ସ୍ବାଭିମାନ ଅଞ୍ଚଳରେ ବିଏସ୍ଏଫ୍ ଏଡିଜି: ମାଓବାଦୀ ଦମନ ରଣନୀତି ସମୀକ୍ଷା
ଚିତ୍ରକୋଣ୍ଡା, ୧୪।୧୧(ଡି.ଏନ୍.ଏ.)-ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳକୁ ବିଏସ୍ଏଫ୍ ଏଡିଜି ଏସ୍.ଏଲ୍. ଥାଓସେଲ୍ ଶନିବାର ଗସ୍ତ କରିଛନ୍ତି। ମାଲକାନଗିରି ଏସ୍ପି ରିଷିକେଶ ଖିଲାରୀଙ୍କ ସହ ସେ ଗୋରାସେତୁ ବିଏସ୍ଏଫ୍ କ୍ୟାମ୍ପକୁ ଯାଇଥିଲେ। ସେଠାରେ ସ୍ଥାନୀୟ ଅଞ୍ଚଳର ସୁରକ୍ଷା ସହ ବିକାଶ ସମ୍ବନ୍ଧରେ ଆଲୋଚନା…
ପାକିସ୍ତାନକୁ ସମନ କରିବ ଭାରତ
ନୂଆଦିଲ୍ଲୀ,୧୪ା୧୧: ଏଲଓସିରେ ଅସ୍ତ୍ର ବିରତି ଉଲ୍ଲଂଘନ ପାଇଁ ପାକିସ୍ତାନକୁ ସମନ କରିବ ଭାରତ। ଶୁକ୍ରବାର ପାକିସ୍ତାନର ଆଖିବୁଜା ଗୁଳି ଚାଳନାରେ ଭାରତୀୟ ଯବାନ ଶହୀଦ ହେବା ସହିତ ସାଧାରଣ ଲୋକଙ୍କ ଜୀବନ ଯାଇଥିବାରୁ ପାକିସ୍ତାନର କୁଟନୈତିଜ୍ଞଙ୍କୁ ସମନ କରାଯିବ। ରିପୋର୍ଟ ଅନୁଯାୟୀ,…
ହସ୍ପିଟାଲରେ ଭର୍ତ୍ତି ହେଲେ ହରିୟାଣା ମୁଖ୍ୟମନ୍ତ୍ରୀ
ଶିମ୍ଲା,୧୪।୧୧-ନିଃଶ୍ବାସ ନେବାରେ ଅସୁବିଧା ହେବାରୁ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କୁ ଶନିବାର ଶିମ୍ଲାସ୍ଥିତ ଆଇଜିଏମସି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖଟ୍ଟର ବର୍ତ୍ତମାନ ହିମାଚଳ ପ୍ରଦେଶ ଗସ୍ତରେ ଅଛନ୍ତି। ସେ ଶୁକ୍ରବାର ସାରେ ହିମାଚଳ ପ୍ରଦେଶ ପହଞ୍ଚିଥିଲେ। ଆଜି ତାଙ୍କର ଫେରିବାର…
ପ୍ରେମିକଙ୍କ ସହ ବ୍ରେକ୍ଅପ୍କୁ ନେଇ ଚର୍ଚ୍ଚାରେ ଟାଇଗରଙ୍କ ଭଉଣୀ, କଲେ ଏପରି ନିବେଦନ
ବମ୍ବେ: ବଲିଉଡ୍ ଅଭିନେତା ଟାଇଗର ଶ୍ରଫ୍ଙ୍କ ଭଉଣୀ କୃଷ୍ଣାଙ୍କର ହୋଇଛି ବ୍ରେକ୍ଅପ୍। ଇବାନ ହାୟମ୍ସଙ୍କଠାରୁ ସେ ଅଲଗା ହୋଇଛନ୍ତି। ଉଭୟଙ୍କ ରୋମାଣ୍ଟିକ୍ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥାଏ। ହେଲେ ଏବେ ସମ୍ପର୍କରେ ଫାଟ ସୃଷ୍ଟି ହୋଇଥିବା ନେଇ ଚର୍ଚ୍ଚା ହେବାରେ…
ବିରାଟ କୋହଲିଙ୍କୁ ଘୃଣା କରିବାକୁ ପସନ୍ଦ କରନ୍ତି ଅଷ୍ଟ୍ରେଲିୟ ଖେଳାଳି: ଟିମ୍ ପୈନ୍
ସିଡନୀ,୧୪।୧୧: ଡିସେମ୍ବର ୧୭ରୁ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ସିରିଜ୍ ଖେଳାଯିବ। ୪ ଟେଷ୍ଟ ମ୍ୟାଚ୍ ବିଶିଷ୍ଟ ସିରିଜ୍ ଖେଳିବା ପାଇଁ ଭାରତୀୟ ଟିମ୍ ଅଷ୍ଟ୍ରେଲିଆରେ ପହଞ୍ଚି ସାରିଛି। ତେବେ ୨୦୧୮-୧୯ ସିରିଜରେ ଅଷ୍ଟ୍ରେଲିଆକୁ ୨-୧ରେ ହରାଇ ଇତିହାସ ରଚିଥିଲା ଭାରତ। ଏହି…
ଦୀପାବଳିରେ ଏହି ମନ୍ଦିରରେ ପ୍ରସାଦ ରୂପେ ଦିଆଯାଏ ସୁନା ଅଳଙ୍କାର, ନଗଦ ଟଙ୍କା
ଭାରତରେ ଅନେକ ମନ୍ଦିର ରହିଛି। ସେଥି ମଧ୍ୟରୁ ମଧ୍ୟପ୍ରଦେଶର ରତ୍ଲାମ ସହରର ମନାକରେ ଅବସ୍ଥିତ ମା’ ମହାଲକ୍ଷ୍ମୀଙ୍କ ମନ୍ଦିର ଅନ୍ୟତମ। ସାଧାରଣତଃ ପ୍ରାୟ ସବୁ ମନ୍ଦିରରେ ଭକ୍ତମାନଙ୍କୁ ମିଠା କିମ୍ବା କିଛି ଖାଦ୍ୟ ସାମଗ୍ରୀ ପ୍ରସାଦ ଭାବେ ଦିଆଯାଏ। ମାତ୍ର ମା’…
ନକଲି ମସଲା କାରଖାନା ଠାବ, ୨ ଅଟକ
କଟକ ଅଫିସ,୧୪ା୧୧: କଟକସ୍ଥିତ ଜଗତପୁର ଶିଳ୍ପାଞ୍ଚଳରେ ପୁଣି ନକଲି କାରଖାନା ଠାବ ହୋଇଛି। ଏହି କାରଖାନାରେ ନକଲି ମସଲା ହଳଦୀ ଓ ଲଙ୍କା ଅପମିଶ୍ରଣ ହେଉଥିବା ତଦନ୍ତ ବେଳେ ଜଣାପଡ଼ିଛି। ଏଠାରୁ ୫୦ କ୍ୱିଣ୍ଟାଲରୁ ଅଧିକ ଅପମିଶ୍ରିତ ହଳଦୀ ଓ ଲଙ୍କାଗୁଣ୍ଡ…
ମା’ଙ୍କ ପୁରୁଣା ଶାଢିରୁ ଡ୍ରେସ୍ ତିଆରି କଲେ ଏହି ଅଭିନେତା
ମୁମ୍ବାଇ,୧୪।୧୧-ଆଜି ଆଲୋକର ପର୍ବ ଦୀପାବଳି। ଏହି ଅବସରରେ ବଲିଉଡ ଅଭିନେତା ରିତେଶ ଦେଶମୁଖ ତାଙ୍କ ପ୍ରଂଶସକମାନଙ୍କୁ ଦୀପାବଳିର ଶୁଭକାମନା ଜଣାଇଛନ୍ତି। ରିତେଶ ଏକ ଭିଡିଓ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଭିଡିଓରେ ସେ ତାଙ୍କର ଦୁଇ ଛୁଆଙ୍କ ସହିତ କୁର୍ତା-ପାଇଜାମା ପିନ୍ଧିଥିବା…
ଶୀତରେ ଥରୁଥିଲେ ଭିକାରି, ପାଖରେ ଗାଡ଼ି ଅଟକାଇଲେ ଡିଏସ୍ପି; ପରେ ଯାହା ଘଟିଲା ଜାଣିଲେ ଆଖିରେ ଆସିଯିବ ଲୁହ
ଏମିତି ଅନେକ ଥର ହୋଇଛି କି ରାସ୍ତାକଡ଼ରେ ଭିକ ମାଗୁଥିବା ବ୍ୟକ୍ତି ମଧ୍ୟ ଅନେକ ପାଣ୍ଡିତ୍ୟର ଅଧିକାରୀ। ଏହାର ଅନେକ ଉଦାହରଣ ମଧ୍ୟ ରହିଛି। ସେହିପରି ଏକ ଘଟଣା ମଧ୍ୟପ୍ରଦେଶର ଗ୍ବାଲିୟରରେ ଦେଖିବାକୁ ମିଳିଛି। ଯେଉଁଠାରେ ଜଣେ ଭିକାରିକୁ ଦେଖି ଗାଡ଼ି…
ହାତୀ ଉପଦ୍ରବ, ଧାନ ଫସଲ ନଷ୍ଟ
ବୁଗୁଡା,୧୪ା୧୧(ଡି.ଏନ୍.ଏ)-ବୁଗୁଡା ବ୍ଲକ କରସିଙ୍ଗି ଗ୍ରାମରେ ଦୁଇଦିନ ହେଲା ହାତୀ ଉପଦ୍ରବ ଯୋଗୁ ପ୍ରାୟ ୫୦ ଭରଣ ଧାନ ଫସଲ ନଷ୍ଟ ହୋଇଛି। ଏହି ହାତୀପଲ ନୟାଗଡ଼ ଜଙ୍ଗଲରୁ ଆସିଥିବା କୁହାଯାଇଛି। ଏଥିରେ ୧୭ଟି ହାତୀ ଅଛନ୍ତି। ଗୁରୁବାର ଏବଂ ଶୁକ୍ରବାର ରାତିରେ…
କେଏସ୍ୟୁବି କଲେଜର ଭିତ୍ତିଭୂମି ସୁଦୃଢ଼ କରାଯିବ: ମନ୍ତ୍ରୀ
ଭଞ୍ଜନଗର,୨୪।୧୧(ଡି.ଏନ.ଏ.)-ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଶନିବାର ପୂର୍ବାହ୍ନରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (କେଏସ୍ୟୁବି) କଲେଜ ପରିଦର୍ଶନରେ ଯାଇଥିଲେ। ସେଠାରେ କଲେଜର ଭିତ୍ତିଭୂମି ଅନୁଧ୍ୟାନ କରି ଏହାକୁ କିଭଳି ଅଧିକ ସୁଦୃଢ଼…
ଗଞ୍ଜେଇ ମାଫିଆ ଗିରଫ, ୩ଲକ୍ଷ ୩୦ ହଜାର ଜବତ
ଜୟପୁର, ୧୪।୧୧ (ଡି.ଏନ୍.ଏ.) କୋରାପୁଟ ଜିଲା ଜୟପୁର ସଦର ଥାନା ପୋଲିସ ଶୁକ୍ରବାର ବିଳମ୍ବିତ ରାତିରେ ଗଞ୍ଜେଇ ମାଫିଆ ଇମ୍ରାନ ଖାଁ ଓରଫ ରାଜା(୨୪)ଙ୍କୁ ବୋରିଗୁମ୍ମା ଥାନା ଅଧୀନ କୁନ୍ଦରୀଗୁଡା ଗ୍ରାମରୁ ଗିରଫ କରିଛି। ତାଙ୍କ ନିକଟରୁ ୩ଲକ୍ଷ ୩୦ ହଜାର…
Archives


