Home Left

ଦୀପାବଳିରେ ଝଲସିଲା ଆମେରିକାର ଏମ୍ପାୟର୍ସ ଷ୍ଟେଟ ବିଲଡିଂ

ନ୍ୟୁୟର୍କ,୧୪ ।୧୧: ଆଲୋକର ପର୍ବ ଦୀପାବଳିର ଝଲକ ଦେଖିବାକୁ ମିଳିଛି ସୁଦୂର ଆମେରିକାରେ । ନ୍ୟୁୟର୍କ ସହରରେ ଆକାଶକୁ ଛୁଇଁବା ଭଳି ଠିଆ ହୋଇଥିବା ବିରାଟ ବିଲଡିଂ ବା ‘ଏମ୍ପାୟର୍ସ ଷ୍ଟେଟ ବିଲଡିଂ’କୁ କମଳା ରଙ୍ଗର ଆଲୋକରେ ସଜା ଯାଇଛି ।…

ପାହାଡଶ୍ରୀଗିଡ଼ାରେ ଚାଞ୍ଚଲ୍ୟ: ବାପାଙ୍କୁ କଚାଡ଼ି ହତ୍ୟା କଲା ସାନପୁଅ

ସରଣ୍ଡା,୧୪।୧୧(ଡି.ଏନ୍‌.ଏ.)- ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ପାହାଡ଼ଶ୍ରୀଗୀଡା ଗ୍ରାମରେ ଶନିବାର ଏକ ହତ୍ୟାକାଣ୍ଡ ଘଟିଥିବା ନେଇ ଅଭିଯୋଗ ହୋଇଛି। ମୃତକ ହେଲେ ବରଗଡ଼ ଥାନା ବରଡୋଲ ଗାଁର ସୌକିଲାଲ ସେଠ(୫୮)। ଅଭିଯୋଗ ଅନୁଯାୟୀ, ସୌକିଲାଲଙ୍କୁ ତାଙ୍କ ସାନ ପୁଅ ପ୍ରଦୀପ…

ମଧ୍ୟପ୍ରଦେଶ: ପିକ୍‌ଅପ୍‌ ଭ୍ୟାନ ଓଲିଟି ୧୦ ଶ୍ରମିକ ମୃତ

ଶିବପୁରୀ,୧୪।୧୧-ଦୀପାବଳି ପୂର୍ବରୁ ମଧ୍ୟପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶିବପୁରୀ ଜିଲାର ତେହେରୀ ମୁଖ୍ୟାଳୟ ପୋହରୀ ନିକଟରେ ଏକ ପିକ୍‌ଅପ ଭ୍ୟାନ ଓଲଟି ପଡ଼ିବାରୁ ୧୦ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୪ ଜଣ ମହିଳା ରହିଥିବାବେଳେ ୬ ଜଣ…

ଜଙ୍ଗଲ ଓ ପରିବେଶ ମନ୍ତ୍ରୀ, ବିଭାଗୀୟ ସଚିବଙ୍କୁ ଦାବିପତ୍ର: କେନ୍ଦୁପତ୍ର ଲାଭ ତୋଳାଳି, ଶ୍ରମିକଙ୍କୁ ଦିଅ

ଭୁବନେଶ୍ୱର,(ବ୍ୟୁରୋ)/  ପାଟଣା (ସ୍ବ.ପ୍ର.), ୧୪ ।୧୧:  କେନ୍ଦୁଝର ଜିଲା ପାଟଣା ଥାନା ଭିତରେ ଅଭିଯୁକ୍ତ ଯୁବକଙ୍କୁ ଲାଠିରେ ନିସ୍ତୁକ ପିଟିବା ସହ ଗୋଇଠା ମାଡ଼ ମାମଲାରେ ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି) କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ୨ବର୍ଷ ଯାଏ…

୭ କ୍ଷୁଦ୍ର କାଳୀମୂର୍ତ୍ତି ନିର୍ମାଣ କଲେ ସତ୍ୟ

ବ୍ରହ୍ମପୁର ଅଫିସ,୧୪ ।୧୧: ଗଞ୍ଜାମ ଜିଲାର ବାଲୁକା ଶିଳ୍ପୀ ସତ୍ୟ ମହାରଣା ନିଆରା କଳାକୃତି କରି ବିଶ୍ୱସ୍ତରରେ ପରିଚିତ ହୋଇଛନ୍ତି। ୨୦୧୭ ମସିହାରେ ସେ ନିର୍ମାଣ କରିଥିବା କ୍ଷୁଦ୍ର କାଳୀମୂର୍ତ୍ତି ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ସ୍ଥାନ ପାଇଥିଲା। ଏବେ ସେ…

ପିପିଲି ଉପନିର୍ବାଚନ ଲାଗି କଂଗ୍ରେସର ସଜବାଜ: ଆଗେ ସଙ୍ଗଠନ ସଜଡା, ପରେ ପ୍ରାର୍ଥୀ ଖୋଜା

ଭୁବନେଶ୍ୱର, ୧୪ ।୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲରେ ପରାଜିତ ହେବା ପରେ ରାଜ୍ୟ କଂଗ୍ରେସ ପକ୍ଷରୁ ଆଗାମୀ ଦିନରେ ହେବାକୁ ଥିବା ପିପିଲି ଉପନିର୍ବାଚନ ନିମନ୍ତେ ବର୍ତ୍ତମାନ ଠାରୁ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ବିଶେଷକରି ଏବେଠାରୁ ପ୍ରାର୍ଥୀ ଚୟନ ଉପରେ ଦଳ ପକ୍ଷରୁ…

ରାଷ୍ଟ୍ରୀୟ କବି ମୈଥିଲିଶରଣଙ୍କ ନାତୁଣି ହେଲେ ସବୁଠାରୁ କମ୍ ବୟସର ଲେଖିକା

ନୂଆଦିଲ୍ଲୀ,୧୪ ।୧୧: ରାଷ୍ଟ୍ରକବି ମୈଥିଲିଶରଣ ଗୁପ୍ତାଙ୍କ ୭ ବର୍ଷର ନାତୁଣି ଅଭିଜିତା ଗୁପ୍ତା ଏବେ ସବୁଠାରୁ କମ୍ ବୟସର ଲେଖିକା ପାଲଟି ଯାଇଛନ୍ତି । ମାତ୍ର ୭ ବର୍ଷ ବୟସରେ ଅଭିଜିତା ପୁସ୍ତକ ରଚନା କରି ରେକର୍ଡ କରିଛନ୍ତି । ତାଙ୍କ…

ଆମେରିକାରେ କରୋନାର ଦୋହରା ମାଡ଼: ୨୪ ଘଣ୍ଟାରେ ଲକ୍ଷେ ୭୭ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ

ଓ୍ବାଶିଂଟନ,୧୪।୧୧: ଆମେରିକାରେ କରୋନାର ଦୋହରା ମାଡ଼ ଆରମ୍ଭ ହୋଇଛି। ଗତ ୨୪ ଘଣ୍ଟାରେ ଏଠାରେ ଲକ୍ଷେ ୭୭ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଇଲିନୋଇସ୍‌, ଲୋଓ୍ବା, କାନସାସ୍‌ ଏବଂ ଓହିଓ ଆଦି ରାଜ୍ୟରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଏକଦା ସଚିନଙ୍କ ପାଖରେ ବସିବା ପାଇଁ ମନା କରିଦେଇଥିଲେ ଯୁବରାଜ, କାରଣ ଜାଣିଲେ ହେବେ..

ଭାରତୀୟ କ୍ରିକେଟ୍‌ ଟିମ୍‌ର ଦିଗ୍ଗଜ ଖେଳାଳି ସଚିନ ତେନ୍ଦୁଲକର, ରାହୁଲ ଦ୍ରାବିଡ ଏବଂ ସୌରଭ ଗାଙ୍ଗୁଲୀଙ୍କ ଦବ୍‌ଦବା ଦେଖିବାକୁ ମିଳୁଥିବା ବେଳେ ଯୁବରାଜ ସିଂହ ଦଳରେ ଯୋଗ ଦେଇଥିଲେ। ୨୦୦୦ରେ ଭାରତ ପାଇଁ ଡେବ୍ୟୁ କରିଥିଲେ ସେ। ସେତେବେଳେ ସମସ୍ତଙ୍କଠାରୁ ସଚିନଙ୍କୁ…

ଆଜି ଦୀପାବଳି: ପ୍ରଶଂସକଙ୍କୁ ଏଭଳି କହି ଶୁଭେଚ୍ଛା ଜଣାଇଲେ ମଲାଇକା

ମୁମ୍ବାଇ,୧୪।୧୧-ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହିଥାନ୍ତି। ବର୍ତ୍ତମାନ ମଲାଇକା ନିଜର ଏକ ନୂଆ ଭିଡିଓ ପୋଷ୍ଟ କରିଛନ୍ତି ଯାହା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ସେ ନାଲି ରଙ୍ଗର ଲେହେଙ୍ଗା ପିନ୍ଧି ଡ୍ୟାନ୍ସ…

ଅଚଳାବସ୍ଥାରେ ହୋମିଓପାଥିକ ଡାକ୍ତରଖାନା

ଖଇରା,୧୪ ।୧୧: ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଡପୋଖରୀଠାରେ ଥିବା ସରକାରୀ ହୋମିଓପାଥିକ ଡାକ୍ତରଖାନାରେ ଗତ ୯ମାସ ଧରି ଅଚଳାବସ୍ଥା ଲାଗି ରହିଛି। ଡାକ୍ତର ଅନୁପସ୍ଥିତ ରହୁଥିବା ବେଳେ ପିଅନ କାଁ ଭାଁ କାର୍ଯ୍ୟାଳୟ ଖୋଲି ନିଜର ଉପସ୍ଥାନ ପକାଇ…

କମିବ ପାରଦ, ବଢ଼ିବ ଶୀତ

ଭୁବନେଶ୍ୱର, ୧୪ ।୧୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ରବିବାରଠାରୁ ଶୀତ ସାମାନ୍ୟ ବୃଦ୍ଧି ପାଇବ। ଆଭ୍ୟନ୍ତରୀଣ ଜିଲାଗୁଡ଼ିକରେ ଅଧିକ ଥଣ୍ଡା ଅନୁଭୂତ ହେବ। ତାପମାତ୍ରା ୪ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବା ସମ୍ଭାବନା ରହିଛି। ସପ୍ତାହେ ଯାଏ ରାଜ୍ୟରେ ପାଗ ମୁଖ୍ୟତଃ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri