Home Left

ସ୍ତ୍ରୀଙ୍କ ଚମତ୍କାର ଶତକ ଦେଖି ଝୁମିଉଠିଲେ ଏହି ପ୍ରସିଦ୍ଧ ଖେଳାଳି

ବିଗ୍‌ ବାସ୍‌ ଲିଗ୍‌ରେ ରବିବାର ଏଲିସା ହିଲିଙ୍କ ଚମତ୍କାର ଶତକୀୟ ଇନିଂସ ଯୋଗୁ ସିଡନୀ ସିକ୍ସର୍ସ ମେଲବୋର୍ଣ୍ଣକୁ ୫ ଉଇକେଟ୍‌ରେ ବିଜୟ ହାସ କରିଛି। ଏହି ମ୍ୟାଚ ବର୍ଷା ପ୍ରଭାବିତ ହୋଇଥିଲା ଏବଂ ମେଲବୋର୍ଣ୍ଣ ୧୯ ଓଭରରେ ୧୭୯ ରନ ସଂଗ୍ରହ…

ଲୋକାୟୁକ୍ତରେ ହାଜର ହେଲେ ଔଷଧ ନିଗମ ଅଧ୍ୟକ୍ଷା, ଶିଳ୍ପ ସଚିବ

ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): ଲୋକାୟୁକ୍ତରେ ହାଜର ହେଲେ ଔଷଧ ନିଗମ ଅଧ୍ୟକ୍ଷା ଯାମିନୀ ଷଡଙ୍ଗୀ ଓ ଶିଳ୍ପ ସଚିବ ହେମନ୍ତ ଶର୍ମା। ମାସ୍କ ଦୁର୍ନୀତି ଅଭିଯୋଗରେ ଉଭୟ ପୁଣିଥରେ ହାଜର ହୋଇଛନ୍ତି। ଏହି ମାମଲାରେ ନିଜ ପକ୍ଷ ରଖିବାକୁ ଲୋକାଯୁକ୍ତ ନିର୍ଦ୍ଦେଶ ଦେଇଥିଲେ।…

ସ୍ବାସ୍ଥ୍ୟମନ୍ତ୍ରୀ କରୋନା ପଜିଟିଭ୍‌

ଜୟପୁର,୨୩।୧୧: ରାଜସ୍ଥାନ ସ୍ବାସ୍ଥ୍ୟମନ୍ତ୍ରୀ ରଘୁ ଶର୍ମା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେ ଟୁଇଟ୍‌ କରି ଏସମ୍ପର୍କରେ ସୂଚନା ଦେଇଛନ୍ତି। କରୋନା ଲକ୍ଷଣ ପ୍ରକାଶ ପାଇବାରୁ ସେ ନମୁନା ପରୀକ୍ଷା କରାଇଥିଲେ। ଏବେ…

୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ୧୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୬୫୭କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ୧୭…

ବ୍ୟାୟାମ କରିବା ପୂର୍ବରୁ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଆମେ ନିୟମିତ ବ୍ୟାୟାମ କରିବା ଦରକାର। ହେଲେ କେତେକେ ଏହାକୁ ନିଜର ଦୈନନ୍ଦିନ ଜୀବନ ତାଲିକାରେ ସାମିଲ କରି ନ ଥାନ୍ତି । ଏବେ ଡାକ୍ତର ଔଷଧ ଖାଇବାକୁ ପରାମର୍ଶ ଦେବା ସହ ବ୍ୟାୟାମ, ଯୋଗ, ପ୍ରାଣାୟାମ…

କୋଭିଡ୍‌-୧୯ ଟିକାର ସଫଳତା

”ବିଦେଶୀ ଟିକାର ସଂରକ୍ଷଣ ବ୍ୟବସ୍ଥା ଭାରତରେ ଅନୁକୂଳ ନୁହେଁ। ଏହା ବିଯୁକ୍ତ ୮୦ ଡିଗ୍ରୀ (-୭୦ରୁ-୮୦) ସେଲସିୟସ ଉତ୍ତାପରେ ସୁରକ୍ଷିତ ରହିଥାଏ। ଏହାକୁ କୋଲ୍ଡ ଚେନ୍‌ ବ୍ୟବସ୍ଥା କୁହାଯାଏ। ଏହି ବ୍ୟବସ୍ଥା ବିଶ୍ୱର କୌଣସି ଦେଶରେ ଉପଲବ୍ଧ ନୁହେଁ। ତେଣୁ ଟିକାର…

ନାବାଳିକା ଝିଅକୁ ପୋଡିଦେଲେ ବାପା

ପାଟଣାଗଡ, ୨୩।୧୧ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡ ବେଲପଡା ଥାନା ଅନ୍ତର୍ଗତ ଡେବିରିପାଲି ଗ୍ରାମରେ ଦେଖିବାକୁ ମିଳିଛି ଅଭାବନୀୟ କାଣ୍ଡ। ଜଣେ ନାବାଳିକା ଝିଅକୁ ବାପା କିରୋସିନ ଢାଳି ପୋଡି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗୁରୁତର ନାବାଳିକା…

ରାଜ୍ୟରେ ପୁଣି ୬୬୮ ପଜିଟିଭ୍‌ ଚିହ୍ନଟ, ନୂଆପଡାରୁ ସର୍ବାଧିକ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୬୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୮୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୮୩ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ…

ରୋଗପ୍ରତିରୋଧକ ଶକ୍ତି

ବିଶ୍ୱର ବିଭିନ୍ନ ଦେଶ ସମୂହ ସହ ତାଳ ଦେଇ ଆଧୁନିକ ଚିକିତ୍ସା ବିଜ୍ଞାନ ପଦ୍ଧତିକୁ ଗ୍ରହଣ କରିଥିଲେ ସୁଦ୍ଧା ହଜାର ହଜାର ବର୍ଷ ପୂର୍ବରୁ ଆମ ଭାରତ ବର୍ଷରେ ବିଜ୍ଞ ଆୟୁର୍ବେଦ ବିଶାରଦ ଚରକ, ସୁସୃତ, ବାଗଭଟ୍ଟ, ବରାହମିହିର ଆଦି ବିଭିନ୍ନ…

କରୋନା ନିୟମ ନ ମାନିଲେ ରାଜ୍ୟରେ ଲାଗୁ ହେବ ଲକ୍‌ଡାଉନ୍‌: ଠାକରେ

ମୁମ୍ବାଇ,୨୩ ।୧୧: ମହାରାଷ୍ଟ୍ରରେ ପୁଣିଥରେ କରୋନାର ପ୍ରକୋପ ଦେଖିବାକୁ ମିଳିଛି । ଏହାପରେ ରାଜ୍ୟ ସରକାର ଜନସାଧାରଣଙ୍କୁ ସତର୍କ କରାଇ ଦେଇଛନ୍ତି । ମହାରାଷ୍ଟ୍ରର ଉଦ୍ଧବ ଠାକରେ ସରକାର କହିଛନ୍ତି ଯଦି କେହି କରୋନା ନିୟମ ନ ମାନନ୍ତି ତେବେ ପୁଣିଥରେ…

ପ୍ରତୀକ୍ଷାର ଅନ୍ତ: ଡିସେମ୍ବରରୁ ଆମେରିକାରେ ଦିଆଯିବ କରୋନା ଟିକା

ଓ୍ବାଶିଂଟନ,୨୩।୧୧: କରୋନା ମହାମାରୀ ସଂକ୍ରମଣରୁ ମୁକ୍ତି ପାଇବା ପ୍ରତୀକ୍ଷାର ଖୁବ୍‌ ଶୀଘ୍ର ଅନ୍ତ ଘଟିବାକୁ ଯାଉଛି। ଡିସେମ୍ବର ୧୧ କିମ୍ବା ୧୨ରୁ ଆମେରିକାରେ କରୋନା ପ୍ରତିଷେଧକ ଟିକା ଦିଆଯିବା ଆରମ୍ଭ ହେବ। ଏନେଇ ହ୍ବାଇଟ୍‌ ହାଉସ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଦେଶରେ…

ଇଣ୍ଡିଆଜ୍ ବେଷ୍ଟ ଡ୍ୟାନ୍ସର ବିଜେତା ହେଲେ ଅଜୟ ସିଂ

ମୁମ୍ବାଇ,୨୩ ।୧୧: ବେଶ୍ କିଛି ଦିନର ପ୍ରତିଯୋଗୀତା ପରେ ଶେଷରେ ଇଣ୍ଡିଆଜ୍ ବେଷ୍ଟ ଡ୍ୟାନ୍ସର ବିଜେତା ଘୋଷଣା କରାଯାଇଛି । ଶୋ’ରେ ଟାଇଗର ପପ୍ ନାମରେ ଜଣାଶୁଣା ଡ୍ୟାନ୍ସର ଅଜୟ ସିଂ ଏଥରର ବିଜେତା ହୋଇଛନ୍ତି । ଏଥିପାଇଁ ତାଙ୍କୁ ଟ୍ରଫି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri