Home Left

ବିଶ୍ୱର ୬୦୦ କମ୍ପାନୀକୁ ପଛରେ ପକାଇ ବଡ଼ ଡିଲ୍ ହାତେଇଲା ଭାରତର ଏହି ଷ୍ଟାର୍ଟଅପ୍

ନୂଆଦିଲ୍ଲୀ,୧୫ା୩: ଭାରତୀୟ ଯୁବ ଇଞ୍ଜିନିୟରଙ୍କ କମାଲ। କେରଳର ତିରୁବନନ୍ତପୁରମରୁ ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ‘ଜେନରୋବୋଟିକ୍ସ’ ସିଙ୍ଗାପୁରରୁ ଏକ ବଡ଼ ସଫଳତା ହାସଲ କରିଛି। ବିଶ୍ୱର ପ୍ରାୟ ୬୦୦ରୁ ଅଧିକ ପ୍ରତିଷ୍ଠିତ ରୋବୋଟିକ୍ସ କମ୍ପାନୀକୁ ପଛରେ ପକାଇ ସିଙ୍ଗାପୁର ଜଳ ପରିଚାଳନା ପ୍ରାଧିକରଣଠାରୁ…

ସ୍ତ୍ରୀଙ୍କ ସହ ଝଗଡ଼ା ପରେ ଚରମ ନିଷ୍ପତ୍ତି ନେଲେ ବ୍ୟକ୍ତି; ଫେସବୁକ ଲାଇଭରେ ସାପକୁ

କୋରାପୁଟ,୧୫।୩: କୋରାପୁଟ ଜିଲା ମାଳିଗୁଡ଼ା ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ସେହି ଅଞ୍ଚଳର ନବୀନ ମାଳି ନାମକ ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କ ସହ ଝଗଡ଼ା କରି ଅତ୍ୟନ୍ତ ମର୍ମାହତ ହୋଇପଡ଼ିଥିଲେ। ପେଶାରେ ଜଣେ ସର୍ପ ଧରାଳି ହୋଇଥିବା…

ଗଛକୁ ଧକ୍କା ଦେଇ ବିଲକୁ ପଶିଗଲା କାର୍, ଏକାଥରେ ଚାଲିଗଲା ମା’ପୁଅଙ୍କ ଜୀବନ

ବୁଗୁଡ଼ା,୧୫।୩(କାଳିଚରଣଦାଶ ): ବୁଗୁଡ଼ା ଥାନା ଅନ୍ତର୍ଗତ ତାକରଡ଼ା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ।କାର ଦୁର୍ଘଟଣାରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଥିବା ବେଳେ ବାପା ଓ ଝିଅ ସାମାନ୍ୟ ଆହତ ହୋଇଥିବା ଜଣା ପଡିଛି । ମୃତକ ମାନେ…

ବିବାଦ ମଧ୍ୟରେ ଲୁଚି ଲୁଚି ବିବାହ କଲେ RCB ବୋଲର ୟଶ ଦୟାଲ୍

ନୂଆଦିଲ୍ଲୀ,୧୫ା୩: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ର ଦ୍ରୁତ ବୋଲର ୟଶ ଦୟାଲ୍ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ଯୌନ ନିର୍ଯାତନା ଭଳି ଗମ୍ଭୀର ଅଭିଯୋଗରେ ଛନ୍ଦି ହୋଇଥିବା ୟଶ, ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ଅତି ଗୁପ୍ତ…

ଇରାନ ଯୁଦ୍ଧରେ ଡେଇଁବନି ତୁର୍କୀ, ହୋମୁର୍ଜ ଷ୍ଟ୍ରେଟରେ ଟ୍ରମ୍ପ…

ନୂଆଦିଲ୍ଲୀ,୧୫।୩: ଇରାନ ଉପରେ ଆକ୍ରମଣ କରିବା ପୂର୍ବରୁ, ଆମେରିକା ନାଟୋ କିମ୍ବା ତାର ନିକଟତମ ମିତ୍ର ବ୍ରିଟେନ ସହିତ ଯୋଗାଯୋଗ କରିନଥିଲା। ଭେନେଜୁଏଲାରେ ସମାନ ପରିସ୍ଥିତି ସୃଷ୍ଟି ହୋଇଥିଲା। ଭେନେଜୁଏଲାରେ ସଫଳତାରେ ଉତ୍ସାହିତ ହୋଇ ଆମେରିକା ଇସ୍ରାଏଲ ସହିତ ମିଶି –…

ପୋଲିସ ଡ୍ରେସ ପିନ୍ଧି କରୁଥିଲେ ଆତଙ୍କିତ, ନକଲି ପୋଲିସଙ୍କୁ ବାନ୍ଧିଲା ଅସଲି ପୋଲିସ

ଅତାବିରା,୧୫।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଅଞ୍ଚଳରେ ରବିବାର ନକଲି ପୋଲିସ ଭାବରେ ବୁଲୁ ଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଅତାବିରା ଥାନା ଅସଲି ପୋଲିସ । ଗିରଫ ନକଲି ପୋଲିସଙ୍କ ନାମ…

ବରଗଡ଼ରେ ମହଜୁତ ଅଛି ରନ୍ଧନ ଗ୍ୟାସ, କଳାବଜାର କଲେ ଦୃଢ କାର୍ଯ୍ୟାନୁଷ୍ଠାନ କହିଲେ ଜିଲାପାଳ

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଲିକୁଇଫାଇଡ୍ ପେଟ୍ରୋଲିୟମ ଗ୍ୟାସ (ଏଲପିଜି), ପେଟ୍ରୋଲ ଏବଂ ଡିଜେଲ୍ ଯୋଗାଣ ଓ ବଣ୍ଟନ ବ୍ୟବସ୍ଥାର ସମୀକ୍ଷା ପାଇଁ ଶନିବାର ଜିଲାସ୍ତରୀୟ ନିରୀକ୍ଷଣ କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଖାଦ୍ୟ…

ଭୟଙ୍କର ଘୂର୍ଣ୍ଣିଝଡ଼: ଉଡିଲା ଛପର-ନଦୀକୁ ପଶିଲା ଅଟୋ, ୨ମୃତ

ବାରିପଦା/କରଞ୍ଜିଆ,୧୫ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ/କବିତା ମହାନ୍ତ): ରବିବାର ଅପରାହ୍ନ ସାଢେ ୪ଟାରେ ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଳକ କଙ୍କଡା ଗ୍ରାମରେ କାଳବୈଶାଖୀର ଭୟଙ୍କର ତାଣ୍ଡବ ଦେଖାଯାଇଛି । ଏଥିରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ରୁ ଉର୍ଦ୍ଧ୍ବ ଲୋକ ଗୁରୁତର ଆହତ ହୋଇ…

ଓଡିଶାର ଏହି ଜିଲାରେ ଅଣ୍ଡା ଗୋଟେ ୫ ଟଙ୍କା, ଜାଣନ୍ତୁ କେମିତି କମିଲା ଦାମ୍

ନନ୍ଦପୁର,୧୫ା୩(ତୁଷାର କାନ୍ତ ମହାନ୍ତି) : ମଧ୍ୟପ୍ରାଚ୍ୟରେ ଯୁଦ୍ଧ ସ୍ଥିତି ଅଞ୍ଚଳରେ ଗ୍ୟାସ ଦରକୁ ମହଙ୍ଗା କରିଛି । ଡିଜେଲ ପେଟ୍ରୋଲ ଭଳି ତୈଳ ଦର ଓ ଉପଲବ୍ଧିତାକୁ ନେଇ ଭେଳିକି ସୃଷ୍ଟି କରିଥିବା ବେଳେ ଅଚାନକ ଅଣ୍ଡା ଦର ଶସ୍ତା ହୋଇଛି।…

ଅମଳ ଖର୍ଚ୍ଚ ବି ଉଠାଇ ପାରୁନାହାନ୍ତି ଚାଷୀ, ଗଞ୍ଜାମରେ ଟମାଟୋ କିଲୋ ରହିଛି…

ଗଞ୍ଜାମ,୧୫ା୩(ବିଦ୍ୟାଧର ସାହୁ): ଚାଷୀ ମୁଣ୍ଡରେ ଚଡ଼କ ପଡ଼ିଛି। ମାଟିରେ ମିଶୁଛି ଝାଳ ବୁହାଇ ଅମଳ କରିଥିବା ଟମାଟୋ। ବର୍ତ୍ତମାନ ବଜାରରେ ଟମାଟୋ ଦର ଏଭଳି ସ୍ତରକୁ ଖସି ଆସିଛି ଯେ, ଚାଷୀଟିଏ ତା’ର ଅମଳ ଖର୍ଚ୍ଚ ବି ଉଠାଇ ପାରୁନାହିଁ l…

ଓଲା ଗାଡିରେ ଯାଉଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ତାପରେ….

ଛତ୍ରପୁର,୧୫ା୩(ଦିଲ୍ଲୀପ ସାମଲ): ଚଳନ୍ତା ଓଲା ଗାଡିରେ ଲାଗିଗଲା ନିଆଁ । ଅଗ୍ନିକାଣ୍ଡରେ ଗାଡିଟି ନଷ୍ଟ ହୋଇଯାଇଥିବା ବେଳେ ଅଳ୍ପକେ ବର୍ତ୍ତିଗଲେ ଚାଳକ । ଏପରି ଦୃଶ୍ୟ ଦେଖିବାକୁ ମିଳିଛି ଖୋଦ ଗଞ୍ଜାମ ଜିଲାର ଚମାଖଣ୍ଡି ଛକ ଠାରୁ ବଣବୁଲାପଲ୍ଲୀ ଗ୍ରାମକୁ ଯିବା…

ସେ ସ୍ବାମୀ ଚାହାଁନ୍ତି ନାହିଁ, ହେଲେ ତାଙ୍କ ଶୁକ୍ରାଣୁ ବ୍ୟବହାର କରି ଏକ ସନ୍ତାନ ଚାହାଁନ୍ତି – ଏହି ମାମଲା ଶୁଣି ବିସ୍ମିତ ହେଲେ ହାଇକୋର୍ଟ

ମୁମ୍ବାଇ,୧୫।୩: ମୁମ୍ବାଇର ଜଣେ ମହିଳାଙ୍କ ସହିତ ଜଡିତ ଏକ ଅନନ୍ୟ ଆଇନଗତ ବିବାଦ ଏବେ ଦିଲ୍ଲୀ ହାଇକୋର୍ଟରେ ପହଞ୍ଚିଛି। ୪୬ ବର୍ଷୀୟ ମହିଳା ତାଙ୍କ ସ୍ବାମୀଙ୍କଠାରୁ ଅଲଗା ହେବା ସହ ମିଳିତ ଭାବରେ ସୃଷ୍ଟି ହୋଇଥିବା ୧୬ଟି ଫ୍ରିଜଡ ଭ୍ରୂଣ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?