୪୦ ବର୍ଷରେ ଗର୍ଭବତୀ ହେଲେ ଏହି ଅଭିନେତ୍ରୀ
ଟିଭି ଅଭିନେତ୍ରୀ କିଶ୍ୱର ମର୍ଚ୍ଚେଣ୍ଟଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର। କିଶ୍ୱର ଏବଂ ତାଙ୍କ ସ୍ବାମୀ ସୁୟଶ ରାୟ ଆଗାମୀ ଅଗଷ୍ଟରେ ମା’ବାପା ହେବାକୁ ଯାଉଛନ୍ତି। କିଶ୍ୱର ଏବେ ଗର୍ଭାବସ୍ଥା ଉପଭୋଗ କରୁଛନ୍ତି। ଅନେକ ସମୟରେ ବେବି ବମ୍ପ ସହ ସେ…
ମୁଖ୍ୟମନ୍ତ୍ରୀ ଝାଡୁରେ କଲେ ରାସ୍ତା ସଫା
ଭୋପାଳ,୮।୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ମହିଳା ସଫେଇ କର୍ମଚାରୀଙ୍କ ସହିତ ମିଶି ରାସ୍ତାରେ ଝାଡୁ ମାରିଛନ୍ତି। ସେ ଭୋପାଳର ନେହେରୁ ନଗରରେ ମହିଳା ସଫେଇ କର୍ମଚାରୀଙ୍କୁ ଭେଟି ସେମାନଙ୍କ ସହିତ ଆଲୋଚନା କରିଥିଲେ।…
ଆଜି ରାଜ୍ୟରୁ ୫୯ ପଜିଟିଭ୍ ଚିହ୍ନଟ, ସମ୍ବଲପୁରରୁ ସର୍ବାଧିକ
ଭୁବନେଶ୍ୱର,୮।୩(ବ୍ୟୁରୋ): ସୋମବାର ରାଜ୍ୟରୁ ୫୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୮୦୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩୫ ଜଣ ଚିହ୍ନଟ…
ଟିକେଟ ମିଳିବା ପରେ ବି ଟିଏମ୍ସି ଛାଡୁଛନ୍ତି ନେତା!
କୋଳକାତା,୮ ।୩: ପାଖେଇ ଆସୁଛି ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ । ଆଉ ଏହାରି ଭିତରେ ସେଠାକାର ରାଜନୈତିକ ମାହୋଲ ବି ହେଉଛି ସରଗରମ । ବିଶେଷ କରି ଶାସନ ତୃଣମୂଳ କଂଗ୍ରେସ(ଟିଏମ୍ସି)କୁ ନେଇ ସବୁବେଳେ ଚର୍ଚ୍ଚା ଜାରି ରହିଛି । ଏବେ…
ବୃକ୍ଷ ଚାରା ରୋପଣ ଦୁର୍ନୀତି: ଗାତ ଖୋଳା ପାଇଁ ୬୬୨ ନକଲି ଭାଉଚର
ଲକ୍ଷ୍ନୌ,୮।୩: ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ସରକାରରେ ହୋଇଥିବା ଏକ ବଡ଼ ଧରଣ ଦୁର୍ନୀତିର ପର୍ଦ୍ଦାଫାଶ୍ କରାଯାଇଛି। ରାଜ୍ୟରେ ବୃକ୍ଷ ଚାରା ରୋପଣରେ ଦୁର୍ନୀତି ହୋଇଥିବା ଜଣାପଡ଼ିଛି। ପ୍ରଧାନ ମହାଲେଖାକାରଙ୍କ ଅଡିଟ୍ ରିପୋର୍ଟରେ ଏହା ଉଲ୍ଲେଖ ହୋଇଛି। ରାଜ୍ୟରେ ୨୦୧୭,…
ନିଜକୁ ଘୃଣା କରୁଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ
ବଲିଉଡ ଅଭିନେତ୍ରୀ ବିଦ୍ୟା ବାଲାନ ଅନେକ ସ୍ମରଣୀୟ ଚରିତ୍ରରେ ଅଭିନୟ କରିଛନ୍ତି। ସେଥିମଧ୍ୟରୁ ‘ଦ ଡର୍ଟି ପିକ୍ଚର୍ସ’ରେ ସିଲ୍କ ସ୍ମିତାଙ୍କ ଚରିତ୍ର ଅନ୍ୟତମ। ଏହି ଫିଲ୍ମ ପାଇଁ ବିଦ୍ୟା ବାଲାନ ବହୁତ ଓଜନ ବଢାଇଥିଲେ। ଏହାପରେ ତାଙ୍କ ଓଜନକୁ ନେଇ ଚର୍ଚ୍ଚାକୁ…
ବିବାହର ୧୦ ବର୍ଷ ପରେ ବାପା ହେବାକୁ ଯାଉଛନ୍ତି ଏହି ଅଭିନେତା
ମହାମାରୀ କରୋନା ସମୟରେ ଅନେକ କଳାକାର ମା’ବାପା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ସେହିପରି ଆହୁରି ଅନେକ କଳାକାର ମା’ବାପା ହେବା ଅପେକ୍ଷାରେ ରହିଛନ୍ତି। ଏବେ ଏହି ତାଲିକାରେ ଯୋଡି ହୋଇଯାଇଛି ଆଉ ଏକ ନାମ। ସେ ହେଲେ ଏକତା କପୁରଙ୍କ…
ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମହିଳାଙ୍କୁ ଏହି ଉପହାର ଦେଲେ ନୀତା ଅମ୍ବାନୀ
ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରିଲାଏନ୍ସ ଫାଉଣ୍ଡେସନର ଚେୟାରମ୍ୟାନ ନୀତା ଅମ୍ବାନୀ ମହିଳାମାନଙ୍କ ପାଇଁ ଏକ ଡିଜିଟାଲ ପ୍ଲାଟଫର୍ମ ‘ହର ସର୍କଲ’ ଆରମ୍ଭ କରିଛନ୍ତି। ଏଥିରେ ମହିଳାଙ୍କ ପାଇଁ ସମସ୍ତ ପ୍ରକାର ସୁବିଧା ସୁଯୋଗ ଉପଲବ୍ଧ ହେବ। ଏହି ଡିଜିଟାଲ ପ୍ଲାଟଫର୍ମକୁ…
ମହିଳା ଦିବସରେ ପୁଅର ପ୍ରଥମ ଝଲକ ଦେଖାଇଲେ କରୀନା କପୁର
ବଲିଉଡ୍ ଅଭିନେତ୍ରୀ କରୀନା କପୁର ଖାନ ଗତ ଫେବୃଆରୀ ୨୧ରେ ଦ୍ୱିତୀୟ ଥର ପାଇଁ ପୁତ୍ର ସନ୍ତାନର ଜନନୀ ହୋଇଛନ୍ତି। ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ କରୀନା ସୋସିଆଲ ମିଡିଆରେ ପୁଅର ପ୍ରଥମ ଝଲକ ଶେୟାର କରିଛନ୍ତି। ଏହି ଫଟୋରେ କରୀନା…
ଆସାମ ବିଧାନସଭା ନିର୍ବାଚନ: ୩ ଗୁରୁତ୍ୱପୂର୍ଣ୍ଣ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ
ଗୁଆହାଟୀ,୮ ।୩: ସାରା ଦେଶରେ ବେଳକୁ ବେଳ କଂଗ୍ରେସର ପ୍ରଦର୍ଶନ ଖରାପ ହୋଇ ଚାଲିଥିବା ବେଳେ ଏବେ ଏହାକୁ ସଜାଡିବାକୁ ପ୍ରୟାସ କରୁଛି ଦଳ । ରବିବାର ଆସାମ ବିଧାନସଭା ନିର୍ବାଚନର ୩ଟି ଗୁରୁତ୍ୱପୂର୍ଣ୍ଣ ଆସନ ପାଇଁ ଦଳ ପକ୍ଷରୁ ପ୍ରାର୍ଥୀ…
ପିତାଙ୍କ ହତ୍ୟାରେ ଭାଙ୍ଗି ପଡି ନ ଥିଲେ ବିଶ୍ୱର ନଂ ୧ ମହିଳା ରେସଲର୍
ଭାରତର ତାରକା ରେସଲର ଭିନେଶ ଫୋଗେଟ ମାଟିଓ ପାଲିକନ ର଼୍ୟାଙ୍କିଙ୍ଗ ରେସଲିଂ ସିରିଜରେ କ୍ରମାଗତ ଦ୍ୱିତୀୟ ସ୍ବର୍ଣ୍ଣ ଜିତିଛନ୍ତି। ଏକମାତ୍ର ଭାରତୀୟ ମହିଳା ରେସଲର ଭାବେ ୨୬ ବର୍ଷୀୟା ଭିନେଶ ଟୋକିଓ ଅଲିମ୍ପିକ ଗେମ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଭ…
ପାଳନ କରାଯାଉ ବିଶ୍ୱ ପୁରୁଷ ଦିବସ: ସୋନାଲ ମାନସିଂ
ନୂଆଦିଲ୍ଲୀ,୮ ।୩: ସାରା ବିଶ୍ୱ ପାଳନ କରୁଛି ବିଶ୍ୱ ମହିଳା ଦିବସ । ମାର୍ଚ୍ଚ ୮ ତାରିଖରେ ଏହା ପାଳନ ହେଉଥିବା ବେଳେ ମହିଳାମାନେ ଏହି ଦିନ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ଏମାନଙ୍କୁ ସମ୍ମାନିତ ବି କରାଯାଇଥାଏ ।…

