Home Left

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିକିଛି। ମୃତ ଯୁବତୀଙ୍କ ନାମ ଖୁସବୁ ସାହୁ (୨୫)…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ। ବିଜେଡିର ୮ ଏବଂ କଂଗ୍ରେସରୁ ୩ କ୍ରସ୍‌ ଭୋଟିଂ…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ହାଇସ୍କୁଲ ପରିସରରେ ଆୟୋଜିତ ସଭାରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଶିଶିର କୁମାର ନାୟକ ଅଧ୍ୟକ୍ଷତା…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ ଦୟାନିଧି ମାଝୀ ଏବଂ ଜିଲା ପରିଷଦ ସଦସ୍ୟା ଟୁନି ଖୋସ୍ଲା ଅଛନ୍ତି, ସେହିଠାରେ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ବିସ୍ଫୋରକ ବୟାନ ଦେଇଛନ୍ତି। ଭକ୍ତ କହିଛନ୍ତି, କଂଗ୍ରେସରୁ ୩ ଜଣ ବିଧାୟକ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର କରାଯାଉଥିବା ପାଣି ଟ୍ୟାଙ୍କରରୁ ରବିବାର କିଛି ଦୁର୍ବୃତ୍ତ ଚକା ଖୋଲି ନେଇ ଯାଇଥିବା…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ମଧ୍ୟ ଜିତିଛନ୍ତି ।…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ ମାଓବାଦୀ ଡମ୍ପ ଠାବ କରିଥିଲେ। ଉକ୍ତ ଡମ୍ପରେ ମାଓବାଦୀମାନେ ଲୁଚାଇ ରଖିଥିବା ବ୍ୟାପକ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ ରାଜ୍ୟ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ବିଜୟ ପରେ ରାୟ…

ଏସିଆନ ଫୁଟବଲ କନଫେଡେରେଶନର ବଡ଼ ଘୋଷଣା: ଇରାନ ଫିଫା ବିଶ୍ୱକପ୍‌ ଖେଳିବ

କୁଆଲାଲୁମ୍ପୁର,୧୬ା୩: ଆସନ୍ତା ଜୁନରେ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ଇରାନ ଖେଳିବ। ଏ ନେଇ ଏସିଆନ ଫୁଟବଲ କନଫେଡେରେଶନ (ଏଏଫ୍‌ସି) ପକ୍ଷରୁ ସୋମବାର ଅବଗତ କରାଯାଇଛି। ବର୍ତ୍ତମାନ ଆମେରିକା ଓ ଇରାନ ମଧ୍ୟରେ ଯୁଦ୍ଧ ଜାରି…

ମିଳିଲା ଅନୁମତି : ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ ଆଇପିଏଲ୍‌ ମ୍ୟାଚ୍‌

ବେଙ୍ଗାଲୁରୁ,୧୬ା୩: ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଘରୋଇ ମ୍ୟାଚ୍‌ ଏମ୍‌ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳିବ। ଏଥିଲାଗି କର୍ନାଟକ ସରକାର ସୋମବାର କର୍ନାଟକ ରାଜ୍ୟ କ୍ରିକେଟ ଆସୋସିଏଶନ (କେଏସ୍‌ସିଏ)…

ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ର ଆରମ୍ଭ: ଭାଗନେଲେ ୧ ହଜାର କ୍ରୀଡ଼ାବିତ୍‌

ବାଲେଶ୍ୱର,୧୬ା୩(ବାଞ୍ଛାନିଧି ଦେ): ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ(ଏଆଇୟୁ), ନୂଆଦିଲ୍ଲୀ ସହଯୋଗ ଓ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ସହଭାଗିତାରେ ସୋମବାର ସର୍ୱଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ ୨୦୨୫-୨୬ ଉଦ୍‌ଘାଟିତ ହୋଇଛି। ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରଥମଥର ପାଇଁ ଜାତୀୟସ୍ତରର କ୍ରୀଡ଼ା ଆୟୋଜିତ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?