Home Left

ବିଜେଡି ଯୁବ କାର୍ଯ୍ୟକାରୀ ସଭାପତି ଶୁଭେନ୍ଦୁ ମଙ୍ଗରାଜ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ସୋମବାର ବିଜୁ ଓ ଛାତ୍ର ବିଜୁ ଜନତା ଦଳର ସାଂଗଠନିକ ନିଯୁକ୍ତି ଦିଆଯାଇଛି। ଏ ନେଇ ବିଜେଡି ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ…

ଡିଟିପିରେ ମିଳୁଛି କୁଜଙ୍ଗ ରାଜାଙ୍କ ହାତପଟ୍ଟା

କେନ୍ଦ୍ରାପଡା ଅଫିସ, ୨୪।୧୧: ଆଳୁ ଖୋଳୁ ଖୋଳୁ ମହାଦେବ ବାହାରିଲା ପରି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ତହସିଲ ଅଞ୍ଚଳର ଜମି ଜାଲିଆତି ଘଟଣା ବାହାରକୁ ଆସିଛି। ଗୋଟିଏ ପରିବାରର ୪ଟି ଜାତି ମାମଲାର ତଦନ୍ତ ସମୟରେ ଏହି ତଥ୍ୟ ଜଣାପଡ଼ିଛି। କୁଜଙ୍ଗ…

ସିଲ୍‌ ହେଲା ଆଉଏକ ନକଲି ଗୁଟ୍‌ଖା କାରଖାନା

ଭୁବନେଶ୍ୱର,୨୪।୧୧(ବ୍ୟୁରୋ):  ପୁରୁଣା ଆଇସ୍‌କ୍ରିମ ଫ୍ୟାକ୍ଟ୍ରି ଭିତରେ ଚାଲିଥିଲା ନକଲି ଗୁଟ୍‌ଖା ଓ ଜର୍ଦ୍ଦା କାରଖାନା। ବେଆଇନ ଭାବେ ହେଉଥିଲା କୋଟି କୋଟି ଟଙ୍କାର କାରବାର। ସୋମବାର ଜଗତପୁର ଥାନା ପୋଲିସ ଶିଳ୍ପାଞ୍ଚଳ ଫେଜ୍‌-୩ସ୍ଥିତ ଉକ୍ତ କାରଖାନାରେ ଚଢ଼ାଉ କରି ୫୦ ବସ୍ତା…

୧,୦୦୩ ହାଇସ୍କୁଲରେ ପ୍ରଧାନଶିକ୍ଷକ ପଦବୀ ଖାଲି

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ରାଜ୍ୟର ୧,୦୦୩ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ପଦବୀ ଖାଲି ପଡ଼ିଛି। ସେଥିମଧ୍ୟରୁ ୯୩୯ଟି ସିନିୟର ଏସ୍‌ଇଏସ୍‌ ପ୍ରଧାନଶିକ୍ଷକ ଓ ୬୪ଟି ଓଇଏସ୍‌-୨ ପ୍ରଧାନଶିକ୍ଷକ ପଦବୀ ରହିଛି। ତେବେ ଓଇଏସ୍‌-୨ ପ୍ରଧାନଶିକ୍ଷକ ପଦବୀଗୁଡ଼ିକ ଯଥାରୀତି ପୂରଣ କରାଯାଉଛି ବୋଲି…

ବିଧାନସଭାରେ ପାରିତ ହେଲା ୨ ବିଲ୍‌

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ଓଡ଼ିଶା ସ୍ଥାନୀୟ ପାଣ୍ଠିରେ ହେରଫେର କରିଥିବା ଅଧିକାରୀଙ୍କୁ ଏଣିକି ଇଲେକ୍ଟ୍ରୋନିକ ମାଧ୍ୟମରେ କାରଣ ଦର୍ଶାଅ ନୋଟିସ ଜାରି କରାଯିବ। ଏହାର ଅବଧି ଶେଷ ହେବା ପରେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ । ଅର୍ଥ ବିଭାଗ…

କେବିକେରେ ୧୫ରୁ ଅଧିକ ପିଲା ଥିଲେ ସ୍କୁଲ ରହିବ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ସ୍କୁଲ୍‌ ବନ୍ଦ ପ୍ରସଙ୍ଗରେ ଶେଷରେ ବିରୋଧୀଙ୍କ ଜିଦ୍‌ ଆଗରେ ମୁଣ୍ଡ ନୁଆଁଇଛନ୍ତି ସରକାର। ସିଡ୍ୟୁଲ ଏରିଆ ତଥା ଆଦିବାସୀ ଅଞ୍ଚଳ ଭଳି ରାଜ୍ୟର କେବିକେ ଅଞ୍ଚଳରେ ମଧ୍ୟ ୧୫ରୁ ଅଧିକ ପିଲା ଥିଲେ ସ୍କୁଲ୍‌ ରହିବ। ଏନେଇ ସୋମବାର ବିଧାନସଭାରେ…

ତଦନ୍ତ କରିବେ କେନ୍ଦ୍ରାଞ୍ଚଳ ଡିଆଇଜି

ପୁରୀ ଅଫିସ, ୨୪।୧୧: ପୁରୀ ଟାଉନ ଥାନାରେ ଥାର୍ଡ ଡିଗ୍ରୀ ଅଭିଯୋଗର ତଦନ୍ତ କରିବେ କେନ୍ଦ୍ରାଞ୍ଚଳ ଡିଆଇଜି। ଏ ନେଇ ସୋମବାର ପୋଲିସ ଡିଜି ଅଭୟ ନିର୍ଦ୍ଦେଶ ଦେଇଛନ୍ତି। ଟାଉନ ପୋଲିସ ୩୦୦ ଗ୍ରାମ ବ୍ରାଉନସୁଗାର ଜବତ ଘଟଣାରେ ଚୁଡ଼ଙ୍ଗ ସାହିର…

‘ଖୋର୍ଦ୍ଧାକୁ ଐତିହ୍ୟ ସହର ଘୋଷଣା କରାଯାଉ’

ଖୋର୍ଦ୍ଧା ଅଫିସ,୨୪।୧୧: ପାଇକ ସଂଗ୍ରାମ ଓଡ଼ିଆ ଜାତିର ଅସ୍ମିତା। ଇତିହାସକୁ ଭୁଲିଲେ ଐତିହ୍ୟ ନଷ୍ଟ ହୋଇଯିବ। ବ୍ରିଟିଶ୍‌ ସରକାରଙ୍କ ବିରୋଧରେ ୧୮୦୪ ରେ ଜୟୀ ରାଜଗୁରୁଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଯୁଦ୍ଧ, ୧୮୧୭ରେ ଗଣଯୁଦ୍ଧରେ ପରିଣତ ହୋଇଥିଲା। ସରକାର ବର୍ତ୍ତମାନ ପର୍ଯ୍ୟନ୍ତ…

ଆଞ୍ଜେଲ ଏଗ୍ରିଟେକ୍‌ ନିର୍ଦ୍ଦେଶକଙ୍କୁ ଗିରଫ କଲା ସିବିଆଇ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ଚିଟ୍‌ଫଣ୍ଡ୍‌ ଠକେଇ ମାମଲାରେ ଆଞ୍ଜେଲ ଏଗ୍ରିଟେକ କମ୍ପାନୀର ଡାଇରେକ୍ଟର ଏସ୍‌.କେ. ନାଜିବୁଲ୍ଲାଙ୍କୁ ସିବିଆଇ ପଶ୍ଚିମବଙ୍ଗରୁ ଗିରଫ କରିଛି। ଏହି କମ୍ପାନୀ ଓଡିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡରେ ୪୫୪.୫୪ କୋଟି ଟଙ୍କା ଠକେଇ କରିଥିବା ନେଇ ଅଭିଯୋଗ ହୋଇଥିଲା। ନାଜିବୁଲ୍ଲା କୋଲକାତାସ୍ଥିତ…

ରୁଦ୍ରପ୍ରସନ୍ନ, ଅଖଣ୍ଡଙ୍କୁ ଲାଡ୍‌ଲି ମିଡିଆ ଆୱାର୍ଡ

ଭୁବନେଶ୍ୱର/ପିପିଲି,୨୪।୧୧(ବ୍ୟୁରୋ/ଡି.ଏନ୍‌.ଏ.): ସ୍ତମ୍ଭକାର ତଥା ଯୁବ ସାମାଜିକ କର୍ମୀ ରୁଦ୍ରପ୍ରସନ୍ନ ରଥଙ୍କୁ ଚଳିତବର୍ଷର ଲାଡ୍‌ଲୀ ମିଡିଆ ଆୱାର୍ଡ ୨୦୨୦ ପ୍ରଦାନ କରାଯାଇଛି। ୨୦୧୯ ଡିସେମ୍ବରରେ ‘ଧରିତ୍ରୀ’ରେ ପ୍ରକାଶିତ ସଂପାଦକୀୟ ‘ଝିଅ ଯଦି କାଳୀ’ ଲେଖାକୁ ଓପ-ଏଡ୍‌ ବିଭାଗରେ ଶ୍ରେଷ୍ଠ ବିବେଚିତ କରାଯାଇ ଏହି…

କେରଳ ପୋଲିସ ଆଇନ ସଂଶୋଧନ ଅଧ୍ୟାଦେଶ ସ୍ଥଗିତ

ଥିରୁଭାନନ୍ତପୁରମ୍‌, ୨୪।୧୧: ବିରୋଧୀ ଦଳ, ଗଣମାଧ୍ୟମ ଓ ସିଭିଲ୍‌ ସୋସାଇଟିର ତୀବ୍ର ପ୍ରତିବାଦ ଫଳରେ କେରଳ ସରକାର ପୋଲିସ ଆଇନ ସଂଶୋଧନ ଅଧ୍ୟାଦେଶର କାର୍ଯ୍ୟକାରିତାକୁ ସ୍ଥଗିତ ରଖିଛନ୍ତି। ଉକ୍ତ ଅଧ୍ୟାଦେଶ ବାକ୍‌ ସ୍ବାଧୀନତା ଓ ଯେକୌଣସି ମାଧ୍ୟମରେ ମତାମତ ଦେବା ଅଧିକାରକୁ…

ଜୀବସତ୍ତା ପାଇଁ ମଙ୍ଗଳ ସମର୍ଥ ଥିଲା

ନ୍ୟୁୟର୍କ, ୨୪।୧୧(ପି.ଟି.): ମଙ୍ଗଳ ଗ୍ରହରେ ପାଖାପାଖି ୪୦୦ କୋଟି ବର୍ଷ ପୂର୍ବେ ବଡ଼ ଧରଣର ବନ୍ୟା ଆସିଥିଲା। ଏହି ବନ୍ୟା ଗାଲେ କ୍ରାଟର (ଶୁଷ୍କ ହ୍ରଦ)ରେ ମାଡ଼ିଯାଇଥିଲା ବୋଲି ଏକ ଅଧ୍ୟୟନରୁ ଜଣାପଡ଼ିବା ପରେ ଲାଲ୍‌ ଗ୍ରହରେ ଜୀବସତ୍ତା ତିଷ୍ଠି ରହିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri