Home Left

ରାଜଧାନୀରେ ଗାଡ଼ି ଚଳାଇବା ସମୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ!

ନୂଆଦିଲ୍ଲୀ,୧୯ ।୧୧: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ପୁଣିଥରେ ବଢି ଯାଇଛି । ଏହାକୁ ଦେଖି ବୁଧବାର ସରକାର ହାଇକୋର୍ଟଙ୍କୁ କହିଛନ୍ତି ଯେ ରାଜଧାନୀରେ ଗାଡ଼ି ଚଳାଇବା ସମୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ । ଏପ୍ରିଲ ମାସରେ ଏହା ଲଗୁ କରାଯାଇଥିବା…

କରୋନା, ଇବୋଲା ପରେ ଆଉ ଏକ ମାରାତ୍ମକ ରୋଗ ଚିହ୍ନଟ, ଲୋକଙ୍କଠାରେ ପ୍ରକାଶ ପାଇବ ଏସବୁ ଲକ୍ଷଣ

ଆମେରିକାର ରୋଗ ନିୟନ୍ତ୍ରଣ ଏବଂ ପ୍ରତିରୋଧ କେନ୍ଦ୍ରର ଅନୁସନ୍ଧାନକାରୀମାନେ ଏକ ବିରଳ ଭୂତାଣୁ ଆବିଷ୍କାର କରିଛନ୍ତି, ଯାହା ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟ ଜଣଙ୍କୁ ସଂକ୍ରମଣ ହେବାର ଆଶଙ୍କା ରହିଥାଏ। ଏହି ଭୂତାଣୁ ଠିକ୍‌ ଇବୋଲା ପରି ଜ୍ୱର ବ୍ୟାପିଥାଏ। ୨୦୧୯ରେ ବୈଜ୍ଞାନିକମାନେ…

ଜନବସତି ଉପରେ ତାଲିବାନର ମୋର୍ଟାର ମାଡ଼: ୭ ସାଧାରଣ ଲୋକ ମୃତ

କାବୁଲ,୧୯।୧୧: ଆଫଗାନିସ୍ତାନରେ ତାଲିବାନ ଆତଙ୍କବାଦୀ ସଂଗଠନ ପକ୍ଷରୁ ଜନବସତିକୁ ଟାର୍ଗେଟ୍‌ କରାଯାଇଛି। ତାଲିବାନର ମୋର୍ଟାର ମାଡ଼ରେ ୭ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ମହିଳା ଏବଂ ଛୋଟ ଶିଶୁଙ୍କ ସମେତ ୬ ଜଣ ଆହତ ହୋଇଛନ୍ତି। ଆପଗାନିସ୍ତାନର ଉତ୍ତର-ପୂର୍ବ…

କ୍ଷେତ୍ରରେ ଆଖୁ ଚୋବାଉଛନ୍ତି ଏହି କ୍ରିକେଟର୍‌

ଭାରତୀୟ କ୍ରିକେଟ ଦଳର ପୂର୍ବତନ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ୍‌ ସୁରେଶ ରାଇନା ଖରାପ ଫର୍ମ ଯୋଗୁ ଏବେ ଦଳରୁ ବିଦା ହୋଇଛନ୍ତି। କ୍ରିକେଟରୁ ଦୂରେଇ ଏବେ ସେ ଗାଁରେ ନିଜ ପରିବାର ସହ ସମୟ ବିତାଉଛନ୍ତି। ଏହି ସମୟରେ ସେ ଗାଁରେ ଥିବା…

୨୨ ବର୍ଷୀୟ ଅଦନାନଙ୍କ ଅଛନ୍ତି ୩ ସ୍ତ୍ରୀ: ଚତୁର୍ଥ ବିବାହ ପାଇଁ ଚାଲିଛି କନିଆ ଖୋଜା, ସହଯୋଗ କରୁଛନ୍ତି ପତ୍ନୀ

ଆଜିକାଲିର ଯୁବପିଢ଼ୀ ଶିଘ୍ର ବିବାହ କରିବାକୁ ଇଚ୍ଛା ପ୍ରକାଶ କରୁନାହାନ୍ତି। ହେଲେ ପାକିସ୍ତାନର ଜଣେ ଯୁବକଙ୍କ କାହାଣୀ ଯଦି ଆପଣ ଶୁଣିବେ ଆଶ୍ଚର୍ଯ୍ୟ ହୋଇଯିବେ। କାରଣ ପାକିସ୍ତାନର ଅଦନାନ ୨୨ ବର୍ଷର ହୋଇଥିବା ବେଳେ ତିନିଟି ବିବାହ କରିଛନ୍ତି। ଏବେ ସେ…

କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ,୧୯ ।୧୧: ଦେଶରେ କରୋନା ଭାଇରସ ସଂକ୍ରମଣ ସଂଖ୍ୟା ବେଳକୁ ବେଳ ବଢିବାରେ ଲାଗିଛି । ଏହାକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି କରୋନା ସଂକ୍ରମଣରେ ଭାରତ ଅନ୍ୟ ଦେଶଠାରୁ…

ବଦଳିବ ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ ଚିତ୍ର

ପୁରୀ ଅଫିସ,୧୮ା୧୧:ବଦଳିବ ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ ଓ ଏହାର ଚତୁଃପାର୍ଶ୍ୱ ଚିତ୍ର। ଅବହେଳିତ ଅବସ୍ଥାରେ ଥିବା ଏହି ତୀର୍ଥ ପୁଷ୍କରିଣୀର ଉନ୍ନତୀକରଣ କରାଯିବ। ଐତିହ୍ୟ ପର୍ଯ୍ୟଟନ କେନ୍ଦ୍ର ଭାବେ ଏହାକୁ ବିକଶିତ କରାଯିବ। ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ଆବଶ୍ୟକ ବ୍ୟବସ୍ଥା ହେବ। ପୁଷ୍କରିଣୀକୁ…

ଖୋଲା ଆକାଶ ତଳେ ଶୋଇପାରିବେନି ପିଲା

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ):ରାଜ୍ୟର ଅଧିକାଂଶ ସହରାଞ୍ଚଳରେ ପିଲାମାନେ ନିଜ ବାସହୀନ ପରିବାରଙ୍କ ସହ ଖୋଲା ଆକାଶ ତଳେ ରହୁଛନ୍ତି। ଶୀତ ଦିନରେ କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆସିବା ସହ ଏହାର ପ୍ରକୋପ ଅଧିକ ରହିବ ବୋଲି ଆଶଙ୍କା କରାଯାଉଛି। ତେଣୁ ସେମାନଙ୍କ ସ୍ବାସ୍ଥ୍ୟ…

ପୁରୀକୁ ଆସିବାରୁ ଲୋକେ ମୋତେ ଚିହ୍ନିଲେ: ସମ୍ବିତ୍‌

ପୁରୀ ଅଫିସ, ୧୮ା୧୧:ପୁରୀକୁ ନେଇ ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଯେଉଁ ମନ୍ତବ୍ୟ ଦେଇଛନ୍ତି ତାହାକୁ ବିଭିନ୍ନ ସଙ୍ଗଠନ ଏବଂ ବ୍ୟକ୍ତିବିଶେଷ ତୀବ୍ର ବିରୋଧ କରିଛନ୍ତି। ଲେଖାଶ୍ରୀଙ୍କ ମନ୍ତବ୍ୟ ଥିଲା, ଭାରତର ଅନେକ ଲୋକ ପୁରୀକୁ କଲିକତାର ବୋଲି ଆଗରୁ ଭାବୁଥିଲେ।…

ରକ୍ତ ଦେଇ ନାବାଳକର ଜୀବନ ବଞ୍ଚାଇଲେ ଆମ୍ବୁଲାନ୍ସ କର୍ମଚାରୀ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ):ରକ୍ତ ଦେଇ ନାବାଳକର ଜୀବନ ବଞ୍ଚାଇଛନ୍ତି ଜଣେ ଆମ୍ବୁଲାନ୍ସ କର୍ମଚାରୀ। ଜଣେ ଅପରିଚିତ ରୋଗୀକୁ ରକ୍ତ ଦାନକରିଥିବା ମାନବିକତାର ପରିଚୟ ଦେଇଥିବା ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ସୁଜିତ୍‌ ସାହୁଙ୍କ ପାଖକୁ ଏବେ ପ୍ରଶଂସାର ସୁଅ ଛୁଟୁଛି। ସୂଚନା ଅନୁଯାୟୀ, ଭୁବନେଶ୍ୱର ଉପକଣ୍ଠ…

୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୫୯୨କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ୧୭…

ରାଜ୍ୟରେ ପୁଣି ୮୬୮ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୮୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୯୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୬୯ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri