Home Left

ତେଜସ୍ବୀ ଯାଦବଙ୍କ ପାଇଁ ମାଛ ନେଇ ପହଞ୍ଚିଥିଲେ ସମର୍ଥକ

ପାଟନା,୧୦।୧୧: ବିହାର ବିଧାନସଭା ନିର୍ବାଚନର ଫଳାଫଳ ମଙ୍ଗଳବାର ସନ୍ଧ୍ୟା ପୂର୍ବରୁ ସ୍ପଷ୍ଟ ହୋଇଯିବ। ଏବେ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ପ୍ରାରମ୍ଭିକ ଗଣତି ଅନୁଯାୟୀ, ନୀତିଶ ଓ ଏନଡିଏକୁ ପଛରେ ପକାଇ ଦେଇଛି ଆରଜେଡିର ତେଜସ୍ବୀ ଯାଦବଙ୍କ ନେତୃତ୍ୱାଧୀନ ମହାମେଣ୍ଟ। ନିର୍ବାଚନ…

ଥାନାରେ ହାଜର ହେଲେ ଓଏଏସ୍‌ ଅଫିସର

ବାଲିଚନ୍ଦ୍ରପୁର,୧୦।୧୧(ସ୍ବ.ପ୍ର.): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ଓଏଏସ୍‌ ଅଫିସର ପ୍ରମୋଦ ପୃଷ୍ଟି ରବିବାର ବିଳମ୍ବିତ ରାତିରେ ଥାନାରେ ହାଜର ହୋଇଛନ୍ତି। ତାଙ୍କୁ ବ୍ୟକ୍ତିଗତ ମୁଚାଲିକାରେ ଛଡ଼ାଯାଇଥିବା ଥାନା ପକ୍ଷରୁ କୁହାଯାଇଛି। ପ୍ରମୋଦ ଭୁବନେଶ୍ୱର…

ଅନିଶ୍ଚିତତାରେ ଗଡ଼ୁନି ବସ୍‌

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): କରୋନା ସଂକ୍ରମଣ ଭୟ ରହିଥିବାରୁ ସାଧାରଣ ପରିବହନକୁ ଆପଣାଇବାକୁ ଯାତ୍ରୀମାନେ କୁଣ୍ଠାବୋଧ କରୁଛନ୍ତି। ଫଳରେ ବସ୍‌ ସେବା ସବୁଠାରୁ ଅଧିକ ମାତ୍ରାରେ ପ୍ରଭାବିତ ହୋଇଛି। ଏଥିଯୋଗୁ ୧୪ ହଜାର ଘରୋଇ ବସ୍‌ ମଧ୍ୟରୁ ପ୍ରାୟ ୧୨ ହଜାର ନଷ୍ଟ…

ମହିଳା ଟି୨୦ ଚ୍ୟାଲେଞ୍ଜ:ଟ୍ରେଲ୍‌ବ୍ଲେଜର୍ସ ପ୍ରଥମଥର ଚାମ୍ପିୟନ

ଶାରଜା, ୧୦।୧୧- ଟ୍ରେଲ୍‌ବ୍ଲେଜର୍ସ ମହିଳା ଟି୨୦ ଚ୍ୟାଲେଞ୍ଜରେ ପ୍ରଥମଥରପାଇଁ ଚାମ୍ପିୟନ ହୋଇଛି। ସୋମବାର ଅନୁଷ୍ଠିତ ଫାଇନାଲରେ ସ୍ମୃତି ମାନ୍ଧାନାଙ୍କ ଏହି ଦଳ ଗତ ୨ ଥର ଚାମ୍ପିୟନ ସୁପରନୋଭାସକୁ ୧୬ ରନରେ ପରାସ୍ତ କରିଛି। ସ୍ପିନରଙ୍କ ପ୍ରାଧାନ୍ୟ ବିଶିଷ୍ଟ ଏହି ମ୍ୟାଚରେ…

ଓଡ଼ିଶା ଏଫସି ଜର୍ସି ଉନ୍ମୋଚିତ

ଭୁବନେଶ୍ୱର, ୧୦।୧୧(କ୍ରୀଡ଼ା ପ୍ରତିନିଧି)- ଚଳିତ ମାସ ୨୦ରୁ ଗୋଆରେ ଆରମ୍ଭ ହେବାକୁ ଯାଉଥିବା ଇଣ୍ଡିଆନ ସୁପରଲିଗ୍‌ (ଆଇଏସଏଲ)ର ସପ୍ତମ ସଂସ୍କରଣ ପାଇଁ ସୋମବାର ଭୁବନେଶ୍ୱର ଭିତ୍ତିକ ଫ୍ରାଞ୍ଚାଇଜ୍‌ ଓଡ଼ିଶା ଏଫସିର ଜର୍ସି ଉନ୍ମୋଚିତ ହୋଇଛି। ଓଡ଼ିଶାର କଳା ଓ ସଂସ୍କୃତିକୁ ଭିତ୍ତିକରି…

ବାୟୋ- ବବଲରେ ଦୀର୍ଘ ସମୟଧରି ରହିବା କଷ୍ଟକର: ଷ୍ଟାର୍କ

ମେଲବୋର୍ନ,୧୦।୧୧(ପି.ଟି.): ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ପରେ ଅଷ୍ଟ୍ରେଲିଆ ଦ୍ରୁତ ବୋଲର ମିଚେଲ ଷ୍ଟାର୍କ ଏବେ ବାୟୋ- ବବଲ ତଥା ଜୈବ ସୁରକ୍ଷିତ ପରିବେଶ ନେଇ ପ୍ରଶ୍ନ ଉଠାଇଛନ୍ତି। ଏଥିରେ ଖେଳାଳିଙ୍କ ମାନସିକ ସ୍ବାସ୍ଥ୍ୟ ନେଇ ସେ ଚିନ୍ତା ପ୍ରକଟ କରିଛନ୍ତି।…

ଆଇପିଏଲ୍‌: ମୁମ୍ବାଇ- ଦିଲ୍ଲୀ ଟାଇଟଲ ମୁକାବିଲା

ଦୁବାଇ,୧୦।୧୧(ପି.ଟି.): ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଚଳିତ ୧୩ତମ ସଂସ୍କରଣ ଅନ୍ତିମ ଚରଣରେ ପହଞ୍ଚିଛି। ସ୍ଥାନୀୟ ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ମଙ୍ଗଳବାର ଫାଇନାଲ ମୁକାବିଲା ଖେଳାଯିବ। ଟାଇଟଲ ପାଇଁ ଏହି ମ୍ୟାଚ୍‌ରେ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍‌ ଓ ଶ୍ରେୟାସ…

ଫସଲ ବଞ୍ଚାଇବାକୁ ସଂଘର୍ଷ

ବଇଣ୍ଡା, ୧୦ା୧୧(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଅଞ୍ଚଳରେ ହାତୀ ଉପଦ୍ରବ ବଢ଼ିଚାଲିଛି। ପ୍ରାୟ ମାସେ ହେଲା ୭ଟି ହାତୀ ନିୟମିତ ଭାବେ ଧାନଚାଷ ଖାଇ ନଷ୍ଟ କରୁଥିବାରୁ ଫସଲ ବଞ୍ଚାଇବାକୁ ଏଠାକାର ଚାଷୀଙ୍କୁ ସଂଘର୍ଷ କରିବାକୁ ପଡ଼ୁଛି।…

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଢେଙ୍କାନାଳ ଅଫିସ,୯ା୧୧- ବିଲ୍‌ ପାସ୍‌ କରାଇଦେବା ପାଇଁ ମଧ୍ୟସ୍ଥଙ୍କ ଜରିଆରେ ୧୬ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଢେଙ୍କାନାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆର୍‌ଡିଏ)ର ସହକାରୀ ଯନ୍ତ୍ରୀ ବିପିନ ଦାସ ସୋମବାର ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ତାଙ୍କ…

ଏହିପରି ପିଲା ସତ୍ୟଠାରୁ ବହୁ ଦୂରରେ, କେବେବି ହାସଲ କରିପାରିବେନି ଶିକ୍ଷା

ଜୀବନ ସହ ଜଡ଼ିତ ସମସ୍ୟାର ସମାଧାନ ପାଇଁ ଚାଣକ୍ୟ ଅନେକ ନୀତି ବର୍ଣ୍ଣନା କରିଛନ୍ତି। ଏଥିରେ ଏକ ଶ୍ଳୋକ ମାଧ୍ୟମରେ ସେ କହିଛନ୍ତି, କେଉଁ ପ୍ରକାରର ପିଲା ଶିକ୍ଷା ହାସଲ କରି ପାଆନ୍ତି ନାହିଁ। ଏହା ସହ କେଉଁ ପ୍ରକାର ଲୋକେ…

ଏହି ପ୍ରାଣିକୁ ଡରିଲା ବାଘ, ଜଙ୍ଗଲରେ ଦୌଡ଼ିଲା ଜୀବନ ନେଇ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ…

ଭୁବନେଶ୍ୱରରୁ ଆଜି ପୁଣି ୭୦ କରୋନା ପଜିିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୭୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୫୦ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୯୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri