କଲେଜରେ ଯୌନ ଶୋଷଣ ରୋକିବା ପାଇଁ ପୋଲିସ ଅଭିନବ ପ୍ରୟାସ
ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପୋଲିସ ପକ୍ଷରୁ ମଙ୍ଗଳବାର ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ସାମ ପାଟଣା ସଭାଗୃହରେ ପାଟଣା ପୋଲିସ ପକ୍ଷରୁ ମହିଳାଙ୍କ ପ୍ରତି ହେଉଥିବା ଯୌନ ଶୋଷଣ (ସେକ୍ସସୁଆଲ ହାରସ ମେଣ୍ଟ) ଓ ନାବାଳିକା ଙ୍କ ପ୍ରତି…
ମଣ୍ଡିରେ ଚାଷୀ ପଞ୍ଜିକରଣ ପାଇଁ ସମୟସୀମା ବୃଦ୍ଧି ଦାବି
ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ୭ ଦଫା ଦାବୀ ପୁରଣ ପାଇଁ ମଙ୍ଗଳବାର ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦସ୍ତଖତ ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଚାଷୀ ସଙ୍ଗଠନର ସଭ୍ୟ ଓ କର୍ମକର୍ତ୍ତା ବୃନ୍ଦ ଦିଗପହଣ୍ଡି…
ଅଗଷ୍ଟ ୧୧ରୁ ସମୂହ ଛୁଟିରେ ଯିବେ ରାଜସ୍ବ ଅମଲା
ବଲାଙ୍ଗିର ୧୧।୮(ସୁଶାନ୍ତ ବାରିକ) : ବହୁ ପ୍ରତୀକ୍ଷିତ ଦଶ ଦଫା ଦାବି ପୁରଣ କରିବାରେ ରାଜ୍ୟ ସରକାରଙ୍କ ସହ ଆଲୋଚନା ବିଫଳ ହେବା ପରେ ସଂଘର ପୂର୍ବନିର୍ଦ୍ଧାରିତ ନିଷ୍ପତ୍ତି ଅନୁଯାୟୀ,୧୧ ଅଗଷ୍ଟରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ରାଜସ୍ବ ଅମଲାମାନେ…
ଗୋଟିଏ ଦିନରେ ବଢିଗଲା ଗୌତମ ଆଦାନିଙ୍କ ଏତିକି କୋଟି ଟଙ୍କାର ସମ୍ପତ୍ତି, ବିଶ୍ୱର ଶ୍ରେଷ୍ଠ-୨୦ରେ କଲେ ପ୍ରବେଶ
ମୁମ୍ବାଇ,୧୨।୮: ଶେୟାର ବଜାରରେ ଲଗାତାର ଛଅ ସପ୍ତାହର ହ୍ରାସ ପରେ ସୋମବାର ତା ୮ ଅଗଷ୍ଟରେ ଏକ ବୃହତ୍ ଉଛାଳ ଦେଖିବାକୁ ମିଳିଛି। ସେନସେକ୍ସ ୭୪୬.୨୯ ପଏଣ୍ଟ ବୃଦ୍ଧି ପାଇ ୮୦,୬୦୪.୦୮ ପଏଣ୍ଟରେ ବନ୍ଦ ହୋଇଛି, ସେହିପରି ନିଫ୍ଟି ୨୨୧.୭୫ ପଏଣ୍ଟ…
କ୍ଲିନ ଦାରିଙ୍ଗବାଡି, ଗ୍ରୀନ ଦାରିଙ୍ଗବାଡି ପାଇଁ ବିଡ଼ିଓଙ୍କ ବଡ଼ ପଦକ୍ଷେପ, ପ୍ରଥମଥର ପାଇଁ…
ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକକୁ ଅନେକ ଥର ବିଜ୍ଞାପିତ ପରିଷଦ ଅଞ୍ଚଳ କରାଯିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି । ଦାରିଙ୍ଗବାଡିର ବିକାଶ ପାଇଁ ବିଜ୍ଞାପିତ ପରିଷଦ ଅଞ୍ଚଳ ହେବା ଜରୁରୀ ବୋଲି ଅଞ୍ଚଳବାସୀ କହୁଥିବା ବେଳେ…
ଟ୍ରମ୍ପଙ୍କ ଟାରିଫ୍ ଧମକ ମଧ୍ୟରେ ଭାରତ ଏହି ଧନୀ ଦେଶ ସହ କରିବାକୁ ଯାଉଛି ବଡ଼ ଚୁକ୍ତି
ନୂଆଦିଲ୍ଲୀ,୧୨।୮: ଭାରତ ସିଙ୍ଗାପୁର ସହିତ ୧୦ଟି ଗୁରୁତ୍ୱପୂର୍ଣ୍ଣ ଚୁକ୍ତି୍ ସ୍ବାକ୍ଷର କରିବାକୁ ଯାଉଛି। ଭାରତ ଏବଂ ସିଙ୍ଗାପୁର ଏହି ସପ୍ତାହରେ ହେବାକୁ ଥିବା ଦୁଇ ଦେଶର ମନ୍ତ୍ରୀଙ୍କ ବୈଠକରେ ପ୍ରଯୁକ୍ତିବିଦ୍ୟା, ସଂଯୋଗୀକରଣ, ଦକ୍ଷତା ବିକାଶ ଏବଂ ଡିଜିଟାଲାଇଜେସନ ଭଳି କ୍ଷେତ୍ରରେ ପ୍ରାୟ…
ଗୁରୁତ୍ୱପୂର୍ଣ୍ଣ ସଚିବସ୍ତରୀୟ ବୈଠକ: ସବୁ ଅଫିସ୍ରେ ଲାଗିବ AI କ୍ୟାମେରା
ଭୁବନେଶ୍ୱର,୧୨।୮: ମଙ୍ଗଳବାର ସଚିବସ୍ତରୀୟ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୧୦ଟି ଦିଗ ଉପରେ ଫୋକସ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି CMଙ୍କ ଅଫିସରୁ ଆସୁଥିବା UI ନୋଟ୍ରେ ତୁରନ୍ତ ଉତ୍ତର ସହ ଆବଶ୍ୟକ ପଦକ୍ଷେପ ନେବାକୁ ବୈଠକରେ କୁହାଯାଇଛି।…
ପରୀକ୍ଷା ଦେବାକୁ ଯାଇଥିଲେ ଛାତ୍ରୀ: ଅନ୍ୟଗାଁ ଛକରୁ ମିଳିଲା ସାଇକେଲ, ହେଲେ ଛାତ୍ରୀ
ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଡିଗ୍ରୀ କଲେଜରେ ଯୁକ୍ତ ୩ କଳା ଦ୍ବିତୀୟ ବର୍ଷରେ ପଢୁଥିବା ଜଣେ ଛାତ୍ରୀ ୫ ଦିନ ହେଲା ନିଖୋଜ ଥିବା ଜଣାପଡିଛି। ଛାତ୍ରୀଙ୍କ ବାପା ଏନେଇ ଦିଗପହଣ୍ଡି ଥାନାରେ…
ବାଥ୍ରୁମରୁ ଯୁକ୍ତ-୩ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ତଦନ୍ତ ଜାରି
ଭଦ୍ରକ,୧୨।୮: ଭଦ୍ରକ ସ୍ବୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତ-୩ ପ୍ରଥମ ବର୍ଷରେ ପଢୁଥିବା ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ମଙ୍ଗଳବାର ଏକ ଘରୋଇ ମେସ୍ର ବାଥ୍ରୁମରୁ ଉଦ୍ଧାର ହୋଇଛି। ବାସୁଦେବପୁର ଅଞ୍ଚଳର ଏହି ଛାତ୍ରୀ ରାକ୍ଷୀ ପାଇଁ ଘରକୁ ଯାଇ ଗତକାଲି ଭଦ୍ରକ…
ଭୁବନେଶ୍ବରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ: ଏହି କାରଣରୁ ନେଲେ ଚରମ ପଦକ୍ଷେପ
ଭୁବନେଶ୍ୱର, ୧୨।୮: ଖଣ୍ଡଗିରି ଥାନା ଅଧୀନ ଏକ ଘରୋଇ କଲେଜ ପରିସରରେ ଜଣେ ଯୁବକ ଆତ୍ମାହୁତି ଉଦ୍ୟମ କରିଥିବା ଘଟଣା ସାମ୍ନାକୁ ଆସିଛି। ଯାଜପୁର ଜିଲା ବିଂଝାରପୁରର ଏହି ଯୁବକ କଲେଜରେ ଆଟେଣ୍ଡାଣ୍ଟ ଭାବେ କାର୍ଯ୍ୟ କରୁଥିଲେ। ପାରିବାରିକ ବିବାଦ ଯୋଗୁଁ…
ଆସିଲା ବଡ଼ ଖବର କିଏ କେଉଁଠି କରିବେ ପତାକା ଉତ୍ତୋଳନ
ଭୁବନେଶ୍ୱର,୧୨।୮: ସ୍ବାଧୀନତା ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ ଜାଣନ୍ତୁ….ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭୁବନେଶ୍ବରରେ ପତାକା ଉତ୍ତୋଳନ କରିବେ। ସେହିପରି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ କେନ୍ଦୁଝରରେ। କଟକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସମ୍ବଲପୁରରେ ସୁରେଶ ପୂଜାରୀ, ବଲାଙ୍ଗୀରରେ ମନ୍ତ୍ରୀ ରବି…
ନିଜ ଦେହରେ ନିଆଁ ଲଗାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲରେ ଭର୍ତ୍ତି
ଭୁବନ,୧୨।୮( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନଏସି ୨ ନମ୍ବର ଓାର୍ଡର ଅଜୟ କୁମାର େହେରାଙ୍କ ପତ୍ନୀ ପ୍ରେମଲତା ନାଏକ (୩୬) ସୋମବାର ରାତିରେ ନିଜ ଦେହରେ କିରୋସିନି ଢ଼ାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର…
Archives


