ଜାମିନରେ ଆସିଥିବା ବିଧାୟକ ହେଲେ ଶିକ୍ଷା ମନ୍ତ୍ରୀ, ଉଠିଲା ବିବାଦ
ପାଟନା,୧୮।୧୧: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନିଜ ମନ୍ତ୍ରୀ ମଣ୍ଡଳରେ ଡାକ୍ତର ମେୱାଲାଲ ଚୌଧୁରୀଙ୍କୁ ମନ୍ତ୍ରୀ ପଦ ଦେଇଛନ୍ତି। ସହକାରୀ ପ୍ରଫେସର ନିଯୁକ୍ତିରେ ମଓ୍ବୋଲାଲଙ୍କ ନାଁରେ ଘୋଟାଲା ଅଭିଯୋଗ ହୋଇଥିଲା। ସେ ଜାମିନରେ ଆସି ନିର୍ବାଚନ ଲଢୁଥିଲେ। ନୀତୀଶ କୁମାର ତାଙ୍କୁ…
ଲଭ୍ ଜିହାଦ୍ ବିରୋଧରେ ହେବ କଡ଼ା ଆଇନ
ଭୋପାଳ, ୧୮ା୧୧: ଲଭ୍ ଜିହାଦ୍ ବିରୋଧରେ ଖୁବ୍ଶୀଘ୍ର କଠୋର ଆଇନ ଆସିବ। ଆଗାମୀ ବିଧାନସଭା ଅଧିବେଶନରେ ଏନେଇ ବିଲ୍ ଆସିବ ବୋଲି ମଧ୍ୟପ୍ରଦେଶ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର ମଙ୍ଗଳବାର ପ୍ରକାଶ କରିଛନ୍ତି। ଏଥିରେ ୫ ବର୍ଷ ସଶ୍ରମ କାରାଦଣ୍ଡର ବ୍ୟବସ୍ଥା ରହିବ।…
ଆତଙ୍କବାଦ ସବୁଠୁ ବଡ଼ ସମସ୍ୟା
ନୂଆଦିଲ୍ଲୀ, ୧୮ା୧୧: ଆତଙ୍କବାଦ ବିଶ୍ୱ ଲାଗି ଏବେ ବଡ଼ ବିପଦ ପାଲଟିଛି। ଆତଙ୍କବାଦୀଙ୍କୁ ସମର୍ଥନ ଓ ସହାୟତା ଦେଉଥିବା ଦେଶକୁ ଦୋଷ ଦେବା ସହ ଏହା ବିରୋଧରେ ମିଳିତ ଲଢ଼େଇର ଆବଶ୍ୟକତା ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର କହିଛନ୍ତି।…
ଗୁପ୍କାର ଗ୍ୟାଙ୍ଗ୍ ଅପବିତ୍ର ମେଣ୍ଟ
ନୂଆଦିଲ୍ଲୀ,୧୮ା୧୧(ପି.ଟି.): ଜମ୍ମୁ-କଶ୍ମୀରରେ ଜିଲା ବିକାଶ ପରିଷଦ ନିର୍ବାଚନ ପାଇଁ ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଥିବାବେଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହା ମଙ୍ଗଳବାର ବିରୋଧୀଙ୍କୁ ଘେରିଛନ୍ତି। ପିପୁଲ୍ସ ଆଲାଏନ୍ସ ଫର୍ ଗୁପ୍କାର ଡିକ୍ଲାରେଶନ୍ (ପିଏଜିଡି)କୁ ଶାହା ଏକ ଅପବିତ୍ର ମେଣ୍ଟ ଭାବେ ଅଭିହିତ…
ତଦନ୍ତ ନ ସରିଲେ ଅଭିଯୁକ୍ତଙ୍କୁ ଜାମିନ
ନୂଆଦିଲ୍ଲୀ,୧୮ା୧୧: କୌଣସି ମାମଲାର ତଦନ୍ତ ନିର୍ଦ୍ଧାରିତ ସମୟରେ ଶେଷ ନ ହେଲେ ଅଭିଯୁକ୍ତଙ୍କୁ ‘ଡିଫଲ୍ଟ ବେଲ୍’ ମିଳିବ। ସମ୍ବିଧାନର ଅନୁଚ୍ଛେଦ ୨୧ ବେଆଇନ ଅଟକ ବିରୋଧରେ ଜୀବନ ଓ ବ୍ୟକ୍ତିଗତ ସ୍ବାଧୀନତାର ସୁରକ୍ଷାକୁ ସୁନିଶ୍ଚିତ କରିଥାଏ। ଏହି ଧାରା ଅନୁସାରେ ଅଭିଯୁକ୍ତଙ୍କ…
ଗଠନ ହେବ ‘କାଓ କ୍ୟାବିନେଟ୍’
ନୂଆଦିଲ୍ଲୀ,୧୮।୧୧: : ମଧ୍ୟପ୍ରଦେଶରେ ଗୋଧନ ସଂରକ୍ଷଣ ଏବଂ ପ୍ରୋତ୍ସାହନ ପାଇଁ ‘କାଓ କ୍ୟାବିନେଟ’(ଗାଈ କ୍ୟାବିନେଟ୍) ଗଠନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଗାଈ କ୍ୟାବିନେଟ୍ରେ ପଶୁପାଳନ, ଜଙ୍ଗଲ, ପଞ୍ଚାୟତ ଏବଂ ଗ୍ରାମ୍ୟ ଉନ୍ନୟନ, ରାଜସ୍ବ, ଗୃହ ଏବଂ କୃଷକ କଲ୍ୟାଣ ବିଭାଗ ଅନ୍ତର୍ଭୁକ୍ତ…
ସରକାରୀ ଅଧିକାରୀଙ୍କୁ ଅନୁକମ୍ପା
ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ସାଧାରଣ ଲୋକ ଆଇନକୁ ହାତକୁ ନେଲେ ଅଭିଯୋଗର ୨୪ଘଣ୍ଟା ଭିତରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ଜେଲ୍ ପଠାଇ ଦେଉଛି। ହେଲେ ସରକାରୀ ପଦପଦବୀରେ ଥିବା ବରିଷ୍ଠ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ପୋଲିସ ଏଭଳି ତତ୍ପରତା ଦେଖାଉ ନ…
ଶ୍ରୀମନ୍ଦିର ପାଇଁ ୧୫୪ କୋଟିର ବଜେଟ
ପୁରୀ ଅଫିସ,୧୮ା୧୧: ୨୦୨୦-୨୧ ଆର୍ଥିକବର୍ଷ ଲାଗି ଶ୍ରୀମନ୍ଦିର ପାଇଁ ୧୫୪କୋଟି ଟଙ୍କାର ବଜେଟ ଉପସ୍ଥାପନ କରାଯାଇଛି। ମଙ୍ଗଳବାର ଅନୁଷ୍ଠିତ ପରିଚାଳନା କମିଟି ବୈଠକରେ ଏହି ବଜେଟ ଅନୁମୋଦନ ଲାଭ କରିଛି। ଚଳିତବର୍ଷ କରୋନା ପାଇଁ ଶ୍ରୀମନ୍ଦିରର ଆୟ କମିଥିବାବେଳେ ବ୍ୟୟ ଯଥେଷ୍ଟ…
ସମ୍ବିତ୍ଙ୍କ ଯୋଗୁ ପୁରୀ ପରିଚିତ କହି ଲେଖାଶ୍ରୀ ସମାଲୋଚିତ
ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ପୁରୀ ଓଡିଶାର ବୋଲି ବାହାରେ କେହି ଜାଣି ନ ଥିଲେ। ଏହା କଲିକତାର ବୋଲି ସମସ୍ତେ ଭାବୁଥିଲେ। ପୁରୀ ଲୋକ ସଭା ଆସନରେ ସମ୍ବିତ ପାତ୍ର ନିର୍ବାଚନ ଲଢିବା ପରେ ଯାଇ ସମସ୍ତେ ଏହା ଓଡିଶାର ବୋଲି ଜାଣିପାରିଥିବା…
ଆନ୍ଧ୍ରକୁ ଇଞ୍ଚେ ଜମି ଛଡ଼ାଯିବନି: ମନ୍ତ୍ରୀ
ପଟ୍ଟାଙ୍ଗୀ, ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ପୂର୍ବରୁ କୋଟିଆ ଅଞ୍ଚଳକୁ ନିଜର ବୋଲି ଦାବି କରୁଥିବା ଆନ୍ଧ୍ର ଏବେ ପୁଣି ପଟାଙ୍ଗୀର ସମ୍ବାଇ ପଞ୍ଚାୟତକୁ ନିଜ ଅକ୍ତିଆରକୁ ନେବା ଲାଗି ଚକ୍ରାନ୍ତ କରୁଛି। ଏହି ବିବାଦର ସମାଧାନ ନ ହେଉଣୁ କୋଟିଆ ପଞ୍ଚାୟତର ବିଭିନ୍ନ…
‘କ୍ୟୁଆର୍ଏସ୍ଏଏମ୍’ର ପରୀକ୍ଷଣ ସଫଳ
ବାଲେଶ୍ୱର ଅଫିସ, ୧୮।୧୧: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆର୍ (ସମନ୍ବିତ ପରୀକ୍ଷଣ କେନ୍ଦ୍ର ପରିସର) ୩ନଂ. ଲଞ୍ଚପ୍ୟାଡ୍ରୁ ମଙ୍ଗଳବାର ‘କ୍ୟୁଆର୍ଏସ୍ଏଏମ୍’ (କୁଇକ୍ ରିଆକ୍ସନ୍ ସର୍ଫେସ୍ ଟୁ ଏୟାର) କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ ହୋଇଛି। ଏହା ପାଇଲଟ ବିହୀନ ଟାର୍ଗେଟ୍ ଏୟାରକ୍ରାଫ୍ଟ ‘ବଂଶୀ’କୁ…
୬ ଜିଲାରେ ଭାଜପାର ନୂଆ କାର୍ଯ୍ୟାଳୟ
ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ଭାଜପା କାର୍ଯ୍ୟାଳୟ ଏକ କୋଠା ନୁହେଁ ବରଂ ଏହା ଏକ ସଂସ୍କାର କେନ୍ଦ୍ର। ଏହି ଭବନ ମାଧ୍ୟମରେ ଆମେ ଦଳ ସହ ଯୋଡ଼ି ହୋଇ ରହିଥାଉ। ଦଳର ସଂସ୍କାର କାର୍ଯ୍ୟାଳୟରୁ ହିଁ ମିଳିଥାଏ। ବିଶ୍ୱର ସର୍ବବୃହତ ଦଳର ଏହି…
Archives


