Home Left

ଗୋଟିଏ ଓଭରରେ ବୁମରାଙ୍କଠାରୁ ପର୍ପଲ କ୍ୟାପ୍‌ ଛଡାଇ ନେଲେ ଏହି ବୋଲର୍‌

ଆଇପିଏଲର ଟାଇଟଲ ଯୁଦ୍ଧ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଟୁର୍ନାମେଣ୍ଟର ଆଉ ଗୋଟିଏ ମ୍ୟାଚ୍‌ ବାକି ଅଛି। ନଭେମ୍ବର ୧୦ରେ ମୁମ୍ବାଇ ଇଣ୍ଡିଆନ୍ସ ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବ। ରବିବାର ଦିଲ୍ଲୀ କ୍ୱାଲିଫାୟର ୨ରେ ସନରାଇଜର୍ସକୁ ପରାସ୍ତ କରିଛି । ଅନ୍ୟପକ୍ଷରେ,…

ମୁଣ୍ଡରେ ଟିକିଲି ଲଗାଇଲେ ଏହି ଅଭିନେତା: ଜାଣନ୍ତୁ କାହିଁକି…

ବଲିଉଡ୍‌ର ଫିଲ୍ମ ‘ଲକ୍ଷ୍ମୀ’ରେ କିନ୍ନର ଚରିତ୍ରରେ ଅଭିନୟ କରୁଥିବା ଅଭିନେତା ଅକ୍ଷୟ କୁମାର କିନ୍ନର ବା ତୃତୀୟ ଲିଙ୍ଗଙ୍କ ଅଧିକାର ପାଇଁ ଏକ ନୂତନ ପଦକ୍ଷେପ ‘ଅବ ହମାରି ବାରୀ ହୈ’ ଆରମ୍ଭ କରିଛନ୍ତି। ଏହାର ଉଦ୍ଦେଶ୍ୟ ହେଉଛି ଲିଙ୍ଗଗତ ସମାନତାକୁ…

କମଲା ହାରିସ୍‌ଙ୍କ ବିଜୟକୁ ନେଇ ଖୁସି ପ୍ରକାଶ କଲେ ତାଙ୍କ ମାଉସୀ

ଚେନ୍ନାଇ,୯ ।୧୧: ଆମେରିକା ଉପରାଷ୍ଟ୍ରପତି ଭାବେ ଭାରତୀୟ ମୂଳ ବାସିନ୍ଦା କମଲା ହାରିସ୍ ବିଜୟଲାଭ କରିବା ପରେ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି । ଇତିହାସ ରଚିଥିବା କମଲାଙ୍କ ପାଇଁ ତାଙ୍କ ମାଉସୀ ଡାକ୍ତର ସରଳା ଗୋପଳନ କହିଛନ୍ତି, କମଲା…

ରାଗିଲେ ଅଧିନାୟକ

ଆବୁଧାବି,୯।୧୧: ଆଇପିଏଲ୍‌ ୨୦୨୦ର କ୍ୱାଲିଫାୟାର-୨ରେ ଦିଲ୍ଲୀ କ୍ୟାପିଟାଲ୍ସ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି। ଫଳରେ ଦଳର ଚଳିତ ଆଇପିଏଲ୍‌ ଅଭିଯାନ ଶେଷ ହୋଇଛି। ପରାଜୟରେ ଅଧିନାୟକ ଡେଭିଡ ୱାର୍ନର ଖେଳାଳିଙ୍କ ଉପରେ ରାଗିଯାଇଛନ୍ତି। ସେ କହିଛନ୍ତି ଯେ, କ୍ରମାଗତ କ୍ୟାଚ ଛାଡୁଥିବା…

ନୋବେଲ ବିଜ୍ଞାନୀ: ପେସା ଡାକ୍ତରୀ ନିଶା ଗବେଷଣା

ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ବିଶ୍ୱବିଦିତ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ଆଡଲଫ ଇମଲି ଭାନ୍‌ ବେହେରିଙ୍ଗ ଥିଲେ ଅନ୍ୟତମ। ଦୃଢ଼ ଆତ୍ମବିଶ୍ୱାସ ଏବଂ ପ୍ରଗାଢ଼ ଚେଷ୍ଟା ବଳରେ ସେ ନିଜର ଲକ୍ଷ୍ୟ ସ୍ଥଳରେ ପହଞ୍ଚତ୍ ପାରିଥିଲେ। କେବଳ ସେତିକି ନୁହେଁ, ଚିକିତ୍ସା ବିଜ୍ଞାନରେ ପ୍ରଥମ…

କ୍ୟାଲୋରିକୁ ସନ୍ତୁଳିତ ରଖେ ରକ୍ତଦାନ

କ୍ୟାଲୋରିକୁ ସନ୍ତୁଳିତ ରଖେ ରକ୍ତଦାନ ଆମ ଶରୀରରେ କ୍ୟାଲୋରି ସନ୍ତୁଳିତ ରହିବା ନିହାତି ଜରୁରୀ। ଏଥିରେ ଅସନ୍ତୁଳିତ ପରିଲକ୍ଷିତ ହେଲେ ତାହା କେତେକ ରୋଗକୁ ପରୋକ୍ଷରେ ଡାକି ଆଣିଥାଏ। ତେବେ କ୍ୟାଲୋରି ସ୍ତରକୁ ସନ୍ତୁଳିତ ରଖିବା ପାଇଁ କେତେକ ଦିଗ ପ୍ରତି…

କାର୍ଯ୍ୟଦକ୍ଷତା ବଢ଼ାଇବାର ସହଜ ଉପାୟ

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ ବ୍ୟକ୍ତ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ ସର୍ଭେରୁ ସେମାନେ ଏପରି ତଥ୍ୟ ଜାଣିବାକୁ ପାଇଛନ୍ତି। ପ୍ରତିଦିନ କିଛି ସମୟ…

ତେଜସ୍ୱୀ ହେଲେ ବିହାର ମୁଖ୍ୟମନ୍ତ୍ରୀ!

ପାଟନା,୯ ।୧୧: ବିହାର ବିଧାନସଭା ନିର୍ବାଚନର ଫଳାଫଳ ପାଇଁ ଆଉ ଗୋଟିଏ ଦିନ ବାକି ରହିଛି । ହେଲେ ଗୋଟିଏ ଦିନ ପୂର୍ବରୁ ମହାମେଣ୍ଟର ନେତା ତେଜସ୍ୱୀ ଯାଦବ ସୋସିଆଲ ମିଡିଆରେ ଟ୍ରେଣ୍ଡ କରିବା ସହ ଗୋଟିଏ ଦିନ ପୂର୍ବରୁ ସେ…

ସ୍ତ୍ରୀଙ୍କ ସହ କଥା ହେଉଥିଲେ ବନ୍ଧୁ, ସ୍ବାମୀ ନେଲେ ଏମିତି ନିଷ୍ପତ୍ତି

ମୁଜଫରନଗର,୯।୧୧: ଉତ୍ତର ପ୍ରଦେଶର ମୁଜାଫରନଗରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ବ୍ୟକ୍ତିଙ୍କୁ ନିଜ ବନ୍ଧୁଙ୍କ ସ୍ତ୍ରୀ ସହ କଥା ହେବା ମହଙ୍ଗା ପଡିଛି। କାମ ଥିବା କହି ଘରକୁ ଡାକି ସମ୍ପୃକ୍ତ ବ୍ୟକ୍ତି ଗଳାକାଟି ହତ୍ୟା କରିଛନ୍ତି ତାଙ୍କ…

ନିଜ ଓଜନର ରୁପା ଦାନ କଲେ ଭାଜପା ନେତା: ବଣ୍ଟାଗଲା ୧୦୧ କିଲୋଗ୍ରାମ୍‌ ରୁପା

ସୁରଟ,୯।୧୧: ଗୁଜରାଟର ରାଜ୍ୟ ଭାଜପା ଅଧ୍ୟକ୍ଷ ସି.ଆର୍‌. ପାଟିଲ ନିଜ ଓଜନର ରୁପା ଦାନ କରିଛନ୍ତି। ସୁରଟରେ ଜୈନ ସୋସାଇଟି ପକ୍ଷରୁ ଆୟୋଜିତ ହୋଇଥିବା ରଜତ ତୁଳା କାର୍ଯ୍ୟକ୍ରମରେ ପାଟିଲ ଯୋଗଦେଇଥିଲେ। ତାଙ୍କ ଓଜନ ୯୬ କିଲୋଗ୍ରାମ୍‌ ଥିଲା। ତେବେ ସୋସାଇଟି…

ଭାଗ୍ୟଫଳ ନେଇ ଉତ୍କଣ୍ଠା: ୩୮ ଜିଲାରେ ୫୫ ଗଣତି କେନ୍ଦ୍ର

ପାଟନା,୯।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇବ। ଏଥିପାଇଁ ରାଜ୍ୟର ୩୮ ଜିଲାର ୫୫ ଭୋଟ ଗଣତି କେନ୍ଦ୍ରରେ ଭୋଟ ଗଣାଯିବା ଲାଗି ବ୍ୟବସ୍ଥା କରାଯାଇଛି। ଭୋଟ ଗଣତି କେନ୍ଦ୍ର ଚାରିପଟେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯିବା ସହିତ…

୧୦ବର୍ଷ ପୂର୍ବରୁ ଜାଣିହେବ କ୍ୟାନ୍‌ସର

ଚିକିତ୍ସା ବିଜ୍ଞାନରେ କ୍ୟାନ୍‌ସର ହେଉଛି ଚିନ୍ତାର କାରଣ ସାଜିଥିବା ଅନ୍ୟତମ ପ୍ରମୁଖ ରୋଗ । ପ୍ରାରମ୍ଭିକ ଅବସ୍ଥାରେ ଏହାକୁ ନିରୂପଣ କରି ଯଦି ଠିକ୍‌ ଚିକିତ୍ସା କରାଯାଏ ତେବେ ଏଥିରୁ ଆରୋଗ୍ୟ ଲାଭ କରିବାର ଯଥେଷ୍ଟ ସମ୍ଭାବନା ରହିଛି। ହେଲେ ତାହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri