ଭାରତୀୟ ନୌସେନାରେ ସାମିଲ ହେଲା ଓ୍ବାଗିର
ମୁମ୍ବାଇ,୧୨।୧୧-ଭାରତୀୟ ନୌସେନାରେ ଗୁରୁବାର ସାମିଲ ହୋଇଛି ବୁଡାଜାହଜ ଓ୍ବାଗିର। ଦକ୍ଷିଣ ମୁମ୍ବାଇ ସ୍ଥିତ ମାଜାଗାଓଁ ଡକ୍ ସମୁଦ୍ରତଟରେ ଏହି ବୁଡାଜାହଜ ଜଳାବତରଣ କରିଛି। ଭିଡିଓ କନ୍ଫରେନ୍ସିଂ ଜରିଆରେ ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ନାୟକ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହାକୁ ଉଦ୍ଘାଟନ…
ଗଡ଼ିବ ଆଉ ୪ ସ୍ପେଶାଲ ଟ୍ରେନ୍, ବନ୍ଦ ହେବ ୫
ଭୁବନେଶ୍ୱର, ୧୨।୧୧(ବ୍ୟୁରୋ): ପୂର୍ବତଟ ରେଲୱେ ପକ୍ଷରୁ ଆହୁରି ୪ଟି ସ୍ପେଶାଲ ଟ୍ରେନ ଚାଲିବ। ବିଶାଖାପାଟଣା-ରାୟଗଡ଼ା, ପଲାସା-ବିଶାଖାପାଟଣା, ପଲାସା-ଭୁବନେଶ୍ୱର, ଏବଂ ସମ୍ବଲପୁର-ରାୟଗଡ଼ା ସ୍ପେଶାଲ ଟ୍ରେନ ଚଲାଇବାକୁ ନିଷ୍ପତ୍ତି ନିଆଯାଇଛି। ସେପଟେ ଯଥେଷ୍ଟ ଯାତ୍ରୀ ହେଉ ନ ଥିବାରୁ ଆଉ ୫ ଯୋଡ଼ା ଟ୍ରେନ…
କଟକରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି
କଟକ ଅଫିସ, ୧୨।୧୧: କଟକ ସହରରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡ଼ି ତିଆରି ହୋଇଛି। ଆର୍ଏମ୍ଆର୍ସି ପକ୍ଷରୁ କରାଯାଇଥିବା ସେରୋ ସର୍ଭେ ରିପୋର୍ଟରେ ଏହା ପ୍ରକାଶ ପାଇଛି। ସେରୋ ସର୍ଭେ ନେଇ ଆର୍ଏମ୍ଆର୍ସି ନିର୍ଦ୍ଦେଶିକା ସଂଘମିତ୍ରା ପତି ସୂଚନା ଦେଇଛନ୍ତି।…
ବିବାହ ବନ୍ଧନରେ ବାନ୍ଧି ହେଲେ ବଲିଉଡର ଏହି ଚର୍ଚ୍ଚିତ ଅଭିନେତ୍ରୀଙ୍କ ଭାଇ
ନୂଆଦିଲ୍ଲୀ, ୧୨।୧୧- ବଲିଉଡର ଚର୍ଚ୍ଚିତ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍ଙ୍କ ଭାଇ ଅକ୍ଷତ ଗୁରୁବାର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଉଦୟପୁରର ଲୀଳା ପ୍ୟାଲେସରେ ଅକ୍ଷତ ରିତୁ ସାଙ୍ଗଓ୍ବାନଙ୍କୁ ବିବାହ କରିଛନ୍ତି। ଏ ନେଇ କଙ୍ଗନା ନିଜର ସୋସିଆଲ ମିଡିଆରେ ଫଟୋ ଶେୟାର…
କୋର୍ଟରେ ହାଜର ହେଲେ ଅନୁଭବ: ଜବାବ ଦାଖଲ ପାଇଁ ନେଲେ ସମୟ
ଭୁବନେଶ୍ୱର, ୧୨।୧୧(ବ୍ୟୁରୋ): ଓଲିଉଡ୍ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ହୋଇଥିବା ପାରିବାରିବ ହିଂସା ମାମଲାକୁ ନେଇ କୋର୍ଟରେ ହାଜର ହେଲେ ସ୍ବାମୀ ଅନୁଭବ ମହାନ୍ତି। କଟକ ଏସ୍ଡିଜେଏମ୍ କୋର୍ଟରେ ହାଜର ହୋଇ ଅନୁଭବ ଜବାବ ଦାଖଲ ପାଇଁ ସମୟ ନେଇଛନ୍ତି। ତେବେ…
ଦୀପାବଳି ପୂର୍ବରୁ ମହିଳା କିଣିଲେ ଚକୋଲେଟ୍: ପ୍ୟାକେଟ୍ ଖୋଲିବା ପରେ ଯାହା ଦେଖିଲେ ଉଡିଗଲା ହୋସ୍
ଭାରତରେ ଦୀପାବଳି ସମୟରେ ଲୋକମାନେ ପରସ୍ପର ପାଇଁ ଉପହାର କିଣିଥାନ୍ତି। ଏହି ଅବସରରେ ଲୋକମାନେ ସେମାନଙ୍କ ପ୍ରିୟଜନଙ୍କୁ ମିଠା କିମ୍ବା ଚକୋଲେଟ ଉପହାର ରୂପେ ଦେବାକୁ ପସନ୍ଦ କରିଥାନ୍ତି। ତେବେ ଚକୋଲେଟକୁ ନେଇ ଏମିତି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ…
ସୁଶାନ୍ତଙ୍କ ପରେ ଆତ୍ମହତ୍ୟା କଲେ ବଲିଉଡର ଏହି ପ୍ରସିଦ୍ଧ ଅଭିନେତା
ମୁମ୍ବାଇ,୧୨।୧୧-ସୁଶାନ୍ତଙ୍କ ଆତ୍ମହତ୍ୟା ଘଟଣା ମନରୁ ନ ଯାଉଣୁ ବଲିଉଡର ଆଉ ଜଣେ ଖ୍ୟାତନାମା ଅଭିନେତା ଆତ୍ମହତ୍ୟା କରିଛନ୍ତି। ଗୁରୁବାର ବଲିଉଡ ଅଭିନେତା ଆସିଫ ବସ୍ରା(୫୩) ଆତ୍ମହତ୍ୟା କରିଛନ୍ତି। ସେ ହିମାଚଳ ପ୍ରଦେଶର ଧର୍ମଶାଳାରେ ମ୍ୟାକ୍ଲେଡଗଞ୍ଜର ଜୋଗିଓ୍ବାରା ରୋଡରେ ଥିବା ଏକ କାଫେ…
ଗୋଟିଏ ଫିଲ୍ମ ପାଇଁ ୫ କୋଟି ଟଙ୍କା ଚାର୍ଜ କରନ୍ତି ଏହି ପ୍ରସିଦ୍ଧ ଅଭିନେତ୍ରୀ
ପ୍ରଭାସ ଷ୍ଟାରର ଫିଲ୍ମ ‘ବାହୁବଳୀ’ରେ ଦେବସେନା ଚରିତ୍ରରେ ଅଭିନୟ କରିଥିବା ଅଭିନେତ୍ରୀ ଅନୁଷ୍କା ଶେଟ୍ଟୀଙ୍କ ପାଇଁ କୌଣସି ପରିଚୟର ଆବଶ୍ୟକତା ନାହିଁ। ଏହି ଫିଲ୍ମର ସଫଳତା ତାଙ୍କୁ ଘର ଘରେ ପରିଚିତ କରାଇଛି। କୁହାଯାଉଛି ଅନୁଷ୍କା ଗୋଟିଏ ଫିଲ୍ମ ପାଇଁ ପ୍ରାୟ…
ଷ୍ଟ୍ରିଟ୍ ଲାଇଟ୍ରେ ଝଲସୁଛି ମାଓବାଦୀ ଗଡ଼ର ୪ ଗ୍ରାମ
ଚିତ୍ରକୋଣ୍ଡା,୧୨ା୧୧(ଡି.ଏନ୍.ଏ.): ଆନ୍ଧ୍ର ଓଡ଼ିଶା ସୀମାନ୍ତ ମାଓବାଦୀ ଉପଦ୍ରୁତ ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଲାଲଗଡ଼ ଏବେ ଜିଲା ତଥା ବ୍ଲକ ପ୍ରଶାସନଙ୍କ ଫୋକୋସ୍ରେ। ଯେଉଁ ଅଞ୍ଚଳରେ ଦିନେ ମାଓବାଦୀ ସମସ୍ୟା ନେଇ ବିକାଶମୂଳକ କାର୍ଯ୍ୟ ହେଇପାରୁ ନ ଥିଲା…
ରାଜଧାନୀରେ ଆଜି ଚିହ୍ନଟ ହେଲେ ୬୯ ନୂଆ ଆକ୍ରାନ୍ତ: ୫୩ ଲୋକାଲ କେସ୍
ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଗୁରୁବାର ୬୯ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୬ କ୍ୱାରାଣ୍ଟାଇନ୍ ମାମଲା ଥିବା ବେଳେ ୫୩ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୯୯୬୫କୁ ବୃଦ୍ଧି…
ଝିଅ ଜନ୍ମପରେ ମା’ବାପାଙ୍କୁ କ୍ଷମା ମାଗିଥିଲେ ଏହି ଅଭିନେତା: ଜାଣନ୍ତୁ କାହିଁକି…
ବଲିଉଡ୍ର ଚକୋଲେଟ ହିରୋ ଭାବେ ପରିଚିତ ଶାହିଦ କପୁର ବ୍ୟକ୍ତିଗତ ଜୀବନକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଶାହିଦଙ୍କ ସ୍ତ୍ରୀ ମୀରା କପୁର ଏବଂ ପିଲା ମିଶା ଏବଂ ଜୈନ୍ଙ୍କ ଫଟୋ ସୋସିଆଲ ମିଡିଆରେ ସବୁସମୟରେ ଭାଇରାଲ ହୋଇଥାଏ। ତେବେ ଝିଅ…
ଶାଳିଙ୍କ ପାଇଁ ଏହି ଲୋକପ୍ରିୟ ଅଭିନେତାଙ୍କୁ ମାରିବାକୁ ଗୋଡ଼ାଇଥିଲେ ରାଜେଶ ଖାନ୍ନା, ଆଉ ତା’ ପରେ..
ବମ୍ବେ: ଅଭିନେତା ଅକ୍ଷୟ କୁମାରଙ୍କୁ ଆଜିର ସୁପରଷ୍ଟାର। ହେଲେ ତାଙ୍କ ଶ୍ୱଶୁର ରାଜେଶ ଖନ୍ନା ଥିଲେ ବଲିଉଡ୍ର ପ୍ରଥମ ସୁପରଷ୍ଟାର। ସେତେବେଳର ସମୟରେ ତାଙ୍କର ପ୍ରଶଂସକଙ୍କ ସଂଖ୍ୟା ଅନ୍ୟ ଅଭିନେତାଙ୍କଠାରୁ ଅଧିକ ଥିଲା। ହେଲେ ସ୍ବଭାବରେ ସେ ବହୁତ ରାଗି ଥିଲେ।…
Archives


