ଜଳବାୟୁ ପରିବର୍ତ୍ତନକୁ ନେଇ ଏକଜୁଟ ହେବା ଆବଶ୍ୟକ: ମୋଦି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ୧୫ତମ ଜି -୨୦ ଶିଖର ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି। ମୋଦି ତାଙ୍କ ଭାଷଣରେ ଜଳବାୟୁ ପରିବର୍ତ୍ତନ ସମେତ ପରିବେଶ ଭଳି ଅନେକ ପ୍ରସଙ୍ଗରେ ନିଜର ମତ ଦେଇଛନ୍ତି। ସେ କହିଛନ୍ତି ଯେ, ଜଳବାୟୁ ପରିବର୍ତ୍ତନ ବିରୋଧରେ…
ପୁଣି ନିଜ ଦଳକୁ ସମାଲୋଚନା କଲେ ଆଜାଦ୍
ନୂଆଦିଲ୍ଲୀ,୨୨।୧୧: କଂଗ୍ରେସରେ ଏବେ ଗୋଷ୍ଠୀ କନ୍ଦଳ ଲାଗି ରହିଛି। ଦଳର ହେବିଓ୍ବେଟ୍ ନେତା ଦଳୀୟ କାର୍ଯ୍ୟକୁ ସମାଲୋଚନା କରୁଥିବା ଦେଖାଯାଇଛି। ପୁଣିଥରେ ଦଳର ନେତୃତ୍ୱକୁ ପୁଣି ଥରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତା ଗୁଲାମ ନବୀ ଆଜାଦ। ସେ କହିଛନ୍ତି, ଆଜି…
ପିତାଙ୍କ ମୃତ୍ୟୁଖବର ଶୁଣି ଅଷ୍ଟେଲିଆରୁ ଆସିଲେନି ଏହି ଖେଳାଳି, ଜାଣନ୍ତୁ କାହିଁକି
ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ମହମ୍ମଦ ସିରାଜଙ୍କ ପିତୃ ବିୟୋଗ ଘଟିଛି। ତାଙ୍କ ପିତା କିଛି ଦିନ ହେବ ଫୁସଫୁସ ରୋଗରେ ପୀଡିତ ଥିଲେ। ତାଙ୍କ ପିତାଙ୍କ ମୃତ୍ୟୁ ପରେ ବିସିସିଆଇ ଏହି ଦ୍ରୁତ ବୋଲରଙ୍କ ପ୍ରତି ସମବେଦନା ଜଣାଇଛି।…
ପୋଖରୀରେ ବୁଡିଗଲେ ୨ ଭଉଣୀ
ମାଲକାନଗିରି, ୨୨।୧୧(ଡି.ଏନ.ଏ)-ମାଲକାନଗିରି ଜିଲା କାଲିମେଳା ବ୍ଲକ ମୋଟୁ ଥାନା ଅନ୍ତର୍ଗତ ପୁଶୁଗୁଡା ପଞ୍ଚାୟତ ମୁକାନପାଲି ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ପୋଖରୀରେ ବୁଡିଯାଇ ଦୁଇ ଭଉଣୀଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ବୟସ ୬ ଓ ୩ ବର୍ଷ ବୋଲି…
ଭାଇରାଲ ହେଉଛି ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଫଟୋ
ଢାକା,୨୨।୧୧: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଏବେ ଚର୍ଚ୍ଚାରେ। ତାଙ୍କର ୨ଟି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯାହାକୁ ଦେଖିଲେ ଜଣେ ନେତ୍ରୀଙ୍କ ଭିତରେ ଥିବା ଆଉ ଏକ ଛବି ବା ଅସାଧାରଣ ବ୍ୟକ୍ତିତ୍ୱକୁ ଦର୍ଶାଉଛି। ପ୍ରଥମ…
କୋହଲିଙ୍କ ସନ୍ତାନ ଅଷ୍ଟ୍ରେଲିଆରେ ଜନ୍ମ ହେବାକୁ ଚାହୁଁଛନ୍ତି ଏହି ପ୍ରସିଦ୍ଧ ଖେଳାଳି
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଆସନ୍ତା ଜାନୁଆରୀରେ ପ୍ରଥମ ସନ୍ତାନର ପିତା ହେବାକୁ ଯାଉଛନ୍ତି। ଏହି ସମୟରେ ଭାରତ-ଅଷ୍ଟ୍ରେଲିଆ ଚାରି ଟିକିଆ ଟେଷ୍ଟ ଶୃଙ୍ଖଳା ଚାଲିଥିବ। ଏହାକୁ ଦୃଷ୍ଟିରେ ରଖି କୋହଲି ଶେଷ ତିନିଟି ମୁକାବିଲାରେ ଭାରତୀୟ ଅଧିନାୟକ…
ବଦଳିଲା ସ୍କୁଲ ମିଶ୍ରଣ ନିଷ୍ପତ୍ତି
ଭୁବନେଶ୍ୱର,୨୨।୧୧(ବ୍ୟୁରୋ)- ବିଧାନସଭାରେ ଲଗାତର ୩ଦିନ ସ୍କୁଲ ବନ୍ଦ ଏବଂ ମିଶ୍ରଣ ପ୍ରସଙ୍ଗରେ ହୋହାଲା ପରେ ରବିବାର ରାଜ୍ୟ ସରକାର ତାଙ୍କର ନିଷ୍ପତ୍ତି ବଦଳାଇଛନ୍ତି। ୨୫ନୁହେଁ ଏଣିକି ୧୫ରୁ କମ୍ ପିଲା ଥିବା ସ୍କୁଲକୁ ନିକଟସ୍ଥ ବିଦ୍ୟାଳୟ ସହ ମିଶ୍ରଣ କରିବାକୁ ନିଷ୍ପତ୍ତି…
ରୋଗୀ ଦେଖୁଥିଲେ ବିଗ୍ ବସ୍, ଡାକ୍ତର କଲେ ବ୍ରେନ୍ ସର୍ଜରୀ
ହାଇଦ୍ରାବଦ,୨୨।୧୧: ଆନ୍ଧ୍ରପ୍ରଦେଶର ଗୁଣ୍ଟୁରରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ରୋଗୀଙ୍କୁ ହୋଶ୍ରେ ରଖି ବ୍ରେନ୍ ସର୍ଜରୀ କରିଛନ୍ତି ଡାକ୍ତର। ସାଧାରଣତଃ ଗୁରୁତର ରୋଗରେ ପୀଡିତ ରୋଗୀଙ୍କ ଅପରେସନ କରିବା ଡାକ୍ତରଙ୍କ ପାଇଁ ପ୍ରାୟତଃ ବହୁତ କଷ୍ଟସାଧ୍ୟ ହୋଇଥାଏ। ଯେତେବେଳେ ମସ୍ତିଷ୍କ…
ମା’ ହେବେ ଭାରତୀୟ ମହିଳା ରେସଲର ବବିତା ଫୋଗଟ: ସ୍ବାମୀଙ୍କ ସହ ଫଟୋ ଶେୟାର କରି ଦେଲେ ଖୁସି ଖବର
ନୂଆଦିଲ୍ଲୀ,୨୨।୧୧-ଭାରତୀୟ ମହିଳା ରେସଲର ବବିତା ଫୋଗଟ ମା’ ହେବାକୁ ଯାଉଛନ୍ତି। ଏ ନେଇ ବବିତା ନିଜେ ଶନିବାର ଟୁଇଟ କରି ସୂଚନା ଦେଇଛନ୍ତି। ସ୍ବାମୀ ବିବେକ ସୁହାଗଙ୍କ ସହିତ ଏକ ଫଟୋ ମଧ୍ୟ ଶେୟାର କରିଛନ୍ତି। ଯେଉଁଥିରେ ସେ ଏକ ଲାଇଟ…
ସ୍ଥିତି ସମୀକ୍ଷା ପରେ ଲକ୍ଡାଉନ ନେଇ ନିଆଯିବ ନିଷ୍ପତ୍ତି: ପାଓ୍ବାର
ମୁମ୍ବାଇ,୨୨।୧୧: ଭାରତରେ କରେନା ସଂକ୍ରମଣ ଥମିବାରେ ନାଁ ନେଉନି। କିଛି ଦିନର ବ୍ୟବଧାନ ପରେ ଭାରତରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ଶୀତ ଋତୁରେ ଏହାକୁ ନେଇ ବହୁ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ ବୋଲି କୁହାଯାଉଛି।…
୧୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ସହ ନଗଦ ୨୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ: ଜଣେ ଅଟକ
ବାଲେଶ୍ୱର ଅଫିସ, ୨୧।୧୧: ବାଲେଶ୍ୱର ସହରସ୍ଥିତ ଅଡ଼ର ବଜାରରୁ ୧୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ସହ ୨୩ ଲକ୍ଷରୁ ଊର୍ଦ୍ଧ୍ୱ ନଗଦ ଟଙ୍କା ଜବତ ହୋଇଛି । ଏ ନେଇ ମୁନା ଖାଁ (୩୦) ନାମକ ଜଣେ ଯୁବକଙ୍କୁ ସହଦେବଖୁଣ୍ଟା ଥାନା…
କୃଷ୍ଣଙ୍କ ଉପରେ ପୁଣି ରାଗିଲେ ଗୋବିନ୍ଦା : କହିଲେ ଏମିତି…
ଅଭିନେତା ଗୋବିନ୍ଦା ଏବଂ ତାଙ୍କ ଭଣଜା କୃଷ୍ଣ ଅଭିଷେକଙ୍କ ମଧ୍ୟରେ ମତଭେଦ ବିଷୟରେ ସମସ୍ତେ ଅବଗତ ଅଛନ୍ତି। ମାମୁ ଏବଂ ଭଣଜାଙ୍କ ମଧ୍ୟରେ ଦୂରତା ଏ ପର୍ଯ୍ୟନ୍ତ କମ୍ ହେବାର ନାଁ ନେଉନାହିଁ। ନିକଟରେ ଗୋବିନ୍ଦା ‘ଦି କପିଲ ଶର୍ମା ଶୋ’ରେ…
Archives


