Home Left

୭ କ୍ଷୁଦ୍ର କାଳୀମୂର୍ତ୍ତି ନିର୍ମାଣ କଲେ ସତ୍ୟ

ବ୍ରହ୍ମପୁର ଅଫିସ,୧୪ ।୧୧: ଗଞ୍ଜାମ ଜିଲାର ବାଲୁକା ଶିଳ୍ପୀ ସତ୍ୟ ମହାରଣା ନିଆରା କଳାକୃତି କରି ବିଶ୍ୱସ୍ତରରେ ପରିଚିତ ହୋଇଛନ୍ତି। ୨୦୧୭ ମସିହାରେ ସେ ନିର୍ମାଣ କରିଥିବା କ୍ଷୁଦ୍ର କାଳୀମୂର୍ତ୍ତି ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ସ୍ଥାନ ପାଇଥିଲା। ଏବେ ସେ…

ପିପିଲି ଉପନିର୍ବାଚନ ଲାଗି କଂଗ୍ରେସର ସଜବାଜ: ଆଗେ ସଙ୍ଗଠନ ସଜଡା, ପରେ ପ୍ରାର୍ଥୀ ଖୋଜା

ଭୁବନେଶ୍ୱର, ୧୪ ।୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲରେ ପରାଜିତ ହେବା ପରେ ରାଜ୍ୟ କଂଗ୍ରେସ ପକ୍ଷରୁ ଆଗାମୀ ଦିନରେ ହେବାକୁ ଥିବା ପିପିଲି ଉପନିର୍ବାଚନ ନିମନ୍ତେ ବର୍ତ୍ତମାନ ଠାରୁ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ବିଶେଷକରି ଏବେଠାରୁ ପ୍ରାର୍ଥୀ ଚୟନ ଉପରେ ଦଳ ପକ୍ଷରୁ…

ରାଷ୍ଟ୍ରୀୟ କବି ମୈଥିଲିଶରଣଙ୍କ ନାତୁଣି ହେଲେ ସବୁଠାରୁ କମ୍ ବୟସର ଲେଖିକା

ନୂଆଦିଲ୍ଲୀ,୧୪ ।୧୧: ରାଷ୍ଟ୍ରକବି ମୈଥିଲିଶରଣ ଗୁପ୍ତାଙ୍କ ୭ ବର୍ଷର ନାତୁଣି ଅଭିଜିତା ଗୁପ୍ତା ଏବେ ସବୁଠାରୁ କମ୍ ବୟସର ଲେଖିକା ପାଲଟି ଯାଇଛନ୍ତି । ମାତ୍ର ୭ ବର୍ଷ ବୟସରେ ଅଭିଜିତା ପୁସ୍ତକ ରଚନା କରି ରେକର୍ଡ କରିଛନ୍ତି । ତାଙ୍କ…

ଆମେରିକାରେ କରୋନାର ଦୋହରା ମାଡ଼: ୨୪ ଘଣ୍ଟାରେ ଲକ୍ଷେ ୭୭ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ

ଓ୍ବାଶିଂଟନ,୧୪।୧୧: ଆମେରିକାରେ କରୋନାର ଦୋହରା ମାଡ଼ ଆରମ୍ଭ ହୋଇଛି। ଗତ ୨୪ ଘଣ୍ଟାରେ ଏଠାରେ ଲକ୍ଷେ ୭୭ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଇଲିନୋଇସ୍‌, ଲୋଓ୍ବା, କାନସାସ୍‌ ଏବଂ ଓହିଓ ଆଦି ରାଜ୍ୟରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଏକଦା ସଚିନଙ୍କ ପାଖରେ ବସିବା ପାଇଁ ମନା କରିଦେଇଥିଲେ ଯୁବରାଜ, କାରଣ ଜାଣିଲେ ହେବେ..

ଭାରତୀୟ କ୍ରିକେଟ୍‌ ଟିମ୍‌ର ଦିଗ୍ଗଜ ଖେଳାଳି ସଚିନ ତେନ୍ଦୁଲକର, ରାହୁଲ ଦ୍ରାବିଡ ଏବଂ ସୌରଭ ଗାଙ୍ଗୁଲୀଙ୍କ ଦବ୍‌ଦବା ଦେଖିବାକୁ ମିଳୁଥିବା ବେଳେ ଯୁବରାଜ ସିଂହ ଦଳରେ ଯୋଗ ଦେଇଥିଲେ। ୨୦୦୦ରେ ଭାରତ ପାଇଁ ଡେବ୍ୟୁ କରିଥିଲେ ସେ। ସେତେବେଳେ ସମସ୍ତଙ୍କଠାରୁ ସଚିନଙ୍କୁ…

ଆଜି ଦୀପାବଳି: ପ୍ରଶଂସକଙ୍କୁ ଏଭଳି କହି ଶୁଭେଚ୍ଛା ଜଣାଇଲେ ମଲାଇକା

ମୁମ୍ବାଇ,୧୪।୧୧-ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହିଥାନ୍ତି। ବର୍ତ୍ତମାନ ମଲାଇକା ନିଜର ଏକ ନୂଆ ଭିଡିଓ ପୋଷ୍ଟ କରିଛନ୍ତି ଯାହା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ସେ ନାଲି ରଙ୍ଗର ଲେହେଙ୍ଗା ପିନ୍ଧି ଡ୍ୟାନ୍ସ…

ଅଚଳାବସ୍ଥାରେ ହୋମିଓପାଥିକ ଡାକ୍ତରଖାନା

ଖଇରା,୧୪ ।୧୧: ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଡପୋଖରୀଠାରେ ଥିବା ସରକାରୀ ହୋମିଓପାଥିକ ଡାକ୍ତରଖାନାରେ ଗତ ୯ମାସ ଧରି ଅଚଳାବସ୍ଥା ଲାଗି ରହିଛି। ଡାକ୍ତର ଅନୁପସ୍ଥିତ ରହୁଥିବା ବେଳେ ପିଅନ କାଁ ଭାଁ କାର୍ଯ୍ୟାଳୟ ଖୋଲି ନିଜର ଉପସ୍ଥାନ ପକାଇ…

କମିବ ପାରଦ, ବଢ଼ିବ ଶୀତ

ଭୁବନେଶ୍ୱର, ୧୪ ।୧୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ରବିବାରଠାରୁ ଶୀତ ସାମାନ୍ୟ ବୃଦ୍ଧି ପାଇବ। ଆଭ୍ୟନ୍ତରୀଣ ଜିଲାଗୁଡ଼ିକରେ ଅଧିକ ଥଣ୍ଡା ଅନୁଭୂତ ହେବ। ତାପମାତ୍ରା ୪ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବା ସମ୍ଭାବନା ରହିଛି। ସପ୍ତାହେ ଯାଏ ରାଜ୍ୟରେ ପାଗ ମୁଖ୍ୟତଃ…

ଓଡ଼ିଶାକୁ ଅତିରିକ୍ତ ୧୨୮ କୋଟି ‘ଅମ୍ଫନ’ ସହାୟତା

ଭୁବନେଶ୍ୱର,୧୪ ।୧୧(ବ୍ୟୁରୋ): ବନ୍ୟା, ବାତ୍ୟା ଏବଂ ଭୂସ୍ଖଳନ ଭଳି ପ୍ରାକୃତିକ ବିପର୍ଯ୍ୟୟରେ କ୍ଷତିଗ୍ରସ୍ତ ହୋଇଥିବା ୬ ରାଜ୍ୟ ପାଇଁ କେନ୍ଦ୍ର ସରକାର ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି (ଏନ୍‌ଡିଆର୍‌ଏଫ୍‌)ରୁ ୪,୩୮୧.୮୮ କୋଟି ଟଙ୍କା ସହାୟତା ମଞ୍ଜୁର କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌…

ବାଣ ବ୍ୟବସାୟୀଙ୍କୁ ଗିରଫ ବେଳେ ପୋଲିସ ଜିପ୍‌ରେ ମୁଣ୍ଡ ବାଡେଇ କାନ୍ଦିଲେ କୁନି ଝିଅ: ଭିଡିଓ ଭାଇରାଲ

ବୁଲନ୍ଦସହର,୧୪ ।୧୧: ଏବେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି । ଯେଉଁଥିରେ ଦେଖିବାକୁ ମିଳିଛି ଏକ ପୋଲିସ ଜିପ୍ ବାହାରେ ଠିଆ ହୋଇ ଜଣେ କୁନି ଝିଅ କାନ୍ଦି କାନ୍ଦି କିଛି କହୁଛନ୍ତି । ତେବେ ଘଟଣାରୁ…

ଗିଲ୍‌ଗିଟ୍‌-ବଲ୍ଟିସ୍ତାନ ନିର୍ବାଚନ ଫଳାଫଳ ଫିକ୍ସିଂ କରି ସାରିଛନ୍ତି ଇମ୍ରାନ୍‌ ସରକାର

ଖାଇବରପସ୍ତୁନଖ୍ବା,୧୪।୧୧: ଗିଲ୍‌ଗିଟ୍‌-ବଲ୍ଟିସ୍ତାନରେ ହେବାକୁ ଥିବା ନିର୍ବାଚନ ଫଳାଫଳକୁ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ସରକାର ଫିକ୍ସିଂ କରି ସାରିଛନ୍ତି। ଏଠାରେ କେବଳ ନିର୍ବାଚନ ହେବ। କିନ୍ତୁ ଫଳାଫଳ ପୂର୍ବରୁ ନିର୍ଦ୍ଧାରିତ ହୋଇସାରିଛି ବୋଲି ପାକିସ୍ତାନ ଡେମୋକ୍ରାଟିକ୍‌ ମୁଭ୍‌ମେଣ୍ଟ ମୁଖ୍ୟ ମୌଲାନା ଫଜଲୁର୍‌ ରହମାନ…

ଟୋଲ୍‌ ଫି ଲାଭ ଆଗ

ଯାଜପୁର ଅଫିସ,୧୪।୧୧: ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ୨୦୧୬ ଜୁଲାଇରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ ୬ ନମ୍ବର ଜାତୀୟ ରାଜପଥ(ଏନ୍‌ଏଚ୍‌ )ରେ ଥିବା କଟକ ମଙ୍ଗୁଳି ଟୋଲ୍‌ପ୍ଲାଜାକୁ ବନ୍ଦାଳ ନିକଟକୁ ସ୍ଥାନାନ୍ତର କାର୍ଯ୍ୟ ପ୍ରାୟ ଶେଷ ହେବାକୁ ବସିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri