ବିବାହର ମାତ୍ର ୫ ମାସ ପରେ ଛାଡ଼ପତ୍ର ନେଲେ ବାଦ୍ଶାହା: ପୋଷ୍ଟ ଶେୟାର କରି କହିଲେ…
ରାପର୍ ବାଦଶାହା ଏବଂ ପଞ୍ଜାବୀ ଅଭିନେତ୍ରୀ ଈଶା ରିଖିଙ୍କ ମଧ୍ୟରେ ଛାଡ଼ପତ୍ର ହୋଇଛି। ବିବାହର ମାତ୍ର ପାଞ୍ଚ ମାସ ପରେ ଉଭୟ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଦମ୍ପତି ସେମାନଙ୍କ ସମ୍ପର୍କକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇ ସୋସିଆଲ…
୧ ସେପ୍ଟେମ୍ବରରୁ କେଉଁ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍, କାହା ଉପରେ ପଡିବ ସଙ୍କଟ: ଦେଖିନିଅନ୍ତୁ ୧୨ ରାଶିର…
ସେପ୍ଟେମ୍ବର ମାସର ପ୍ରଥମ ଦିନ ଅର୍ଥାତ୍ ୧ ସେପ୍ଟେମ୍ବର ୨୦୨୬ ଅନେକ ରାଶିଙ୍କ ପାଇଁ ନୂଆ ଆଶା, ସଫଳତା ଓ ଖୁସି ନେଇ ଆସିପାରେ। ଗ୍ରହ-ନକ୍ଷତ୍ରଙ୍କ ଚଳନର ପ୍ରଭାବ ସମସ୍ତ ୧୨ଟି ରାଶିର ଜୀବନରେ ଦେଖିବାକୁ ମିଳିପାରେ। କାହାର କ୍ୟାରିୟର ଓ…
ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ପାଲଟିଛି ବସଷ୍ଟାଣ୍ଡ୍: ବସ୍ ହର୍ନରେ ଅସ୍ତବ୍ୟସ୍ତ ରୋଗୀ
ଦାରିଙ୍ଗବାଡି,୧।୯(ଅରୁଣ ସାହୁ):କନ୍ଧମାଳ ଜିଲାର ବୃହତ ବ୍ଲକ ଭାବେ ଜଣାଶୁଣା ଦାରିଙ୍ଗବାଡିରେ ଏବେ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଯାତ୍ରୀବାହୀ ବସର ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ତେବେ ଏବେ ବଡ଼ ସମସ୍ୟା ମୁଣ୍ଡ ଟେକିଛି। ସମସ୍ତ ପ୍ରକାର ଯାତ୍ରୀବାହୀ ବସଗୁଡିକ ଗୋଷ୍ଠୀ…
ଚାଇନା ଗଣମାଧ୍ୟମରେ ଦୃଶ୍ୟ ହେଉନି ନେପାଳ ବନ୍ୟା! ଜିନ ପିଙ୍ଗଙ୍କ ଏକଛତ୍ରବାଦୀ ଶାସନକୁ ନେଇ ହେଉଛି ଆଲୋଚନା, କ’ଣ ରହିଛି ଏହା ପଛର କାରଣ ଜାଣନ୍ତୁ
ବେଜିଂ,୧।୯: ୨୬ ଅଗଷ୍ଟ, ୨୦୨୬ରେ ନେପାଳ-ତିବ୍ଦତ ସୀମାରେ ଘଟିଥିବା ଭୟଙ୍କର ବନ୍ୟା ଏବଂ ମାଟି ଧସିବା କେବଳ ବ୍ୟାପକ କ୍ଷୟକ୍ଷତି ଘଟାଇ ନଥିଲା ବରଂ ଚାଇନାର ସୂଚନା ନିୟନ୍ତ୍ରଣ ନୀତିକୁ ମଧ୍ୟ ଲୋକଲୋଚନକୁ ଆଣିଥିଲା। ହଠାତ ହିମପାତ ଯୋଗୁ ଏହି ବିପର୍ଯ୍ୟୟ…
ଜିଲା ମୁଖ୍ୟାଳୟ ଚାଲ ଅଭିଯାନ: ସାମିଲ ହେଲେ ଶତାଧିକ ଡ୍ରାଇଭର
ଦାରିଙ୍ଗବାଡି, ୧।୯ (ଅରୁଣ ସାହୁ):ଓଡିଶା ଡ୍ରାଇଭର ମହାସଂଘ ପକ୍ଷରୁ ମଙ୍ଗଳବାର ଫୁଲବାଣୀ ଠାରେ ରାଷ୍ଟ୍ରୀୟ ଡ୍ରାଇଭର ଦିବସ ପାଳନ ପାଇଁ ଶତାଧିକ ଡ୍ରାଇଭର ଦାରିଙ୍ଗବାଡିରୁ ଫୁଲବାଣୀକୁ ଗସ୍ତ କରିଛନ୍ତି। ସେଠାରେ ସଭା ଓ ଶୋଭାଯାତ୍ରାରେ ସାମିଲ ହୋଇ ଡ୍ରାଇଭର ଏକତାକୁ ସୁଦୃଢ…
ତେଲ ବଜାରରେ ବଡ଼ ହଲଚଲ: ସେପ୍ଟେମ୍ବର ୧ରେ ପେଟ୍ରୋଲ-ଡିଜେଲ ଦରରେ…
ନୂଆଦିଲ୍ଲୀ, ୧।୯: ଦିନର ଆରମ୍ଭ ଏବେ କେବଳ ସୂର୍ଯ୍ୟଙ୍କ କିରଣ ସହ ନୁହେଁ, ପେଟ୍ରୋଲ-ଡିଜେଲର ନୂଆ ଦର ସହ ମଧ୍ୟ ହେଉଛି। ଇନ୍ଧନ ଦର ସିଧାସଳଖ ଭାବେ ସାଧାରଣ ଲୋକଙ୍କ ପକେଟକୁ ପ୍ରଭାବିତ କରୁଥିବାରୁ ଏହା ବିଷୟରେ ଜାଣିବା ଜରୁରୀ। ତେଲ…
ଗୁରୁ-ଶନିଙ୍କ ନବପଞ୍ଚମ ଯୋଗ: ପହିଲାରୁ ଖୋଲିଲା ୫ ରାଶିଙ୍କ ଭାଗ୍ୟ, ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ
ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗୁରୁ ଓ ଶନି ଗ୍ରହଙ୍କ ମଧ୍ୟରେ ଏକ ଶୁଭ ଯୋଗ ସୃଷ୍ଟି ହୋଇଛି। ଗୁରୁ ଓ ଶନି ୧୨୦ ଡିଗ୍ରୀରେ ଅବସ୍ଥିତ ହୋଇ ନବପଞ୍ଚମ ଦୃଷ୍ଟି ଯୋଗ ଗଠନ କରିଛନ୍ତି। ଏହି ଯୋଗର ପ୍ରଭାବରେ ମେଷ, କର୍କଟ,…
ଡିଜିପି ଚୟନ ପ୍ରକ୍ରିୟାକୁ ନେଇ ବଢ଼ିଲା ବିବାଦ, ସମସ୍ୟା କରିବ ୧୭(ଏ)
ଭୁବନେଶ୍ୱର,୧।୯(ସୁନିତ୍ ମିଶ୍ର): ଓଡ଼ିଶାରେ ଏବେ କାମଚଳା ଡିଜିପିଙ୍କୁ ନେଇ ପୋଲିସବାହିନୀ କାର୍ଯ୍ୟ ଚଳାଇଛି । ଗତ ଅଗଷ୍ଟ ୧୬ ତାରିଖରେ ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଲା। ସେହିଦିନ ରାଜ୍ୟର ନୂଆ ପୋଲିସ ମହାନିର୍ଦ୍ଦେଶକ ନିଯୁକ୍ତି ପାଇବା…
ସାବଧାନ! ଆଜିଠୁ ବଦଳିଲା ୭ ବଡ଼ ନିୟମ: କ’ଣ ମହଙ୍ଗା, କ’ଣ ହେଲା ଶସ୍ତା, ଜାଣନ୍ତୁ…
ନୂଆଦିଲ୍ଲୀ, ୧।୯: ସେପ୍ଟେମ୍ବର ୧ ତାରିଖରୁ କେବଳ କ୍ୟାଲେଣ୍ଡରର ପୃଷ୍ଠା ବଦଳିନାହିଁ, ବରଂ ସାଧାରଣ ଲୋକଙ୍କ ଦୈନନ୍ଦିନ ଖର୍ଚ୍ଚ ସହ ଜଡ଼ିତ ଅନେକ ନିୟମ ଓ ଦରରେ ପରିବର୍ତ୍ତନ ଆସିଛି। ରୋଷେଇ ଘରର ବଜେଟଠାରୁ ଆରମ୍ଭ କରି ଗାଡ଼ି କିଣିବା, ଦୁଧ,…
ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ, ପୁଣି ବନ୍ଦ ହେଲା ୪ ସ୍ଲୁଇସ୍ ଗେଟ୍
ସମ୍ବଲପୁର,୧।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ଫଳରେ ମଙ୍ଗଳବାର ସକାଳେ ପୁଣି ୪ଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରି ଦିଆଯାଇଛି । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାର୍ଶ୍ୱର ୩…
ମୋଦି ବିଦେଶରୁ ଜାରି କରିଛନ୍ତି ନୂଆ ଭିଡ଼ିଓ, ସୁନା କ୍ରୟ ସହ ବିଦେଶ ଯାତ୍ରା ଉପରେ ଦେଲେ ବଡ଼ ପରାମର୍ଶ
ବିଶକେକ/ନୂଆଦିଲ୍ଲୀ,୧।୯: ପ୍ରଧାନମନ୍ତ୍ରୀ ମୋଦି ବିଦେଶରୁ ସୋସିଆଲ ମିଡିଆରେ ଏକ ନୂଆ ଭିଡିଓ ଜାରି କରିଛନ୍ତି, ଯେଉଁଥିରେ ସେ ଦେଶର ଅଭିବୃଦ୍ଧି ହାର ବିଷୟରେ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ବର୍ତ୍ତମାନ ବିଦେଶ ଗସ୍ତରେ ଅଛନ୍ତି; ତାସକେଣ୍ଟ ଗସ୍ତ କରିବା ପରେ, ସେ ମଙ୍ଗଳବାର…
ମୁଖ୍ୟ ରାସ୍ତା ପାଲଟିଛି ମଇଁଷି ଗୋଠ: ଗାଡ଼ି ଚଳାଚଳ ପ୍ରଭାବିତ
ମହାକାଳପଡ଼ା,୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):ମହାକାଳପଡ଼ା ବ୍ଲକ ଭୋପାଳ-ଜଗରି ଜୋର୍ ହାଟକୁ ସଂଯୋଗ କରିଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ରାସ୍ତା ପାଲଟିଛି ମଇଁଷି ଗୋଠ। ନାଞ୍ଜୁରା ପଞ୍ଚାୟତ ପାଣିଖିଆ ସାନ୍ତାଳୀ ଗଁା ସଂଲଗ୍ନ ମୁଖ୍ୟ ରାସ୍ତାରେ ଶହ ଶହ ମଇଁଷି ଶୋଇଛନ୍ତି। ଫଳରେ…

