ପୋଖରୀରେ ନୁହେଁ ବେଶିନ୍ରେ ଏମିତି ପହଁରୁଛି ପେଚା, ଭିଡିଓ ଭାଇରାଲ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ମଧ୍ୟ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ମାତ୍ର କେଇ ଘଣ୍ଟାର ଅପେକ୍ଷା: ଜାଣନ୍ତୁ କେଉଁଠି ଆଉ କେତେବେଳେ ଦେଖିପାରିବେ ଇଂଲଣ୍ଡ-ଭାରତ ନିର୍ଣ୍ଣାୟକ ମୁକାବିଲା
ନୂଆଦିଲ୍ଲୀ,୨୦।୩: ଭାରତ-ଇଂଲଣ୍ଡ ମଧ୍ୟରେ ଶନିବାର ନିର୍ଣ୍ଣାୟକ ଟି୨୦ ମ୍ୟାଚ୍ ଖେଳାଯିବ। ବର୍ତ୍ତମାନ ଉଭୟ ଦଳ ସମାନ ସ୍ଥିତିରେ ଥିବା ଯୋଗୁ ଏହି ମ୍ୟାଚ୍ଟିକୁ ଜିତିବା ଉଦ୍ଦେଶ୍ୟରେ ପଡ଼ିଆକୁ ଓହ୍ଲାଇବେ। ଏଣୁ ଦଳରେ କିଛି ପରିବର୍ତ୍ତନ କରାଯିବା ଆଶା କରାଯାଉଛି। କେଉଁଠି ଖେଳାଯିବ:…
ପ୍ରଥମ ଥର ଦିନିକିଆ ଟିମ୍ରେ ସୁଯୋଗ ମିଳିବା ପରେ ଏହି ଦୁଇ କ୍ରିକେଟରଙ୍କ ଖୁସି କହିଲେ ନ ସରେ: କହିଲେ…
ନୂଆଦିଲ୍ଲୀ,୨୦।୩: ଇଂଲଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ଦିନିକିଆ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି। ଏଥିରେ କିଛି ନୂଆ ମୁହଁକୁ ଦେଖିବାକୁ ମିଳିଛି। ପ୍ରଥମ ଥର ପାଇଁ ଦିନିକିଆ ଦଳରେ ସାମିଲ ହୋଇଥିବାରୁ କ୍ରୁଣାଳ ପାଣ୍ଡ୍ୟା ଏବଂ ପ୍ରସିଦ୍ଧ କ୍ରିଷ୍ଣା,…
୪୦ ବର୍ଷରେ ବିବାହ କରିବାକୁ ଯାଉଛନ୍ତି ପ୍ରିୟଙ୍କା ଚୋପ୍ରାଙ୍କ ପୂର୍ବତନ ପ୍ରେମିକ
ବଲିଉଡ୍ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କ ପୂର୍ବତନ ପ୍ରେମିକ ତଥା ହ୍ରିତିକ୍ ରୋଶନଙ୍କ ଲୁକ୍ ଆଇକନ୍ ହରମନ ବାବେଜା(୪୦) ତାଙ୍କ ଭାବି ସ୍ତ୍ରୀଙ୍କୁ ମାର୍ଚ୍ଚ ୨୧ରେ ବିବାହ କରିବାକୁ ଯାଉଛନ୍ତି। ଏବେଠାରୁ ତାଙ୍କର ପ୍ରି ଓ୍ବେଡିଂ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଶୁକ୍ରବାର ରାତିରେ…
କରୋନା କଟକଣା: ଗଞ୍ଜାମରେ ନିରାଡ଼ମ୍ବର ହେବ ଦୋଳଯାତ୍ରା
ଗଞ୍ଜାମ,୨୦।୩(ଡି.ଏନ୍.ଏ.): ଗଞ୍ଜାମର ଐତିହାସିକ ଦୋଳଯାତ୍ରା ଏଥର ନିରାଡ଼ମ୍ବରରେ ପାଳନ ହେବ। କରୋନା କଟକଣା ପାଇଁ ଚଳିତ ବର୍ଷ ବାଜା ରୋଷଣୀ ନାଚଗୀତ ବିନା କେବଳ ରୀତିନୀତିରେ ଦୋଳଯାତ୍ରା ନେଇ ପ୍ରଶାସନ ପକ୍ଷରୁ କୁହାଯାଇଛି। ଗଞ୍ଜାମ ସହରରେ ପ୍ରଶାସନ ପକ୍ଷରୁ ଏ ନେଇ…
ଏଭଳି ଉପଅଧିନାୟକ କେଉଁଠି ମିଳିବେ: ଶାର୍ଦ୍ଦୁଳ କହିଲେ ପଡ଼ିଆରେ କୋହଲି ନୁହନ୍ତି ବରଂ ରୋହିତ…
ଅହମ୍ମଦାବାଦ,୨୦।୩: ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟି୨୦ରେ ଉଲ୍ଲେଖନୀୟ ବୋଲିଂ କରି ଭାରତୀୟ ଦଳକୁ ଜିତାଇଥିଲେ ଶାର୍ଦ୍ଦୁଳ ଠାକୁର। ହେଲେ ମ୍ୟାଚ୍ରେ ଏଭଳି ଏକ ସମୟ ଥିଲା ଇଂଲଣ୍ଡ ଜିତିବା ଏକ ପ୍ରକାର ନିଶ୍ଚିତ ବୋଲି ଲାଗୁଥିଲା। ସେତେବେଳେ ଭାରତୀୟ ବୋଲର୍ମାନଙ୍କ ଉପରେ…
ମୁମ୍ବାଇରେ ପ୍ରବାସୀ ଓଡ଼ିଆଙ୍କ ମହାନତା, ଗରିବଙ୍କୁ ବଢ଼ାଉଛନ୍ତି ସହାୟତାର ହାତ
ପୁରୁଷୋତ୍ତମପୁର,୨୦।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଡଙ୍କାରି ଗ୍ରାମର ଭାଣ୍ଡି ଗୌରିଶଙ୍କର (୫୫)ଙ୍କ ହାର୍ଟ ସମସ୍ୟା ନେଇ ସେ ମୁମ୍ବାଇର ଫ୍ଳାଟଇନାମା ହସ୍ପିଟାଲ ଚିକିତ୍ସା ଲାଗି ଯାଇଥିଲେ। ତେବେ ଏହା ଜାଣି ମୁମ୍ବାଇରେ ରହୁଥିବା ଜଣେ ପ୍ରବାସୀ ଓଡ଼ିିଆଙ୍କ ମହାନତା ଦେଖିବାକୁ…
ହୋଟେଲ ରୁମ୍ ବାହାରେ ବିରାଟ-ଅନୁଷ୍କାଙ୍କ ନାମ ସହ ଲେଖାହେଲା ଝିଅ ଭାମିକାଙ୍କ ନାମ
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମା ବାମା’ମା ହେବା ପରେ ବହୁତ ଖୁସି ଅଛନ୍ତି। ଏହି ଦମ୍ପତି ନିଜ ଝିଅର ନାମ ରଖିଛନ୍ତି ଭାମିକା। ଛୁଟି ପରେ କୋହଲି ପୁଣିଥରେ ଖେଳ ପଡ଼ିଆକୁ…
ଘରୋଇ ଶିକ୍ଷାନୁଷ୍ଠାନରେ ୧୭ କର୍ମଚାରୀ ପଜିଟିଭ ଘଟଣା: ଷ୍ଟ୍ରେନ ଜାଣିବାକୁ ସାମ୍ପୁଲ ସଂଗ୍ରହ କରାଯାଉ
କଟକ ଅଫିସ, ୨୦।୩: କଟକର ଏକ ଘରୋଇ ଶିକ୍ଷାନୁଷ୍ଠାନର ୧୭ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ଶିକ୍ଷାନୁଷ୍ଠାନକୁ ବାହାର ରାଜ୍ୟରୁ ଲୋକ ଆସୁଥିବାରୁ ନୂଆ ଷ୍ଟ୍ରେନ ଆଶଙ୍କା କରାଯାଉଛି । ଷ୍ଟ୍ରେନ ସମ୍ପର୍କରେ ଜାଣିବାକୁ ୧୭ ଜଣଙ୍କ ମଧ୍ୟରୁ…
କରୋନା ଟିକା ନେବା ହେଲା ଏପରି ଅବସ୍ଥା, ଅଭିନେତ୍ରୀ ମାଗିଲେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସାହାଯ୍ୟ
ମୁମ୍ବାଇ: ସମଗ୍ର ଦେଶରେ କରୋନା ଟିକାକରଣ ଜାରି ରହିଛି। କିଛି ବଲିଉଡ୍ ଅଭିନେତ୍ରୀ କରୋନା ଟିକା ଲଗାଇ ସାରିଛନ୍ତି। ଏଥିମଧ୍ୟରୁ ଅଭିନେତ୍ରୀ ଆହାନା କୁମରାଙ୍କ ମା-ବାପା କରୋନା ଟିକା ନେଇଥିଲେ। ବର୍ତ୍ତମାନ ଏହି ଟିକାକରଣର ପ୍ରମାଣପତ୍ର ହାସଲ କରିବାକୁ ନାନା ଅସୁବିଧା…
ଓଡ଼ିଶା ବାହାରୁ ଆସିଲେ ଜଣାଅ: ଗଞ୍ଜାମ ଜିଲାପାଳ
ଛତ୍ରପୁର,୨୦।୩(ଡି.ଏନ୍.ଏ.)- କୋରୋନା ସଂକ୍ରମଣ ବଢୁଥିବାରୁ ଗଞ୍ଜାମ ଜିଲାପାଳ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏନେଇ ସେ ଶନିବାର ଟୁଇଟ କରି କହିଛନ୍ତି, ଯଦି କେହି ଓଡ଼ିଶା ବାହାରୁ ଗଞ୍ଜାମକୁ ଆସନ୍ତି , ତାହା ହେଲେ ସେ ସ୍ଥାନୀୟ…
ଦତ୍ତାତ୍ରେୟ ନୂଆ ସରକାର୍ଯ୍ୟବାହ ନିର୍ବାଚିତ
ବେଙ୍ଗାଲୁରୁ,୨୦।୩: ଦୀର୍ଘ ୧୨ ବର୍ଷ ପରେ ଆର୍ଏସ୍ଏସ୍ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ଅଖିଳ ଭାରତୀୟ ପ୍ରତିନିଧି ସଭା ପକ୍ଷରୁ ଦତ୍ତାତ୍ରେୟ ହୋସାବୋଲେଙ୍କୁ ନୂଆ ସରକାର୍ଯ୍ୟବାହ ଭାବେ ନିର୍ବାଚିତ କରାଯାଇଛି। ବେଙ୍ଗାଲୁରୁ ପ୍ରତିନିଧି ସଭାରେ ଦତ୍ତାତ୍ରେୟଙ୍କ ସର୍ବସମ୍ମତିକ୍ରମେ ନିର୍ବାଚିତ କରାଯାଇଛି। ୬୬…

