Home Left

ସମବାୟରେ ଦାରିଦ୍ର୍ୟ ଦୂରୀକରଣ

ଭାରତର ଜନସଂଖ୍ୟା ବୃଦ୍ଧି ପାଉଥିବାରୁ ସେହି ତୁଳନାରେ ସାଧାରଣ ଲୋକଙ୍କର ଆର୍ଥିକ ବିକାଶର ଆଶାତୀତ ଭାବେ ବୃଦ୍ଧି ନ ପାଇବାରୁ ଗରିବ ଲୋକମାନେ ବିଭିନ୍ନ ପ୍ରକାର ବେଉସାକୁ ଆପଣାଉଛନ୍ତି। ଛେଳି ପାଳନ ତନ୍ମଧ୍ୟରୁ ଅନ୍ୟତମ। ଛେଳି ପାଳନ ଗରିବ ଲୋକଙ୍କ ଆର୍ଥିକ…

ପୋଷ୍ଟମର୍ଟମ ହାଉସ ବାହାରେ ମୃତଦେହକୁ ଜୀବିତ କରିବାକୁ ତାନ୍ତ୍ରିକ କଲା ଏମିତି, ଦେଖିକି ସବୁ ତାଜୁବ

ପାଟଣା,୧୩।୮: ବିହାରର ସମସ୍ତିପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣାଟି ସମସ୍ତିପୁର ସଦର ହସ୍ପିଟାଲର ପୋଷ୍ଟମର୍ଟମ ହାଉସର। ଯେଉଁଠାରେ ସାପ କାମୁଡ଼ା ଯୋଗୁଁ ଜଣେ ୧୫ ବର୍ଷୀୟ ନାବାଳକର ମୃତ୍ୟୁ ପରେ ମୃତଦେହକୁ ପୋଷ୍ଟମର୍ଟମ ପାଇଁ ଅଣାଯାଇଥିଲା।…

୧୫ ବର୍ଷୀୟା ନାବାଳିକା ଗର୍ଭବତୀ: ଶାରୀରିକ ସମ୍ପର୍କ ପରେ…

କ.ନୂଆଗାଁ, ୧୩ା୮(କାଳି ପ୍ରସାଦ ତ୍ରିପାଠୀ):କନ୍ଧମାଳ ଜିଲା କ.ନୂଆଗାଁ ଥାନା ଅଞ୍ଚଳର ଏକ ୧୫ ବର୍ଷର ନାବାଳିକାକୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ସହ ୧ ମାସର ଗର୍ଭବତୀ ପରେ ପ୍ରତାରଣା କରି ଥିବାରୁ ମଙ୍ଗଳବାର ଯୁବକଙ୍କୁ ଜେଲ ପଠାଯାଇଛି। ସୂଚନା…

୨ ଭଉଣୀଙ୍କୁ ଉଲଗ୍ନ କରି ମାଡ଼: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଯାଜପୁର/ଜେନାପୁର/ଚଢେଇଧରା (ହର୍ଷବର୍ଦ୍ଧନ ବେହେରା/ଅଶୋକ ଦାସ/ଦିଲୀପ ପରିଡ଼ା),୧୩ା୮ :ଆଧୁନିକ ଜ୍ଞାନକୌଶଳ ବଳରେ ମଣିଷ ଆଗକୁ ଅଗ୍ରସର ହେଉଛି ା ହେଲେ ଆଜି ବି ଗ୍ରାମାଞ୍ଚଳରେ ଗୁଣିଗାରେଡି ଓ ପ୍ରେତାମତ୍ା ପରି ଅନ୍ଧବିଶ୍ୱାସ କେତେଜଣ ଲୋକଙ୍କ ମନରେ ବସାବାନ୍ଧି ରହିଛିା ଏହି ଅନ୍ଧବିଶ୍ୱାସ ଭିତରେ…

ବଜାରରେ ବୁଲୁଛି ନକଲି ୨୦୦ ଟଙ୍କିଆ ନୋଟ୍‌: ହୋଇଯାନ୍ତୁ ସାବଧାନ

ମହାକାଳପଡ଼ା,୧୩ା୮ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ କିଛିବର୍ଷ ପୂର୍ବେ ନକଲି ଟଙ୍କା ଛପା ଯାଇଥିବା ନଜରକୁ ଆସିଥିଲା। ପ୍ରଶାସନ ପକ୍ଷରୁ ଚଢ଼ାଉ କରାଯାଇ ଛପା ଯାଉଥିବା ମେଶିନ ଜବତ କରିବା ସହ ଛପାଉ ଥିବା ପରିବାରକୁ ଗିରଫ…

ପ୍ରଥମ ଥର ଟ୍ରମ୍ପଙ୍କ ଟାରିଫ୍‌ ଉପରେ କଡ଼ା ଜବାବ ଦେଲେ ମୋଦି, ଭୟରେ ଆମେରିକା

ନୂଆଦିଲ୍ଲୀ,୧୩।୮: ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଦ୍ୱାରା ଭାରତ ଉପରେ ୫୦ ପ୍ରତିଶତ ଟାରିଫ୍‌ ଲାଗୁ କରିବା ପ୍ରସଙ୍ଗରେ ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ ଭାରତ ଚାଷୀଙ୍କ ସ୍ବାର୍ଥ ସହିତ କୌଣସି ସାଲିସ କରିବ…

ସରକାର ବଦଳିଲା, ବଦଳିନି ବ୍ୟବସ୍ଥା: ତାତିଲେ ଚାଷୀ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ରାଜ୍ୟରେ ଶାସନକୁ ଆସିବା ପରେ ଭାଜପା ସରକାର ନିର୍ବାଚନ ପ୍ରତିଶ୍ରୁତି ମୁତାବକ ଚାଷୀଙ୍କୁ ଧାନ କୁଇଣ୍ଟାଲ ପିଛା ୮୦୦ ଟଙ୍କା ଇନପୁଟ ସହାୟତା(ବୋନସ) ଦେଉଛନ୍ତି। ଏହାକୁ ନେଇ ଆରମ୍ଭରୁ ଚାଷୀ ଉଲ୍ଲସିତ ଥିଲେ। କିନ୍ତୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ…

ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ: ଜାଣନ୍ତୁ କେତେବେଳେ ଦର୍ଶନ କରିପାରିବେନି ଭକ୍ତ

ପୁରୀ,୧୩ା୮(ଅଜିତ୍‌ କୁମାର ମହାନ୍ତି):ପବିତ୍ର ଭାଦ୍ରବ କୃଷ୍ଣପକ୍ଷ ପଞ୍ଚମୀ ତିଥି ବା ରେଖା ପଞ୍ଚମୀ ତିଥି ଅବସରରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀବିଗ୍ରହ ଶ୍ରୀମୁଖ ସରସ ଓ ସୁନ୍ଦର ଦେଖାଯିବା ପାଇଁ ସୁନା ଲାଗିଥିବା ପଟିରେ…

ସାଧାରଣ ଲୋକଙ୍କୁ ମିଳିଲା ଆଶ୍ୱସ୍ତି: ୮ ବର୍ଷ ମଧ୍ୟରେ କମିଲା…

ନୂଆଦିଲ୍ଲୀ,୧୩।୮: ଦେଶରେ ମୁଦ୍ରାସ୍ଫୀତି ମୋର୍ଚ୍ଚାରେ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ମିଳିଛି। ଜୁଲାଇ ମାସରେ ଖାଦ୍ୟ ସାମଗ୍ରୀର ମୂଲ୍ୟ ହ୍ରାସ ଯୋଗୁଁ, ଏହି ମାସରେ ଭାରତର ଖୁଚୁରା ମୁଦ୍ରାସ୍ଫୀତି ୧.୫୫ ପ୍ରତିଶତକୁ ହ୍ରାସ ପାଇଛି। ଏହା ଗତ ଆଠ ବର୍ଷ ମଧ୍ୟରେ ସର୍ବନିମ୍ନ।…

ସୁଭଦ୍ରା ପୋର୍ଟାଲ: ୨୧ ଜୀବିତଙ୍କୁ ଦର୍ଶାଯାଇଛି ମୃତ

ସାକ୍ଷୀଗୋପାଳ,୧୩। ୮(ପ୍ରଶାନ୍ତ କୁମାର ବାରିକ/କିଶୋର ମହାପାତ୍ର)ମହିଳାମାନଙ୍କୁ ଆର୍ଥିକ ସଶକ୍ତ କରିବା ନିମନ୍ତେ ସରକାରଙ୍କ ଦ୍ୱାରା ପ୍ରଣୟନ କରାଯାଇଥିବା ସୁଭଦ୍ରା ଯୋଜନାର ଏକ ବଡ଼ ବ୍ୟତିକ୍ରମ ସତ୍ୟବାଦୀ ବ୍ଲକରେ ଦେଖାଯାଇଛି। ଜଣେ ମହିଳା ହିତାଧିକାରୀ ଜୀବିତ ଥାଉ ଥାଉ ତାଙ୍କୁ ସୁଭଦ୍ରା ପୋର୍ଟାଲରେ…

କିଲିମାଞ୍ଜାରୋ ଶୃଙ୍ଗ ଆରୋହଣ କରି ଜନ୍ମମାଟିକୁ ଫେରିଲେ ଆର୍ଶୀବାଦ, ବରଗଡ଼ରେ ବିପୁଳ ସମ୍ବର୍ଦ୍ଧନା

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ଦକ୍ଷିଣ ଆଫ୍ରିକାରେ କିଲିମାଞ୍ଜାରୋ ପର୍ବତ(୫୮୯୫ ମିଟର) ଆରୋହଣ କରି ପର୍ବତ ଶିଖରରେ ତ୍ରିରଙ୍ଗା ଉଡ଼ାଇ ଇତିହାସ ରଚିଥିବା ବରଗଡ଼ ଜିଲା ଅତାବିରା ବ୍ଲକ କୁଲିତାଟୁକୁରା ଗ୍ରାମର ଯୁବ ପର୍ବତାରୋହୀ ଆର୍ଶୀବାଦ ମହାପାତ୍ର ମଙ୍ଗଳବାର ଜନ୍ମମାଟିକୁ ଫେରିଛନ୍ତି l ଫେରିବା…

ଲଘୁଚାପ: ଆସନ୍ତା ୩ ଦିନ ଅତି ପ୍ରବଳ ବର୍ଷା,ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର,୧୨।୮(ଅନୁରାଧା ମହାରଣା)- ବଙ୍ଗୋପସାଗରର କେନ୍ଦ୍ରୀୟ ଅଂଶ ଉପରେ ଏକ ଘୂର୍ଣ୍ଣିବଳୟ ସଞ୍ଚାଳନ ସକ୍ରିୟ ରହିଛି। ଏହାର ପ୍ରଭାବରେ ବୁଧବାର ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ ଘଣ୍ଟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri