ମାଳଦ୍ୱୀପରେ କ୍ୟାଟ୍ରିନା
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍ ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ୍ ରହିଥାନ୍ତି। ସେ ନିକଟରେ ନିଜର କେତେକ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି, ଯେଉଁଥିରେ ସେ ସମୁଦ୍ରକୂଳରେ ସତରଙ୍ଗୀ ଡ୍ରେସ୍ରେ ନଜର ଆସିଛନ୍ତି। କ୍ୟାଟ୍ରିନା ପ୍ରାୟତଃ ଆଇଲ୍ୟାଣ୍ଡ ଯିବାକୁ…
ମହାକାଶ ଛୁଇଁବ ହଲିଉଡ୍
ମହାକାଶ, ଗ୍ରହ, ଗ୍ରହାଣୁ, ଏଲିଏନ୍କୁ ନେଇ ହଲିଉଡ୍ରେ ଶୁଟିଂ ହୋଇସାରିଛି ଅନେକ ସିନେମା। ହେଲେ ମହାକାଶରେ ଏବେ ନିର୍ମାଣ ହେବ ଚଳଚ୍ଚିତ୍ର। ଏ ଦିଗରେ ଆମେରିକୀୟ ମହାକାଶ ଗବେଷଣା କେନ୍ଦ୍ର (ନାସା) ପାଦେ ଆଗରେ ଥିବାବେଳେ ଏଥିରେ ନିଜ ନାମକୁ ଯୋଡ଼ିବାକୁ…
ଧଳସାମନ୍ତ ଭ୍ରାତାଙ୍କ ୩ ସହଯୋଗୀ ଗିରଫ
କଟକ ଅଫିସ,୧୧ା୧୧: ବାଲିଘାଟ ମାଲିକ ଓ ଠିକାଦାରଙ୍କୁ ଲକ୍ଷାଧିକ ଟଙ୍କା ଦାଦାବଟି ମାଗିବା ଅଭିଯୋଗରେ ଧଳସାମନ୍ତ ଭ୍ରାତାଙ୍କ ୩ ସହଯୋଗୀଙ୍କୁ ସିଡିଏ ସେକ୍ଟର-୨ ଥାନା ପୋଲିସ ଗିରଫ କରି ମଙ୍ଗଳବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ପୂର୍ବତନ କର୍ପୋରେଟର ତଥା ଦେଉଳସାହିର…
ବଜେଟ ଖର୍ଚ୍ଚ ୫୧ ହଜାର କୋଟି
ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): କୋଭିଡ୍-୧୯ ସଂକ୍ରମଣ ସତ୍ତ୍ୱେ ରାଜ୍ୟରେ ରାଜସ୍ବ ଆଦାୟ ବୃଦ୍ଧି ଘଟିଛି। ଗତବର୍ଷ ତୁଳନାରେ ୨୦୨୦ ଅକ୍ଟୋବର ଶେଷ ସୁଦ୍ଧା ୨.୨୭ ପ୍ରତିଶତ ରାଜସ୍ବ ବୃଦ୍ଧି ଘଟିଛି। ମଙ୍ଗଳବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ…
ଦୁଇଦିନ ଥଣ୍ଡା କମିବ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଟ୍ରପ୍ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆକାଶ ମେଘାଚ୍ଛନ୍ନ ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି ଓ ପୁରୀ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ବଳ୍ପରୁ…
ବଳାତ୍କାରୀଙ୍କୁ ୨୦ବର୍ଷ ଜେଲ, ୫୦ ହଜାର ଜରିମାନା
ମାଲକାନଗିରି,୧୦ା୧୧ (ଡି.ଏନ୍.ଏ.): ମାଲକାନଗିରି ଅତିରିକ୍ତ ଜିଲା ଜଜ୍ ମହଲତ୍ ଶାହା ମଙ୍ଗଳବର ଏକ ବଳାତ୍କାର ମାମଲାର ବିଚାରକରି ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ ଦଣ୍ଡ ଦେଇଛନ୍ତି। ଏଥିସହ ତାଙ୍କୁ ୫୦ ହଜାର ଟଙ୍କା ଜରିମାନା ଦେବାକୁ ଶୁଣାଣିରେ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର…
୧ ହଜାର ତଳକୁ ଖସିଲା ସଂକ୍ରମଣ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ତଳମୁହାଁ ହେବାରେ ଲାଗିଛି। ଦୀର୍ଘ ସାଢ଼େ ୩ମାସ ପରେ ମଙ୍ଗଳବାର ଦୈନିକ ସଂକ୍ରମଣ ଏକ ହଜାର ତଳକୁ ଖସିଛି। ଜୁଲାଇ ୨୧ରେ ପ୍ରଥମ ଥର ପାଇଁ ରାଜ୍ୟରେ ଏକ ହଜାରରୁ ଊର୍ଦ୍ଧ୍ୱ ଅର୍ଥାତ ୧,୦୭୮…
ବେଆଇନ ଭାବେ ଚାଲିଛି ୨୦ ସ’ ମିଲ୍
ଗୋପ,୧୧ା୧୧(ଡି.ଏନ୍.ଏ.): ପୁରୀ ଜିଲା ଗୋପ ବ୍ଳକ ଅଞ୍ଚଳରେ ବେଆଇନ ଭାବେ ୨୦ରୁ ଊର୍ଦ୍ଧ୍ୱ ସ’ ମିଲ ଚାଲୁଛି। ଏହାପରେ ଭିଜିଲାନ୍ସ, ବନ ବିଭାଗ ପକ୍ଷରୁ ବାରମ୍ବାର ଚଢ଼ାଉ କରାଯାଉଥିଲେ ମଧ୍ୟ କିଛିଦିନ ପରେ ପୁଣି ମିଲ ଖୋଲାଯାଇ କାର୍ଯ୍ୟ ହୋଇଥାଏ। ସୁପ୍ରିମକୋର୍ଟ…
ନାବାଳିକା ଗଣବଳାତ୍କାର ମାମଲା: ୧୮ରେ ଶୁଣାଣି
ଭୁବନେଶ୍ୱର,୧୧ା୧୧ (ବ୍ୟୁରୋ): ଇନଫୋସିଟି ନାବାଳିକା ଗଣବଳାତ୍କାର ମାମଲାର ଶୁଣାଣି ଆସନ୍ତା ୧୮ ତାରିଖରେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗରେ ହେବ। ପୀଡ଼ିତାଙ୍କ ମା’ଙ୍କ ଅଭିଯୋଗ ଭିତ୍ତିରେ ଶୁଣାଣି କରାଯିବ। ଉକ୍ତ ତାରିଖରେ ହାଜର ହେବାକୁ ଓଟିଭି ଏମ୍ଡି ଜଗିମଙ୍ଗତ ପଣ୍ଡାଙ୍କ…
ବିଏମ୍ସିର ନୂଆ ଗାଇଡ୍ଲାଇନ: ବିବାହରେ ୧୦୦, ଅନ୍ତିମ ସଂସ୍କାରରେ ୫୦
ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ଶୀତଋତୁରେ କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ବିବାହ କାର୍ଯ୍ୟକ୍ରମ ଓ ଅନ୍ତିମ ସଂସ୍କାର ପାଇଁ ଏକ ନିର୍ଦ୍ଦେଶାବଳୀ ଜାରି ହୋଇଛି। ଏହି ନିର୍ଦ୍ଦେଶାବଳୀ ଅନୁଯାୟୀ ବିବାହ…
ଜୋତା ସଫା କଲେ ବିରାଟ କୋହଲି
ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମା ମା’ ହେବାକୁ ଯାଉଛନ୍ତି। ନିକଟରେ ୟୁଏଇରେ ଚାଲିଥିବା ଆଇପିଏଲ୍ ଟୁର୍ଣ୍ଣାମେଣ୍ଟରେ ତାଙ୍କୁ ଅଧିକାଂଶ ସମୟରେ ବେବି ବମ୍ପ୍ସହ ଦେଖିବାକୁ ମିଳୁଥିଲା। ସ୍ବାମୀ ବିରାଟ କୋହଲିଙ୍କୁ ସେ ଚିୟର କରୁଥିବା ଦେଖାଯାଉଥିଲେ। ହେଲେ ଏବେ ସ୍ବାମୀ ବିରାଟ…
ରଘୁରାଜପୁରରେ ଡିଜାଇନ ଦେଖିଲା ଟିମ୍
ପୁରୀ ଅଫିସ, ୧୧ା୧୧: ଶ୍ରୀମନ୍ଦିରର ୮ ଦ୍ୱାର ରୁପା ଛାଉଣି ହେବ। ଜୟ ବିଜୟ, କଳାହାଟ, ବେହେରଣ, ସାତପାହାଚ, ପଶ୍ଚିମ ଭୋଗ ମଣ୍ଡପ, ନୃସିଂହ ମନ୍ଦିର, ମା’ ବିମଳା ଏବଂ ମା’ ମହାଲକ୍ଷ୍ମୀ ମନ୍ଦିରର ଗର୍ଭ ଦ୍ୱାରକୁ ରୁପା ଛାଉଣି କରାଯିବ।…
Archives


