Home Left

୮ଲକ୍ଷ ୯୬ହଜାର ପଞ୍ଜୀକୃତ ବେକାରି

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ):ରାଜ୍ୟରେ ଦିନକୁ ଦିନ ବେକାରି ସମସ୍ୟା ବଢୁଛି। ଦକ୍ଷତା ବିକାଶ ମାଧ୍ୟମରେ ସରକାର ଯେତେ ପ୍ରଚେଷ୍ଟା କଲେ ବି ଓଡ଼ିଶାରୁ ବେକାରି ସମସ୍ୟା ଦୂର ହେଉନି। ୨୦୨୦ ଅକ୍ଟୋବର ୩୧ ସୁଦ୍ଧା ରାଜ୍ୟରେ ୮ଲକ୍ଷ ୯୬ହଜାର ୮୩୮ଜଣ ବେକାରି ଅଛନ୍ତି। ତେବେ…

ଅଷ୍ଟ୍ରା-ଅକ୍ସଫୋର୍ଡ ଟିକା ଭରସା

ନୂଆଦିଲ୍ଲୀ, ୨୩।୧୧:ଫାଇଜର ଏବଂ ମଡର୍ନା ଟିକାର ସଫଳ ପରୀକ୍ଷା ପରେ ଖୁବ୍‌ଶୀଘ୍ର ଏହା ଉପଲବ୍ଧ ହେବା ନେଇ ଆଶା ସଞ୍ଚାର ହୋଇଥିବାବେଳେ ଆମେରିକା ଭଳି କେତେକ ଧନୀ ରାଷ୍ଟ୍ରଙ୍କୁ ବାଦ୍‌ ଦେଲେ ଅଧିକାଂଶ ଦେଶ କରୋନା ସଙ୍କଟରୁ ମୁକ୍ତି ପାଇଁ ଅଷ୍ଟ୍ରାଜେନିକା…

ପୁରୀ: ପୁଣି ଏକ ଥାର୍ଡ ଡିଗ୍ରୀ ଅଭିଯୋଗ

ପୁରୀ ଅଫିସ,୨୩ା୧୧:ଥାନା ହାଜତରେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ନେଇ ସମଗ୍ର ରାଜ୍ୟରେ ଏବେ ପୁରୀ ଜିଲା ଚର୍ଚ୍ଚାରେ ରହିଛି । ବାସେଳିସାହି ଥାନା ହାଜତ ମୃତ୍ୟୁ ପରେ ପିପିଲି ଥାନାରେ ଥାର୍ଡ ଡିଗ୍ରୀ ଘଟଣା ସାମ୍ନାକୁ ଆସିଥିଲା। ଏହାକୁ ନେଇ ହଟଚମଟ…

‘ପୋପ୍‌ ଲାଇକ୍‌ କଲେ, ସ୍ବର୍ଗକୁ ଯିବି’

ଭାଟିକାନ୍‌ ସିଟି,୨୩ା୧୧:ରୋମାନ୍‌ କ୍ୟାଥୋଲିକ୍‌ ଚର୍ଚ୍ଚର ସର୍ବୋଚ୍ଚ ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସ୍‌ଙ୍କ ଅଫିସିଆଲ୍‌ ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରୁ ଏକ ଉତ୍ତେଜକ ଫଟୋକୁ ଲାଇକ୍‌ କରାଯିବା ପରେ ବିବାଦ ମୁଣ୍ଡ ଟେକିଛି। ଫଟୋଟି ହେଉଛି ବ୍ରାଜିଲୀୟ ମଡେଲ ନଟାଲିଆ ଗରିବୋଟୋଙ୍କର, ଯେଉଁଠି ସେ ସ୍କୁଲ ୟୁନିଫର୍ମ…

ନକଲି ଗୁଟ୍‌ଖା କାରଖାନାରେ ଚଢ଼ାଉ

ଭୁବନେଶ୍ୱର(ବ୍ୟୁରୋ)/ କଟକ (ଟାଙ୍ଗୀ) ୨୩ା୧୧ (ଡି.ଏନ.ଏ.):ଖଣ୍ଡଗିରି ଥାନା ଅଞ୍ଚଳରେ ଏକ ବ୍ୟାଗ୍‌ରୁ ୩୦ଲକ୍ଷ ଟଙ୍କା ମିଳିବା ଘଟଣା ନୂଆ ମୋଡ଼ ନେଇଛି। ଆଳୁ ଖୋଳୁ ଖୋଳୁ ମହାଦେବ ବାହାରିବା ଭଳି ଜବତ ହୋଇଥିବା ଟଙ୍କାର ଗୁମର ଫିଟାଇଛି ପୋଲିସ। ନକଲି ଗୁଟ୍‌ଖା…

ଏନ୍‌ଜିଟିର ନଦୀ ସୁରକ୍ଷା ଚିନ୍ତା

ନୂଆଦିଲ୍ଲୀ, ୨୩।୧୧(ପି.ଟି.): ଦେଶର ନଦୀ, ହ୍ରଦ ଓ ଜଳାଶୟଗୁଡ଼ିକର ସୁରକ୍ଷା ଲାଗି ପର୍ଯ୍ୟାପ୍ତ ପଦକ୍ଷେପ ଗ୍ରହଣ କରାଯାଉ ନାହିଁ। ଏଗୁଡ଼ିକର ସୁରକ୍ଷା ଲାଗି ନୋଡାଲ ଏଜେନ୍ସି ଗଠନ କରିବାକୁ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ…

ଜିଲାସ୍ତରରେ କଡ଼ାକଡ଼ି ହେବ ଗାଡ଼ି ଚେକିଂ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ):ରାଜ୍ୟରେ ଗତ କିଛି ମାସ ହେଲା ସଡ଼କ ଦୁର୍ଘଟଣା ବଢ଼ିବାରେ ଲାଗିଛି। ଏହା ଉପରେ ରାଜ୍ୟ ସରକାର ଆହୁରି କଡ଼ା ପଦକ୍ଷେପ ଗ୍ରହଣ କରିବାକୁ ଯାଉଛନ୍ତି। ମୁଖ୍ୟତଃ ହେଲ୍‌ମେଟ ଚେକିଂ ପ୍ରକ୍ରିୟା ଏବଂ ମଦ ପିଇ ଗାଡ଼ି ଚଳାଉଥିବା ଚାଳକଙ୍କ ବିରୋଧରେ…

୩ଥର ମାଟ୍ରିକ୍‌ ଫେଲ୍‌, ଗର୍ଲଫ୍ରେଣ୍ଡ ଛାଡି ଚାଲିଗଲେ; ତଥାପି ବଲିଉଡ୍‌ରେ ସଫଳ ନିର୍ଦ୍ଦେଶକ

ବଲିଉଡ ଫିଲ୍ମ୍‌ ନିର୍ଦ୍ଦେଶକ ସାଜିଦ ଖାନ ଆଜି ୫୦ ବର୍ଷରେ ପଦାର୍ପଣ କରିଛନ୍ତି। ହାଉସଫୁଲ, ବେବି ଭଳି କମେଡି ଚଳଚ୍ଚିତ୍ର ମାଧ୍ୟମରେ ସେ ଅନେକ ସଫଳତା ହାସଲ କରିଛନ୍ତି । କିନ୍ତୁ ସମସ୍ତଙ୍କୁ ହସାଇଥିବା ଏହି ନିର୍ଦ୍ଦେଶକ ତାଙ୍କ ବ୍ୟକ୍ତିଗତ ଜୀବନରେ…

‘ଅପରାଧମୁକ୍ତ ପୁରୀ ମୁଖ୍ୟ ଲକ୍ଷ୍ୟ’

ପୁରୀ ଅଫିସ,୨୩ା୧୧:ପତିତପାବନଙ୍କୁ ଦର୍ଶନ କରି ମହାପ୍ରଭୁଙ୍କ ଆଶୀର୍ବାଦ ନେଇ ପୁରୀର ନୂତନ ଏସ୍‌ପି ଭାବେ ଆଇପିଏସ୍‌ ଅଫିସର କେ. ବିଶାଲ ସିଂ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରବିବାର ପୂର୍ବାହ୍ନରେ ପୂର୍ବତନ ଏସ୍‌ପି ଅଖିଳେଶ୍ୱର ସିଂଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ…

‘ସୁନ୍ଦରୀ’ ସ୍ଥିତି ଜଣାଇବାକୁ ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ):ସାତକୋଶିଆରେ ଏବେ ବନ୍ଦୀ ଜୀବନ ବିତାଉଛି ବାଘୁଣୀ ‘ସୁନ୍ଦରୀ’। ସୁନ୍ଦରୀର ଘର ବାହୁଡ଼ା ନେଇ ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ହୋଇପାରୁନି। ଏ ସଂକ୍ରାନ୍ତରେ ମଧ୍ୟପ୍ରଦେଶ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲାର ଶୁଣାଣି ହୋଇଛି। ଏକ ସଂସ୍ଥା ପକ୍ଷରୁ ଉକ୍ତ ମାମଲା…

ଆଜି ପ୍ରକାଶ ପାଇବ ନାକ୍‌ ରିପୋର୍ଟ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ):ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁଙ୍କ ଦ୍ୱାରା ସୋମବାର ନାକ ରିପୋର୍ଟ ପ୍ରକାଶ ପାଇବ। ରାଜ୍ୟରେ ମୋଟ ୧୧୦୦ କଲେଜ ଏବଂ ବିଶ୍ୱବିଦ୍ୟାଳୟ ଥିବାବେଳେ ସେଥିରୁ ୨୮୦ଟି ନାକ୍‌ ସ୍ବୀକୃତିପ୍ରାପ୍ତ ଅଛି। ଉକ୍ତ କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକର ଏକ ରିପୋର୍ଟ ପ୍ରସ୍ତୁତ…

କୋହଲି ଫେରିବା ପରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହେବ: ଚାପେଲ

ସିଡ୍‌ନୀ,୨୩।୧୧(ପି.ଟି.): ପିତୃତ୍ୱ ଛୁଟିରେ ଭାରତୀୟ ଅଧିନାୟକ ବିରାଟ କୋହଲି ପ୍ରଥମ ଟେଷ୍ଟ ଖେଳି ସ୍ବଦେଶ ଫେରିବା ପରେ ଭାରତୀୟ ବ୍ୟାଟିଂ ଲାଇନ୍‌ଅପ୍‌ରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହେବ ବୋଲି କିମ୍ବଦନ୍ତୀ ଅଷ୍ଟ୍ରେଲୀୟ କ୍ରିକେଟର ଇଆନ ଚାପେଲ କହିଛନ୍ତି। ଏହାପରେ ଭାରତ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri