ସୀମାନ୍ତରେ ଗୁଳି ବିନିମୟ: ୩ ମାଓବାଦୀ ନିହତ, ଜଣେ ଯବାନ ଆହତ
ମାଲକାନଗିରି,୨୩ା୧୧(ଡି.ଏନ୍.ଏ.)-ମାଲକାନଗରି ଜିଲା ସୀମାନ୍ତବର୍ତ୍ତୀ ଛତିଶଗଡରେ ସୋମବାର ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୩ଜଣ ମାଓବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ମହିଳା ମାଓବାଦୀ ରହିଛନ୍ତି। ତେବେ ଏହି ଗୁଳିବିନିମୟରେ ଜଣେ ଯବାନ ଆହତ ହୋଇଛନ୍ତି। ଖବରରୁ ଜଣାପଡିଛି, ମାଲକାନଗିରି…
ମାଡ଼ ମାରି ଲୁଟି ନେଲେ ୬ ଲକ୍ଷ
ମାଲକାନଗିରି,୨୩ା୧୧(ଡି.ଏନ୍.ଏ.)-ମାଲକାନଗିରି ଜିଲା ସଦର ମହକୁମାରେ ଜଣେ ବ୍ୟବୟାସୀଙ୍କଠାରୁ ୨ ଜଣ ଦୁର୍ବୃତ୍ତ ୬ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ସୋମବାର ମଧ୍ୟାହ୍ନ ୨ଟାରେ ମାଲକାନଗିରି ସଦର ମହକୁମାସ୍ଥିତ ପିଡବ୍ଲ୍ୟୁଡି କାର୍ଯ୍ୟାଳୟ ନିକଟରେ ଗୋପାଳକ୍ରିଷ୍ଣା ହାଡଓ୍ବେର ଦୋକାନରେ କାମ କରୁଥିବା ମ୍ୟାନେଜର ରବି…
ସୋନୁଙ୍କୁ ଭେଟିବା ପାଇଁ ସାଇକେଲରେ ବିହାରରୁ ମୁମ୍ବାଇ…
ପାଟଣା, ୨୩।୧୧-ପ୍ରବାସୀମାନଙ୍କ ପାଇଁ ଲକ୍ଡାଉନ ସମୟରେ ଦେବଦୂତ ସାଜିଥିବା ବଲିଉଡ ଅଭିନେତା ସୋନୁ ସୁଦଙ୍କୁ ଭେଟିବା ପାଇଁ ଜଣେ ପ୍ରଶଂସକ ବିହାରରୁ ସାଇକେଲ ଯୋଗେ ମୁମ୍ବାଇ ଅଭିମୁଖେ ଯାତ୍ରା କରିଛନ୍ତି। ତାଙ୍କ ନାଁ ଅରମାନ। ମୁମ୍ବାଇରେ ସୋନୁଙ୍କୁ ଭେଟିବା ସହ ଧନ୍ୟବାଦ…
ସର୍କସ ଦେଖାଉଛି ମାଙ୍କଡ଼ ଛୁଆ
ର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ…
ପାାଣି ପିଇବାର ଠିକ୍ ଉପାୟ କହିଛନ୍ତି ଚାଣକ୍ୟ : ଆପଣାଇଲେ ଡାକ୍ତରଙ୍କୁ ଦେବାକୁ ପଡ଼ିବ ନାହିଁ ଟଙ୍କା
ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ବିଭିନ୍ନ ବିଷୟରେ ଉଲ୍ଲେଖ କରିଛନ୍ତି। ସେ ଜୀବନର ମୂଲ୍ୟବୋଧ ବିଷୟରେ ଉଲ୍ଲେଖ କରିଥିବାବେଳେ ସୁସ୍ଥ ରହିବା ପାଇଁ ଅନେକ ପଦକ୍ଷେପ ସମ୍ପର୍କରେ ମଧ୍ୟ କହିଛନ୍ତି। ଏକ ଶ୍ଳୋକ ମାଧ୍ୟମରେ ଫିଟ୍ ରହିବାକୁ କିଛି ଉପାୟ ବତାଇଛନ୍ତି।…
ଉତ୍ତରାଖଣ୍ଡ ରାଜ୍ୟପାଳ ବେବି ରାଣୀ ମୌର୍ଯ୍ୟଙ୍କୁ କରୋନା
ଡେରାଡୁନ,୨୩।୧୧-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ଉତ୍ତରାଖଣ୍ଡ ରାଜ୍ୟପାଳ ବେବି ରାଣୀ ମୌର୍ଯ୍ୟ। ଏ ନେଇ ସେ ଟୁଇଟ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୋର କରୋନା ରିପୋର୍ଟ ପଜିଟିଭ ଆସିଛି। ଏହାପରେ ଆଇସୋଲେଶନରେ ରହିଛି। ନିକଟରେ ଯେଉଁମାନେ ମୋ ସଂସ୍ପର୍ଶରେ…
୬ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କଲେ ରାଜ୍ୟପାଳ
ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସୋମବାର ରାଜ୍ୟର ୬ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି। ରମାଦେବୀ ବିଶ୍ୱବିଦ୍ୟାଳୟ ପାଇଁ ଅପରାଜିତା ଚୌଧୁରୀଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ଉତ୍କଳ ବିଶ୍ୱବିଦ୍ୟାଳୟ ପାଇଁ ସବିତା ଆଚାର୍ଯ୍ୟଙ୍କ ନାଁ ରହିଛି। ସେହିପରି ଫକୀର ମୋହନ…
ବେବି ବମ୍ପ ସହିତ ଭାଇରାଲ୍ ହେଉଛି ଅନୁଷ୍କାଙ୍କ ଫଟୋ: ପ୍ରଶଂସକ ଲେଖିଲେ ଏମିତି
ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବ୍ଶୀଘ୍ର ମା’ ହେବାକୁ ଯାଉଛନ୍ତି। ବର୍ତ୍ତମାନ ସେ ତାଙ୍କ ଗର୍ଭଧାରଣ ସମୟକୁ ଉପଭୋଗ କରୁଛନ୍ତି। ବେବି ବମ୍ପ ସହିତ ତାଙ୍କର ଫଟୋ ଭାଇରାଲ ହେଉଛି। ଏହି ଫଟୋକୁ ତାଙ୍କ ପ୍ରଶଂସକ ବହୁତ ପସନ୍ଦ କରିଛନ୍ତି। ଏହି…
ପରଲୋକରେ ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇ
ଗୌହାଟୀ,୨୩।୧୧-ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ତରୁଣ ଗୋଗୋଇଙ୍କ ସୋମବାର ପରଲୋକ ହୋଇଯାଇଛି। ଗୌହାଟୀସ୍ଥିତ ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ଗୋଗୋଇ ୨୦୦୧ରୁ ୨୦୧୬…
ଏହି ରାଜ୍ୟରେ ଡିସେମ୍ବର ୩୧ ଯାଏଁ ସ୍କୁଲ, କଲେଜ ବନ୍ଦ: ୪ଟି ଜିଲାରେ ରାତ୍ରକାଳୀନ କର୍ଫ୍ୟୁ ଘୋଷଣା
ଶିମଲା,୨୩।୧୧: ହିମାଚଳ ପ୍ରଦେଶରେ କରୋନାର ବର୍ଦ୍ଧିତ ମାମଲାକୁ ଦେଖି ଡିସେମ୍ବର ୩୧ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଏହାସହ ନଭେମ୍ବର ୨୬ରୁ ଅନ୍ଲାଇନ୍ କ୍ଲାସ୍ ଆରମ୍ଭ ହେବ। ସେହିପରି ୪ଟି ଜିଲାରେ ରାତ୍ରକାଳୀନ…
ଏହି ପ୍ରସିଦ୍ଧ ଅଭିନେତାଙ୍କ ସହ ନୂଆ ଫିଲ୍ମ ଶୁଟିଂ କରୁଛନ୍ତି ଦୀପିକା: ବକ୍ସ ଅଫିସ୍ରେ ସୁପର ହିଟ୍ ଯୋଡି ଭାବେ ଜଣାଶୁଣା
ଲୋକପ୍ରିୟ ଅଭିନେତ୍ରୀ ଦୀପିକା ପାଦୁକୋନ୍ କିଛି ଦିନ ପୂର୍ବରୁ ଶକୁନ ବତ୍ରାଙ୍କ ନିର୍ଦ୍ଦେଶିତ ରୋମାଣ୍ଟିକ ଡ୍ରାମା ଫିଲ୍ମର ଶୁଟିଂରେ ବ୍ୟସ୍ତ ଥିଲେ। ବର୍ତ୍ତମାନ ସେ ଅଭିନେତା ଶାହରୁଖ ଖାଁଙ୍କ ସହ ଫିଲ୍ମ ‘ପଠାନ’ର ଶୁଟିଂ ଆରମ୍ଭ କରିଛନ୍ତି। ସିଦ୍ଧାର୍ଥ ଆନନ୍ଦଙ୍କ ନିର୍ଦ୍ଦେଶିତ…
ପାର୍କିଂ ସମୟରେ କାର ଉପରେ ଚଢିଗଲା ୮୦ ଲକ୍ଷ ଟଙ୍କାର ଆଉ ଏକ କାର
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ଜଣେ ଯୁବକ ଏକ ବିଳାସପୂର୍ଣ୍ଣ କାର ପାର୍କିଂ କରୁଥିବାବେଳେ ହଠାତ୍ କାରଟି ଅନ୍ୟ ଏକ କାର ଉପରେ ଚଢିଯାଇଥିବା ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି। ଏହି ଘଟଣାଟି ୟୁ.କେରେ ଘଟିଛି।…
Archives


