Home Left

ମୋଦିଙ୍କ ବିରୋଧରେ ନିର୍ବାଚନ ଲଢୁଥିବା ପୂର୍ବତନ ଯବାନଙ୍କ ଆବେଦନକୁ ଖାରଜ କଲେ ସୁପ୍ରିମ କୋର୍ଟ

ନୂଆଦିଲ୍ଲୀ,୨୪ ।୧୧: ଉତ୍ତରପ୍ରଦେଶର ବାରାଣସୀ ଲୋକ ସଭା ଆସନରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ନିର୍ବାଚନ ଲଢୁଥିବା ବିଏସ୍‌ଏଫ୍‌ର ପୂର୍ବତନ ଯବାନ ତେଜ ବାହାଦୂରଙ୍କୁ ସୁପ୍ରିମକୋର୍ଟରୁ ବଡ ଝଟ୍‌କା ଲାଗିଛି । ୨୦୧୯ରେ ଲୋକ ସଭା ନିର୍ବାଚନରେ ବାରାଣସୀ ଆସନରୁ ପ୍ରଧାନମନ୍ତ୍ରୀ…

ପୁଅ ସଲମାନଙ୍କୁ ସାହାଯ୍ୟ କରିବାକୁ ମନା କରିଦେଇଥିଲେ ବାପା, ଜାଣନ୍ତୁ କାହିଁକି…

ପ୍ରସିଦ୍ଧ ହିନ୍ଦୀ ସିନେମା ଲେଖକ ତଥା ସଲମାନ ଖାଁଙ୍କ ପିତା ସଲିମ ଖାଁଙ୍କ ଜନ୍ମ ଦିନ ୨୪ ନଭେମ୍ବରରେ । ବର୍ତ୍ତମାନ ତାଙ୍କୁ ୮୫ ବର୍ଷ। ସଲମାନ ତାଙ୍କ ପିତାଙ୍କ ଅତି ନିକଟତର। ତଥାପି, ସେ ତାଙ୍କ ପିତାଙ୍କୁ ଭୟ କରନ୍ତି…

ମହାରାଷ୍ଟ୍ରରେ କରୋନା ଭ୍ୟାକ୍ସିନ ବିତରଣ ପାଇଁ ଗଠନ କରାଯାଇଛି ଟାକ୍ସ ଫୋର୍ସ: ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨୪ ।୧୧: ଦେଶରେ କରୋନା ମହାମାରୀ ପୁଣିଥରେ ତା’ର କାୟା ବିସ୍ତାର କରିଥିବା ବେଳେ ଏବେ ଏହା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି । ଏହାର ନିରାକରଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଏକ…

ବିଧାନସଭାରେ ଉଠିଲା ‘ପରୀ’ ହତ୍ୟା ଘଟଣା

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ବିଧାନସଭାରେ ଉଠିଲା ୫ ବର୍ଷର ଝିଅ ‘ପରୀ’ ହତ୍ୟା ଘଟଣା। ଗୃହରେ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ଏହି ଘଟଣା ଉଠାଇଛନ୍ତି। ନୟାଗଡ଼ର ୫ ବର୍ଷର ଝିଅ ପରୀ ହତ୍ୟା ଘଟଣାରେ ନ୍ୟାୟ ପାଇଁ ମା’ବାପା ବିଧାନସଭା ସମ୍ମୁଖରେ…

କରୋନା କାରଣରୁ ବନ୍ଦ ହେବାକୁ ଯାଉଥିଲା ରେଷ୍ଟାରାଣ୍ଟ: ଶେଷ ବ୍ୟକ୍ତି ଦେଇଥିଲେ ୨ ଲକ୍ଷ ଟିପ୍ସ

ଆମେରିକା ସମେତ ସମଗ୍ର ବିଶ୍ୱରେ ପୁଣିଥରେ କରୋନା ଭାଇରସ ବ୍ୟାକ୍‌ କରିଛି। ଯେଉଥିପାଇଁ ସରକାରଙ୍କୁ ପୁଣିଥରେ ଲକ୍‌ଡାଉନ୍‌ ଭଳି କଠୋର ନିଷ୍ପତ୍ତି ନେବାକୁ ପଡୁଛି। ଆମେରିକାରେ କରୋନା ବୃଦ୍ଧି ପାଉଥିବାରୁ ଏକ ରେଷ୍ଟୁରାଣ୍ଟ ମାଲିକ ସ୍ବେଚ୍ଛାକୃତ ଭାବେ ନିଜ ରେଷ୍ଟୁରାଣ୍ଟକୁ ବନ୍ଦ…

୨୫ ପାକିସ୍ତାନୀ ବନ୍ଦୀଙ୍କୁ ମୁକ୍ତ କଲା ଭାରତ

ଅଟାରି,୨୪।୧୧: ଭାରତ ମଙ୍ଗଳବାର ୨୫ ଜଣ ପାକିସ୍ତାନୀ ବନ୍ଦୀଙ୍କୁ ମୁକ୍ତ କରିଛି। ସେମାନଙ୍କ ମଧ୍ୟରେ ୫ ଜଣ ସାଧାରଣ ଲୋକଥିବାବେଳେ ୨୦ ଜଣ ଧୀବର ରହିଛନ୍ତି। ବନ୍ଦୀମାନେ ଅଟାରି-ଓ୍ବାଘା ସୀମା ଦେଇ ପାକିସ୍ତାନରେ ପ୍ରବେଶ କରିଥିବା ଭାରତୀୟ ପ୍ରୋଟୋକଲ ଅଫିସର ଅରୁଣ…

କଳାପଲ୍‌ସର ଆତଙ୍କ: ୫ଲକ୍ଷ ଟଙ୍କା ଲୁଟି ନେଇ ଦୁର୍ବୃତ୍ତ ଫେରାର

ପାଟଣା,୨୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ମୁଖ୍ୟାଳୟସ୍ଥିତ ବ୍ୟାଙ୍କ ଅଫ ଇଣ୍ଡିଆ ସମ୍ମୁଖରୁ ମଙ୍ଗଳବାର ଲୁଟ୍‌ ହୋଇଛି। କଳାପଲ୍‌ସରରେ ୨ ଦୁର୍ବୃତ୍ତ ଆସି ଜଣେ ମହିଳା ଆକାଉଣ୍ଟାଣ୍ଟଙ୍କଠାରୁ ୫ ଲକ୍ଷ ଟଙ୍କା ଝାମ୍ପି ନେଇ ଜାତୀୟ ରାଜପଥ ୪୯ ନଂ.ରେ…

ଆଫଗାନିସ୍ତାନରେ ଏୟାର ଷ୍ଟ୍ରାଇକ୍‌: ୬ ତାଲିବାନ୍‌ ଆତଙ୍କବାଦୀ ମୃତ

କାବୁଲ,୨୪।୧୧: ଆଫଗାନିସ୍ତାନର ଉତ୍ତର ବଲଖା ପ୍ରଦେଶରେ ହୋଇଥିବା ଏୟାର ଷ୍ଟ୍ରାଇକ୍‌ରେ ୬ ତାଲିବାନ୍‌ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଥିରେ ୪ରୁ ଅଧିକ ଆତଙ୍କବାଦୀ ଆହତ ହୋଇଥିବା ଆଫଗାନିସ୍ତାନ ଏୟାର ଫୋର୍ସ ପକ୍ଷରୁ କୁହାଯାଇଛି। ଜାରି ଜିଲାରେ ଥିବା ତାଲିବାନ ଆତଙ୍କବାଦୀ ଶିବିର…

ବାଇଡେନ୍‌ଙ୍କ ନୂଆ କ୍ୟାବିନେଟ ଘୋଷଣା

ୱାଶିଂଟନ,୨୪ ।୧୧: ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ ତାଙ୍କର ନୂଆ କ୍ୟାବିନେଟ ଘୋଷଣା କରିଛନ୍ତି । ଆସନ୍ତା ଜାନୁୟାରୀ ୨୦ରେ ବାଇଡେନ୍ କାର୍ଯ୍ୟଭାର ଗ୍ରହଣ କରିବାକୁ ଥିଲେ ସୁଦ୍ଧା ଏବେଠାରୁ ସେ କ୍ୟାବିନେଟର ରୂପରେଖ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି…

ବିଏମ୍‌ଡବ୍ଲ୍ୟୁ କାରରେ ମଇଳା ଉଠାଉଛନ୍ତି ଏହି ବ୍ୟକ୍ତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଝାରଖଣ୍ଡର ରାଞ୍ଚିରେ ଏକ ଆଶ୍ଚର୍ଯ୍ୟଜନକ ଜିନିଷ ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି ନିଜର ବିଳାସପୂର୍ଣ୍ଣ କାର ବିଏମ୍‌ଡବ୍ଲ୍ୟୁରେ ରାସ୍ତାରୁ ମଇଳା ବୋହି ନେଉଥିବା ଦେଖିବାକୁ ମିଳିଛି। ରାଞ୍ଚିର ଏହି ଯୁବ ବ୍ୟବସାୟୀ ଜଣଙ୍କ ହେଲେ ପ୍ରିନ୍ସ ଶ୍ରୀବାସ୍ତବ। ବିଏମ୍‌ଡବ୍ଲ୍ୟୁ କାରରେ ଅଳିଆ…

ବିହାର ମୁଖ୍ୟମନ୍ତ୍ରୀଙ୍କ ପାଇଁ ନିଜର ଆଙ୍ଗୁଳି କାଟିଲେ ପ୍ରଶଂସକ

ଜେହାନାବାଦ,୨୪।୧୧: ନିକଟରେ ବିହାର ବିଧାନସଭା ନିର୍ବାଚନ ଶେଷ ହୋଇଛି। ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ଲୋକମାନେ ଭିନ୍ନ ଭିନ୍ନ ଢ଼ଙ୍ଗରେ ନିଜର ଖୁସି ଜାହିର କରୁଛନ୍ତି। କିଏ ପୂଜାର୍ଚ୍ଚନା କରୁଛି ତ ଆଉ କିଏ ମିଠା ବଣ୍ଟନ କରି…

ସଲମାନ୍‌ଙ୍କ ପାଇଁ ସ୍କୁଲରେ ଦଣ୍ଡ ଭୋଗିଥିଲେ ବାପା ସଲିମ: ଜାଣନ୍ତୁ କାହିଁକି….

ଦବଙ୍ଗ ଷ୍ଟାର ସଲମାନ ଖାନ୍‌ଙ୍କ ବାପା ତଥା ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରିର ଲୋକପ୍ରିୟ ସ୍କ୍ରିପ୍ଟ ରାଇଟର ସଲିମ ଖାନ୍‌ ଇତିମଧ୍ୟରେ ୮୫ ବର୍ଷର ହୋଇଯାଇଛନ୍ତି। ୨୪ ନଭେମ୍ବର, ୧୯୩୫ରେ ଇନ୍ଦୋରରେ ଜନ୍ମଗ୍ରହଣ କରିଥିବା ସଲିମଙ୍କର ଆଜି ହେଉଛି ଜନ୍ମଦିନ। ୧୯୬୪ ମସିହାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri