Home Left

ଆମେରିକାରେ ବିସ୍ଫୋରଣ: ଜଣେ ପୋଲିସ ଅଧିକାରୀଙ୍କ ସମେତ ଚାଲିଗଲା ୧୦ ଜଣଙ୍କ ଜୀବନ

ଓ୍ବାଶିଂଟନ୍‌,୨୩।୩: ଆମେରିକାର କୋଲୋରୋଡର ବୋଲ୍ଡରରେ ଥିବା ଏକ ଭିଡ଼ ବହୁଳ ସୁପରମାର୍କେଟରେ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ଜଣେ ପୋଲିସ କର୍ମଚାରୀଙ୍କ ସମେତ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ପୋଲିସ କହିଛି। ଜଣେ ବନ୍ଧୁକଧାରୀ ଆଖିବୁଜା ଗୁଳି ଚଳାଇ ଫେରାର ହୋଇଯାଇଥିଲେ।…

ଜାତୀୟ ପାରା ଆଥଲେଟିକ୍ସ: ଓଡ଼ିଶାରୁ ଭାଗନେବେ ୧୧ ପ୍ରତିଯୋଗୀ

ଭୁବନେଶ୍ୱର, ୨୩।୩(କ୍ରୀଡ଼ା ପ୍ରତିନିଧି)-ଜାତୀୟ ପାରା ଆଥଲେଟିକ୍ସର ୧୯ତମ ସଂସ୍କରଣ ଚଳିତମାସ ୨୪ରୁ ୨୭ ପର୍ଯ୍ୟନ୍ତ ବେଙ୍ଗାଲୁରୁର କାନ୍ତିରଭା ଏବଂ ବିଦ୍ୟାନଗର ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଏଥିପାଇଁ ୧୧ ଆଥଲେଟ୍‌ଙ୍କୁ ମିଶାଇ ୧୩ ଜଣିଆ ଓଡ଼ିଶା ଦଳ ସୋମବାର ଘୋଷଣା କରାଯାଇଛି। ଆଗାମୀ…

ଅନୁମତି ପୂର୍ବରୁ ଅକ୍ତିଆର

ଅନୁଗୋଳ ଅଫିସ, ୨୩।୩ ସରକାରୀ ଜାଗା କେହି ଜବରଦଖଲ କଲେ ପ୍ରଶାସନ ପୋଲିସ ଲଗାଇ ଉଚ୍ଛେଦ କରେ। ହେଲେ ଖୋଦ୍‌ ପୋଲିସ ଯଦି ଜବରଦଖଲକାରୀ ସାଜେ ତା’ହେଲେ ପ୍ରଶାସନ କି ପଦକ୍ଷେପ ନେବ। ଏପରି ଏକ ପ୍ରଶ୍ନର ଉତ୍ତରକୁ ଗତ ୧୭…

୪୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ହାଡ, କଙ୍କାଳରେ ନିର୍ମିତ ଚର୍ଚ୍ଚ, ଫଟୋ ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଦୁନିଆରେ ଏମିତି ଏକ ଚର୍ଚ୍ଚ ରହିଛି, ଯାହା ୪୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ହାଡରେ ତିଆରି ହୋଇଛି। ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏହା ‘ଚର୍ଚ୍ଚ ଅଫ୍‌ ବୋନ୍‌ସ’ ନାମରେ ପରିଚିତ। ଏହାର ପ୍ରତିଷ୍ଠା ପଛର ରହିଥିବା କାହାଣୀ…

କିଡ୍‌ନୀ ସମସ୍ୟା

କିଡ୍‌ନୀ ସମସ୍ୟାର କାରଣ ସମ୍ପର୍କରେ ଆମେ ଅବଗତ ହେବା ନିହାତି ଜରୁରୀ। କାରଣ ବେଳେବେଳେ କେତେଜଣ ଏହାର ଲକ୍ଷଣ ବିଷୟରେ ଅବଗତ ନ ଥାନ୍ତି। ଯେତେବେଳେ ସମସ୍ୟା ଗୁରୁତର ହୁଏ ସେତେବେଳେ ସେମାନେ ଡାକ୍ତରଙ୍କର ପରାମର୍ଶ ନେଇଥାଆନ୍ତି। ହେଲେ ଏହି ସମୟରେ…

ରେଷ୍ଟୁରାଣ୍ଟରେ ମାସ୍କ ଲଗାଇବାକୁ ମନାକଲେ ମହିଳା ଗ୍ରାହକ, ଓ୍ବେଟର ଛାଡିଦେଲେ ଚାକିରି, ଆଉ ତା ପରେ…

ମହାମାରୀ କରୋନା ପୁଣିଥରେ ସମଗ୍ର ବିଶ୍ୱରେ ତାର କାୟା ବିସ୍ତାର କରିବାରେ ଲାଗିଛି। ପୂର୍ବଭଳି ସାମାଜିକ ଦୂରତା ଏବଂ ମାସ୍କର ଆବଶ୍ୟକତା ପଡ଼ୁଛି। ଅଧିକାଂଶ ଲୋକ ଅଛନ୍ତି ଯେଉଁମାନେ କରୋନା ଭୟରେ ସବୁବେଳେ ମାସ୍କ ଲଗାଇବା ସହ ସାମାଜିକ ଦୂରତା ମଧ୍ୟ…

ଛୋଟ ପରଦାରୁ ସଫଳ ରାଜନୈତିକ ଯାତ୍ରା…

ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ରେ ସ୍ଥାନ ପାଇଥିବା ସ୍ମୃତି ଇରାନୀଙ୍କୁ ମଙ୍ଗଳବାର ୪୫ ବର୍ଷ ପୂରଣ ହୋଇଛି। ସେ ୧୯୭୬ ମାର୍ଚ୍ଚ ୨୩ରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ମ୍ୟାକ ଡୋନାଲ୍ଡ କମ୍ପାନୀରେ କାମ କରୁଥିବା ସମୟରେ ସ୍ମୃତି ଟେଲିଭିଜନରେ ବିଭିନ୍ନ…

ଖରାଦିନେ ପିଅନ୍ତୁ ଏପରି ଜୁସ୍‌ : ମିଳିବ ଅନେକ…

ଖରାଦିନେ ଗରମ ହେବା ସହିତ ସ୍ବାସ୍ଥ୍ୟଜନିତ ଅନେକ ସମସ୍ୟା ଦେଖାଯାଇଥାଏ। ତେବେ ଏହା ଉପରେ ପ୍ରଥମରୁ ଧ୍ୟାନଦେବା ଉଚିତ। ଖରାଦିନେ ଆମକୁ ଥଣ୍ଡା ପାନୀୟ ଅଧିକ ପସନ୍ଦ ହୋଇଥାଏ। ଫଳରେ ଆମେ ବଜାରରେ ମିଳୁଥିବା କେମିକାଲ ଜାତୀୟ ପାନୀୟ ପିଇଥାଉ, ଯାହାକି…

କ୍ଲିନ୍‌ସୁଇପ୍‌ ଲକ୍ଷ୍ୟରେ ବିରାଟବାହିନୀ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ପୁଣେ,୨୨।୩: ଇଂଲଣ୍ଡ ବିପକ୍ଷ ଟେଷ୍ଟ ଏବଂ ଟି-୨୦ ସିରିଜ ଜିତିବା ପରେ ଭାରତୀୟ ଦଳ ଏକଦିବସୀୟ ସିରିଜ୍‌ ଉପରେ ନଜର ରଖିଛି। ମାର୍ଚ୍ଚ ୨୩ ରୁ ୨୮ ପର୍ଯ୍ୟନ୍ତ ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଦୁଇ ଦଳ ତିନୋଟି ଦିନିକିଆ…

ଯବାନଙ୍କ ଗୁଳିରେ ୪ ଆତଙ୍କବାଦୀ ମୃତ

ଶ୍ରୀନଗର,୨୨ା୩: ଜମ୍ମୁ-କଶ୍ମୀରର ଶୋପିଆନ ଜିଲାରେ ଯବାନଙ୍କ ଗୁଳିରେ ଲସ୍କର-ଇ-ତୋଇବାର ୪ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଆତଙ୍କବାଦୀ ଲୁଚି ରହିଥିବା ସୂଚନା ପାଇ ଜିଲାର ମନିହାଲ ଅଞ୍ଚଳରେ ସୁରକ୍ଷା ବଳ ପକ୍ଷରୁ ସର୍ଚ୍ଚ ଅପରେଶନ କରାଯାଇଥିଲା। ପରେ ସେମାନେ ଯବାନଙ୍କ ଉପରକୁ ଗୁଳିଚାଳନା…

ଅନ୍ୟ ମହିଳାଙ୍କ ସହ ସମ୍ପର୍କ ରଖିବା ପଡ଼ିଥିଲା ମହଙ୍ଗା

ବାଙ୍ଗିରିପୋଷିି,୨୨ା୩: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ଶାଳବଣି ଗ୍ରାମର ଏକାଦଶୀ ବେହେରା ହତ୍ୟା ଘଟଣାର ପର୍ଦ୍ଦାଫାଶ ହୋଇଛି। ଜଣେ ବିବାହିତ ମହିଳାଙ୍କ ସହ ସମ୍ପର୍କ ରଖିବାରୁ ତାଙ୍କୁ ହତ୍ୟାକରି ପୋଖରୀରେ ଫିଙ୍ଗି ଦିଆଯାଇଥିଲା ବୋଲି ପୋଲିସ କହିଛି। ଏହି ଘଟଣାରେ…

ବିଧାୟକଙ୍କ ଗାଡ଼ି ଧକ୍କାରେ ଶିକ୍ଷକ ଗୁରୁତର

ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ, ୨୨।୩(ଡି.ଏନ.ଏ.)- ୧୬ ନଂ. ଜାତୀୟ ରାଜପଥର ଭଣ୍ଡାରିପୋଖରୀ ନିକଟରେ ସୋମବାର ଅପରାହ୍ନରେ ବାଲେଶ୍ୱର ଜିଲା ରେମୁଣା ବିଧାୟକଙ୍କ ଗାଡ଼ି ଧକ୍କାରେ ଜଣେ ଶିକ୍ଷକ ଗୁରୁତର ହୋଇଛନ୍ତି। ତାଙ୍କୁ ଆମ୍ବୁଲାନ୍ସରେ ନେଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ କଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?