Home Left

ରଣବୀରଙ୍କ ନୂଆ ବିଜ୍ଞାପନ ଦେଖି ରାଗିଗଲେ ସୁଶାନ୍ତଙ୍କ ପ୍ରଶଂସକ: ଜାଣନ୍ତୁ କାହିଁକି…

ବଲିଉଡ୍‌ର ସ୍ବର୍ଗତ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ଇତିମଧ୍ୟରେ ୫ ବର୍ଷରୁ ଊର୍ଦ୍ଧ୍ୱ ସମୟ ହୋଇଗଲାଣି। ହେଲେ ଏବେ ପର୍ଯ୍ୟନ୍ତ ପ୍ରଶଂସକମାନେ ତାଙ୍କୁ ଭୁଲିପାରି ନାହାନ୍ତି। ତେବେ ସୁଶାନ୍ତଙ୍କ ମୃତ୍ୟୁ ରହସ୍ୟ ଏବେ ପର୍ଯ୍ୟନ୍ତ ସାମ୍ନାକୁ ଆସି ନାହିଁ। ଏହାରି…

ମୁଣ୍ଡିଗୁଡ଼ା-ଆମ୍ବଗାଁ ରାସ୍ତା ମରଣଯନ୍ତା

ଡାବୁଗାଁ,୨୦ା୧୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଘୋଡାଖୁଣ୍ଟା ପଞ୍ଚାୟତ ମୁଣ୍ଡିଗୁଡା ଗ୍ରାମ ଛକରୁ ଆମ୍ବଗାଁ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା। ଦୈନିକ ହଜାର ହଜାର ଗାଡ଼ି ଏହି ରାସ୍ତା ଦେଇ ଯାତାୟାତ କରୁଛି। ଯାତ୍ରୀମାନଙ୍କ ଧନଜୀବନ ନଷ୍ଟ ହେବାର ଆଶଙ୍କା ରହିଥିବା…

ଚିୟରଲିଡର୍ସଙ୍କୁ ଦେଖି ଖେଳାଳିଙ୍କ ଧ୍ୟାନ ଭାଙ୍ଗେ କି ନାହିଁ, କ୍ରିକେଟର୍‌ ଦେଲେ ଏମିତି ଜବାବ

ଭାରତୀୟ ଦଳର ପୂର୍ବତନ କ୍ରିକେଟର ସୁରେଶ ରାଇନା ନିକଟରେ ସ୍ତ୍ରୀ ପ୍ରିୟଙ୍କା ଚୌଧୁରୀଙ୍କ ସହ ଦି କପିଲ ଶର୍ମା ଶୋ’ରେ ଯୋଗ ଦେଇଥିଲେ। କମେଡି କିଙ୍ଗ୍‌ କପିଲ ଶର୍ମା ସବୁଥର ପରି ଶୋ ସମୟରେ ଅନେକ ମଜାଦାର କଥା କହିବା ସହ…

ମାତାପିତାଙ୍କ ଆକାଉଣ୍ଟରୁ ୧୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ନେଇ ଘରୁ ଫେରାର ହୋଇଯାଇଥିଲେ ଏହି ଯୁବତୀ, ଜାଣନ୍ତୁ କାରଣ

ଲଣ୍ଡନ,୨୦ା୧୧: ବ୍ରିଟେନର ଜଣେ ଯୁବତୀ ତାଙ୍କ ମାତାପିତାଙ୍କ ସଞ୍ଚିତ ଅର୍ଥରୁ ୧୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ନେଇ ଘରୁ ଲୁଚି ପଳାଇଥିଲେ। ଯାହାକି ପରେ ଏହି ଯୁବତୀଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡ ମିଳିଥିଲା। ବର୍ତ୍ତମାନ ତାଙ୍କ ମାତାପିତା ଝିଅଙ୍କୁ କ୍ଷମା…

ଚାଇନାର ନୂଆ ଚାଲ: ଡୋକଲାମ ନିକଟରେ ଗଢିଲାଣି ଗାଁ!

ନୂଆଦିଲ୍ଲୀ,୨୦ ।୧୧: ଭାରତ-ଚାଇନା ସୀମା ବିବାଦକୁ ନେଇ ପୁଣିଥରେ ଉତ୍ତେଜନା ପରିସ୍ଥିତି ଉପୁଜି ପାରେ ବୋଲି ଆଣଙ୍କା କରାଯାଉଛି । ମିଳିଥିବା ସୂଚନାରୁ ଜଣାପଡିଛି କି ଚାଇନା ସିକ୍କିମ ନିକଟରେ ଏକ ଗାଁ ଗଢିଥିବା ଜଣାପଡିଛି । ଏହା ପଡୋଶୀ ଦେଶ…

ସ୍ତ୍ରୀଙ୍କୁ କୁରାଢ଼ୀରେ ଛେଚି ହତ୍ୟା କଲେ ସ୍ବାମୀ

ବାରିପଦା ଅଫିସ,୨୦।୧୧: ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ମାଳିହତା ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶିବପ୍ରସାଦ ମହାନ୍ତ ସ୍ତ୍ରୀ ପାର୍ବତୀ ମହାନ୍ତଙ୍କୁ କୁରାଢୀରେ ଛେଚି ଅତି ନୃଶଂସଭାବେ ହତ୍ୟା କରିଛନ୍ତି। ପ୍ରକାଶ ଯେ, ପାରିବାରିକ କଳହ…

ଆପଣ ଏସବୁ ପାସଓ୍ବାର୍ଡ ରଖିଛନ୍ତି କି, ତୁରନ୍ତ ବଦଳାନ୍ତୁ: ନଚେତ୍‌…

ନୂଆଦିଲ୍ଲୀ,୨୦।୧୧: ୨୦୨୦ର ସବୁଠୁ ଦୁର୍ବଳ ପାସୱାର୍ଡର ତାଲିକା ପ୍ରକାଶ ପାଇଛି। ଏଥିରେ କେତେଥର ପାସୱାର୍ଡ ଲିକ ହୋଇଛି କିମ୍ବା କେତେ ଥର ବ୍ୟବହାର କରାଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ଦିଆଯାଇଛି। ଏକ ରିପୋର୍ଟ ଅନୁଯାୟୀ, ସହଜରେ ମନେ ରଖିବା ପାଇଁ…

ଓ୍ବାଟର ବେବି କାଜଲ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କାଜଲ ଅଗ୍ରଓ୍ବାଲ ନିକଟରେ ବ୍ୟବସାୟୀ ଗୌତମ କିଚଲୁଙ୍କୁ ବିବାହ କରିଛନ୍ତି। ଏବେ ଏବେ  କାଜଲ ସ୍ବାମୀ ଗୌତମଙ୍କ ସହ ମାଳଦ୍ୱୀପରେ ହନିମୁନ୍‌ କରି ମୁମ୍ବାଇ ଫେରି ଆସିଛନ୍ତି। ତେବେ ସୋସିଆଲ ମିଡିଆରେ ସେମାନଙ୍କର ହନିମୁନ୍‌ର ଫଟୋ ଭାଇରାଲ…

୪ ମାସ ମଧ୍ୟରେ ଭାରତକୁ ମିଳିଯିବ କରୋନା ଟିକା, ଜାଣନ୍ତୁ କେତେ ରହିବ ଦାମ୍‌

ନୂଆଦିଲ୍ଲୀ,୨୦।୧୧: କରୋନା ଟିକା କେବେ ଆସିବ ତାଙ୍କୁ ନେଇ ପ୍ରଶ୍ନବାଚୀ ସୃଷ୍ଟି। ବିଶ୍ୱର ଅନେକ ଦେଶ ଟିକା ପରୀକ୍ଷଣରେ ଲାଗିପଡିଛନ୍ତି। ସେହିପରି ଭାରତରେ ମଧ୍ୟ ଟିକା ପରୀକ୍ଷଣ ତୃତୀୟ ପର୍ଯ୍ୟାୟରେ ପହଞ୍ଚିଛି। ତେବେ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ତିଆରି କରିଥିବା କରୋନା ଟିକା…

ପୁଣି ଥରେ ବାପା ହେବାକୁ ଯାଉଛନ୍ତି ଏହି ପ୍ରସିଦ୍ଧ ଅଭିନେତା!

କମେଡି କିଙ୍ଗ୍‌ କପିଲ ଶର୍ମାଙ୍କୁ ନେଇ ଏକ ଖୁସି ଖବର ସାମ୍ନାକୁ ଆସିଛି। ତାଙ୍କ ପରିବାରକୁ ଆଉ ଜଣେ ନୂଆ ସଦସ୍ୟ ଆସୁଛନ୍ତି। ଅର୍ଥାତ୍‌ କପିଲ ପୁଣିଥରେ ବାପା ହେବାକୁ ଯାଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ, କପିଲଙ୍କ ସ୍ତ୍ରୀ ଗିନ୍ନି ଦ୍ୱିତୀୟ…

ରାଜଧାନୀରୁ ୩୦ ଲକ୍ଷ ଟଙ୍କା ସହ ଧରାପଡ଼ିଲେ ଜଣେ ଯୁବକ

ଭୁବନେଶ୍ୱର,୨୦ା୧୧(ବ୍ୟୁରୋ): ରାଜଧାନୀର ଖଣ୍ଡଗିରି ତପୋବନ ପେଟ୍ରୋଲ ପମ୍ପ ପାଖରୁ ୩୦ ଲକ୍ଷ ଟଙ୍କା ସହ ଜଣେ ଯୁବକ ଧରା ପଡ଼ିଥିବା ସୂଚନା ମିଳିଛି। ଖଣ୍ଡଗିରି ପୋଲିସ ଯୁବକଙ୍କୁ ଧରି ପଚରାଉଚରା କରୁଛି । ଉକ୍ତ ଯୁବକଜଣକ ପାରଳାଖେମୁଣ୍ଡିରୁ ଟଙ୍କା ଆଣିଥିବା ପୋଲିସ…

ବିବାହ ନ କରି ପିତା ହୋଇଥିଲେ ଏହି ଅଭିନେତା

ଅଶୀ ଦଶକର ସୁପରଷ୍ଟାର ଜିତେନ୍ଦ୍ରଙ୍କ ପୁଅ ତୁଷାର କପୁର କିନ୍ତୁ ବଲିଉଡରେ ନିଜ କରିସ୍ମା ଦେଖାଇ ପାରିନାହାଁନ୍ତି। ସେ ନିଜ କ୍ୟାରିୟରରେ ଯେତିକି ଅଧିକ ହିଟ ପିଲ୍ମ ଦେଇ ନାହାଁନ୍ତି, ତା’ଠାରୁ ଅଧିକ ଫ୍ଲପ ଫିଲ୍ମରେ କାମ କରିଛନ୍ତି। ତାଙ୍କ ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri