Home Left

ପୁଣି ଆଇସୋଲେଶନରେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୧୬ ।୧୧: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନଶନ ପୁଣି ଥରେ ନିଜକୁ ଆଇସୋଲେଟ କରି ନେଇଛନ୍ତି । ନିକଟରେ ସେ ଜଣେ କରୋନା ପଜିଟିଭ ସାଂସଦଙ୍କ ସଂସ୍ପର୍ଶରେ ଆସିଥିବା ଜାଣିବା ପରେ ସେ ନିଜକୁ ଆଇସୋଲେଶନରେ ରଖିବା ଠିକ୍ ଭାବି ଆଇସୋଲେଶନରେ…

ଜାଣନ୍ତୁ କାହିଁକି ପାଳନ କରାଯାଏ ଜାତୀୟ ପ୍ରେସ ଦିବସ

ଜାତୀୟ ପ୍ରେସ ଦିବସ ପ୍ରତିବର୍ଷ ୧୬ ନଭେମ୍ବରରେ ଦେଶରେ ପାଳନ କରାଯାଏ। ଏହି ଦିନଟି ଗଣମାଧ୍ୟମର ସ୍ବାଧୀନତା ଏବଂ ସମାଜ ପ୍ରତି ଦାୟିତ୍ୱର ପ୍ରତୀକ ଅଟେ। ଏହି ଦିନ ହିଁ ପ୍ରେସ କାଉନସିଲ ଅଫ୍‌ ଇଣ୍ଡିଆ କାର୍ଯ୍ୟ ଆରମ୍ଭ କରିଥିଲା। ଯଦିଓ…

ଏମିତି ନାତୁଣୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଅମିତାଭ

ଆଜି ହେଉଛି ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନଙ୍କ ନାତୁଣୀ ତଥା ଅଭିଷେକ ବଚ୍ଚନ-ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ଝିଅ ଆରାଧ୍ୟା ବଚ୍ଚନଙ୍କର ୯ତମ ଜନ୍ମଦିନ। ଆରାଧ୍ୟା ହେଉଛନ୍ତି ବଚ୍ଚନ ପରିବାରର ସବୁଠାରୁ ସାନ ତଥା ପ୍ରିୟ ସଦସ୍ୟ। ତେବେ ମହାମାରୀ କରୋନା ଯୋଗୁ…

ଓଡ଼ିଶାର କ୍ଷୁଦ୍ର ଚଳଚ୍ଚିତ୍ରକୁ ୩ ଅନ୍ତର୍ଜାତୀୟ ପୁରସ୍କାର

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ଓଡ଼ିଶାରୁ ନିର୍ମିତ କରୋନା ଆଧାରିତ ସାଇଲେଣ୍ଟ୍‌ ଶର୍ଟ ଫିଲ୍ମ ‘ଓ୍ବାରିଅର୍ସ ଓ୍ବାର୍‌ ଓ୍ବିଦିନ’ ୩ଟି ଅନ୍ତର୍ଜାତୀୟ ପୁରସ୍କାର ପାଇଛି। ଚଳଚ୍ଚିତ୍ର ନିର୍ମାତା ତଥା ଅଭିନେତା ଗଜେନ୍ଦ୍ର କୁମାର ପାଢୀଙ୍କ ୧୨ ମିନିଟ୍‌ ୨୨ ସେକେଣ୍ଡର ଏହି ଫିଲ୍ମ ଚଳିତବର୍ଷ ଆମେରିକା,…

୫ ନୂଆ ପ୍ରଜାତିର ସାପ ଆବିଷ୍କାର କଲେ ଓଡ଼ିଆ ବୈଜ୍ଞାନିକ

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ସାପ ଗବେଷଣା କ୍ଷେତ୍ରରେ ଓଡ଼ିଆ ବୈଜ୍ଞାନିକ ଡ. ଅଶୋକ କୁମାର ମଲ୍ଲିକ ଏକ ଅଭୂତପୂର୍ବ ସଫଳତା ହାସଲ କରିଛନ୍ତି। ତାଙ୍କ ନେତୃତ୍ୱରେ ଭାରତୀୟ ବୈଜ୍ଞାନିକ ଟିମ୍‌ ଏକକାଳୀନ ୫ ପ୍ରଜାତିର ସାପ ଆବିଷ୍କାର କରିଛନ୍ତି। ଏହା ବିଶ୍ୱର ଅନ୍ୟତମ ଲୋକପ୍ରିୟ…

ଖୋଲିଲା ଧାର୍ମିକ ସ୍ଥଳ

ମୁମ୍ବାଇ,୧୬।୧୧: ମହାରାଷ୍ଟ୍ରରେ ସୋମବାର ଠାରୁ ଧାର୍ମିକ ସ୍ଥଳଗୁଡ଼ିକୁ ଖୋଲାଯାଇଛି। ତେବେ କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ମାର୍ଗଦର୍ଶିକା ଜାରି କରାଯାଇଛି। ଧାର୍ମିକସ୍ଥଳରେ ୬୫ ବର୍ଷ ବୟସରୁ ଅଧିକ ବୟସ୍କ ବ୍ୟକ୍ତି, ଗର୍ଭବତୀ…

ନେତାନ୍ୟାହୁଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଜୋରଦାର

ଜେରୁଜେଲମ୍‌, ୧୬।୧୧: ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁଙ୍କ ଇସ୍ତଫା ଦାବିରେ ସାପ୍ତାହିକ ବିକ୍ଷୋଭ ଜାରି ରହିଛି। ଶନିବାର ରାତିରେ ପ୍ରଧାନମନ୍ତ୍ରୀଙ୍କ ସରକାରୀ ବାସଭବନ ବାହାରେ ହଜାର ହଜାର ବିକ୍ଷୋଭକାରୀ ଏକତ୍ର ହୋଇଥିଲେ। ପାଖାପାଖି ୫ ମାସ ହେଲା ଏହି ବିକ୍ଷୋଭ ଚାଲିଛି।…

ଟ୍ରମ୍ପ୍‌ ମାନିଲେ, ବାଇଡେନ୍‌ ନିର୍ବାଚନ ଜିତିଛନ୍ତି

ଓ୍ବାଶିଂଟନ୍‌, ୧୬।୧୧: ନଭେମ୍ବର ୩ରେ ଅନୁଷ୍ଠିତ ଆମେରିକା ନିର୍ବାଚନରେ ତାଙ୍କ ଡେମୋକ୍ରାଟିକ୍‌ ପ୍ରତିଦ୍ୱନ୍ଦ୍ୱୀ ଜୋ ବାଇଡେନ୍‌ ଜିତିଥିବା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପ୍ରଥମ ଥର ଲାଗି ସର୍ବସାଧାରଣରେ ସ୍ବୀକାର କରିଛନ୍ତି। ତେବେ ଭୋଟ ପ୍ରକ୍ରିୟାରେ ଜାଲିଆତି କରାଯାଇଥିବା ମିଥ୍ୟା ଅଭିଯୋଗକୁ ସେ…

ଭାକ୍ସିନ ନ ଆସୁଣୁ ଭିଡ଼

ନୂଆଦିଲ୍ଲୀ,୧୬ା୧୧: ମହାମାରୀ କରୋନାରୁ ମୁକ୍ତି ପାଇଁ ଟିକାକୁ ସାରା ବିଶ୍ୱ ଅପେକ୍ଷା କରିଥିବାବେଳେ ଏହା ଉପରେ ଏବେଠାରୁ ଅଧିକାର ଜମାଇ ବସିଲେଣି ଧନୀ ରାଷ୍ଟ୍ର। ଫଳରେ ସ୍ବଳ୍ପ ଆୟକାରୀ ଗରିବ ଦେଶଗୁଡ଼ିକରେ କୋଭିଡ୍‌-୧୯ ବିରୋଧୀ ଯୁଦ୍ଧ ଆହୁରି ୪ ବର୍ଷ ଧରି…

ପରିବେଶକୁ ଫ୍ଲାଏ ଆଶ୍‌ ବିପଦ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ଫ୍ଲାଏ ଆଶ୍‌ (ଉଡ଼ନ୍ତା ପାଉଁଶ) ୧୦୦ ପ୍ରତିଶତ ଉପଯୋଗ ହୋଇ ପାରୁନାହିଁ। ଅନେକ ସମୟରେ ପାଉଁଶ ପୋଖରୀ ଭାଙ୍ଗି ଚାଷଜମିରେ ମାଡି ଯାଉଛି। ପରିବେଶ ପାଇଁ ମଧ୍ୟ ଏହା ବିପଦ ସୃଷ୍ଟି କରୁଛି। ଆଇନ ଉଲ୍ଲଂଘନକାରୀ କମ୍ପାନୀଗୁଡିକ ଠାରୁ…

ଝିଅକୁ ବାଜି ଲଗାଇ ବଳାତ୍କାରୀଙ୍କୁ ଧରିଲେ

ଇସ୍‌ଲାମାବାଦ,୧୬ା୧୧: ପାକିସ୍ତାନରୁ ଅଧିକାଂଶ ସମୟରେ ନକାରାମତ୍କ ଖବର ଆସିଥାଏ। ପଡ଼ୋଶୀ ଦେଶର ଆତଙ୍କବାଦ, ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ଓ ଦରଦାମ ବୃଦ୍ଧି ଆଦି ଖବର ଭାରତୀୟ ଗଣମାଧ୍ୟମରେ ଶିରୋନାମା ମଣ୍ଡନ କରୁଥିବାବେଳେ ଏବେ ଜଣେ ପୋଲିସ ଅଧିକାରୀଙ୍କ ସାହସିକତା ସୋସିଆଲ ମିଡିଆରେ…

କମ୍‌ ଦିନରେ ପାଚିଲା ଧାନ, ଚିନ୍ତାରେ ଚାଷୀ

ଜଗତ୍‌ସିଂହପୁର ଅଫିସ,୧୬।୧୧: ଜଗତ୍‌ସିଂହପୁର ଜିଲାର ବହୁ ଚାଷୀ ଏବେ ଅସ୍ବାଭାବିକ ପରିସ୍ଥିତିର ସାମ୍ନା କରି ଚିନ୍ତାରେ ପଡ଼ିଛନ୍ତି। ସେମାନଙ୍କ ବିଲରେ ଆଣ୍ଠୁଏ ଲେଖାଏ ପାଣି ରହିଥିବାବେଳେ ଧାର୍ଯ୍ୟ ସମୟର ବହୁ ପୂର୍ବରୁ ଧାନ ପାଚି ଶୋଇ ପଡ଼ିଲାଣି। ଧାନ କାଟିବା ଜରୁରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri