Home Left

ଉତ୍ତରାଖଣ୍ଡ ସରକାରଙ୍କ ନୂଆ ସ୍କିମ୍‌: ଅନ୍ୟ ଧର୍ମରେ ବିବାହ କଲେ ମିଳିବ ୫୦ ହଜାର ପ୍ରୋତ୍ସାହନ ରାଶି

ଡେରାଡୁନ,୨୨।୧୧: ଗୋଟିଏ ପଟେ ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ ଓ ହରିଆଣା ଭଳି ଭାଜପା ଶାସିତ ରାଜ୍ୟରେ ଲଭ ଜିହାଦ ବିରୋଧରେ ଯେଉଁଠାରେ କଡ଼ା ଆଇନ ପ୍ରଣୟନ କରିବାକୁ ନିଷ୍ପତ୍ତି ନିଆଯାଉଛି। ସେଠାରେ ଉତ୍ତରାଖଣ୍ଡ ସରକାର ଅନ୍ୟ ଧର୍ମ କିମ୍ବା ଜାତିରେ ବିବାହ କରୁଥିବା…

ପାକିସ୍ତାନକୁ ଧମକ ଦେଲେ ଗୁଗୁଲ, ଫେସବୁକ୍‌, ଟୁଇଟର

ଇସ୍‌ଲାମାବାଦ,୨୨ ।୧୧: ପାକିସ୍ତାନରେ ଡିଜିଟାଲ ମିଡିଆକୁ ନେଇ ହୋଇଥିବା ନୂଆ ନିୟମ ଯୋଗୁ ଏବେ ଉଠିଛି ବିବାଦ । ଏହାକୁ ନେଇ ଗୁଗୁଲ ,ଫେସବୁକ୍‌, ଟୁଇଟର ଭଳି ବଡ ଟେକ୍ କମ୍ପାନୀ ଦେଶ ଛାଡିବାକୁ ଧମକ ଦେଇଛନ୍ତି । ନୂଆ ନିୟମ…

କଂଗ୍ରେସ ଏକ ଦୁର୍ବଳ ବିରୋଧୀ ଦଳ: ସିବଲ୍‌

ନୂଆଦିଲ୍ଲୀ,୨୨।୧୧: ବିହାର ନିର୍ବାଚନରେ କଂଗ୍ରେସର ଖରାପ ପ୍ରଦର୍ଶନ ନେଇ ଦଳରେ ଫାଟ ବଢ଼ିବାରେ ଲାଗିଛି। ଲଗାତାର କଂଗ୍ରେସର ବରିଷ୍ଠ ସଦସ୍ୟ କପିଲ ସିବଲ ଦଳର ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇବାରେ ଲାଗିଛନ୍ତି। ନେତୃତ୍ୱ ଦୁର୍ବଳ ହେଉଥିବାରୁ ଦଳ ସାଂଗଠନିକସ୍ତରରେ ସୁଦୃଢ଼ ହୋଇପାରୁ…

ମୃତ କରୋନା ଆକ୍ରାନ୍ତ ଶ୍ରାଦ୍ଧର ଗୋଟିଏ ଦିନ ପୂର୍ବରୁ ଫେରିଲେ ଘରକୁ

କୋଲକାତା,୨୨।୧୧: କରୋନା ମହାମାରୀ ଯୋଗୁ ଦେଶରେ ଆତଙ୍କ ଜାରି ରହିଛି। ଏପରିସ୍ଥଳେ ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଅଞ୍ଚଳରେ ହସ୍ପିଟାଲ ପକ୍ଷରୁ ମୃତ ଘୋଷଣା କରାଯାଇଥିବା ଜଣେ କରୋନା ଆକ୍ରାନ୍ତ ତାଙ୍କ ଶ୍ରାଦ୍ଧର ଗୋଟିଏ ଦିନ ପୂର୍ବରୁ ଘରକୁ ଫେରିଛନ୍ତି। ଏହାଯୋଗୁ…

୧୫ ଘଣ୍ଟାର ପଚରା ଉଚରା ପରେ ଭାରତୀଙ୍କ ସ୍ୱାମୀ ଗିରଫ, ଏବେ ହେବ ମେଡିକାଲ ଟେଷ୍ଟ

ମୁମ୍ବାଇ,୨୨ ।୧୧: ବଲିଉଡ୍ ଡ୍ରଗ୍ସ ମାମଲାରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ରବିବାର କମେଡିଆନ୍ ଭାରତୀ ସିଂଙ୍କ ସ୍ୱାମୀ ହର୍ଷ ଲିମ୍ବାଚିୟାଙ୍କୁ ଗିରଫ କରିଛି । ତାଙ୍କୁ ଗିରଫ କରିବା ପୂର୍ବରୁ ଯାଞ୍ଚ ଏଜେନ୍ସି ପାଖାପାଖି ୧୫ ଘଣ୍ଟା ପଚରା ଉଚରା କରିଛି…

ବ୍ରିଟେନ ଲେବର ପାର୍ଟିରୁ ମେଘନାଦ ଦେଶାଇଙ୍କ ଇସ୍ତଫା

ଲଣ୍ଡନ, ୨୨।୧୧: ଭାରତୀୟ ବଂଶୋଦ୍ଭବ ଅର୍ଥନୀତିଜ୍ଞ ତଥା ଲେଖକ ଲର୍ଡ ମେଘନାଦ ଦେଶାଇ ବ୍ରିଟେନର ବିରୋଧୀ ଦଳ ଲେବର ପାର୍ଟିର ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଜାତିବାଦକୁ ସଫଳତାର ସହ ମୁକାବିଲା କରିବାରେ ଦଳ ବିଫଳ ହୋଇଥିବା ଦର୍ଶାଇ ସେ ଏଭଳି…

କୋଭିଡ୍‌ ପରୀକ୍ଷା ବଢ଼ାଇବାକୁ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨୨।୧୧: ସଂକ୍ରମଣ ବଢ଼ିଚାଲିଥିବାରୁ ଏହାକୁ ନଜରରେ ରଖି କୋଭିଡ୍‌ ପରୀକ୍ଷା ବଢ଼ାଇବା ଲାଗି କେନ୍ଦ୍ର ସରକାର ଶନିବାର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ପରାମର୍ଶ ଦେଇଛନ୍ତି। ୟୁରୋପ ଓ ଆମେରିକୀୟ ଦେଶଗୁଡ଼ିକରେ ଦୈନିକ ସଂକ୍ରମଣ ମାମଲା କ୍ରମାଗତ ଭାବେ ବଢ଼ିଚାଲିଛି।…

ମିଥ୍ୟା ନପୁଂସକତା ଅଭିଯୋଗ ନିଷ୍ଠୁରତା

ନୂଆଦିଲ୍ଲୀ, ୨୨।୧୧(ପି.ଟି.): ମିଥ୍ୟା ନପୁଂସକତା ଅଭିଯୋଗ ଆଣିବା ନିଷ୍ଠୁରତା ବୋଲି ଦିଲ୍ଲୀ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସ୍ବାମୀଙ୍କଠାରୁ ଅଲଗା ରହୁଥିବା ଜଣେ ମହିଳା ତାଙ୍କ ବିରୋଧରେ ଯୌନ ଅକ୍ଷମତା ଅଭିଯୋଗ ଆଣିଥିଲେ। ଉକ୍ତ ବ୍ୟକ୍ତିଙ୍କୁ ଛାଡ଼ପତ୍ର ପାଇଁ ତଳକୋର୍ଟ…

ଶରଣାର୍ଥୀ ଥଇଥାନକୁ ନେଇ ତ୍ରିପୁରା ଜଳୁଛି

ଅଗରତାଲା, ୨୨।୧୧: ବ୍ରୁ ଶରଣାର୍ଥୀମାନଙ୍କ ଥଇଥାନ ବିରୋଧରେ ବିକ୍ଷୋଭ ଶନିବାର ହିଂସାତ୍ମକ ରୂପ ନେଇଛି। ବିକ୍ଷୋଭକାରୀଙ୍କୁ ଘଉଡ଼ାଇବାକୁ ଯାଇ ପୋଲିସ ଗୁଳି ଚଳାଇବାରୁ ଜଣଙ୍କର ମୃତ୍ୟୁ ଘଟିବା ସହ ଅନ୍ୟ କେତେଜଣ ଆହତ ହୋଇଛନ୍ତି। ଶରଣାର୍ଥୀ ଥଇଥାନ ବିରୋଧରେ ମିଳିତ ଆନ୍ଦୋଳନ…

ଶ୍ରମିକଙ୍କୁ ବାଟଖର୍ଚ୍ଚ ଦେବେ ନିଯୁକ୍ତିଦାତା

ନୂଆଦିଲ୍ଲୀ, ୨୨ା୧୧: ପ୍ରବାସୀ ଶ୍ରମିକଙ୍କ କଲ୍ୟାଣ ଓ ପରିବାର ପ୍ରତି ସେମାନଙ୍କ କର୍ତ୍ତବ୍ୟକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଶ୍ରମ ନିୟମାବଳୀରେ କେତେକ ପରିବର୍ତ୍ତନ ଆଣିବାକୁ ଯାଉଛନ୍ତି। ଏହି ଚିଠା ନିୟମାବଳୀ ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ପାଇଛି। ଏହା ଉପରେ…

ଆଇନ ଊର୍ଦ୍ଧ୍ୱରେ ଆଜୀବନ ରାଷ୍ଟ୍ରପତି

ମସ୍କୋ,୨୨ା୧୧:୬୮ ବର୍ଷୀୟ ରୁଷୀୟ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୨୦୦୦ ମସିହାରୁ କ୍ଷମତାର ଶୀର୍ଷରେ ରହିଛନ୍ତି। କେତେବେଳେ ପ୍ରଧାନମନ୍ତ୍ରୀ ତ ପୁଣି କେବେ ରାଷ୍ଟ୍ରପତି ପଦ ଅଳଙ୍କୃତ କରି କ୍ଷମତାର ଭରପୂର ଉପଯୋଗ କରିଛନ୍ତି। ପୁଟିନଙ୍କ ଦୁଇ ଝିଅ ଅଛନ୍ତି। ସେ ଉଭୟଙ୍କ…

ଲଡୁଗାଁରେ ଖରିଫ ମଣ୍ଡି ଉଦ୍‌ଘାଟିତ

କୋକସରା,୨୨।୧୧(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁରେ ମଣ୍ଡି ଶୁଭାରମ୍ଭ ହୋଇଛି । ଲଡୁଗାଁ ନିୟନ୍ତ୍ରଣ ବଜାର କମିଟି ପ୍ରାଙ୍ଗଣରେ ଚାଷୀ କମିଟି ସଦସ୍ୟ, ପ୍ୟାକ୍ସ କର୍ମଚାରୀ, ଆରଏମସି କର୍ମଚାରୀ ଓ ଶ୍ରମିକ ଉପସ୍ଥିତ ଥିଲେ । ଏହି ଅବସରରେ ଧାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri