Home Left

ଏହି ଖେଳାଳିଙ୍କୁ ୧୦ କୋଟି ଟଙ୍କାର ଚିୟରଲିଡର୍‌ କହିଲେ ସେହ୍ବାଗ

ଆଇପିଏଲ୍‌ ୨୦୨୦ ଶେଷ ହେବା ପରେ ଅନେକ କ୍ରିକେଟ ବିଶେଷଜ୍ଞ ଏହି ସିଜିନର ହିରୋ ଏବଂ ଶୂନ ଖେଳାଳିଙ୍କ ଉପରେ ନିଜର ମତ ରଖିଛନ୍ତି। ପୂର୍ବତନ ଭାରତୀୟ କ୍ରିକେଟର ବୀରେନ୍ଦ୍ର ସେହ୍ବାଗ ମଧ୍ୟ ଏକ ଭିଡିଓ ମାଧ୍ୟମରେ ଆଇପିଏଲ ୨୦୨୦ ଫ୍ଲପ…

ଭାଇଙ୍କ ବିବାହରେ ଲେହେଙ୍ଗା ପିନ୍ଧି ଚର୍ଚ୍ଚାରେ କଙ୍ଗନା, ତିଆରି ପାଇଁ ଲାଗିଥିଲା ୧୪ ମାସ

ମୁମ୍ବାଇ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ଙ୍କ ଭାଇ ଅକ୍ଷତ ଗୁରୁବାର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଭାଇଙ୍କ ବିବାହ ଉତ୍ସବରେ କଙ୍ଗନା ଖୁବ୍‌ ମଜାମସ୍ତି କରିଥିବା ଦେଖିବାକୁ ମିଳିଛି। ଯାହା ସେ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଥିବା ଫଟୋ ଏବଂ ଭିଡିଓରୁ ଜଣାପଡୁଛି। ଏହି…

ରୋହିତଙ୍କ ୨୬୪ ରନ୍‌ ପାଳିରେ ଖୁସି ନ ଥିଲେ ଏହି ବ୍ୟକ୍ତି

ଭାରତୀୟ କ୍ରିକେଟ ଦଳର ଏକଦିବସୀୟ ଏବଂ ଟି-୨୦ ଦଳର ଉପଅଧିନାୟକ ରୋହିତ ଶର୍ମା ଆଜିର ଦିନରେ ଏକଦିବସୀୟ ମ୍ୟାଚ୍‌ରେ ୨୬୪ରନ୍‌ର ପାଳି ଖେଳି ଇତିହାସ ରଚିଥିଲେ। ଏହି ମ୍ୟାଚ୍‌ ପରେ ତାଙ୍କୁ ସୀମିତ ଓଭର କ୍ରିକେଟର ସବୁଠାରୁ ବିପଜ୍ଜନକ ବ୍ୟାଟ୍ସମ୍ୟାନ ଭାବରେ…

ଦ୍ୱିତୀୟ ଥର ନିର୍ବନ୍ଧ କଲେ ଏହି କ୍ରିକେଟର: ପ୍ରଥମ ସ୍ତ୍ରୀଙ୍କଠାରୁ ଅଛନ୍ତି ୫ ସନ୍ତାନ

ଆଫଗାନିସ୍ତାନ କ୍ରିକେଟ ଦଳର ତିନୋଟି ଫର୍ମାଟର ଅଧିନାୟକ ଅସଗର ଆଫଗାନ ନିଜ ଜୀବନର ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି। କାବୁଲର ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ୍‌ ଅଫଗାନ ନିକଟରେ ନିର୍ବନ୍ଧ କରିଛନ୍ତି। ଏହା ତାଙ୍କର ଦ୍ୱିତୀୟ ବିବାହ ହେବ। ତେବେ ପ୍ରଥମ…

ଲିଙ୍ଗ ନିରୂପଣ ସୂଚନା ଦେଲେ ମିଳିବ ୧୦ ହଜାର ପୁରସ୍କାର

ଛତ୍ରପୁର,୧୩।୧୧(ଡି.ଏନ୍‌.ଏ.): ଗର୍ଭଧାରଣ ପୂର୍ବ ଓ ପ୍ରସ୍ତୁତି ନିଦାନ କୌଶଳ ଅଧିନିୟମ ଜିଲା ପରାମର୍ଶଦାତା କମିଟିର ବୈଠକ ସ୍ଥାନୀୟ ଜିଲାପାଳଙ୍କ ସଦ୍‌ଭାବନା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ଜିଲାରେ ଥିବା କ୍ଲିନିକଗୁଡ଼କର…

ଆୟୁର୍ବେଦ ଆମର ପରମ୍ପରା: ମୋଦି

ନୂଆଦିଲ୍ଲୀ,୧୩ ।୧୧: ଆୟୁର୍ବେଦ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ୨ଟି ଆୟୁର୍ବେଦ ସଂସ୍ଥାନକୁ ସମର୍ପିତ କରିଛନ୍ତିି । ଗୁଜରାଟ ଜାମନଗରର ଆୟୁର୍ବେଦ ଅଧ୍ୟାପନ ଏବଂ ଅନୁସନ୍ଧାନ ସଂସ୍ଥାନ ଓ ଜୟପୁରର ରାଷ୍ଟ୍ରୀୟ ଆୟୁର୍ବେଦ ସଂସ୍ଥାନର ଉଦ୍‌ଘାଟନ କରିଛନ୍ତି ମୋଦି…

ପୋଲିସର ଅତର୍କିତ ଚଢ଼ାଉ: ୩ ଜୁଆଡ଼ି ଗିରଫ

ଦିଗପହଣ୍ଡି,୧୩।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ରାତିରେ କଇଠଡ଼ା ପଞ୍ଚାୟତ କଲ୍ୟାଣପୁର ଗ୍ରାମରେ ଅତର୍କିତ ଚଢ଼ାଉ କରି ୩ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନେ ହେଲେ କଲ୍ୟାଣପୁର ଗ୍ରାମର କୁନା ଦୋରା , ଗୁହାଳପୁର ଗ୍ରାମର ରବି ସେଠୀ ଓ…

ଟୁଇଟର୍‌କୁ ନୋଟିସ୍‌ ପଠାଇଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୧୩।୧୧: ଲେହକୁ ଲଦାଖ ପରିବର୍ତ୍ତେ ଜମ୍ମୁ-କଶ୍ମୀରର ଏକ ଅଂଶ ଦେଖାଇବାକୁ ନେଇ କେନ୍ଦ୍ର ସରକାର ଟୁଇଟରକୁ ନୋଟିସ ଜାରି କରିଛନ୍ତି ଏବଂ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ଚେତାବନୀ ଦେଇଛନ୍ତି। କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟର ନଭେମ୍ବର ୯ରେ…

ଜୁହିଙ୍କୁ ବିବାହ କରିବାକୁ ଚାହୁଁଥିଲେ ଏହି ଅଭିନେତା, ରହିଗଲେ ଅବିବାହିତ

ମୁମ୍ବାଇ: ବଲିଉଡ୍‌ର ସବୁଠୁ ସୁନ୍ଦର ଅଭିନେତ୍ରୀମାନଙ୍କ ମଧ୍ୟରୁ ଜୁହି ଚାଓ୍ବଲା ଅନ୍ୟତମ। ଅଭିନୟ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିଥିବା ଜୁହିଙ୍କର ଆଜି ଜନ୍ମଦିନ। ସେ ୫୩ ବର୍ଷ ବୟସରେ ପାଦ ଦେଇଛନ୍ତି। ୧୯୬୭ ନଭେମ୍ବର ୧୩ରେ ପଞ୍ଜାବରେ ଜନ୍ମ ହୋଇଥିଲେ ଜୁହି।…

ଭାଣିଜୀକୁ ବିବାହ କରିବାକୁ ଯାଉଛନ୍ତି ଏହି ପ୍ରସିଦ୍ଧ ଅଭିନେତା!

ବଲିଉଡ୍‌ ନିର୍ମାତା, ନିର୍ଦ୍ଦେଶକ ତଥା ଅଭିନେତା ପ୍ରଭୁ ଦେବା ରିଲେଶନ୍‌ସିପ୍‌କୁ ନେଇ ଏବେ ପୁଣିଥରେ ଚର୍ଚ୍ଚାକୁ ଆଶିଛନ୍ତି। ପ୍ରଭୁ ପୁଣିଥରେ ପ୍ରେମରେ ପଡ଼ିଯାଇଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି। ଗ୍ରୁପ୍‌ ଡ୍ୟାନ୍ସରଭାବେ ନିଜର କ୍ୟାରିୟର ଆରମ୍ଭ କରିଥିବା ପ୍ରଭୁଙ୍କ…

ଗାଈ ପାଟିରେ ବାଣ ପୂରାଇଦେଲେ ଅସାମାଜିକ ବ୍ୟକ୍ତି, ଆଉ ତା’ପରେ…

ଜୟପୁର,୧୩।୧୧: ରାଜସ୍ଥାନର ପାଲି ଜିଲାର ମାରୱାଡ ଜଙ୍କସନ ସବଡିଭିଜନରେ ଏକ ଗାଈ ସହ ଘୃଣ୍ୟ କାର୍ଯ୍ୟକଳାପ ସାମ୍ନାକୁ ଆସିଛି। କିଛି ଅସାମାଜିକ ବ୍ୟକ୍ତି ଗାଈ ପାଟିରେ ବାଣ ରଖିଦେବାରୁ ତାହା ଫାଟିଯାଇଛି। ଫଳରେ ଗାଈଟି ଗୁରୁତର ଆହତ ହୋଇଛି। ମାମଲାର ସମ୍ବେଦନଶୀଳତା…

କାମେଶ୍ୱର ଚୌପାଲ ହୋଇପାରନ୍ତି ବିହାର ଉପମୁଖ୍ୟମନ୍ତ୍ରୀ

ପାଟନା,୧୩।୧୧: ବିହାରରେ ବିଧାନସଭା ନିର୍ବାଚନର ଫଳାଫଳ ସହିତ ସରକାର ଗଠନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରାବର ଏନଡିଏ ନେତାମାନେ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ନୀତୀଶ କୁମାରଙ୍କ ନାମ ସ୍ପଷ୍ଟ କରାଯିବ। କୁହାଯାଉଛି ଯେ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri