ଚାଷୀଙ୍କ ପରେ ବ୍ୟାଙ୍କ କର୍ମଚାରୀ
କରୋନା ଲକ୍ଡାଉନ୍ ସାରା ଦେଶର ଅର୍ଥନୀତିକୁ ଉଜାଡ଼ି ଦେଇଥିବାରୁ ଅର୍ଥ ବ୍ୟବସ୍ଥାକୁ ସଜାଡ଼ିବା କେନ୍ଦ୍ର ସରକାରଙ୍କ ପ୍ରଥମ କର୍ତ୍ତବ୍ୟ ହେବା ଆବଶ୍ୟକ। କିନ୍ତୁ ସରକାର ବିପର୍ଯ୍ୟସ୍ତ ଅର୍ଥନୀତିକୁ ଟ୍ରାକ୍କୁ ଫେରାଇ ଆଣିବା ପରିବର୍ତ୍ତେ ଏହାକୁ ଆହୁରି ବିପଦ ମଧ୍ୟକୁ ଠେଲିଦେବା ଭଳି…
ସ୍ବପ୍ନରେ ଆପଣ ଏହି ୪ ଜିନିଷ ଦେଖୁଛନ୍ତି କି? ହୋଇପାରେ ଏଭଳି ଅଶୁଭ ସଙ୍କେତ, ଜାଣନ୍ତୁ କିଭଳି କରିବେ…
ସ୍ବପ୍ନ ଦୁଇ ପ୍ରକାରର। ସୁସ୍ବପ୍ନ ଆଉ ଦୁଃସ୍ବପ୍ନ। ସ୍ବପ୍ନ ଭଲ ହେଉ ଅବା ଖରାପ, ସେ ବିଷୟରେ ସଠିକ୍ ଜ୍ଞାନ ଥିଲେ ଜୀବନରେ ଆସୁଥିବା ବିପଦରୁ ନିଜକୁ ରକ୍ଷା କରି ହୁଏ। କାରଣ ସ୍ବପ୍ନ ମନୁଷ୍ୟର ସ୍ବାସ୍ଥ୍ୟ, ସମ୍ପଦ, ବ୍ୟାପାର, ଆଧ୍ୟାତ୍ମ୍ୟ,…
ସୌଦି ଆରବରେ ଭାରତୀୟ ହିନ୍ଦୁଙ୍କ ମୃତଦେହକୁ ପୋତା ଯାଇଥିବା ଅଭିଯୋଗ
ନୂଆଦିଲ୍ଲୀ,୧୬।୩ : ଦିଲ୍ଲୀ ହାଇକୋର୍ଟଙ୍କ ସାମ୍ନାକୁ ଆସିଛି ଏକ ବିଚିତ୍ର ମାମଲା। ସୌଦି ଆରବରେ ଜଣେ ଭାରତୀୟ ହିନ୍ଦୁଙ୍କୁ ଭୁଲ ବଶତଃ ମୁସଲିମ ପରମ୍ପରା ରୀତିନୀତିରେ ପୋତି ଦିଆଯାଇଛି। ମୃତ୍ୟୁ ପ୍ରମାଣପତ୍ରରେ ଧର୍ମ ପାଇଁ ନିର୍ଦ୍ଧାରିତ ସ୍ଥାନରେ ହିନ୍ଦୁ ବଦଳରେ ମୁସଲିମ…
ଶରୀର ସହିତ ତ୍ୱଚା ପାଇଁ ମଧ୍ୟ ବରଦାନ ସଦୃଶ ଗ୍ରୀନ ଟି
ଗ୍ରୀନ ଟି ଅଧିକ ଲାଭଦୟକ । ଏହା ଶରୀର ସହିତ ତ୍ୱଚା ପାଇଁ ମଧ୍ୟ ବରଦାନ ସଦୃଶ ହୋଇଥାଏ। ତ୍ୱଚା ସମସ୍ୟ ଯାଥା କଳା ଦାଗ, ଚର୍ମକୁଞ୍ଚନରୁ ଏହା ମୁକ୍ତି ଦେଇଥାଏ। ଏଥିରେ ଥିବା ଆଣ୍ଟି ଅକ୍ସିଡେଣ୍ଟର ଗୁଣ ଆଖିତଳୁ…
ଇସ୍ତଫା ଦେଲେ ମୋଦିଙ୍କ ମୁଖ୍ୟ ପରାମର୍ଶଦାତା
ନୂଆଦିଲ୍ଲୀ,୧୬।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମୁଖ୍ୟ ପରାମର୍ଶଦାତା ପି. କେ. ସିହ୍ନା ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏଭଳି ପଦକ୍ଷେପ ପଛରେ ବ୍ୟକ୍ତିଗତ କାରଣ ରହିଛି। ପୂର୍ବତନ କ୍ୟାବିନେଟ୍ ସଚିବ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଗତ ୧୮ ମାସ…
ଟସ୍ ଯିଏ ଜିତିଲା ମ୍ୟାଚ୍ ତା’ର
ଅହମ୍ମଦାବାଦ୍,୧୬।୩ : ଇଂଲଣ୍ଡ ଓ ଭାରତ ମଧ୍ୟରେ ଚାଲିଥିବା ୫ ମ୍ୟାଚ୍ ବିଶିଷ୍ଟ ଟି୨୦ ମ୍ୟାଚ୍ରେ ୩ୟ ମ୍ୟାଚ୍ ପର୍ଯ୍ୟନ୍ତ ଏକ ସମାନ ଧାରା ଦେଖିବାକୁ ମିଳୁଛି। ଟସ୍ ଯିଏ ଜିତିଲା ମ୍ୟାଚ୍ ତା’ର। ପୂର୍ବ ଦୁଇ ମ୍ୟାଚ୍ ଭଳି ଏଥର…
‘ ଭାଜପା ପାଇଁ ଭୋଟ ନାହିଁ ’ ପୋଷ୍ଟର
କୋଲକାତା,୧୬।୩ : ଭାଜପା-ତୃଣମୂଳ କଂଗ୍ରେସ ମଧ୍ୟରେ ପଶ୍ଚିମବଙ୍ଗ ହାତେଇବା ପାଇଁ ଚାଲିଥିବା ଯୁଦ୍ଧ ଏବେ ପହଞ୍ଚିଛି କୋଲକାତାର ଆଇକ୍ନିକ କଫି ହାଉସରେ। କଲେଜ ଷ୍ଟ୍ରିଟ୍ରେ ଥିବା କଫି ହାଉସର ପ୍ରଥମ ଫ୍ଲୋରରେ ଲାଗିଥଲା ଭାଜପା ବିରୋଧୀ ପୋଷ୍ଟର, ଯେଉଁଥିରେ ‘ଭାଜପା ପାଇଁ…
ବିଶ୍ୱର ସବୁଠୁ ପ୍ରଦୂଷିତ ୩୦ ସହର ମଧ୍ୟରୁ ଭାରତର ୨୨
ନୂଆଦିଲ୍ଲୀ,୧୬।୩ : ଦେଶର ଲୋକଙ୍କୁ ଚିନ୍ତାରେ ପକାଇଲା ଭଳି ଏକ ତଥ୍ୟ ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ବିଶ୍ୱର ସବୁଠୁ ପ୍ରଦୂଷିତ ୩୦ ସହର ମଧ୍ୟରେ ରହିଛି ଭାରତର ୨୨ଟି ସିଟି। ଆଉ ଦିଲ୍ଲୀକୁ ସବୁଠୁ ପ୍ରଦୂଷିତ ରାଜଧାନୀ ମାନ୍ୟତା…
କୋହଲିଙ୍କ ଓ୍ବାନ ମ୍ୟାନ୍ ଶୋ
ଅହମ୍ମଦାବାଦ୍,୧୬।୩ : ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ୩ୟ ଟି୨୦ ମ୍ୟାଚ୍ରେ ଦେଖିବାକୁ ମିଳିଛି ଟିମ୍ ଇଣ୍ଡିଆ ଅଧିନାୟକ ବିରାଟ କୋହଲିଙ୍କ ଓ୍ବାନ ମ୍ୟାନ ଶୋ। ଦଳର ପ୍ରାୟ ସମସ୍ତ ବ୍ୟାଟ୍ସମ୍ୟାନ ଫେଲ୍ ମାରିଥିଲେ। କିନ୍ତୁ ଇଂଲଣ୍ଡ…
୨ ମାସ ମଧ୍ୟରେ ବଳାତ୍କାର ପୀଡ଼ିତାଙ୍କୁ ମିଳିଲା ନ୍ୟାୟ
ଲକ୍ଷ୍ନୌ,୧୬।୩ : ଉତ୍ତର ପ୍ରଦେଶରେ ଏଟାଓ୍ବା ଜିଲାର ଜଣେ ବଳାତ୍କାର ଅଭିଯୁକ୍ତଙ୍କୁ ଘଟଣାର ୫୫ ଦିନରେ ଆଜୀବନ କାରଦଣ୍ଡ ଶୁଣାଇଛନ୍ତି କୋର୍ଟ। ଆମ ଦେଶରେ ଏତେ ଶୀଘ୍ର ନ୍ୟାୟ ମିଳିବା ଘଟଣା ବୋଧହୁଏ ପ୍ରଥମ। ତେବେ ସ୍ଥାନୀୟ ପୋଲିସ ଅଧିକାରୀଙ୍କ ତଦନ୍ତ…
ଫେଲ୍ ମାରିଲେ ଓପନର
ଅହମ୍ମଦାବାଦ୍,୧୬।୩ : ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମଙ୍ଗଳବାର ଚାଲିଥିବା ଇଂଲଣ୍ଡ ବିପକ୍ଷ ୩ୟ ଟି୨୦ ମ୍ୟାଚ୍ରେ ଟିମ୍ ଇଣ୍ଡିଆର ଫେଲ୍ ମାରିଛନ୍ତି ଦୁଇ ଓପନର। ପୂର୍ବ ମ୍ୟାଚ୍ ଭଳି ଏଥର ମଧ୍ୟ ଖାତା ଖୋଲିବାକୁ ସକ୍ଷମ ହୋଇ ନାହାନ୍ତି ଲୋକେଶ…
ରେଳବାଇ ଭାରତର ସମ୍ପତ୍ତି, ଏହାର ଘରୋଇକରଣ କେବେ ବି ହେବନାହିଁ: ରେଳମନ୍ତ୍ରୀ
ନୂଆଦିଲ୍ଲୀ,୧୬।୩: ରେଳ ମନ୍ତ୍ରୀ ପୀୟୁଷ ଗୋୟଲ ମଙ୍ଗଳବାର ସ୍ପଷ୍ଟ କରିଛନ୍ତି ଯେ ରେଳବାଇ ଭାରତର ସମ୍ପତ୍ତି। ଏହାର ଘରୋଇକରଣ କେବେହେଲେ କରାଯିବ ନାହିଁ। ଯାତ୍ରୀମାନଙ୍କୁ ଭଲ ସୁବିଧା ମିଳିବା ଲାଗି ତଥା ରେଳ ମାଧ୍ୟମରେ ଅର୍ଥନୀତିକୁ ମଜଭୂତ କରିବା ଭଳି କାର୍ଯ୍ୟ…

