Home Left

କେନ୍ଦ୍ର ନିୟନ୍ତ୍ରଣରେ ଓ୍ବେବ୍‌ ନ୍ୟୁଜ୍‌

ନୂଆଦିଲ୍ଲୀ,୧୨ା୧୧: କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଓ୍ବେବ୍‌ ମିଡିଆ ପ୍ଲାଟ୍‌ଫର୍ମ ଓ ଅନ୍‌ଲାଇନ୍‌ରେ ପ୍ରଦର୍ଶିତ ଫିଲ୍ମ ତଥା ଅଡିଓ ଭିଜୁଆଲ କାର୍ଯ୍ୟକ୍ରମଗୁଡ଼ିକୁ ନିଜ ଅଧୀନକୁ ନେଇଛନ୍ତି। ଫଳରେ ଏଣିକି ଏହିସବୁ ଅନ୍‌ଲାଇନ୍‌ ପ୍ରୋଗ୍ରାମ ସୂଚନା ଓ ପ୍ରସାରଣ (ଆଇବି) ମନ୍ତ୍ରଣାଳୟ ଅଧୀନରେ…

‘ଜିଓ ଓ୍ବାଲା ଆଣ୍ଟି’ ଗୀତ ଗାଇଲେ ରାପର ଦୁଲେ

ଭୁବନେଶ୍ୱର, ୧୨।୧୧ (ବ୍ୟୁରୋ)- କଳାହାଣ୍ଡିର ରାପର ଦୁଲେଶ୍ୱର ତାଣ୍ଡି ଓରଫ ଦୁଲେ ଓଡ଼ିଆ ସିନେମା ପାଇଁ ବୁଧବାର ଗୀତ ଗାଇଛନ୍ତି। ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦଙ୍କ ଆଗାମୀ ଫିଲ୍ମର ‘ଜିଓ ଓ୍ବାଲା ଆଣ୍ଟି’ ଗୀତରେ ସେ…

ଭାରତ ବିପକ୍ଷ ଟି୨୦ରେ ଅଷ୍ଟ୍ରେଲିଆ ଖେଳାଳି ସ୍ବଦେଶୀ ଜର୍ସି ପିନ୍ଧିବେ

ମେଲବୋର୍ନ,୧୨।୧୧: ଆସନ୍ତାମାସରେ ଆୟୋଜନ ହେବାକୁ ଥିବା ଭାରତ ବିପକ୍ଷ ଟି୨୦ ସିରିଜ ପାଇଁ ଅଷ୍ଟ୍ରେଲିଆ ଖେଳାଳିମାନେ ପ୍ରଥମଥର ପାଇଁ ସ୍ବଦେଶୀ ଶାର୍ଟ ବା ଜର୍ସି ପିନ୍ଧିବେ। କ୍ରିକେଟ ଅଷ୍ଟ୍ରେଲିଆ ବୁଧବାର ଆନୁଷ୍ଠାନିକ ଭାବେ ଏହି ଜର୍ସି ର ଉନ୍ମୋଚନ କରିଛି। ନିର୍ମାତା…

ଟିକସ ସ୍ବଚ୍ଛତା ଆଡ଼କୁ ବଢୁଛି ଭାରତ:ମୋଦି

ନୂଆଦିଲ୍ଲୀ: ଭାରତ ଟିକସ ଆତଙ୍କବାଦରୁ ଟିକସ ସ୍ବଚ୍ଛତା ଆଡକୁ ବଢୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କହିଛନ୍ତି। କେନ୍ଦ୍ର ସରକାର ଟିକସ ବ୍ୟବସ୍ଥାରେ ନୂଆ ଫେସ୍‌ଲେସ ଅପିଲ, ବିବାଦ ସମାଧାନ ବ୍ୟବସ୍ଥା ଭଳି ନୂଆ ସଂସ୍କାର ଆରମ୍ଭ କରିଛନ୍ତି। ଏହାର ଲାଭ…

ନୂଆ ପ୍ୟାକେଜ ଆଣିବେ ସରକାର

ନୂଆଦିଲ୍ଲୀ: କରୋନା ଭୂତାଣୁ ଯୋଗୁ ଦେଶର ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ସଙ୍କଟ ଦେଇ ଗତି କରୁଛି। ଘରୋଇ ବଜାରର ମୋଟ ଘରୋଇ ଉତ୍ପାଦ (ଜିଡିପି) ଐତିହାସିକ ନିମ୍ନ ସ୍ତରରେ ରହିଛି। ଅର୍ଥ ବ୍ୟବସ୍ଥାକୁ ଗତି ପ୍ରଦାନ କରିବା ଲାଗି ସରକାର ପ୍ରାୟ…

ଆଇପିଏଲ୍‌ ୨୦୨୧ରେ ୯ ଦଳ ଖେଳିବା ସମ୍ଭାବନା

ଦୁବାଇ, ୧୨।୧୧- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୧୩ତମ ସଂସ୍କରଣ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ସଫଳତାର ସହ ସମ୍ପନ୍ନ ହୋଇଛି। ଫାଇନାଲରେ ମୁମ୍ବାଇ ଇଣ୍ଡିଆନ୍ସ ୫ ଉଇକେଟରେ ଦିଲ୍ଲୀ କ୍ୟାପିଟାଲ୍ସକୁ ହରାଇ ୫ମ ଥରପାଇଁ ଚାମ୍ପିୟନ ହୋଇଛି। ଭାରତୀୟ କ୍ରିକେଟ…

ସମ୍ପୂର୍ଣ୍ଣ ଫିଟ୍‌ହେଲେ ଦଳରେ ଯୋଗଦେବେ ରୋହିତ

ନୂଆଦିଲ୍ଲୀ, ୧୨।୧୧- ଇଣ୍ଡିଆନ ପ୍ରିମିୟର ଲିଗ୍‌ ଶେଷ ହେବାପରେ ଏବେ ଭାରତୀୟ କ୍ରିକେଟ ଦଳର ଅଷ୍ଟ୍ରେଲିଆ ଗସ୍ତ ଉପରେ ନଜର ରହିଛି। ଭାରତୀୟ ଦଳରେ ସାମିଲ ହୋଇଥିବା ଖେଳାଳିମାନେ ଗୁରୁବାର ଦୁବାଇରୁ ସିଡ୍‌ନୀ ଯିବେ। ତେବେ ଟେଷ୍ଟ ସିରିଜ ପାଇଁ ଦଳରେ…

୨ ଲକ୍ଷ କୋଟିର ପିଏଲ୍‌ଆଇ ସ୍କିମ୍‌କୁ କ୍ୟାବିନେଟ୍‌ ମଞ୍ଜୁରୀ

ନୂଆଦିଲ୍ଲୀ: ୨ ଲକ୍ଷ କୋଟି ଟଙ୍କାର ଉତ୍ପାଦନ ସଂଯୋଗୀ ପ୍ରୋତ୍ସାହନ ନିବେଶ (ପିଏଲ୍‌ଆଇ) ଯୋଜନାକୁ କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଦେଶ ମଧ୍ୟରେ ମାନୁଫାକ୍‌ଚରିଂକୁ ଉତ୍ସାହିତ କରିବା ଲାଗି ସରକାର ଏଭଳି ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ୧୦ଟି…

ଜେଲରୁ ବାହାରିଲେ ଅର୍ଣ୍ଣବ ଗୋସ୍ବାମୀ

ମୁମ୍ବାଇ,୧୧।୧୧-ସୁପ୍ରିମକୋର୍ଟରୁ ଜାମିନ ପାଇବା ପରେ ରିପବ୍ଲିକ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀ ବୁଧବାର ସାରେ ତାଲୋଜା ଜେଲରୁ ମୁକୁଳିଛନ୍ତି। ଜେଲରୁ ବାହାରିବା ପରେ ଅର୍ଣ୍ଣବଙ୍କୁ ଦେଖିବା ପାଇଁ ଜନସାଧାରଣଙ୍କ ପ୍ରବଳ ସମାଗମ ହୋଇଥିବା ଦେଖିବାକୁ ମିଳିଥିଲା। ଜେଲରୁ ମୁକୁଳିବା ପରେ…

ବିହାର ନିର୍ବାଚନ: ନୋଟାରେ ୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟ

ନୂଆଦିଲ୍ଲୀ,୧୧।୧୧-ବିହାର ବିଧାନସଭା ନିର୍ବାଚନରେ ନନ୍‌ ଅଫ୍‌ ଦ ଆବଭ୍‌ (ନୋଟା)ରେ ୭ ଲକ୍ଷରୁ ଅଧିକ ଭୋଟ ପଡ଼ିଛି। ଏ ନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ପ୍ରକାଶ କରାଯାଇଛି। ମୋଟ୍‌ ୭,୦୬,୨୫୨ ଭୋଟର (୧.୭%) ନୋଟାରେ ଭୋଟ ଦେଇଥିବା ଜଣାପଡ଼ିଛି। ତିନି ପର୍ଯ୍ୟାୟ…

ବାଘକୁ ଆକ୍ରମଣ କଲା ଘୁଷୁରି ଛୁଆ: ତା ପରେ ଘଟିଲା ଏମିତି

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଗୋଟିଏ ଘୁଷୁରି ଛୁଆ ଏକ ବାଘକୁ ଆକ୍ରମଣ କରୁଥିବା ଭିଡିଓ ବେଶ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି, ଜଙ୍ଗଲ ମଧ୍ୟରେ ବାଘ ହାବୁଡରେ ଏକ ଘୁଷୁରି ଛୁଆ ପଡିଛି।…

ବାହାରିନ୍‌ ପ୍ରିନ୍ସ ଖଲିଫାଙ୍କ ପରଲୋକ

ମାନମା,୧୧।୧୧-ବାହାରିନର ପ୍ରିନ୍ସ ତଥା ପ୍ରଧାନମନ୍ତ୍ରୀ ଖଲିଫା ବିନ୍‌ ସଲମାନ ଅଲ ଖଲିଫାଙ୍କ ବୁଧବାର ପରଲୋକ ହୋଇଯାଇଛି। ୮୪ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବିଶ୍ୱରେ ସେ ପ୍ରଧାନମନ୍ତ୍ରୀ ପଦରେ ଅଧିକ ଦିନ ରହିଛନ୍ତି। ୧୯୭୧ରେ ବାହାରିନ ସ୍ବାଧିନତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri