Home Left

ଆଣ୍ଟୋନି ବ୍ଲିକେନ୍‌ ହେବେ ଆମେରିକା ପରରାଷ୍ଟ୍ର ସଚିବ

ଓ୍ବାଶିଂଟନ, ୨୪।୧୧: ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ପ୍ରଶାସନରେ ତାଙ୍କର ବିଦେଶ ନୀତି ଉପଦେଷ୍ଟା ଆଣ୍ଟୋନି ବ୍ଲିକେନ ପରରାଷ୍ଟ୍ର ସଚିବ ହେବାକୁ ଯାଉଛନ୍ତି। ମଙ୍ଗଳବାର ବାଇଡେନ୍‌ ତାଙ୍କର ପ୍ରଥମ ପର୍ଯ୍ୟାୟ କ୍ୟାବିନେଟ୍‌ ଘୋଷଣା କରିବେ। ବାରାକ୍‌ ଓବାମାଙ୍କ ଦ୍ୱିତୀୟ ପାଳି ସରକାରରେ…

ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଅଧିକ ଘନୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ବାତ୍ୟା(ସାଇକ୍ଲୋନିକ ଷ୍ଟର୍ମ) ରୂପ ନେବାର ସମ୍ଭାବନା ରହିଛି। ଏହା ତାମିଲନାଡୁ ଏବଂ ପୁଡୁଚେରୀ ଉପକୂଳ ଦେଇ କରାଇକାଲ ଓ ମାମଲାପୁରମ୍‌…

ଅକ୍ସଫୋର୍ଡ ଟିକା ୯୦% ଫଳପ୍ରଦ

ନୂଆଦିଲ୍ଲୀ, ୨୪।୧୧(ପି.ଟି.): ଅକ୍ସଫୋର୍ଡ ଟିକା ପାଖାପାଖି ୯୦ ପ୍ରତିଶତ ଫଳପ୍ରଦ ହୋଇପାରିବ ଓ ଏହାର କୌଣସି ପାର୍ଶ୍ୱ ପ୍ରତିକ୍ରିୟା ନାହିଁ ବୋଲି ବ୍ରିଟେନ କମ୍ପାନୀ ଅଷ୍ଟ୍ରାଜେନିକା ସୋମବାର ଘୋଷଣା କରିଛି। ବିଶ୍ୱରୁ କରୋନା ମହାମାରୀକୁ ରୋକିବାରେ ଏହା ଆଉ ଏକ ସଫଳତା…

ସିଇଟି ଅଧ୍ୟାପକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ : ୨.୧୯ କୋଟିର ସମ୍ପତ୍ତି ଠାବ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ):  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ଜଣେ ଅଧ୍ୟାପକଙ୍କ ଘର ସମେତ ୪ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ସେ ହେଲେ ଘାଟିକିଆସ୍ଥିତ କଲେଜ ଅଫ୍‌ ଇଞ୍ଜିନିୟିରିଂ ଆଣ୍ଡ୍‌ ଟେକ୍ନୋଲୋଜି (ସିଇଟି) ଗଣିତ ବିଭାଗର ସହକାରୀ ପ୍ରଫେସର…

ଧର୍ମଘଟ କଲେ ଜେଲ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ସରକାରୀ କର୍ମଚାରୀ ମନଇଚ୍ଛା ଧର୍ମଘଟ କରିପାରିବେ ନାହିଁ କିମ୍ବା ଏଥିପାଇଁ ପ୍ରୋତ୍ସାହିତ କରିପାରିବେ ନାହିଁ। ବେଆଇନ ଧର୍ମଘଟ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ୧ ବର୍ଷ ଜେଲ ସହିତ ୫ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିବ। ଏପରିକି…

ମୃତ ଗାଙ୍ଗେଟିକ୍‌ ଡଲ୍‌ଫିନ ଉଦ୍ଧାର

କେନ୍ଦ୍ରାପଡ଼ା ଅଫିସ/ରାଜନଗର(ଡି.ଏନ.ଏ.)/ପଟ୍ଟାମୁଣ୍ଡାଇ(ସ୍ବ.ପ୍ର.), ୨୪।୧୧: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଗଙ୍ଗାରାମପୁର ପଞ୍ଚାୟତର କଇଁକୁଳା ଗଁା ନିକଟରୁ ଏକ ମୃତ ଗାଙ୍ଗେଟିକ୍‌ ଡଲଫିନ ରବିବାର ଉଦ୍ଧାର ହୋଇଛି। ଏହାର ଓଜନ ୬୦ କେଜି ଏବଂ ଲମ୍ବ ୭ ଫୁଟ ୩ ଇଞ୍ଚ।…

କ୍ଷୋଭ ପ୍ରକାଶ କଲେ ଲୋକାୟୁକ୍ତ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ପିପିଇ କିଟ୍‌ ଓ ମାସ୍କ ଦୁର୍ନୀତି ଅଭିଯୋଗ ମାମଲାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ତଥ୍ୟ ଦେଇପାରିନାହାନ୍ତି। ତେଣୁ ଏହାକୁ ନେଇ ଲୋକାୟୁକ୍ତ କ୍ଷୋଭ ପ୍ରକାଶ କରିଛନ୍ତି। ଏହି ଘଟଣାର ଚୁଡାନ୍ତ ଶୁଣାଣି ଆସନ୍ତା ୭ ତାରିଖରେ କରାଯିବ ବୋଲି ଜଣାପଡିଛି।…

୪ ଦିନ ହେଲା ବଢୁଛି ତେଲ ଦର: ପେଟ୍ରୋଲ ୭,ଡିଜେଲ ୨୦ ପଇସା

ଭୁବନେଶ୍ୱର,୨୪।୧୧: ଲଗାତର ୪ ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ଘଟୁଛି। ସୋମବାର ଭୁବନେଶ୍ୱରରେ ପେଟ୍ରୋଲ ୭ ପଇସା ବଢି ଲିଟର ପିଛା ଦର ୮୨.୧୩ ଟଙ୍କା ଛୁଇଁଛି। ସେହିଭଳି ଡିଜେଲ ଦର ୨୦ ପଇସା ବଢିବା ଯୋଗୁ…

୩୪ଟି ସ୍କୁଲରେ ପାନୀୟ ଜଳ ବ୍ୟବସ୍ଥା କରିବେ ରାଇନା

ନୂଆଦିଲ୍ଲୀ, ୨୪ା୧୧ : ପୂର୍ବତନ ଭାରତୀୟ କ୍ରିକେଟର ସୁରେଶ ରାଇନା ଉତ୍ତରପ୍ରଦେଶ, ଜମ୍ମୁ ଓ ଏନ୍‌ସିଆର (ନ୍ୟାଶନାଲ କ୍ୟାପିଟାଲ ରିଜିଅନ) ଅନ୍ତର୍ଗତ ୩୪ଟି ସରକାରୀ ସ୍କୁଲ ହାତକୁ ନେଇଛନ୍ତି। ଏହି ସ୍କୁଲଗୁଡ଼ିକରେ ସେ ସ୍ବଚ୍ଛତା ଏବଂ ପାନୀୟ ଜଳଯୋଗାଣ ବ୍ୟବସ୍ଥା କରିବେ।…

୪ ଦିନ ହେଲା ବଢୁଛି ତେଲ ଦର

ଭୁବନେଶ୍ୱର: ଲଗାତର ୪ ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ଘଟୁଛି। ସୋମବାର ଭୁବନେଶ୍ୱରରେ ପେଟ୍ରୋଲ ୭ ପଇସା ବଢ଼ି ଲିଟର ପିଛା ଦର ୮୨.୧୩ ଟଙ୍କା ଛୁଇଁଛି। ସେହିଭଳି ଡିଜେଲ ଦର ୨୦ ପଇସା ବଢ଼ିବା ଯୋଗୁ…

ପ୍ରେରଣା ସାଜିଛନ୍ତି ନନ୍ଦିନୀ

କେନ୍ଦୁଝର,୨୪ା୧୧(ଡି.ଏନ.ଏ.)-ବର୍ତ୍ତମାନ ଯୁଗରେ ପୁରୁଷମାନଙ୍କ ସହିତ ମହିଳାମାନେ ସବୁକ୍ଷେତ୍ରରେ ସମକକ୍ଷ ହେଲେଣି। ସାଧାରଣତଃ ମେଶିନ ଅପରେଟିଂ କିମ୍ବା କୌଣସି କଷ୍ଟସାଧ୍ୟ ଶ୍ରମଦାନ କ୍ଷେତ୍ରରେ ମହିଳାମାନେ ସାମାନ୍ୟ ପଛଘୁଞ୍ଚା ଦେଇଥାନ୍ତି। କିନ୍ତୁ ଜଣେ ଝିଅ ଗାଁରେ ଧାନ କଳ ବସାଇ ନିଜେ ସ୍ବାବଲମ୍ବୀ ହେବା…

‘ବ୍ଲାକ୍‌ ଡାଇମଣ୍ଡ’ କହିବ କୋଇଲା କାହାଣୀ

ଅନୁଗୋଳ ଅଫିସ, ୨୪।୧୧ କୋଇଲାକୁ କାହିଁକି କଳାହୀରା କୁହାଯାଏ। ଏହି ପ୍ରାକୃତିକ ସମ୍ପଦର ଉତ୍ପତ୍ତି କେମିତି। ତା’ ଭିତରେ ଥିବା ଶକ୍ତିର ଆଧାର କ’ଣ। ମାଟିତଳେ ଥିବା କୋଇଲାର ଶଯ୍ୟା କିପରି ଜାଣିହେବ। ବିନା ବିସ୍ଫୋରଣରେ ଉତ୍ପାଦନ କେମିତି ସମ୍ଭବ ହେଉଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri