Home Left

ସମସ୍ୟାରେ ବ୍ରହ୍ମବରଦା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର

ରସୁଲପୁର,୧୩।୧୧(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ଅଧୀନ ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର(ସିଏଚ୍‌ସି) ଅଧୀନରେ ପରିଚାଳିତ ବ୍ରହ୍ମବରଦା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର(ପିଏଚ୍‌ସି)ରେ ନାନା ସମସ୍ୟା ଲାଗିରହିଛି। ହେଲେ ପ୍ରଶାସନିକ ଦୃଷ୍ଟି ଦିଆଯାଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ଏଦିଗରେ ସୁଧାର ଆଣିବା ପାଇଁ…

ଯାବରା ବାଲି ଘାଟ ବିବାଦ: ହାଇକୋର୍ଟଙ୍କ ନିର୍ଦ୍ଦେଶରେ ତଦନ୍ତ ଆରମ୍ଭ

ରସୁଲପୁର,୧୩ା୧୧(ଡି.ଏନ.ଏ.): ରସୁଲପୁର ତହସିଲ ଅଧୀନ ଯାବରା ବାଲି ଘାଟରୁ ବାଲି ଉତ୍ତୋଳନକୁ ନେଇ ବିବାଦ ଦେଖାଦେଇଥିଲା। ଉକ୍ତ ବିବାଦ କ୍ରମଶଃ ହାଇକୋର୍ଟଙ୍କ ପର୍ଯ୍ୟନ୍ତ ଯାଇଥିଲା। ହାଇକୋର୍ଟ ଏହାର ବିଚାର କରି ତଦନ୍ତ କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ସେହି ଅନୁସାରେ ଗତ…

ଲୋକଙ୍କୁ ଆକର୍ଷିତ କରୁଛି ପାର୍କ

ଡେରାବିଶ,୧୩ା୧୧(ସ୍ବ.ପ୍ର.): ସହରାଞ୍ଚଳର ଲୋକେ ଚିତ୍ତ ବିନୋଦନ ଓ ବ୍ୟାୟାମ ଲାଗି ପାର୍କକୁ ବାଛି ନେଇଛନ୍ତି। ହେଲେ ଗଁା ଗହଳିରେ ଆଗ ଭଳି ଆଉ ତୋଟା ନ ଥିବାରୁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଧୀନ…

ପାଞ୍ଚ ଲକ୍ଷ ୫୧ ହଜାର ଦୀପରେ ଝଲସିବ ଅଯୋଧ୍ୟା

ଲକ୍ଷ୍ନୌ,୧୩ ।୧୧: ଆଲୋକର ପର୍ବ ଦୀପାବଳି ପାଳନ କରିବାକୁ ସମସ୍ତେ ପ୍ରସ୍ତୁତ ହୋଇ ସାରିଲେଣି । ମର୍ଯ୍ୟାଦା ପୁରୁଷ ରାମଙ୍କ ଜନ୍ମଭୂମୀ ଅଯୋଧ୍ୟାରେ ଦୀପ ଜାଳି ଏହି ପର୍ବକୁ ପାଳନ କରାଯିବା ଲାଗି ପ୍ରସ୍ତୁତି ପ୍ରାୟ ଚୁଡାନ୍ତ ପର୍ଯ୍ୟାୟରେ । ଶୁକ୍ରବାର…

ମ୍ୟାଲେରିଆ ପୂର୍ବାନୁମାନ କରିବ ପାଣିପାଗ ବିଭାଗ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଏଣିକି ମ୍ୟାଲେରିଆ ସଂକ୍ରମଣର ପୂର୍ବାନୁମାନ କରିବ ପାଣିପାଗ ବିଭାଗ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଓ ଭାରତୀୟ ପାଣିପାଗ ବିଭାଗର ମିଳିତ ଉଦ୍ୟମରେ ଏହି ପ୍ରକଳ୍ପ ହାତକୁ ନିଆଯାଇଛି। ଆସନ୍ତା ମୌସୁମୀରୁ ମ୍ୟାଲେରିଆଜନିତ ପୂର୍ବାନୁମାନ କରାଯିବ ବୋଲି ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ…

କ୍ୟାବିନେଟ୍‌ ନିଷ୍ପତ୍ତି: ରଦ୍ଦ ହେଲା ୨୧୪ ଅକାମୀ ଆଇନ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ୧୯୫୦ ମସିହାରୁ ୨୦୧୧ ମଧ୍ୟରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଣୀତ ୨୧୪ଟି ଆଇନକୁ ରଦ୍ଦ କରାଯାଇଛି। ଆଇନ ବିଭାଗ ଦେଇଥିବା ଏହି ପ୍ରସ୍ତାବକୁ ଅର୍ଥ ବିଭାଗ ଅନୁମୋଦନ କରିଛି। ଏ ନେଇ ଓଡ଼ିଶା ରାଜ୍ୟ ବିଧି ଆୟୋଗଙ୍କ ସୁପାରିସକୁ ଗ୍ରହଣ…

ଛେଳି ଚୋରି କରୁଥିଲେ ଦୁଇ ଭାଇ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଚେନ୍ନାଇ,୧୩।୧୧: ପିତାଙ୍କ ଫିଲ୍ମରେ ଲିଡ୍‌ ରୋଲ କରିବା ପାଇଁ ଦୁଇ ଭାଇ ଅଜବ ପଦକ୍ଷେପ ଗ୍ରହଣ କରିଛନ୍ତି। ଫିଲ୍ମ ନିର୍ମାଣ ପାଇଁ ଟଙ୍କା ନ ଥିବାରୁ ଦୁଇ ଭାଇ ୩ ବର୍ଷ ହେଲା ଛେଲି ଚୋରି କରୁଥିଲେ। ପୋଲିସ ଉଭୟଙ୍କ ଗିରଫ…

ସାଇ ଇଣ୍ଟରନ୍ୟାଶନାଲକୁ ଶ୍ରେଷ୍ଠ ସ୍କୁଲ ମାନ୍ୟତା

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଏଜୁକେଶନ୍‌ ୱାଲର୍‌ଡ ଇଣ୍ଡିଆ ସ୍କୁଲ ର଼୍ୟାଙ୍କିଙ୍ଗ୍‌ ୨୦୨୦ର ଡେ’ କମ୍‌ ବୋର୍ଡିଂ ବିଭାଗରେ ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ସର୍ବଭାରତୀୟ ସ୍ତରରେ ଶ୍ରେଷ୍ଠ ସ୍କୁଲ ଏବଂ ଓଡ଼ିଶାର ଏକ ନମ୍ବର ସ୍କୁଲର ମାନ୍ୟତା ପାଇଛି। ପୂର୍ବ ଭାରତରୁ ଏକମାତ୍ର ସ୍କୁଲ ଭାବେ…

ତୁରେଇକେଲା-ହରିଶଙ୍କର ରୋଡ୍‌-ଲଖନା ପ୍ରକଳ୍ପ କାର୍ଯ୍ୟକ୍ଷମ

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ଟିଟିଲାଗଡ଼-ରାୟପୁର ଦୋହରୀକରଣ ପ୍ରକଳ୍ପର ତୁରେଇକେଲା-ହରିଶଙ୍କର ରୋଡ୍‌-ଲଖନା ମଧ୍ୟରେ ୨୫ କି.ମି. କାର୍ଯ୍ୟ ଗତ ୯ ତାରିଖରୁ ଶେଷ ହେବା ପରେ ଏବେ କାର୍ଯ୍ୟକ୍ଷମ ହୋଇଛି। ସେହିଭଳି ତୁରେଇକେଲା ଓ ହରିଶଙ୍କର ରୋଡ୍‌ରେ ଦୁଇଟି ନୂତନ ଆଧୁନିକ ଇଲେକ୍ଟ୍ରୋନିକ୍‌ ଇଣ୍ଟରଲକିଂ ପ୍ରଣାଳୀ…

ଏବର୍ଷ ରାଧାପାଦ ଦର୍ଶନ ବନ୍ଦ

ପୁରୀ ଅଫିସ,୧୩ା୧୧: ଶୀତଦିନେ କରୋନା ସଂକ୍ରମଣ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଏଥିସହ କୋଭିଡ୍‌ କଟକଣାକୁ ଦୃଷ୍ଟିିରେ ରଖି ଚଳିତବର୍ଷ ଅଁଳା ନବମୀରେ ସାକ୍ଷୀଗୋପାଳ ମନ୍ଦିରରେ ରାଧାପାଦ ଦର୍ଶନ ବନ୍ଦ ରହିବ। ପ୍ରଶାସନିକ ସ୍ତରରେ ଏ ନେଇ ଆଲୋଚନା ହୋଇଛି। ଖୁବ୍‌ଶୀଘ୍ର…

ମୋ ଧାମ ମୋ ଗର୍ବ ଅଭିଯାନ: ସାଇକେଲରେ ବୁଲି ସ୍ଥିତି ପରଖିଲେ ଜିଲାପାଳ

ପୁରୀ ଅଫିସ,୧୩ା୧୧: ସ୍ବଚ୍ଛତା କ୍ଷେତ୍ରରେ ପୁରୀ ହେବ ଦେଶର ଏକ ନମ୍ବର ସହର। ୨୦୨୧ ସ୍ବଚ୍ଛ ସର୍ବେକ୍ଷଣରେ ପୁରୀକୁ କିପରି ଏହି ମାନ୍ୟତା ମିଳିବ ସେଥିଲାଗି ଜିଲା ପ୍ରଶାସନ ପକ୍ଷରୁ ପ୍ରୟାସ ଚାଲିଛି। ଏଥିଲାଗି ମୋ ଧାମ, ମୋ ଗର୍ବ ଅଭିଯାନ…

ବାରାକ ଓବାମାଙ୍କ ପୁସ୍ତକରେ ରାହୁଲ, ମନମୋହନଙ୍କ ବିଷୟରେ ଆଲୋଚନା

ଓ୍ବାଶିଂଟନ,୧୩।୧୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କ ନୂତନ ପୁସ୍ତକ ‘ଏ ପ୍ରମିଜଡ୍‌ ଲ୍ୟାଣ୍ଡ୍‌’ ଏବେ ବେଶ୍‌ ଚର୍ଚ୍ଚାରେ ରହିଛି। ଓବାମାଙ୍କ ନୂତନ ପୁସ୍ତକରେ କେରଳର ୱାୟାନାଡର ଲୋକସଭା ଏମ୍‌ପି ତଥା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିଷୟରେ ଉଲ୍ଲେଖ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri