Home Left

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ କରି ୧୫ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। SCB ମେଡିକାଲରେ…

ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ

ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା । ହେଲେ ଜ୍ବାଇଁ ହଠାତ୍ କ୍ରୋଧିତ ହୋଇ ତାଙ୍କ ଶାଶୁ ଏବଂ ଶଳାଙ୍କୁ…

ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜୟ ମହାପାତ୍ରଙ୍କ ବିସ୍ଫୋରକ ବୟାନ, ଆଗକୁ ଓଡ଼ିଶା ରାଜନୀତିରେ…

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନକୁ ନେଇ ବରିଷ୍ଠ ରାଜନେତା ବିଜୟ ମହାପାତ୍ର ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଆଗକୁ ରାଜ୍ୟରେ ଏକ ବଡ଼ ରାଜନୈତିକ ପରିବର୍ତ୍ତନ ହେବ । ୬ ମାସ ତଳେ କହିଥିଲି, ୨୦୨୬ ନିର୍ଣ୍ଣାୟକ ହେବ।କାଚ ଘରେ…

ଗଜପତି ଜିଲାର ୪ ବ୍ଲକରେ ରବର ଚାଷ ରବରଚାଷରେ ହେକ୍ଟର ପିଛା ଚାଷୀଙ୍କୁ ଲାଭ ୨ ଲକ୍ଷ

ପାରଳାଖେମୁଣ୍ଡି,୧୬ା୩(ଗିରିଧାରୀ ପରିଚ୍ଛା): ରବର ଚାଷ ପାଇଁ ଗଜପତି ଜିଲାର ସୁନାମ ରହିଛି। ପାହାଡିଆ ଅଞ୍ଚଳରେ ରବର ଚାଷ କରି ଚାଷୀ ବେଶ୍‌ ଉପକୃତ ହେଉଛନ୍ତି। ଜିଲାର ଗୁମ୍ମା, ମୋହନା, କାଶୀନଗର, ଗୋଷାଣୀ ବ୍ଲକରେ ଚାଷୀ ରବର ଚାଷ କରୁଥିବା ବେଳେ ସେମାନଙ୍କ…

ଛତ୍ରପୁରରେ ଭୟଙ୍କର ଗ୍ୟାସ୍‌ ସଙ୍କଟ: ସିଲିଣ୍ଡର ନେବାକୁ ଉପଭୋକ୍ତାଙ୍କ ଲମ୍ବା ଲାଇନ୍‌

ଛତ୍ରପୁର,୧୬ା୩(ଦିଲ୍ଲୀ ସାମଲ): ଗ୍ୟାସ୍‌ ବୁକିଂ ନମ୍ବର ଲାଗୁନାହିଁ, ପୂର୍ବରୁ ବୁକିଂ ଥିଲେ ବିଳମ୍ବ ହେଉଛି। ମଧ୍ୟପ୍ରାଚ୍ୟରେ ଯୁଦ୍ଧର ତାଣ୍ଡବ ମଧ୍ୟରେ ମୁଣ୍ଡ ଟେକିଛି ବଡ଼ ଧରଣର ଶକ୍ତି ସଙ୍କଟ। ଭାରତ ମଧ୍ୟ ଏହି ସମସ୍ୟାରୁ ବାହାରି ପାରି ନାହିଁ। ଯୋଗାଣ ବାଟ…

ନକ୍‌ଆଉଟ ଟୁର୍ନାମେଣ୍ଟ: ବାରାବାଂସ ଦଳ ବିଜୟୀ

ବନ୍ଧମୁଣ୍ଡା,୧୬ା୩(ସୁବ୍ରତ ଦେ): ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ କପାଟମୁଣ୍ଡା ପଞ୍ଚାୟତଠାରେ ଲାୟନ୍ସ ହାର୍ଟ କ୍ଲବ ପକ୍ଷରୁ ଆୟୋଜିତ ୨ ଦିନିଆ ଷଷ୍ଠ ଇଣ୍ଟର ପଞ୍ଚାୟତ କ୍ରିକେଟ ନକ୍‌ଆଉଟ ଟୁର୍ନାମେଣ୍ଟ ସୋମବାର ଶେଷ ହୋଇଛି। ଫାଇନାଲ ମ୍ୟାଚ କପାଟମୁଣ୍ଡା ଓ ବାରାବାଂସ ଦଳ…

ଖୁସିଖବର: ଯୁଦ୍ଧ ମଧ୍ୟରେ ଭାରତରେ ପହଞ୍ଚିଲା ଏତେ ମେଟ୍ରିକ ଟନ୍‌ ଗ୍ୟାସ, ଏବେ କମିଯିବ…

ନୂଆଦିଲ୍ଲୀ,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଅନେକ ଦେଶର ଜାହାଜ ହର୍ମୁଜ ପ୍ରଣାଳୀ ପାର୍‌ କରିପାରିନଥିଲେ, କିନ୍ତୁ ଦୁଇଟି ଭାରତୀୟ ଜାହାଜକୁ ଅନୁମତି ଦିଆଯାଇଥିଲା। ଏହି ଜାହାଜ ମଧ୍ୟରୁ ଗୋଟିଏ ଶିବାଲିକ, ଯିଏ ସୋମବାର (ମାର୍ଚ୍ଚ ୧୬)…

ଦିଗପହଣ୍ଡି ପୋଲିସକୁ ସଫଳତା, ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ…

ଦିଗପହଣ୍ଡି,୧୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ସୋମବାର ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସୁନାରି ସାହିର ପ୍ରଦୀପ କୁମାର ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। (ଜି.ଆର. କେସ ନଂ.୨୩୬/୨୩) ଅନୁଯାୟୀ ହତ୍ୟା ଉଦ୍ୟମ…

IDFର ଦାବି, ଅଲି ଖାମେନେଇଙ୍କ ବିମାନ ଧ୍ବସଂ କଲା ଇସ୍ରାଏଲ

ନୂଆଦିଲ୍ଲୀ,୧୬।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ସୋମବାର ସକାଳେ ଇସ୍ରାଏଲ ତେହେରାନର ମେହରାବାଦ ବିମାନବନ୍ଦର ଉପରେ ଏକ ବଡ଼ ଧରଣର ଆକ୍ରମଣ କରିଥିଲା । ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଦାବି କରିଛି ଯେ ସେମାନଙ୍କର ବାୟୁସେନା ଇରାନର ସର୍ବୋଚ୍ଚ ନେତା ଆୟତୁଲ୍ଲା…

IPL ୨୦୨୬ ଅଧିନାୟକ ତାଲିକା: ୨୪ ବର୍ଷୀୟ ଖେଳାଳିଙ୍କୁ ଅଧିନାୟକତ୍ୱ ଦେଲା ଏହି ଦଳ

ନୂଆଦିଲ୍ଲୀ,୧୬।୩: IPL ୨୦୨୬ ମାର୍ଚ୍ଚ ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ସିଜିନ ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ମ୍ୟାଚ ସହିତ ଆରମ୍ଭ ହେବ। ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ଏପର୍ଯ୍ୟନ୍ତ କେବଳ ୨୦…

ଯେତେ ଲଢିବା କଥା ଲଢନ୍ତୁ ଇରାନ, ଇସ୍ରାଏଲ, ଆମେରିକା: ଏଥିରୁ ରକ୍ଷା ପାଇବାର ରାସ୍ତା ପାଇଗଲା ଭାରତ

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ଦେଶରେ ଗ୍ୟାସ ଅଭାବ ମଧ୍ୟରେ, ନୂଆଦିଲ୍ଲୀ ନିରନ୍ତର ପଦକ୍ଷେପ ନେଉଛି। ଆର୍ଥିକ ସଙ୍କଟର ଆଶଙ୍କା ମଧ୍ୟରେ ନରେନ୍ଦ୍ର ମୋଦି ଇରାନ ସହିତ ଆଲୋଚନା କରୁଥିବାବେଳେ ଏପଟେ ମଧ୍ୟ ଆମେରିକା ସହିତ ଭଲ ସମ୍ପର୍କ…

ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…

ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜେପି ଘୋଡ଼ା ବେପାର କରୁଛି କହିଥିଲି । ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?