ବିହାର ନିର୍ବାଚନ: ଭାଜପା ସର୍ବବୃହତ ଦଳ ହେବା ସମ୍ଭାବନା !
ପାଟନା,୧୦।୧୧: ବିହାର ନିର୍ବାଚନରେ ଭାଜପା ସର୍ବ ବୃହତ୍ ଦଳ ହେବାର ସମ୍ଭାବନା ସୃଷ୍ଟି ହୋଇଛି। ଭାଜପା ୭୪ ଆସନରେ ଅଗୁଆ ରହିଛି। ସେହିପରି ଆର୍ଜେଡ଼ି ୬୬, ଜେଡ଼ିୟୁ ୪୫, କଂଗ୍ରେସ ୨୫, ଏଲ୍ଜେପି ୩ ଏବଂ ଅନ୍ୟ ଦଳ ୧୦ରେ ଅଗୁଆ…
ସୌନ୍ଦର୍ଯ୍ୟ ପାଇଁ ଘରୋଇ ଉପଚାର
କେତେକଙ୍କର ମୁହଁରେ ଅନାବଶ୍ୟକ ସ୍ଥାନରେ ଲୋମ ଉଠିଥାଏ। ମୁହଁକୁ ସୁନ୍ଦର କରିବା ପାଇଁ ଏହି ଅନାବଶ୍ୟକ ଲୋମକୁ ସଫା କରିବାକୁ ସମସ୍ତେ ପାର୍ଲର ଯାଇଥାନ୍ତି । ଏହି ଲୋମକୁ ସଫା କରିବା ପାଇଁ ବିଭିନ୍ନ ଘରୋଇ ଉପାୟ ସମ୍ପର୍କରେ ଜାଣି ରଖନ୍ତୁ……
ଝୁଲିଲା ରୁପା ଛାଉଣି ଡିଜାଇନ୍ ନିଷ୍ପତ୍ତି
ପୁରୀ ଅଫିସ, ୧୦।୧୧: ଶ୍ରୀମନ୍ଦିରର ୮ଟି ଦ୍ୱାର ରୁପାରେ ଝଲସିବ। ଦ୍ୱାରଗୁଡ଼ିକର କବାଟକୁ ରୁପା ଛାଉଣି କରାଯିବ। ଏଥିପାଇଁ ଗଠିତ କମିଟିର ଦ୍ୱିତୀୟ ବୈଠକ ସୋମବାର ନୀଳାଦ୍ରି ଭକ୍ତ ନିବାସ ପରିସରରେ ଅନୁଷ୍ଠିତ ହୋଇଥିଲା। ତଥାପି ନିଷ୍ପତ୍ତି ଝୁଲି ରହିଲା। ମଙ୍ଗଳବାର…
ପଣ୍ୟ ପରିବହନରେ ପୂର୍ବତଟ ରେଳପଥ ଦେଶରେ ପ୍ରଥମ
ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ପୂର୍ବତଟ ରେଳପଥ ଚଳିତ ଆର୍ଥିକ ବର୍ଷରେ ଅର୍ଥାତ୍ ଏପ୍ରିଲ ପହିଲାରୁ ଅକ୍ଟୋବର ଶେଷ ପର୍ଯ୍ୟନ୍ତ ପ୍ରାୟ ୧୦୪.୮୮ ନିୟୁତ ଟନ୍ ମାଲ ପରିବହନ କରିଛି। ଫଳରେ ପଣ୍ୟ ପରିବହନ କ୍ଷେତ୍ରରେ ପୂର୍ବତଟ ରେଳପଥ ଦେଶରେ ପ୍ରଥମ ସ୍ଥାନ ଅଧିକାର କରିଛି।…
ଆମେ ଥକି ଯାଇଛେ ହେଲେ କରୋନା ଥକିନି: ଡବ୍ଲୁଏଚ୍ଓ ମୁଖ୍ୟ
ଜେନେଭା,୧୦ ।୧୧: କରୋନା ମହାମାରୀ କିଛି ଦେଶରେ କମ୍ ହୋଇଥିବା ବେଳେ ଆଉ କିଛି ଦେଶରେ ଏହାର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଯାଇଛି । ଏହାକୁ ଦୃଷ୍ଟିରେ ରଖି କିଛି ଦେଶ ଲକ୍ଡାଉନ ଘୋଷଣା ମଧ୍ୟ କରି ସାରିଛନ୍ତି । ଏ…
ବିହାର ନିର୍ବାଚନ: ସୋସିଆଲ ମିଡିଆରେ ଭାଇରାଲ ହେଉଛି ମଜାଳିଆ ମେମ୍ସ
ବିହାର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଜାରିରହିଛି। ସମସ୍ତେ ଜାଣିବା ପାଇଁ ଚାହିଁ ବସିଛନ୍ତି ଯେ, ନୀତିଶ କୁମାର ନିଜର ଶକ୍ତି ରକ୍ଷା କରିପାରୁଛନ୍ତି ନା ତେଜସ୍ବୀ ଯାଦବ ମୁଖ୍ୟମନ୍ତ୍ରୀ ହୋଇ ଇତିହାସ ସୃଷ୍ଟି କରିବେ। ଏହି ସମୟରେ ବିହାର…
ଟେରାକୋଟା ଟ୍ରେଣ୍ଡ
ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ଭିଣ୍ଟେଜ୍ ଟ୍ରେଣ୍ଡ୍ ଆଜିକାଲି ମାର୍କେଟରେ ବେଶ୍ ଚାଲିଛି। ପୂର୍ବଜମାନେ ବ୍ୟବହାର କରୁଥିବା କିଛି ସାମଗ୍ରୀ ଏବେ ପୁଣିଥରେ ଲୋକଙ୍କ ମଧ୍ୟରେ ଆଦୃତ ହେଉଛି। କେବଳ ଦେଖାସୁନ୍ଦର ପାଇଁ ନୁହେଁ, ବରଂ ସ୍ବାସ୍ଥ୍ୟ ପାଇଁ ହିତକର ଦୃଷ୍ଟିରୁ ଲୋକେ ପୁରୁଣା ସାମଗ୍ରୀକୁ…
ଗର୍ଭାବସ୍ଥାରେ ଡରିଗଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ
ଅନେକ ହିଟ୍ ଟିଭି ଶୋ’ ଏବଂ ବଲିଉଡ୍ ଫିଲ୍ମରେ କାମ କରିସାରିଥିବା ପ୍ରସିଦ୍ଧ ଅଭିନେତ୍ରୀ ଅନୀତା ହସନନ୍ଦିନୀ ବର୍ତ୍ତମାନ ଗର୍ଭବତୀ ଅଛନ୍ତି। ଏହି ସମୟକୁ ଏବେ ସେ ମନଭରି ଉପଭୋଗ କରୁଛନ୍ତି। ତେବେ ବିବାହର ୭ ବର୍ଷ ପରେ ଅନୀତା ପ୍ରଥମ…
ଆଗେଇ ଚାଲିଛି ବିଜେଡି: ପଞ୍ଚମ ରାଉଣ୍ଡ ଶେଷ ସୁଦ୍ଧା ତିର୍ତ୍ତୋଲରେ ୬,୪୦୦ ଭୋଟ୍ରେ ଆଗୁଆ
ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ତିର୍ତ୍ତୋଲରେ ପଞ୍ଚମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପୁଣି ୬,୪୦୦ ଭୋଟ୍ ରେ ଆଗରେ ରହିଛି। ତିର୍ତ୍ତୋଲରେ ବିଜେଡିକୁ ୧୮,୩୯୭, ଭୋଟ ମିଳିଥିବା ବେଳେ…
ବାଇକ୍ ଧରି ଏକୁଟିଆ ବୁଲୁଛନ୍ତି ଧୋନୀ
ରାଞ୍ଚି,୧୦।୧୧: ଆଇପିଏଲ୍ ୨୦୨୦ରେ ନୈରାଶଜନକ ପ୍ରଦର୍ଶନ କରି ୟୁଏଇରୁ ଭାରତ ଫେରିଛନ୍ତି ଚେନ୍ନାଇ ସୁପର୍ କିଙ୍ଗସ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ସେ ଦୁବାଇରୁ ସିଧା ନିଜ ସହର ରାଞ୍ଚିକୁ ଫେରିଆସିଛନ୍ତି। ଏବେ ମାହି ନିଜ ପରିବାର ସହ ସମୟ ବିତାଉଛନ୍ତି।…
ପୁଞ୍ଚ୍ରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ
ଶ୍ରୀନଗର,୧୦।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଲଗାତାର ଉତ୍ତେଜନା ବଢ଼ିବାରେ ଲାଗିଛି। ମଙ୍ଗଳବାର ପୁଞ୍ଚ୍ ଜିଲାରେ ପାକିସ୍ତାନ ପକ୍ଷରୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ପୂର୍ବାହ୍ନ ୧୦ଟା ୩୦ରେ ଶାହପୁର, କେର୍ନି ଏବଂ କ୍ୱସବା ସେକ୍ଟର ଉପରେ…
ମଣିପୁରରେ ବାଜି ମାରିଲା ଭାଜପା
ନୂଆଦିଲ୍ଲୀ,୧୦ ।୧୧: ମଣିପୁରରେ ୫ ଆସନ ପାଇଁ ହୋଇଥିବା ଉପ ନିର୍ବାଚନରେ ସିଂଘଟ ବିଧାନସଭା ଆସନରୁ ଭାରତୀୟ ଜନତା ପାର୍ଟି(ଭଜପା) ପ୍ରାର୍ଥୀ ବିଜୟୀ ହୋଇଥିବା ଜଣାପଡିଛି । ନିର୍ବାଚନ କମିଶନଙ୍କ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ସିଂଘଟ ବିଧାନସଭା ଆସନରୁ ଭାଜପା…
Archives


