Home Left

କରୋନା ସଂକ୍ରମଣ: ଏବେ ଦୁଇ ନମ୍ବରରେ ବ୍ରାଜିଲ

ବ୍ରାସିଲିୟା,୧୪ ।୩: ପୁଣିଥରେ କିଛି ଦେଶରେ କରୋନା ମହାମାରୀ ବ୍ୟାପିବା ଆରମ୍ଭ କରିଛି । ବ୍ରାଜିଲରେ ଯେଉଁ ପରିମାଣରେ କରୋନା ବ୍ୟାପୁଛି ତାହା ଏବେ ଦେଶବାସୀଙ୍କୁ ଚିନ୍ତାରେ ପକାଇ ଦେଇଛି । ପ୍ରତିଦିନ ଏଠାରୁ ପ୍ରାଖାପାଖି ୭୦ ହଜାରରୁ ଅଧିକ ନୂଆ…

ସାବଧାନ! ଟିଭି ସିରିଏଲ୍‌ ଯୋଗୁ ବଢୁଛି ଛାଡ଼ପତ୍ର ମାମଲା

ଓ୍ବାଶିଂଟନ,୧୪।୩: ଏବେ ଟିଭି, କମ୍ପ୍ୟୁଟର, ମୋବାଇଲ ଆଦି ଆମ ଦୈନଦିନ ଜୀବନରେ ଗୁରୁତ୍ୱପୂର୍ଣ୍ଣ ଗ୍ରହଣ କରିଛି। ଏସବୁରେ ବ୍ୟସ୍ତ ରହି କେତେକ ନିଜର ବାସ୍ତବ ଜୀବନରେ ଜୀବନସାଥିଙ୍କ ପ୍ରତି ଅବହେଳା ପ୍ରଦର୍ଶନ କରୁଛନ୍ତି। ଫଳରେ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହେଉଥିବା…

ହୋଲ୍ଡିଂ ଟିକସ ନ ଦେଲେ ଘର ସିଲ୍‌

ଭୁବନେଶ୍ୱର,୧୪।୩(ବ୍ୟୁରୋ): ହୋଲ୍ଡିଂ ଟିକସ ନ ଦେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନିର୍ଦ୍ଦେଶନାମା ଜାରି କରିଛି। ବିଏମ୍‌ସି ଡେପୁଟି କମିଶନର (ରାଜସ୍ବ)ଙ୍କ ପକ୍ଷରୁ ମହାନଗର ନିଗମର ସମସ୍ତ ଜୋନାଲ ଡେପୁଟି କମିଶନରଙ୍କୁ ପଠାଯାଇଥିବା ଚିଠିରେ ଉଲ୍ଲେଖ…

ଆନ୍ଦୋଳନ ସ୍ଥଳରେ ପକ୍କା ଘର ନିର୍ମାଣ କରି ଅଡୁଆରେ କୃଷକ

ନୂଆଦିଲ୍ଲୀ,୧୪ ।୩: କେନ୍ଦ୍ର ସରକାରଙ୍କ ୩ କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ ବିଭିନ୍ନ ରାଜ୍ୟର କୃଷକମାନେ ୧୦୦ ଦିନରୁ ଊର୍ଦ୍ଧ୍ୱ ସମୟ ହେଲା ଆନ୍ଦୋଳନରେ ବସିଛନ୍ତି । ୧୦ଥରରୁ ଅଧିକ ଥର କେନ୍ଦ୍ର ସରକାରଙ୍କ ସହ କୃଷକନେତାମାନେ କଥା…

ଦେଶର ପ୍ରଥମ ଏସି ରେଲଓ୍ବେ ଷ୍ଟେଶନ, ଏୟାରପୋର୍ଟ ପରି ମିଳିବ ସମସ୍ତ ସୁବିଧା

ବେଙ୍ଗାଲୁରୁ,୧୪।୩: ଦେଶର ପ୍ରଥମ ସେଣ୍ଟ୍ରାଲ ଏୟାର କଣ୍ଡିସନ (ଏସି) ରେଲଓ୍ବେ ଷ୍ଟେଶନ ବେଙ୍ଗାଲୁରୁରେ ନିର୍ମାଣ କରାଯାଇଛି। ରେଳମନ୍ତ୍ରୀ ପୀୟୁଷ ଗୋଏଲ ଏହି ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ସେ କ୍ୟାପଶନ ଲେଖିଛନ୍ତି, ଏହା ଅବିକଳ ଏୟାରପୋର୍ଟ ପରି ଦେଖାଯାଉଛି। ଏହି…

କେନ୍ଦ୍ରମନ୍ତ୍ରୀଙ୍କଠାରୁ ଆରମ୍ଭ କରି ଆଇଏଏସ୍‌ ଅଫିସରଙ୍କ ମନ ଜିଣିଲା ଏହି ଭିଡିଓ, ଆପଣ ବି ଦେଖିଲେ…

ସୋସିଆଲ ମିଡିଆରେ କେତେବେଳେ କ’ଣ ଭାଇରାଲ ହେଉଛି ତା’ର ଠିକଣା ନାହିଁ। କିଛି ଭିଡିଓ ଦେଖି ଲୋକେ ହସିହସି ଗଡ଼ିଯାନ୍ତି। ଠିକ୍‌ ଏବେ ଏମିତି ଏକ ଭିଡିଓ ଭାଇରାଲ ହେଉଛି ଯାହାକୁ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି କେନ୍ଦ୍ରମନ୍ତ୍ରୀ, ଆଇଏଏସ୍‌ ଅଫିସର…

ଫାଣ୍ଡି ପରିସର କାର୍‌ରେ ଥିଲା ମହିଳାଙ୍କ କଙ୍କାଳ

ଭୁବନେଶ୍ୱର(ବ୍ୟୁରୋ)/ଯାଁଳା,୧୪।୩(ଡି.ଏନ୍‌.ଏ.): ଜଟଣୀ ଥାନା ଅଧୀନ ଯାଁଳା ଫାଣ୍ଡି ପରିସରରେ ପଡ଼ି ରହିଥିବା ଏକ ଜବତ କାର୍‌ ଭିତରୁ ମାସକ ତଳେ ଜଣେ ମହିଳାଙ୍କ କଙ୍କାଳ ମିଳିଥିଲା। କମିଶନରେଟ ପୋଲିସ ତଦନ୍ତ ମଧ୍ୟ କରିଥିଲା। ହେଲେ ଘଟଣାକୁ ପୂରା ଚପାଇ ଦିଆଯାଇଥିଲା। ଶନିବାର…

ହ୍ୱିଲ ଚେୟାରରେ ବସି ମେଗା ରୋଡ ଶୋ’ କରିବେ ଦିଦି

କୋଲକାତା,୧୪ ।୩: ପଶ୍ଚିମବଙ୍ଗ ସମେତ ୪ ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ସରିଛି । ଏବେ ସମସ୍ତ ରାଜନୈତିକ ଦଳ ବିଜୟ ଲକ୍ଷ୍ୟରେ ନିଜର ସମସ୍ତ ଶକ୍ତି ଲଗାଇ ପ୍ରଚାର କାର୍ଯ୍ୟରେ ବ୍ୟସ୍ତ ହୋଇଗଲେଣି । ତେବେ ପଶ୍ଚିମବଙ୍ଗ…

ସଂଗ୍ରାମୀ କାରଖାନା ଅଳକାଶ୍ରମ ଅଲୋଡ଼ା

ଜଗତସିଂହପୁର ଅଫିସ, ୧୪ା୩: ଜଗତ୍‌ସିଂହପୁର ଜିଲାର ସ୍ବାଧୀନତା ସଂଗ୍ରାମୀମାନଙ୍କ ତ୍ୟାଗ ଓ ବଳିଦାନ ଓଡ଼ିଶା କାହିଁକି ସାରା ଦେଶର ଇତିହାସକୁ ଜାଜ୍ୱଲ୍ୟମାନ କରୁଛି। ବିଶେଷକରି ଜିଲାର ଅଳକାଶ୍ରମ ଅନେକ ସ୍ବାଧୀନତା ସଂଗ୍ରାମୀ ତିଆରି କରିଛି। ଜିଲା ସଂସ୍କୃତି ପରିଷଦ ଦ୍ୱାରା ପ୍ରକାଶିତ…

ଡକାୟତି ଅଭିଯୁକ୍ତ ୩୭ ବର୍ଷ ପରେ ଗିରଫ

ପାଟକୁରା,୧୪ା୩(ଡି.ଏନ.ଏ.): କମିଶନରେଟ୍‌ ପୋଲିସ ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ଘଟଣାର ୨୨ ବର୍ଷ ପରେ ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କୁ ଗିରଫ କରିଥିଲା। ଏହି ଚର୍ଚ୍ଚା ସରି ନ ଥିବା ବେଳେ କେନ୍ଦ୍ରାପଡା ଜିଲା ପାଟକୁରା ଥାନା ପୋଲିସ ଜଣେ ଡକାୟତଙ୍କୁ…

ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ପାଇଁ ମତାମତ ଲୋଡିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୨୮ରେ ହେବାକୁ ଥିବା ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ପାଇଁ ଦେଶବାସୀଙ୍କଠାରୁ ମତାମତ ଲୋଡ଼ିଛନ୍ତିି। କେଉଁ କେଉଁ ପ୍ରସଙ୍ଗକୁ ମନ୍‌ କି ବାତ୍‌ରେ ଗୁରୁତ୍ୱ ପ୍ରଦାନ କରାଯିବା ସେ ନେଇ ମୋଦି ଏଭଳି କରିଛନ୍ତି।…

ଆୟତ୍ତରେ ଜଙ୍ଗଲ ନିଆଁ

ଭୁବନେଶ୍ୱର, (ବ୍ୟୁରୋ)/ବାରିପଦା ଅଫିସ, ୧୪।୩: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଦୀର୍ଘଦିନ ହେଲା ଲାଗିଥିବା ନିଆଁକୁ ଏକପ୍ରକାର ଆୟତ୍ତକୁ ଅଣାଯାଇଛି। ୩ଦିନ ଧରି ଶିମିଳିପାଳରେ ବର୍ଷା ହୋଇଥିବା ବେଳେ ଶନିବାର ଉଦଳା ଓ କପ୍ତିପଦା ଅଞ୍ଚଳରେ ଝିପି ଝିପି ବର୍ଷା ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?