ସରକାରୀ ସ୍କୁଲ ବନ୍ଦ ନିଷ୍ପତ୍ତିକୁ ବିରୋଧ
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମ୍ ପିଲା ଥିବା ପ୍ରାୟ ୧୫ହଜାର ସରକାରୀ ସ୍କୁଲ ବନ୍ଦ ଓ ମିଶ୍ରଣ କରିବାକୁ ନିଷ୍ପତ୍ତି ନେଇଛି। ଏହାକୁ ତୀବ୍ର ବିରୋଧ କରିଛି ଓଡ଼ିଶା ଅଭିଭାବକ ମହାସଂଘ। ଶିକ୍ଷା ବିଭାଗ ଇତିହାସରେ ଏହା ଏକ…
ଆତ୍ମହତ୍ୟା କଲେ କ୍ରିକେଟର୍
ବାଂଲାଦେଶର ପୂର୍ବତନ ଅଣ୍ଡର-୧୯ କ୍ରିକେଟର ମହମ୍ମଦ ସୋଜିବ ଆତ୍ମହତ୍ୟା କରିଛନ୍ତି। ନଭେମ୍ବର ୧୪ରେ ସେ ନିଜ ଘରେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ୨୧ବର୍ଷର ସାଜିବ ମଧ୍ୟ ବାଂଲାଦେଶର ଅଣ୍ଡର -୧୯ଦଳର ଏକ ଅଂଶ ଥିଲେ। ଏହି ଯୁବ ବ୍ୟାଟ୍ସମ୍ୟାନ ମଧ୍ୟ…
ଏସ୍ଡିଆର୍ଏଫ୍ରୁ ଖର୍ଚ୍ଚ ହେବ ୨୨୦୦ କୋଟି
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ବାତ୍ୟା, ବନ୍ୟା ମୁକାବିଲା ପାଇଁ ବିପର୍ଯ୍ୟୟ ପରିଚାଳନା ପାଣ୍ଠି(ଏସ୍ଡିଆର୍ଏଫ୍)ରୁ ରାଜ୍ୟ ସରକାର ୨୨୦୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଯୋଜନା କରିଛନ୍ତି। ସେଥିରୁ ୪୦ ପ୍ରତିଶତ ରିଲିଫ୍, ୩୦ ପ୍ରତିଶତ ପୁନରୁଦ୍ଧାର, ଥଇଥାନ, ରାସ୍ତାଘାଟ ମରାମତି, ୨୦ ପ୍ର୍ତିଶତ ମଧ୍ୟମ…
ଅଚଳ ଖାତାକୁ କାର୍ଯ୍ୟକ୍ଷମ କରାଯାଉ: କଂଗ୍ରେସ
ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ଫନୀ ବାତ୍ୟାକୁ ଦେଢ଼ ବର୍ଷ ବିତି ଗଲାଣି। ମାତ୍ର ଏ ପର୍ଯ୍ୟନ୍ତ ପିପିଲି, ଡେଲାଙ୍ଗ ଅଞ୍ଚଳରେ କୌଣସି ବାସହରାଙ୍କୁ ଗୃହ ଯୋଗାଇ ଦିଆଯାଇ ନାହିଁ। ବିନା କାରଣରେ ହଜାର ହଜାର କ୍ଷତିଗ୍ରସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଦୀର୍ଘ ସମୟ ଧରି…
ଘରେ ଶୌଚାଳୟ ନ ଥିଲା, ବିସ୍ଫୋରକ ବ୍ୟାଟିଂରେ ରଚିଥିଲେ ଇତିହାସ
ଭାରତୀୟ ଦଳର ବ୍ୟାଟ୍ସମ୍ୟାନ ୟୁସୁଫ ପଠାନଙ୍କ ୩୮ ବର୍ଷରେ ପଦାର୍ପଣ କରିଛନ୍ତି। ଗୁଜରାଟର ଭଡୋଦରାରେ ଜନ୍ମ ହୋଇଥିବା ଏହି ଖେଳାଳି ନିଜ ପ୍ରତିଭା ଦେଖିବାରେ ସମର୍ଥ ହୋଇଛନ୍ତି। ୟୁସୁଫ ପଠାନଙ୍କ କ୍ୟାରିଅର୍ ଅଧିକ ସମୟ ତିଷ୍ଠି ନ ଥିଲା କିନ୍ତୁ ତାଙ୍କ…
ଶୀତ ଅଧିବେଶନ ଲାଗି ଆଜିଠୁ କରୋନା ପରୀକ୍ଷା
ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ବିଧାନସଭା ଶୀତ ଅଧିବେଶନ ଆସନ୍ତା ୨୦ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଏହା ପୂର୍ବରୁ ଗତଥର ମୌସୁମୀ ଅଧିବେଶନ ଭଳି ଏଥର ମଧ୍ୟ ବିଧାନସଭା ସଦସ୍ୟ ଏବଂ ସେମାନଙ୍କ ବ୍ୟକ୍ତିଗତ ସୁରକ୍ଷା କର୍ମୀ ଓ…
ହୋମ୍ ଷ୍ଟେ’କୁ ପ୍ରୋତ୍ସାହନ ଦେବେ ସରକାର
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ପର୍ଯ୍ୟଟନର ବିକାଶ ଲାଗି ପରିବେଶ ପର୍ଯ୍ୟଟନସ୍ଥଳୀଗୁଡ଼ିକରେ ହୋମ୍ ଷ୍ଟେ’ ବ୍ୟବସ୍ଥା ହେବ। ଏହାକୁ ରାଜ୍ୟ ସରକାର ପ୍ରୋତ୍ସାହନ ଦେବେ। ସୋମବାର ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଏନେଇ ନିଷ୍ପତ୍ତି…
୨୩ ପ୍ରତିପକ୍ଷଙ୍କୁ ନୋଟିସ
କଟକ/ପୁରୀ ଅଫିସ୍,୧୭।୧୧: ପୁରୀ ବଗଲା ଧର୍ମଶାଳା ଜମି ବିବାଦ ମାମଲାରେ ସମସ୍ତ ୨୩ ପ୍ରତିପକ୍ଷଙ୍କୁ ହାଇକୋର୍ଟ ସୋମବାର ନୋଟିସ ଜାରି କରିଛନ୍ତି। ବିବାଦୀୟ ଜମି କିଣିଥିବା ୬ଜଣ ବ୍ୟକ୍ତି, ଶ୍ରୀମନ୍ଦିର ପ୍ରଶାସନ, ରାଜସ୍ବ ପର୍ଷଦ, ପୁରୀ-କୋଣାର୍କ ଉନ୍ନୟନ ଅଧିକାରୀ, ଓଡ଼ିଶା ସେତୁ…
ଚାଇନାକୁ ବଡ ଝଟ୍କା
ନୂଆଦିଲ୍ଲୀ,୧୭।୧୧: କରୋନା ସଙ୍କଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ଆତ୍ମନିର୍ଭରଶୀଳ କରିବା ପାଇଁ ‘ଭୋକାଲ ଫର୍ ଲୋକାଲ’ ପାଇଁ ନିବେଦନ କରିଥିଲେ। ବିଶେଷ କରି ଦୀପାବଳି ପୂର୍ବରୁ ପ୍ରଧାନମନ୍ତ୍ରୀ ଏହି ଉତ୍ସବରେ ସ୍ଥାନୀୟ ଜିନିଷ କିଣିବାକୁ ଦେଶବାସୀଙ୍କୁ ନିବେଦନ କରିଥିଲେ।…
ଅତିଥିଙ୍କୁ ମିଳୁନି ଆତିଥ୍ୟ
ବଇଣ୍ଡା, ୧୭ା୧୧(ପରିକ୍ଷିତ ସାହୁ) ନେତା, ମନ୍ତ୍ରୀ, ସରକାରୀ ଅଧିକାରୀ, ପର୍ଯ୍ୟଟକ ଏବଂ ଅନ୍ୟ ଅତିଥିଙ୍କୁ ସରକାରୀ ଆତିଥ୍ୟ ପ୍ରଦାନ ପାଇଁ ବିଭିନ୍ନ ସ୍ଥାନରେ ପୂର୍ତ୍ତ ବିଭାଗର ବଙ୍ଗଳା ରହିଛି। ହେଲେ ଆବଶ୍ୟକ ଯତ୍ନ ଅଭାବରୁ ସେଥିରୁ ଅନେକ ଜରାଜୀର୍ଣ୍ଣ ହୋଇପଡ଼ୁଛି। ଫଳରେ…
କଳା ପ୍ରତିଭା ପ୍ରଦର୍ଶନ କଲେ କଳାକାର
ଦେଓଗାଁ,୧୭ା୧୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ କୁତୁର୍ଲାରେ କୋଶଳୀ ଲୋକନୃତ୍ୟ ଏକାଡେମୀର ୨୨ତମ ପ୍ରତିଷ୍ଠା ଦିବସ ଓ ଗଣ୍ଡାବଜା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ା ଏକାଡେମୀ ସମ୍ପାଦକ ଧରଣୀଧର ନାୟକଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ପୂର୍ବତନ ଡେପୁଟି…
ଭୀମପାହାଡରେ ଗିରିଗୋବର୍ଦ୍ଧନ ପୂଜା
ଦେଓଗାଁ,୧୭ା୧୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ମକୁନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଭୀମପାହାଡ ପାଦଦେଶରେ ସୋମବାର ଗିରିଗୋବର୍ଦ୍ଧନ ପୂଜା ସମ୍ପନ୍ନ ହୋଇଛି ା ମୁଖ୍ୟ ଅତିଥିଭାବେ ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ବ୍ଲକ ଅଧ୍ୟକ୍ଷା ରୀନା ମେହେର, ପୂର୍ବତନ ବ୍ଲକ ଅଧକ୍ଷ ଲକ୍ଷ୍ମଣ…
Archives


