ନଓ୍ବାଜୁଦ୍ଦିନଙ୍କୁ ଛାଡ଼ପତ୍ର ନୁହେଁ, ଦେବେ ଆଉ ଏକ ସୁଯୋଗ
ନୂଆଦିଲ୍ଲୀ,୯।୩ : ବଲିଉଡ୍ ଅଭିନେତା ନାଓ୍ବାଜୁଦ୍ଦିନ ସିଦ୍ଦିକିଙ୍କୁ ଛାଡ଼ପତ୍ର ଦେବା ବଦଳରେ ଆଉ ଏକ ସୁଯୋଗ ଦେବାକୁ ନିଷ୍ପତ୍ତି ନେଇଛନ୍ତି ପତ୍ନୀ ଆଲିୟା। ଛାଡ଼ପତ୍ର ଲାଗି ନୋଟିସ ପଠାଇବାର ପ୍ରାୟ ଏକ ବର୍ଷ ପରେ ଆଲିୟା ବଦଳାଇଛନ୍ତି ନିଜ ନିଷ୍ପତ୍ତି। ଛୁଆଙ୍କ…
ସନ୍ୟାସ ନେଇଛି ସତ, ହେଲେ ଏତେ ଶୀଘ୍ର କ୍ରିକେଟରୁ ଦୂରେଇ ଯିବି ନାହିଁ: ୟୁସୁଫ
ନୂଆଦିଲ୍ଲୀ,୯।୩: ଅନ୍ତରାଷ୍ଟ୍ରୀୟ କ୍ରିକେଟରୁ ସନ୍ୟାସ ନେଇଛି। ହେଲେ ଏତେ ଶୀଘ୍ର କ୍ରିକେଟ ପଡ଼ିଆରୁ ଦୂରେଇବାକୁ ଇଚ୍ଛା ନାହିଁ। ଆଗାମୀ ଦିନରେ ମଧ୍ୟ ପ୍ରଶଂସକମାନେ ତାଙ୍କୁ ପଡ଼ିଆରେ ଦେଖିପାରିବେ। କିଛି ଏଭଳି କହିଛନ୍ତି ଭାରତୀୟ ଦଳର ପୂର୍ବ ଅଲ୍ରାଉଣ୍ଡର ୟୁସୁଫ ପଠାନ। ତେବେ…
୪ ବର୍ଷ ଧରି ଉତ୍ତରାଖଣ୍ଡର ସେବା କଲି, ଭାଜପା ଏବେ ଆଉଜଣଙ୍କୁ ସୁଯୋଗ ଦେବାକୁ ଚାହୁଁଛି: ରାଓ୍ବତ
ନୂଆଦିଲ୍ଲୀ,୯।୩: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂହ ରାଓ୍ବତ ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ମଙ୍ଗଳବାର ଦିଲ୍ଲୀରୁ ଫେରିବା ପରେ ଅପରାହ୍ନରେ ରାଜ୍ୟପାଳ ବେବି ରାଣୀ ମୋର୍ଯ୍ୟଙ୍କ ସହ ସାକ୍ଷାତକରି ଇସ୍ତଫା ପତ୍ର ପ୍ରଦାନ କରିଥିଲେ। ଏହାପରେ ଗଣମାଧ୍ୟମ ଆଗରେ…
ଫେବୃୟାରୀର ଶ୍ରେଷ୍ଠ କ୍ରିକେଟର ଅଶ୍ୱିନ
ଦୁବାଇ,୯।୩ : ଭାରତୀୟ ଭେଟେରାନ ଅଫ୍ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ମାସ(ଫେବୃୟାରୀ)ର ଶ୍ରେଷ୍ଠ ଆଇସିସି ଖେଳାଳି ଭାବେ ବିବେଚିତ କରାଯାଇଛି। ତାଙ୍କ ଜବରଦସ୍ତ ପ୍ରଦର୍ଶନ ଯୋଗୁ ଇଂଲଣ୍ଡ ବିପକ୍ଷ ୪ ମ୍ୟାଚ୍ ବିଶିଷ୍ଟ ସିରିଜକୁ ୩-୧ ବ୍ୟବଧାନରେ ଜିତି ଭାରତ ବିଶ୍ୱ…
ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ତ୍ରିଭେନ୍ଦ୍ର ସିଂ ରାୱତ
ଡେରାଡୁନ,୯ ।୩: ଗତ ଚାରି ଦିନ ହେବ ଉତ୍ତରାଖଣ୍ଡ ରାଜନୀତିକୁ ନେଇ ଅନୁମାନ ଲଗାଯାଉଥିବା ବେଳେ ମଙ୍ଗଳବାର ସନ୍ଧ୍ୟାରେ ଏଥିରେ ଫୁଲଷ୍ଟପ୍ ଲାଗିଛି । ମୁଖ୍ୟମନ୍ତ୍ରୀ ପଦରୁ ତ୍ରିଭେନ୍ଦ୍ର ସିଂ ରାୱତ ଇସ୍ତଫା ପ୍ରଦାନ କରିଛନ୍ତି । ଅପରାହ୍ନ ପ୍ରାୟ ୪ଟା…
ଦର୍ଶକଙ୍କ ଦିଲ୍ ଜିତିଲେ ଉର୍ବଶୀ
ମୁମ୍ବାଇ: ବଲିଉଡ୍ ନାୟିକା ଉର୍ବଶୀ ରୌତେଲା ଏବେ ଏକ ନୂଆ ମ୍ୟୁଜିକ୍ ଆଲବମକୁ ନେଇ ଚର୍ଚ୍ଚାରେ । ‘ଏକ ଲଡ୍କି ଭିଗି ଭାଗି ସି’ ଏବେ ସୋସିଆଲ ମିଡିଆରେ ଲୋକପ୍ରିୟ ହୋଇ ସାରିଲାଣି । ଏବେ ପର୍ଯ୍ୟନ୍ତ ୟୁଟ୍ରୁ୍ୟବରେ ଏହି ଗୀତକୁ…
ରାହୁଲଙ୍କୁ ଜବାବ ଦେଲେ ଜ୍ୟୋତିରାଦିତ୍ୟ
ନୂଆଦିଲ୍ଲୀ,୯ ।୩: ଜ୍ୟୋତିରାଦିତ୍ୟ ସିନ୍ଧିଆ ଯଦି କଂଗ୍ରେସରେ ଥାଆନ୍ତେ ତେବେ ମୁଖ୍ୟମନ୍ତ୍ରୀ ହୋଇପାରି ଥାଆନ୍ତେ । ହେଲେ ଭାରତୀୟ ଜନତା ପାର୍ଟି(ଭାଜପା)ରେ ରହି ସେ ବ୍ୟାକ୍ ବେଞ୍ଚର ପାଲଟି ଯାଇଛନ୍ତି । ଏହା କହିଥିଲେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ…
ରାହୁଲ ଗାନ୍ଧୀଙ୍କୁ ସ୍କୁଲ ପଠାଯାଉ: କେନ୍ଦ୍ର ମନ୍ତ୍ରୀ
ନୂଆଦିଲ୍ଲୀ,୯।୩: ମଙ୍ଗଳବାର ଲୋକସଭାରେ କେନ୍ଦ୍ର ପଶୁପାଳନ, ଦୁଗ୍ଧ ଏବଂ ମତ୍ସ୍ୟ ବିଭାଗର ମନ୍ତ୍ରୀ ଗିରିରାଜ ସିଂ କଂଗ୍ରେସ ଏମ୍ପି ରାହୁଲ ଗାନ୍ଧୀଙ୍କୁ ଘେରିଛନ୍ତି। ଗିରିରାଜ ସିଂ ରାହୁଲ ଗାନ୍ଧୀଙ୍କ ଅଲଗା ମତ୍ସ୍ୟ ମନ୍ତ୍ରଣାଳୟ ଗଠନ ଦାବିକୁ ନେଇ କହିଥିଲେ ଯେ ରାହୁଲଙ୍କୁ…
ଚିନ୍ତାରେ ଆଲିଆ
ବଲିଉଡ ଅଭିନେତା ରଣବୀର କପୁରଙ୍କ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏବେ ଫିଲ୍ମ ନିର୍ମାତା ସଞ୍ଜୟ ଲୀଲା ଭନସାଲୀ ମଧ୍ୟ କରୋନା ଆକ୍ରାନ୍ତ ହୋଇଛନ୍ତି। ଏହାକୁ ନେଇ ଚିନ୍ତାରେ ପଡିଯାଇଛନ୍ତି ଅଭିନେତ୍ରୀ ଆଲିଆ ଭଟ୍ଟ। ସଞ୍ଜୟ ଲୀଲା ଭନସାଲୀ କରୋନା…
ଖବର ପଢି କାନ୍ଦି ପକାଇଲେ ପ୍ରଥମ କିନ୍ନର ନ୍ୟୁଜ ଆଙ୍କର
ଢାକା,୯।୩: ବାଂଲାଦେଶର ପ୍ରଥମ କିନ୍ନର ନ୍ୟୁଜ ଆଙ୍କର ତଶ୍ନୁଭା ଆନନ ଶିଶିର ମହିଳା ଦିବସରେ ପ୍ରଥମଥର ନ୍ୟୁଜ୍ ପଢିଛନ୍ତି। ବୋଇଶାଖୀ ନ୍ୟୁଜ ଚ୍ୟାନେଲରେ ୩ ମିନିଟ୍ର ବୁଲେଟିନ୍ ପଢି ସାରିବା ପରେ ତଶ୍ନୁବାଙ୍କ ଆଖିରେ ଲୁହ ଆସିଯାଇଥିଲା। ତାଙ୍କ ସହକର୍ମୀମାନେ ତାଳି…
ବାଟ୍ଲା ହାଉସ୍ ଏନ୍କାଉଣ୍ଟର: ସୋନିଆ, ମମତାଙ୍କୁ ଟାର୍ଗେଟ କଲା ଭାଜପା
ନୂଆଦିଲ୍ଲୀ,୯ ।୩: ବାଟ୍ଲା ହାଉସ୍ ଏନ୍କାଉଣ୍ଟର ମାମଲାରେ ଦିଲ୍ଲୀର ସାକେତ କୋର୍ଟ ଇଣ୍ଡିଆନ ମୁଜାହାଦ୍ଦିନର ଆତଙ୍କବାଦୀ ଆରିଜ ଖାଁଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ତାଙ୍କର ଦଣ୍ଡ ବିଧାନ ସମ୍ପର୍କିତ ଶୁଣାଣି ମାର୍ଚ୍ଚ ୧୫ରେ ହେବ । ଏହାକୁ ନେଇ ମଙ୍ଗଳବାର…
ଟିକା ନେବାର ୪୮ ଘଣ୍ଟା ମଧ୍ୟରେ ବିମାନ ଉଡ଼ାଣ ମନା
ନୂଆଦିଲ୍ଲୀ,୯।୩: କରୋନା ଟିକା ନେବାର ୪୮ ଘଣ୍ଟା ମଧ୍ୟରେ ପାଇଲଟଙ୍କୁ ବିମାନ ଉଡ଼ାଣ ମନା କରାଯାଇଛି। ଏନେଇ ମଙ୍ଗଳବାର ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି। ଏହି ନିୟମ ଅନ୍ୟ ବିମାନ କର୍ମଚାରୀଙ୍କ ପାଇଁ ମଧ୍ୟ ଲାଗୁ…

