Home Left

ଭିଜିଲାନ୍ସ ଜାଲରେ ଶିକ୍ଷା ବିଭାଗର ଆକାଉଣ୍ଟାଣ୍ଟ, ୬ହଜାର ଟଙ୍କା ଲାଞ୍ଚ ଦାବି….

ବରଗଡ଼,୧୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରପାଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ ତଥା ଆକାଉଣ୍ଟାଣ୍ଟ ରଜନୀକାନ୍ତ କର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ବକେୟା ରହିଥିବା ଦରମା ଉଠାଣ ପାଇଁ ଜଣେ ବିଭାଗୀୟ କର୍ମଚାରୀଙ୍କୁ…

ପ୍ରଯୁକ୍ତିବିଦ୍ୟାର ଚମତ୍କାର! ChatGPT ବ୍ୟବହାର କରି ତିଆରି କଲେ କ୍ୟାନ୍ସର ଟିକା, ନୂଆ ଜୀବନ ପାଇଲା କୁକୁର

ନୂଆଦିଲ୍ଲୀ,୧୬ା୩: କୃତ୍ରିମ ବୁଦ୍ଧିମତ୍ତା ଆଉ କେବଳ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ସୀମିତ ନୁହେଁ; ଏହା ବର୍ତ୍ତମାନ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ମଧ୍ୟ ନୂତନ ଚମତ୍କାର ପ୍ରଦର୍ଶନ କରୁଛି । ଅଷ୍ଟ୍ରେଲିଆର ଜଣେ ପ୍ରଯୁକ୍ତି ବିଶେଷଜ୍ଞ AI ଉପକରଣ ସାହାଯ୍ୟରେ ତାଙ୍କ କୁକୁରର କର୍କଟ…

ଭାଗବଣ୍ଟା ସମୟରେ ଚଢ଼ାଉ କଲା ବନ ବିଭାଗ, ବାର୍‌ହା ମାଂସ ଜବତ ସହ ଶିକାରୀଙ୍କୁ…

ପାଟଣା,୧୬ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପୋଇପାଣି ବିଟ୍‌ କୁମୁଳାବାହାଳୀ ଗାଁ ନିକଟ ପୋଇପାଣି ଜଙ୍ଗଲରେ ରବିବାର ରାତିରେ ବନ ବିଭାଗ ଚଢାଉ କରି ବାର୍‌ହା ମାଂସ ଜବତ ସହ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ପୋଇପାଣି…

ମତଦାନ ପରେ ଏମିତି କହିଲେ ଦାଶରଥି, ମୋ ଘର ପାହାଡ଼ ଉପରେ…

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ସେମବାର ମତଦାନ ଚାଲିଛି। ଏହାରି ମଧ୍ୟରେ କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ ଭୋଟ ଦେଇଛନ୍ତି। ଏହି ସମୟରେ ସେ କହିଛନ୍ତି, ପିସିସି ସଭାପତି ଯାହାକୁ କହିଲେ ତାଙ୍କୁ ଭୋଟ ଦେଇଛି। ଯାହାଙ୍କୁ ନିର୍ଣ୍ଣୟ କରିଥିଲି…

ବିଶ୍ୱକପ୍‌ ବିଜୟର ସପ୍ତାହ ପରେ ୧୨ କୋଟିର ଫେରାରି କାର କିଣିଲେ ହାର୍ଦ୍ଦିକ

ମୁମ୍ୱାଇ,୧୬ା୩: ଟି୨୦ ବିଶ୍ୱକପ୍‌ ଜିତିବାର ଏକ ସପ୍ତାହ ପରେ ଷ୍ଟାର୍‌ ଅଲ୍‌ରାଉଣ୍ଡର ହାର୍ଦ୍ଦିକ୍‌ ପାଣ୍ଡ୍ୟା ଏକ ନୂଆ ଫେରାରି ୧୨ ସିଲିଣ୍ଡ୍ରି କାର୍‌ କିଣିଛନ୍ତି। ଏହି ସୁପର କାର୍‌ର ମୂଲ୍ୟ ପ୍ରାୟ ୧୨ କୋଟି ଟଙ୍କା। ଏହି ୧୨ ସିଲିଣ୍ଡ୍ରି କାର୍‌…

ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଧର୍ମଶାଳା,୧୬ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀମାନେ ଅଢ଼େଇ ଘଣ୍ଟା କାର୍ଯ୍ୟବନ୍ଦ କରି ଆନ୍ଦୋଳନରେ ବସିଛନ୍ତି। ସେମାନଙ୍କ ବିଭିନ୍ନ ସମସ୍ୟା ରହିଥିବା କହିଛନ୍ତି। ଦୀର୍ଘ ବର୍ଷ ଧରି କର୍ମଚାରୀମାନେ କାର୍ଯ୍ୟ କରୁଥିଲେ ବି ଉପଯୁକ୍ତ ଦରମା…

CPET ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି,  ଆବେଦନର ସମୟ ସୀମା…

ଭୁବନେଶ୍ବର,୧୬ା୩: Common PG Entrance Test (CPET) ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି । ଆବେଦନର ସମୟସୀମାକୁ ବୃଦ୍ଧି କରାଯାଇଛି । ଆବେଦନର ସମୟ ସୀମାକୁ ମାର୍ଚ୍ଚ ୧୮ ତାରିଖ ପର୍ଯ୍ୟନ୍ତ ବଢ଼ାଯାଇଛି । ଏନେଇ…

ଉପାସନାଙ୍କ ଭୋଟ୍‌ ନେଇ ରାଗିଗଲେ ନବୀନ, ଅଭିଯୋଗ ଆଣି କହିଲେ…

ଭୁବନେଶ୍ୱର,୧୬ା୩: ସୋମବାର ରାଜ୍ୟ ସଭା ଆସନ ଲାଗି ମତଦାନ ଚାଲିଛି। ଏହି ସମୟରେ ବିଧାୟିକା ଉପାସନା ମହାପାତ୍ରଙ୍କ ଭୋଟ୍‌କୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଗି ଯାଇଛନ୍ତି। ନବୀନ କହିଛନ୍ତି, ବିଧାୟିକା ଭୋଟଦାନରେ ତ୍ରୁଟି କରିଛନ୍ତି। ଯେଉଁ ଅଧିକାରୀ…

ଅଧିକ ଚା’ ପିଉଛନ୍ତି କି, ହୋଇପାରେ…

ଚା’ ଓ କଫି ଅମ୍ଳୀୟ। ତେଣୁ ଖାଲି ପେଟରେ ଏହାକୁ ପିଇଲେ ଅମ୍ଳ ବୃଦ୍ଧି ପାଇଥାଏ। ସକାଳେ ପାକସ୍ଥଳୀ ଭିତରେ କୌଣସି ଖାଦ୍ୟ ନ ଥାଏ। ବିଶେଷକରି ଖାଲି ପେଟରେ ଚା’ ପିଇଲେ ପାକସ୍ଥଳୀରୁ ଅମ୍ଳ କ୍ଷରଣ ବଢ଼ିଯାଏ। ଚା’ରେ ରହିଥାଏ…

ବ୍ଲକ୍‌ରେ ନାହିଁ ଶିଶୁଉଦ୍ୟାନ, ଖେଳପଡ଼ିଆ, ପଠାଗାର ଶିଶୁ, ଯୁବଗୋଷ୍ଠୀଙ୍କ ମାନସିକ ଓ ଶାରିରୀକ ବିକାଶରେ ବାଧା

ନନ୍ଦପୁର,୧୬ା୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକର ୨୩ ପଞ୍ଚାୟତବାସୀ, ଶିଶୁ, କିଶୋର, ମହିଳା, ଯୁବଗୋଷ୍ଠୀ ଓ ବୃଦ୍ଧାବୃଦ୍ଧଙ୍କ ପାଇଁ କୌଣସି ଚିତ୍ତ ବିନୋଦନର ସାଧନ ନ ଥିବା ଦେଖିବାକୁ ମିଳିଛି। ବ୍ଲକ୍‌ ବିଭିନ୍ନ ପର୍ଯ୍ୟଟନ ସ୍ଥଳ ଥିବା…

ଗୋଟିଏ ରାତିରେ ଏକାଧିକ ଚୋରି, ପୋଲିସର ତନାଘନା

ନନ୍ଦପୁର,୧୬ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନାରେ ରବିବାର ରାତ୍ରରେ ଥାନା ଅଧୀନ ଗୁଣ୍ଠାପୁଟ, ପିତାଗୁଡ଼ା, ସୁବାଇ ଗ୍ରାମରୁ ଏକାଧିକ ଚୋରି ଘଟଣାର ଅଭିଯୋଗ ହୋଇଛି। ଗୁଣ୍ଠାପୁଟ ଗ୍ରାମ ନିବାସୀ ଟିସେନ ହନ୍ତାଳଙ୍କ ଘର ଦାଣ୍ଡରେ ଥିବା ଓଡି୨୪ ୩୨୬୯…

ଶେଷ ହେଲା ଯୁଦ୍ଧ! ପ୍ରଥମଥର ପାଇଁ ଇରାନ ନେଇଛି ଏହି ପ୍ରମୁଖ ପଦକ୍ଷେପ… ଅକାମୀ ହୋଇଗଲାଣି ଇସ୍ରାଏଲର ପ୍ରତିରକ୍ଷା ବ୍ୟବସ୍ଥା…

ଜେରୁଜେଲମ,୧୬।୩: ଇରାନ-ଇସ୍ରାଏଲ ବିବାଦ ଆରମ୍ଭ ହେବାର ୧୫ ଦିନରୁ ଅଧିକ ସମୟ ବିତିଗଲାଣି। ଏହା ମଧ୍ୟରେ, ରିପୋର୍ଟ ଆସିଛି ଯେ ଇରାନର IRGC (ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ) ଏକ ସମ୍ପ୍ରତି ଆକ୍ରମଣ ସମୟରେ ଇସ୍ରାଏଲ ଉପରେ ଏହାର ସେଜିଲ କ୍ଷେପଣାସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?