ବିଦ୍ୟାଳୟ ବନ୍ଦ ନ କରିବା ପାଇଁ ଦାବି: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅଭିଭାବକଙ୍କ ଧାରଣା
ବରଗଡ଼ ଅଫିସ,୯ା୧୧: ଛାତ୍ରୀଛାତ୍ର କମ୍ ଥିବା ଦର୍ଶାଇ ସରକାର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟ ବନ୍ଦ କରିବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି କ୍ରମରେ ବରଗଡ଼ ଜିଲାର ୨୭୩ଟି ପ୍ରାଥମିକ ବିଦ୍ୟାଳୟ ବନ୍ଦ କରିବାକୁ ମସୁଧା ଚାଲିଛି। ଏହାକୁ ନେଇ ଜିଲାର ଅଭିଭାବକ…
ନିଜ କମ୍ପାନୀର ସ୍କର୍ପିଓକୁ ଏମିତି ଅବସ୍ଥାରେ ଦେଖି ଆନନ୍ଦ ମହିନ୍ଦ୍ରା ଦେଲେ ଏହି ପ୍ରତିକ୍ରିୟା
ସୋସିଆଲ ମିଡିଆରେ ସର୍ବଦା ଆକ୍ଟିଭ୍ ରହୁଥିବା ମହିନ୍ଦ୍ରା ଗ୍ରୁପ୍ର ଚେୟାରମ୍ୟାନ ଆନନ୍ଦ ମହିନ୍ଦ୍ରା ସବୁବେଳେ ମଜାଳିଆ ଭିଡିଓ ଶେୟାର କରିଥାନ୍ତି। ଏଥର ମଧ୍ୟ ସୋସିଆଲ ମିଡିଆରେ ଫଟୋ ଶେୟାର କରିଛନ୍ତି। ସେ ଏମିତି ଟୁଇଟ୍ କରିଛନ୍ତି, ଯାହାକୁ ନେଇ ଏବେ ସବୁଆଡ଼େ…
ଆମେରିକାର ନୂତନ ରାଷ୍ଟ୍ରପତି ବାଇଡେନ ବିବାହ ପାଇଁ ଏହି ମହିଳାଙ୍କୁ ଦେଇଥିଲେ ୫ ଥର ପ୍ରସ୍ତାବ
ଆମେରିକାର ରାଷ୍ଟ୍ରପତି ଭାବେ ବିଜୟୀ ଲାଭ କରିଛନ୍ତି ଜୋ ବାଇାଡେନ। ଡୋନାଲ୍ଡ ଟ୍ରମ୍ପଙ୍କୁ ପରାସ୍ତକରି ସେ ଏହି ସଫଳତା ପାଇଛନ୍ତି। ତାଙ୍କର ବିଜୟ ସହିତ ସ୍ତ୍ରୀ ଡକ୍ଟର ଜିଲ ବାଇଡେନ ଆମେରିକାର ପ୍ରଥମ ଲେଡି ହୋଇଛନ୍ତି। ସେ ମେଲିନିଆ ଟ୍ରମ୍ପଙ୍କ ସ୍ଥାନ…
୪୯୯ ବର୍ଷ ପରେ ଏଥର ଦୀପାବଳିରେ ଘଟିବାକୁ ଯାଉଛି ଏମିତି, ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଅତ୍ୟନ୍ତ ଶୁଭ
ଚଳିତ ବର୍ଷ ନଭେମ୍ବର ୧୪ ଦୀପାବଳି ପର୍ବ ପାଳନ କରାଯିବ। ଚଳିତବର୍ଷ ଦୀପାବଳିର ଶୁଭ ଅବସରରେ ଗ୍ରହମାନଙ୍କର ଏକ ଚମତ୍କାର ସଂଯୋଗ ସୃଷ୍ଟି ହେଉଛି। ଦୀପାବଳିରେ ଧନ ଏବଂ ଜ୍ଞାନର ଗ୍ରହ ବୃହସ୍ପତି ନିଜର ସ୍ବରାଶି ଧନୁ ଏବଂ ଶନି ନିଜର…
୨ କୋଟି ୟୁଜର୍ସଙ୍କ ଗୁପ୍ତ ତଥ୍ୟ ୩୦ ଲକ୍ଷରେ ଡାର୍କ ଓ୍ବେବ୍ରେ ବିକ୍ରି
ନୂଆଦିଲ୍ଲୀ,୯।୧୧: ଅନ୍ଲାଇନ୍ରେ ୨ କୋଟି ୟୁଜର୍ସଙ୍କ ଗୁପ୍ତତଥ୍ୟ ଚୋରି ହୋଇଥିବା ନେଇ ରିପୋର୍ଟ ସାଇବର ଇଣ୍ଟେଲଜେନ୍ସ୍ କମ୍ପାନୀ ସାଇବେଲ ପକ୍ଷରୁ ପ୍ରକାଶ ପାଇଛି। ହ୍ୟାକର ଗ୍ରୋସରୀ କମ୍ପାନୀ ବିଗ୍ ବାସ୍କେଟର ଡାଟାବେସ୍ରୁ ୧୫ ଜିବି ଫାଇଲ୍ ଚୋରି କରି ଏହାକୁ ୩୦…
ପରାଜୟ ସ୍ୱୀକାର କରନ୍ତୁ ଟ୍ରମ୍ପ: ମେଲାନିଆ
ୱାଶିଂଟନ,୯ ।୧୧: ଆମେରିକାରେ ଅନୁଷ୍ଠିତ ହୋଇଥିବା ରାଷ୍ଟ୍ରପତି ନିର୍ବାଚନରେ ଜୋ ବାଇଡେନ୍ ବିଜୟ ଲାଗ କରିଥିବା ବେଳେ ଡୋନାଲ୍ଡ ଟ୍ରମ୍ପ ହାରି ଯାଇଛନ୍ତି । ହେଲେ ଏବେବି ଟ୍ରମ୍ପ ନିଜ ପରାଜୟକୁ ସ୍ୱୀକାର ନ କରି ବରଂ ବାଇଡେନ୍ ଭୁଲ୍ ଉପାୟରେ…
ଚିରଞ୍ଜିବ କରୋନା ପଜିଟିଭ
ଚେନ୍ନାଇ,୯ ।୧୧: ସାଉଥ୍ ସୁପରଷ୍ଟାର ଚିରଞ୍ଜିବ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି । ସେ ନିଜେ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି । ଗତ ୫ ଦିନ ହେବ ଯେଉଁମାନେ ତାଙ୍କ ସହ ମିଳାମିଶା କରିଛନ୍ତି ସେମାନଙ୍କୁ ସେ…
ଗଞ୍ଜାମ ସହରରେ ନାହିଁ ଭେଣ୍ଡିଂଜୋନ୍: ରୋଡ୍ ଉପରେ ଗାଡିରଖି ପରିବା କିଣୁଛନ୍ତି ଲୋକେ
ଗଞ୍ଜାମ, ୯।୧୧(ଡି.ଏନ୍.ଏ.): ଗଞ୍ଜାମ ସହରର ବ୍ୟବସାୟୀମାନେ ଭେଣ୍ଡିଂଜୋନ ପାଇଁ ବାରମ୍ବାର ଦାବି କରିଆସୁଛନ୍ତି l ମାତ୍ର କୌଣସି ସୁଫଳ ମିଳୁନାହିଁ। ଫଳରେ ସହରର ବିଭିନ୍ନ ବ୍ୟବସାୟୀ ଓ ଉଠା ପନିପରିବା ଦୋକାନୀମାନେ ରାସ୍ତା କଡ଼ରେ ବିକ୍ରି କରିବାକୁ ବାଧ୍ୟ ହେଉଛନ୍ତି l…
ଜୋ ବାଇଡେନ୍ ରାଷ୍ଟ୍ରପତି ହେବା ପରେ ଏହି କ୍ରିକେଟର୍ଙ୍କ ପୁରୁଣା ଟୁଇଟ୍ ଭାଇରାଲ, ଜାଣନ୍ତୁ କ’ଣ ରହିଛି ସମ୍ପର୍କ
ଡେମୋକ୍ରାଟିକ ନେତା ଜୋ ବାଇଡେନ ଆମେରିକାର ୪୬ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ଏହି ବିଜୟ ପରେ ବାଇଡେନଙ୍କୁ ବିଶ୍ୱର ବିଭିନ୍ନ ସ୍ଥାନରୁ ଅଭିନନ୍ଦନର ସୁଅ ଛୁଟୁଛି। ଏହି ସମୟରେ କ୍ରିକେଟର ଜୋଫ୍ରା ଆର୍ଚର ପୁଣିଥରେ ନିଜର ପୁରୁଣା ଟୁଇଟ ପାଇଁ…
ମଶାଧୂପରୁ ଲାଗିଲା ନିଆଁ, ୩ ଯବାନ ଗୁରୁତର
ଭଦ୍ରକ ଅଫିସ,୯ା୧୧: ଓଏସ୍ଏପିର ୫ମ ବାଟାଲିଅନର ୩ ଯବାନ ନିଆଁରେ ପୋଡ଼ି ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ରବିବାର ରାତିରେ ଶୋଇଥିବା ବେଳେ ମଶାଧୂପରୁ ନିଆଁ ଲାଗିଥିବା ସୂଚନା ମିଳିଛି। ଭଦ୍ରକ ଜିଲା ପୁରୁଣାବଜାର ଥାନାରେ ଏପରି…
ଲୋକଙ୍କୁ ସାହାଯ୍ୟ କରି ‘ଡ. ଆମ୍ବେଦକର ପୁରସ୍କାର’ରେ ସମ୍ମାନିତ ହେଲେ ଏହି ଅଭିନେତା
ବଲିଉଡ୍ ଅଭିନେତା ସୁନୀଲ ସେଟ୍ଟୀଙ୍କୁ ‘ଭାରତ ରତ୍ନ ଡ. ଆମ୍ବେଦକର ପୁରସ୍କାର’ରେ ସମ୍ମାନିତ କରାଯାଇଛି। କରୋନା ସମୟରେ ସେ ଲୋକଙ୍କୁ ସାହାଯ୍ୟ କରିଥିଲେ। ଏ ନେଇ ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂହଙ୍କ ଦ୍ୱାରା ରାଜଭବନରେ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯାଇଛି।…
କଂଗ୍ରେସକୁ ଘାରିଛି ବାଡ଼ ଡିଆଁ ଭୟ: ୩୮ ଜିଲାରେ ପର୍ଯ୍ୟବେକ୍ଷକ
ପାଟନା,୯।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳ ପୂର୍ବରୁ କଂଗ୍ରେସକୁ ବାଡ଼ ଡିଆଁ ଭୟ ଘାରିଛି। ଦଳର କିଛି ନେତା ଘୋଡ଼ାବେପାରରେ ସାମିଲ ହୋଇ ଅନ୍ୟ ଦଳରେ ମିଶିବାର ଆଶଙ୍କା ରହିଥିବା କଂଗ୍ରେସ କେନ୍ଦ୍ରୀୟ ଟିମ୍ ଅନୁମାନ କରୁଛନ୍ତି। ସେଥିପାଇଁ ରାଜ୍ୟର ୩୮…
Archives


