ୨୦ରୁ ୨୫% ହ୍ରାସ ଦେଖାଯାଇଛି। ଏକ ଜାତୀୟ…
ହୃଦ୍ଘାତରେ ମାରାଡୋନାଙ୍କ ପରଲୋକ
ବୁଏନ୍ସ ଆୟାର୍ସ, ୨୬।୧୧: ଏକ ଦୁଃଖଦ ଘଟଣା କ୍ରମରେ ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଡିଏଗୋ ମାରାଡୋନା ମାତ୍ର ୬୦ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ବୁଧବାର ହୃଦ୍ଘାତ କାରଣରୁ ତାଙ୍କର ଦେହାନ୍ତ ହୋଇଛି। ପୂର୍ବରୁ ବୁଏନ୍ସ ଆୟାର୍ସରେ ଗତ ନଭେମ୍ବରରେ…
କଶ୍ମୀର ଆତଙ୍କବାଦୀଙ୍କୁ ଜୈଶ୍ କମାଣ୍ଡରଙ୍କ ବାର୍ତ୍ତା: ବିସ୍ଫୋରକ ଯୋଗାଣରେ ସମସ୍ୟା ହେଉଛି
ନୂଆଦିଲ୍ଲୀ, ୨୫ା୧୧: ଜମ୍ମୁର ନାଗ୍ରୋଟାରେ ୪ ସଶସ୍ତ୍ର ପାକ୍ ଆତଙ୍କବାଦୀଙ୍କୁ ହତ୍ୟା କରାଯିବା ପରେ ଆତଙ୍କବାଦୀ ଶିବିରରେ କୋକୁଆ ଭୟ ସୃଷ୍ଟି ହୋଇଛି। କଶ୍ମୀରରେ ଥିବା ଜୈଶ୍-ଇ- ମହମ୍ମଦ (ଜେଇଏମ୍) ଆତଙ୍କବାଦୀଙ୍କୁ ବିସ୍ଫୋରକ ଓ ବିଭିନ୍ନ ମାରଣାସ୍ତ୍ର ଯୋଗାଇବାରେ ସମସ୍ୟା ଦେଖାଦେଇଛି।…
କୃଷି ଆଇନକୁ ବିରୋଧ କରି ‘ଦିଲ୍ଲୀ ଚଲୋ’ ଡାକରା
ଚଣ୍ଡିଗଡ଼, ୨୫ା୧୧: କେନ୍ଦ୍ରର କୃଷି ବିଲ୍କୁ ବିରୋଧକରି ପଞ୍ଜାବ, ହରିୟାଣାର ସହସ୍ରାଧିକ କୃଷକ ‘ଦିଲ୍ଲୀ ଚଲୋ’ ଡାକରା ଦେବା ସହ ବିକ୍ଷୋଭ ଲାଗି ଆଗେଇ ଆସିଛନ୍ତି। ହରିୟାଣା ସୀମାରେ ଟ୍ରାକ୍ଟର, ଟ୍ରେଲର ସହ କୃଷକମାନେ ମେଳି ବାନ୍ଧିଥିବାବେଳେ କଡ଼ା ସୁରକ୍ଷା ବ୍ୟବସ୍ଥା…
ଏଲଏସିରେ ଉତ୍ତେଜନା ମଧ୍ୟରେ ଚାଇନା ଉପରେ ନଜର ରଖିବ ଆମେରିକାର ଏହି ଡ୍ରୋନ
ନୂଆଦିଲ୍ଲୀ,୨୫।୧୧: ସୀମାରେ ଚାଇନା ସହ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ଆମେରିକା ସହ ଭାରତର ଘନିଷ୍ଠତା ଯୋଗୁ ମିଳିଥିବା ଦୁଇଟି ଡ୍ରୋନକୁ ନୌସେନାରେ ସାମିଲ କରାଯାଇଛି। ହିନ୍ଦ ଓ ପ୍ରଶାନ୍ତ ମହାସାଗରରେ ନଜର ରଖିବା ପାଇଁ ଆମେରିକାରୁ ଆସିଥିବା ୨ଟି ପ୍ରିଡେଟର…
ରାଜ୍ୟରେ ସୁସ୍ଥ ହେଲେ ଆଉ ୭୨୮ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୭୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୦୩ ଜଣ ସୁସ୍ଥ ହୋଇଥିବା ବେଳେ ମୟୂରଭଞ୍ଜରୁ ୭୩,…
ଡାକ ଟିକେଟ-ଶହେ ଟଙ୍କିଆ ମୂଦ୍ରା ଜାରି କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୫।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟର ୧୦୦ତମ ବାର୍ଷିକୀ ଉତ୍ସବରେ ଭିଡିଓ କନ୍ଫରେନ୍ସ ଜରିଆରେ ଯୋଗଦେଇଥିଲେ। ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟ ୧୦୦ ବର୍ଷ ପୂରଣ କରିଥିବାରୁ ସେ ହାର୍ଦ୍ଧିକ ଶୁଭେଚ୍ଛା ଜଣାଇଛନ୍ତି। ଶହେ ବର୍ଷର ସମୟ କେବଳ ଏକ ପରିସଂଖ୍ୟାନ…
ସ୍ଥଳଭାଗ ମୁହାଁ ‘ନିଭାର’, ଓଡ଼ିଶାକୁ ବାତ୍ୟା ଭୟ ନାହିଁ
ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ବଙ୍ଗୋପସାଗର ଦକ୍ଷିଣ-ପଶ୍ଚିମରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ନିଭାର’ ମଙ୍ଗଳବାର ରାତିରୁ ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହୋଇଛି। ଏବେ ଉପକୂଳ ଆଡ଼େ ମାଡ଼ି ଆସୁଥିଲେ ମଧ୍ୟ ତା’ର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ବୋଲି ରାଜ୍ୟ…
ବାତ୍ୟା ‘ନିଭାର’ ପାଇଁ ଏହିସବୁ ଟ୍ରେନ୍ ବାତିଲ
ଚେନ୍ନାଇ,୨୫ା୧୧: ବାତ୍ୟା ‘ନିଭାର’ଯୋଗୁ ତାମିଲନାଡୁ ଏବଂ ପୁଡୁଚେରୀ ଉପକୂଳବର୍ତ୍ତୀ ଅଞ୍ଚଳରେ ରେଳବାଇ ଅନେକ ଟ୍ରେନ ବାତିଲ କରିଥିବାବେଳେ କିଛି ଟ୍ରେନରେ ମଧ୍ୟ ପରିବର୍ତ୍ତନ କରାଯାଇଛି। ଏହି ସାମୁଦ୍ରିକ ଝଡ଼ ତାମିଲନାଡୁ ଏବଂ ପୁଡୁଚେରୀ ଉପକୂଳ ଦେଇ ବୁଧବାର ରାତିରେ ଅତିକ୍ରମ କରିପାରେ।…
ମମତାଙ୍କ ଖୋଲା ଚ୍ୟାଲେଞ୍ଜ: ସାହସ ଅଛି ତ ଗିରଫ କରାଉ ଭାଜପା
କୋଲକାତା,୨୫।୧୧: ପଶ୍ଚିମବଙ୍ଗରେ ଆସନ୍ତାବର୍ଷ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଭଳି ସ୍ଥିତିରେ ଶାସକ ଦଳ ଟିଏମ୍ସି ଓ ବିରୋଧୀ ଦଳ ରାଜ୍ୟରେ ନିର୍ବାଚନ ପ୍ରଚାର ଜୋରଦାର ଚଳାଇଛନ୍ତି। ଏହିକ୍ରମରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟର ବାଙ୍କୁଡାରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି।…
Archives


