Home Left

ନେଇଗଲେ ବନବିଭାଗ, ଝୁରୁଛନ୍ତି କୁନ୍ତଳା

ତେଲକୋଇ,୧୪।୩: ପଶୁ ଓ ମଣିଷ ମଧ୍ୟରେ ରହିଛି ଅନାବିଳ ସ୍ନେହ । ମଣିଷ ପାଖରୁ ପଶୁଟିକୁ ବିଚ୍ଛେଦ କରି ଜଙ୍ଗଲରେ ଛାଡିବା ଘଟଣାରେ ଜଣେ ମହିଳା ପାଳିତ ପଶୁଙ୍କୁ ଝୁରି ହେଉଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ତେଲକୋଇ ବନାଞ୍ଚଳ…

ଲାଭଦାୟକ କଦଳୀ ଭଣ୍ଡା

କଦଳୀ କଞ୍ଚା ହେଉ ଅବା ପାଚିଲା ଏହା ଅଧିକାଂଶ ଲୋକଙ୍କର ଏକ ପ୍ରିୟ ଫଳ । ଛୋଟଠାରୁ ବଡ ସମସ୍ତେ ଏହାକୁ ଖାଇବାକୁ ପସନ୍ଦ କରି ଥାଆନ୍ତି । କେବଳ ଭାରତ ନୁହେଁ କୁହାଯାଏ ପ୍ରଥମେ ମାଲେସିୟାରେ କଦଳୀ ଦେଖିବାକୁ ମିଳିଥିଲା…

ଆପଣଙ୍କ ସ୍ବାମୀ ରାଗି କି…

ବୈବାହିକ ଜୀବନରେ ସାମାନ୍ୟ କଥାକୁ ନେଇ ସୃଷ୍ଟି ହେଉଥିବା ମନୋମାଳିନ୍ୟ ଏକ ସାଧାରଣ କଥା। ତେବେ ଏହି କାରଣ ନେଇ ଯଦି ସ୍ବାମୀ ରାଗିଯାଆନ୍ତି ଆଉ କଥାବାର୍ତ୍ତା ବନ୍ଦ କରିଦିଅନ୍ତି, ତେବେ ସ୍ତ୍ରୀଙ୍କ କର୍ତ୍ତବ୍ୟ ହେଉଛି ତାଙ୍କୁ ଶାନ୍ତ କରାଇବା। କାରଣ…

ଶର୍ଟ ସର୍କିଟ୍‌ରୁ ଅଗ୍ନିକାଣ୍ଡ: ଜୀବନ୍ତ ଜଳିଗଲେ ମହିଳା

ଭଦ୍ରକ ଅଫିସ,୧୩।୩: ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ଅଧୀନ ବାଣିତିଆ ପଞ୍ଚାୟତ ମହଲାସାହିରେ ଶନିବାର ରାତିରେ ବିଦ୍ୟୁତ୍‌ ଶର୍ଟ ସର୍କିଟ୍‌ରୁ ଅଗ୍ନିକାଣ୍ଡ ଘଟି ଜଣେ ମହିଳା ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଏଥିରେ ତାଙ୍କ ସ୍ବାମୀ ଓ ୧୦ ବର୍ଷର ଝିଅ ପୋଡ଼ିଯାଇ…

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର

ବିଷମକଟକ,୧୩ା୩: ରାୟଗଡ଼ା ଜିଲା ବିଷମକଟକ ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ସମ୍ପର୍କିୟ ଜଣେ ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ, ଯୁବକ ଜଣକ ମାର୍ଚ୍ଚ ୧ତାରିଖରେ ନାବାଳିକାଙ୍କୁ…

ଅବତରଣ ବେଳେ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ: ୪ ମୃତ

ନୂଆଦିଲ୍ଲୀ,୧୩।୩: କାଜାଖସ୍ତାନର ଆଲ୍‌ମାଟି ବିମାନବନ୍ଦରରେ ଶନିବାର ସେନାବାହିନୀର ଏକ ଯୁଦ୍ଧ ବିମାନ ଅବତରଣ କରୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସେନା ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

୧୦ ଟଙ୍କା ରିଚାର୍ଜ ନାମରେ ଠକିନେଲେ ୩.୯୫ ଲକ୍ଷ ଟଙ୍କା

ନୂଆପଡ଼ା ଅଫିସ,୧୩।୩: ନୂଆପଡ଼ା ଜିଲାରେ ଦିନକୁ ଦିନ ସାଇବର ଠକେଇ ବଢିଚାଲିଛି। ନୂଆପଡ଼ାରେ ରହୁଥିବା ଶିକ୍ଷକ ଅହିଂସା ରଞ୍ଜନ ପଟ୍ଟନାୟକ ସାଇବର ଠକେଇର ଶିକାର ହୋଇଛନ୍ତି । ତାଙ୍କ ଆକାଉଣ୍ଟରୁ ୩ଲକ୍ଷ ୯୫ ହଜାର ୫ଶହ ଟଙ୍କା ଗାଏବ ହୋଇଯାଇଥିବା ଅଭିଯୋଗ…

କାଳବୈଶାଖୀ ପ୍ରଭାବରେ ଭାଙ୍ଗିଲା ଗଛ, ଛିଣ୍ଡିଲା ବିଦ୍ୟୁତ୍‌ ତାର

ବରଗଡ଼ ଅଫିସ୍‌,୧୨।୩ ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଶନିବାର ଭୋର୍‌ରୁ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ଭୋର୍‌ ୫ଟାରୁ ଝଡ଼ବର୍ଷା ହୋଇ ପ୍ରାୟ ୪୫ ମିନିଟ୍‌ ଧରି ଲାଗି ରହିଥିଲା। ପ୍ରବଳ ବେଗରେ ପବନ ବହିବାରୁ ବରଗଡ଼ ସହର ଉପକଣ୍ଠ ଘୁଲିପାଲି…

ଭାଉଜଙ୍କୁ ବଳାତ୍କାର ଉଦ୍ୟମ କରି ଦିଅର ଗିରଫ

ବ୍ରଜରାଜନଗର,୧୩।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଲଜକୁରା ଫାଟକପଡ଼ାର ଜଣେ ଯୁବକ ସମ୍ପର୍କୀୟ ଭାଉଜଙ୍କୁ ବଳାତ୍କାର ଉଦ୍ୟମ କରିଥିଲେ। ଘଟଣା ପ୍ରଘଟ କଲେ ମହିଳାଙ୍କୁ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ହେଲେ ମହିଳା ଜଣକ ପରିବାର ଲୋକଙ୍କୁ ଘଟଣା ସଂକ୍ରାନ୍ତରେ…

ଶିକ୍ଷକଙ୍କ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର

ବ୍ରହ୍ମପୁର ଅଫିସ,୧୩।୩: ଶୁକ୍ରବାର ବିଳମ୍ବିତ ରାତିରେ ସଦର ଥାନା ଅନ୍ତର୍ଗତ ନିମଖଣ୍ଡି ରଘୁନାଥ ମନ୍ଦିର ସାହିରେ ରହୁଥିବା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ସୀମାଞ୍ଚଳ ସାସମଲଙ୍କ ଘରେ ଲୁଟେରାମାନେ କଳାକନା ବୁଲାଇଛନ୍ତି। ଘର ବାଡ଼ିପଟ ୩ଟି କବାଟ ଓ ଗ୍ରୀଲ ତାଡ଼ି ଦୁର୍ବୃତ୍ତମାନେ…

ପରାଜୟ ଝଟ୍‌କା ଭୁଲି ପ୍ରତ୍ୟାବର୍ତ୍ତନ ଲକ୍ଷ୍ୟରେ ଭାରତ

ଅହମଦାବାଦ,୧୩।୩: ଇଂଲଣ୍ଡ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ମାମୁଲି ପ୍ରଦର୍ଶନ କରି ପରାଜୟ ବରଣ କରିବା ପରେ ଘରୋଇ ଭାରତ ପ୍ରତ୍ୟାବର୍ତ୍ତନ କରିବା ଲକ୍ଷ୍ୟରେ ରହିଛି। ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଓ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟି୨୦…

ଟିଏମ୍‌ସିରେ ଯୋଗଦେବା ପରେ ଯଶଓ୍ବନ୍ତ ଉଠାଇଲେ ଏହି ପ୍ରସଙ୍ଗ

କୋଲକାତା,୧୩।୩: ପଶ୍ଚିମବଙ୍ଗ ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ଉଷ୍ଣତା ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ପୂର୍ବତନ ବରିଷ୍ଠ ଭାଜପା ନେତା ଯଶୱନ୍ତ ସିହ୍ନା ଶନିବାର ଟିଏମ୍‌ସିରେ ଯୋଗଦେଇଛନ୍ତି। ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ୧୯୯୯ରେ ଇଣ୍ଡିଆନ ଏୟାରଲାଇନ୍ସର ଏକ ବିମାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?