ନିର୍ବାଚନ ଫଳାଫଳ ପରେ ପ୍ରଥମଥର ସାମ୍ନାକୁ ଆସିଲେ ଟ୍ରମ୍ପ
ୱାଶିଂଟନ,୧୪ ।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ଆସିବା ପରେ ପ୍ରଥମଥର ପାଇଁ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ର୍ମ୍ପ ସାମ୍ନାକୁ ଆସିଛନ୍ତି । ଏକ ଉଦ୍ବୋଧନରେ ଟ୍ରମ୍ପ କହିଛନ୍ତି ଆସନ୍ତା ବର୍ଷ ଏପ୍ରିଲ ସୁଦ୍ଧା ଆମେରିକାକୁ କରୋନା ଟିକା ମିଳିଯିବ ।…
ଫ୍ରାନ୍ସ୍ ପୁଣି କଲା ଏୟାର ଷ୍ଟ୍ରାଇକ୍: ଅଲ୍କାଇଦା କମାଣ୍ଡର ମୃତ
ବାମାକୋ,୧୪।୧୧: ମାଲିରେ ଫ୍ରାନ୍ସ୍ ପକ୍ଷରୁ ପୁଣି ଏୟାର ଷ୍ଟ୍ରାଇକ୍ କରାଯାଇଛି। ଫ୍ରାନ୍ସ୍ ସୈନ୍ୟ ବାହିନୀର ହେଲିକପ୍ଟରରୁ ଅଲ୍କାଇଦା ଶିବିର ଉପରେ ଆକ୍ରମଣ କରାଯାଇଥିଲା। ଏଥିରେ ଜଣେ କମାଣ୍ଡରଙ୍କ ସମେତ ୧୨ରୁ ଅଧିକ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା ଫ୍ରାନ୍ସ୍ ସୈନ୍ୟ ବାହିନୀ ପକ୍ଷରୁ…
ଡ୍ରଗ୍ସ ମାମଲାରେ ଅଷ୍ଟ୍ରେଲୀୟ ଗିରଫ
ନୂଆଦିଲ୍ଲୀ,୧୪।୧୧: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଓ ବଲିଉଡ୍ ଡ୍ରଗ୍ସ ମାମଲାକୁ ନେଇ ଏକାଧିକ ବ୍ୟକ୍ତିଙ୍କୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍ସିବି) ଜେରା କରିବା ପରେ ଶୁକ୍ରବାର ଅଷ୍ଟ୍ରେଲିଆ ନାଗରିକ ପଲ୍ ବାର୍ଟେଲ୍ଙ୍କୁ ଗିରଫ କରାଯାଇଛି। ଗୁରୁବାର ତାଙ୍କୁ ୬ ଘଣ୍ଟା…
ଦୀପାବଳିରେ ଝଲସିଲା ଅଯୋଧ୍ୟା
ଲକ୍ଷ୍ନୌ,୧୪।୧୧: ଦୀପାବଳିରେ ମନ୍ଦିରମାଳିନୀ ସହର ଅଯୋଧ୍ୟା ଝଲସିଛି। ସରାୟୁ ନଦୀର ୨୮ ଘାଟରେ ୫.୮୪ ଲକ୍ଷ ଦୀପ ଜଳାଯାଇ ଗିନିଜ୍ ରେକର୍ଡ କରିବା ଲାଗି ପ୍ରଶାସନ ପକ୍ଷରୁ ଯୋଜନା କରାଯାଇଛି। ଗତବର୍ଷ ୪.୧୦ ଲକ୍ଷ ଦୀପ ଏଠାରେ ଜଳାଯାଇ ଗିନିଜ୍ ରେକର୍ଡ…
ବାଇଡେନ୍ଙ୍କୁ ଅଭିନନ୍ଦନ ଜଣାଇଲା ଚାଇନା
ବେଜିଂ, ୧୪।୧୧(ପି.ଟି.): ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ ଏବଂ ତାଙ୍କ ସହଯୋଗୀ ତଥା ନିର୍ବାଚିତ ଉପରାଷ୍ଟ୍ରପତି କମଲା ହାରିସ୍ଙ୍କୁ ଶେଷରେ ଚାଇନା ଅଭିନନ୍ଦନ ଜଣାଇଛି। ଆମେରିକୀୟଙ୍କ ପସନ୍ଦକୁ ବେଜିଂ ସମ୍ମାନ ଦିଏ ବୋଲି ଶୁକ୍ରବାର କହିଛି। ଆମେରିକା ନିର୍ବାଚନକୁ ନେଇ…
‘ରାହୁଲ ଭୟାଳୁ ଛାତ୍ର’
ନ୍ୟୁୟର୍କ, ୧୪।୧୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କ ଦ୍ୱାରା ଲିଖିତ ପୁସ୍ତକ ‘ଏ ପ୍ରୋମିଜ୍ଡ ଲ୍ୟାଣ୍ଡ୍’ରେ ବିଶ୍ୱର ବିଭିନ୍ନ ନେତାଙ୍କ ସମ୍ପର୍କରେ ଉଲ୍ଲେଖ କରାଯାଇଛି। ଏଥିରେ ସେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମ୍ପର୍କରେ ଲେଖିଛନ୍ତି, ସେ ଶିକ୍ଷକମାନଙ୍କୁ ପ୍ରଭାବିତ…
ଦିଦିଙ୍କ ପାଇଁ ବଡ଼ ଆହ୍ବାନ
କୋଲକାତା/ନୂଆଦିଲ୍ଲୀ,୧୪ା୧୧: ନଭେମ୍ବର ୧୦ ତାରିଖ। ଏହି ଦିନ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପାଇଁ ଦୁଇଟି ଅଶୁଭ ଖବର ଆସିଥିଲା। ଗୋଟିଏ ଥିଲା ଦଳ ଭିତରୁ ଓ ଅନ୍ୟଟି ଦଳ ବାହାରୁ। ବିହାର ଏକ୍ଜିଟ୍ ପୋଲ୍ର ଭବିଷ୍ୟବାଣୀକୁ ସତ ମାନି ଦିଦି…
ନିଜ ପସନ୍ଦ କୁକୁରର ସୁନାର ପ୍ରତିମୂର୍ତ୍ତି ରାସ୍ତାରେ ଲଗାଇଲେ ରାଷ୍ଟ୍ରପତି
ଅସଗାବଟ,୧୪ ।୧୧: ରାସ୍ତା କଡ଼ରେ ସାଧାରଣତଃ ବଡ ବଡ ନେତାଙ୍କ ପ୍ରତିମୂର୍ତ୍ତି ଲାଗିଥିବା ସମସ୍ତେ ଦେଖିଥିବେ । ହେଲେ ରାସ୍ତା କଡରେ କୌଣସି ପଶୁଜନ୍ତୁଙ୍କ ପ୍ରତିମୂର୍ତ୍ତି କଥା ଚିନ୍ତା କଲେ ଟିକେ ଅଡୁଆ ଲାଗିପାରେ । ହେଲେ ତୁର୍କମେନିସ୍ତାନ ଶାସନରେ ଏଭଳି…
ଆସନ୍ତା ମାସ ସୁଦ୍ଧା ଆସିପାରେ କରୋନା ଟିକା
ନୂଆଦିଲ୍ଲୀ,୧୪ ।୧୧: ଆସନ୍ତା ମାସ ସୁଦ୍ଧା ଦେଶକୁ ୧୦ କୋଟି କରୋନା ଟିକା ମିଳିଯିବ ବୋଲି ଦାବି କରିଛନ୍ତି ସିରମ ଇନଷ୍ଟିଚ୍ୟୁଟର ଅଫ୍ ଇଣ୍ଡିଆର ସିଇଓ ଅଦାର ପୁନାୱାଲା । ସିରମ ଇନଷ୍ଟିଚ୍ୟୁଟ ଅକ୍ସଫୋର୍ଡ ୟୁନିଭର୍ସିଟି ସହ ମିଶି ଏହି ଟିକା…
ଦେଶବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୧୪ ।୧୧: ଆଲୋକର ପର୍ବ ଦୀପାବଳି ପାଳନ କରିବାକୁ ସାରା ଦେଶ ପ୍ରସ୍ତୁତ ହୋଇ ସାରିଛି । ଏଥରର ଦୀପାବଳି ସବୁଠାରୁ ନିଆରା ହେବ ବୋଲି କୁହାଯାଉଛି । କାରଣ କରୋନା କଟକଣା ମଧ୍ୟରେ ଏଥର ପାଳନ କରାଯିବ ଦୀପାବଳି ।…
ଧନତେରସ୍ରେ ବଢିଲା ସୁନା ବିକ୍ରି
ନୂଆଦିଲ୍ଲୀ/ଭୁବନେଶ୍ୱର: ଚଳିତ ବର୍ଷ କରୋନାଜନିତ ଲକ୍ଡାଉନ ପାଇଁ ସୁନା ଗହଣା ବଜାରରେ ପ୍ରଭାବ ଜାରି ରହିଛି। ଶୁକ୍ରବାର ଧନତେରସ ରହିଥିବାରୁ ସୁନା ବଜାରରେ ଚମକ ଫେରିଛି। ସାରା ଦେଶରେ ଧନତେରସରେ ବିକ୍ରି ପୂର୍ବ ମାସଗୁଡିକ ତୁଳନାରେ ଉନ୍ନତ ରହିଛି। ଆଗାମୀ ଦିନରେ…
ରୋହିତ ସମ୍ପୂର୍ଣ୍ଣ ଫିଟ୍ ନାହାନ୍ତି: ଗାଙ୍ଗୁଲି
ନୂଆଦିଲ୍ଲୀ : ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ରେ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସର ନେତୃତ୍ୱ ନେଇଥିବା ରୋହିତ ଶର୍ମାଙ୍କ ଫିଟ୍ନେସ୍କୁ ନେଇ ଆଲୋଚନା ଜୋର ଧରିଛି। ବିଶେଷ କରି ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦଳରେ ତାଙ୍କୁ ପ୍ରଥମେ ସ୍ଥାନିତ କରା ନ…
Archives


